ବାତ୍ୟା ‘ୟାସ’: ଆକଳନଠୁ ପ୍ରଭାବ କମ୍‌

ଭୁବନେଶ୍ବର,୨୬।୫: ବାତ୍ୟା ‘ୟାସ’ର ଲ୍ୟାଣ୍ଡଫଲ ପ୍ରକ୍ରିୟା ଶେଷ ହୋଇଛି। ଏନେଇ ସୂଚନା ଦେଇଛନ୍ତି ଆଇଏମ୍‌ଡି ମହାନିର୍ଦ୍ଦେଶକ ମୃତ୍ୟୁଞ୍ଜୟ ମହାପାତ୍ର । ବାତ୍ୟା ‘ୟାସ’ ଧାମରାର ଉତ୍ତର, ବାଲେଶ୍ୱର ସହର ତଳକୁ ବାହାନଗା ପାଖରେ ଲ୍ୟାଣ୍ଡଫଲ କରିଥିଲା। ଏହି ସମୟରେ ପବନର ବେଗ ୧୩୦ରୁ ୧୪୦ କି.ମି. ରହିଥିଲା। ଲ୍ୟାଣ୍ଡଫଲ ପ୍ରକ୍ରିୟା ୩ରୁ ୪ ଘଣ୍ଟା ଧରି ଚାଲିଥିଲା। ଏହି ସମୟରେ ବ୍ୟାପକ କ୍ଷୟକ୍ଷତି ଘଟିଛି। ମାତ୍ର ଯେଉଁଭଳି ଭାବେ ଆକଳନ କରାଯାଉଥିଲା ବାତ୍ୟାର ପ୍ରଭାବ ତାଠାରୁ ଢେର କମ୍‌ ରହିଥିଲା। ଲାଣ୍ଡଫଲ୍‌ ପୂର୍ବରୁ ବାତ୍ୟା ଦୁର୍ବଳ ହୋଇପଡିଥିଲା। ଫଳରେ ବାତ୍ୟାର ପ୍ରଭାବ କମ୍‌ ଦେଖିବାକୁ ମିଳିଛି। ତେବେ ବାଲେଶ୍ୱରରେ ସବୁଠୁ ଅଧିକ ବେଗରେ ପବନ ହୋଇଥିବା ବେଳେ ଭଦ୍ରକ, କେନ୍ଦ୍ରାପଡ଼ା, ଜଗତସିଂହପୁରରେ ପବନ ସାଙ୍ଗକୁ ପ୍ରବଳ ବର୍ଷା ହୋଇଛି।

ସୂଚନା ଯୋଗ୍ୟ, ମଙ୍ଗଳବାର ଆଇଏମ୍‌ଡି ପକ୍ଷରୁ ଜାରି କରାଯାଇଥିବା ବୁଲେଟିନ୍‌ରେ ବାତ୍ୟା ‘ୟାସ’ ଘଣ୍ଟାପ୍ରତି ୧୫୫ରୁ ୧୬୫ କି.ମି. ପବନ ବେଗରେ ସ୍ଥଳଭାଗ ଛୁଇଁବ ବୋଲି କୁହାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଟ୍ରେନ୍‌ ଚଳାଚଳରେ ପରିବର୍ତ୍ତନ

ସମ୍ବଲପୁର,୧୯ା୪(ପ୍ରମୋଦ ବହିଦାର): ରେଳବାଇ ସୁରକ୍ଷା ଜନିତ ରକ୍ଷଣାବେକ୍ଷଣ କାର୍ଯ୍ୟ ପାଇଁ ସମ୍ବଲପୁର ରେଳମଣ୍ଡଳ ଅଧୀନସ୍ଥ କେତେକ ଟ୍ରେନ୍‌ ଚଳାଚଳରେ ପରିବର୍ତ୍ତନ କରାଯାଇଥିବା ନେଇ ସମ୍ବଲପୁର ରେଳ...

ତାପମାତ୍ରାରେ ଭୁବନେଶ୍ୱକୁ ଟପିଲା କଟକ

ଭୁବନେଶ୍ୱର,୧୯।୪: ରାଜ୍ୟରେ ଜାରି ରହିଛି ପ୍ରଚଣ୍ଡ ତାତି। ସକାଳ ୮ଟା ପରେ ଘରୁ ବାହାରିବା ମୁସ୍କିଲ ହୋଇପଡୁଛି। ରାଜ୍ୟରେ ଏ ବର୍ଷ ପ୍ରଥମ ଥର ପାଇଁ...

ମହାନଦୀରେ ଡଙ୍ଗାବୁଡି ଘଟଣା: ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୯।୪: ମହାନଦୀରେ ଡଙ୍ଗା ବୁଡିବା ଘଟଣାରେ ମୃତକଙ୍କ ପରିବାରକୁ ଅନୁକମ୍ପା ସହାୟତା ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ପରିବାରକୁ ୪ ଲକ୍ଷ ଲେଖାଏଁ ଅନୁକମ୍ପା...

୨୦୧୯ରେ ପୁରୀ ବିଧାନସଭାରେ କାହିଁକି ହାରିଥିଲା ବିଜେଡି, କାରଣ କହିଲେ ସଭାପତି…

ପୁରୀ,୧୯।୪: ୨୦୧୯ରେ ପୁରୀ ବିଧାନସଭା ଆସନରେ କାହିଁକି ହାରିଲା ବିଜେଡି । ଏନେଇ କାରଣ କହିଛନ୍ତି ଖୋଦ ଜିଲା ବିଜେଡି ସଭାପତି । ସଭାପତି ଦିବାକର...

ପିକ୍‌ଅପ୍‌ରୁ ଜବତ ହେଲା ପୁଳାପୁଳା ଟଙ୍କା

ପଦ୍ମପୁର,୧୯ା୪(ପ୍ରଦୀପ୍ତ ଦାଶ): ବରଗଡ଼ ଜିଲା ପଦ୍ମପୁର ଥାନା ପୋଲିସ ଶୁକ୍ରବାର ଏକ ପିକ୍‌ଅପ୍‌ରୁ ପୁଳାପୁଳା ଟଙ୍କା ଜବତ କରିଛି। ଗାଇସିଲେଟ -ପଦ୍ମପୁର ରାସ୍ତାର ଗଡ଼ଭାଟି ଛକରୁ...

ଅଶୁଂଘାତ ନେଲା ଜଣଙ୍କ ଜୀବନ

ଭୁବନେଶ୍ୱର,୧୯।୪: ଅଂଶୁଘାତରେ ରାଜ୍ୟରେ ଜଣଙ୍କର ମୃତ୍ୟୁ ଘଟିଛି। ମୃତ ବ୍ୟକ୍ତି ଜଣଙ୍କ ବାଲେଶ୍ୱରର ବୋଲି ଜଣାପଡିଛି। ଜନସ୍ବାସ୍ଥ୍ୟ ନିର୍ଦ୍ଦେଶକ ଡାକ୍ତର ନିରଞ୍ଜନ ମିଶ୍ର ଆଜି ଏହି...

ମହାନଦୀରେ ବୁଡିଲା ଡଙ୍ଗା: ଜଣେ ମୃତ, ୬ ନିଖୋଜ

ଝାରସୁଗୁଡା,୧୯।୪: ମହାନଦୀରେ ବୁଡିଲା ଡଙ୍ଗା। ଏଥିରେ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୬ ଜଣଙ୍କର ପତ୍ତା ମିଳୁନି। ଝାରସୁଗୁଡା ଜିଲା ଲଖନପୁର ବ୍ଲକ ଶରଧା ନିକଟ...

ବିଜେଡିରେ ସାମିଲ ହେଲେ ବିଜୟ କେତନ ସ୍ବାଇଁ; କହିଲେ-ବିତୃଷ୍ଣା ହୋଇ ଭାଜପା ଛାଡ଼ିଲି

ଭୁବନେଶ୍ୱର,୧୯ା୪: ଭାଜପା ଛାଡି ବିଜେଡିରେ ଯୋଗ ଦେଲେ ବରିଷ୍ଠ ନେତା ବିଜୟ କେତନ ସ୍ବାଇଁ । ରାଜନଗର ବିଧାୟକ ଧ୍ରୁବ ସାହୁ, କେନ୍ଦ୍ରାପଡ଼ା ପର୍ଯ୍ୟବେକ୍ଷକ ପ୍ରତାପ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri