ବଉଳଗାଁ, ସୁନ୍ଦରପୁର ୭ ଦିନ ଶଟ୍‌ଡାଉନ୍‌

ଛତ୍ରପୁର,୧୨ା୭(ଡି.ଏନ୍‌.ଏ.): କରୋନା ପଜିଟିଭ୍‌ ଚି଼ହ୍ନଟ ପରେ ଗଞ୍ଜାମ ଜିଲା ଛତ୍ରପୁର ବ୍ଲକର ବଉଳଗାଁ ଓ ସୁନ୍ଦରପୁର ଗାଁକୁ ୭ ଦିନ ଶଟ୍‌ଡାଉନ୍‌ ଘୋଷଣା କରାଯାଇଛି। ସୁନ୍ଦରପୁର ଗାଁରେ ୨ଜଣ ପଜିଟିଭ୍‌ ଚି଼ହ୍ନଟ ଫଳରେ ଜିଲାପାଳ କ୍ଷମତା ପ୍ରୟୋଗ କରି ସରପଞ୍ଚ ସସ୍ମିତା ମହାକୁଡ଼ ଶନିବାର ଉକ୍ତ ଗାଁକୁ ୭ଦିନ ଶଟ୍‌ଡାଉନ ଘୋଷଣା କରିଛନ୍ତି। ସେହିପରି ଜଣେ ପଜିଟିଭ୍‌ ଚି଼ହ୍ନଟ ପରେ ରବିବାର ବଉଳଗାଁକୁ ସ୍ଥାନୀୟ ସରପଞ୍ଚ ସରୋଜିନି ମହାରଣା ମଧ୍ୟ ୭ ଦିନ ପାଇଁ ଶଟ୍‌ଡାଉନ୍‌ ଓ କଣ୍ଟେନ୍‌ମେଣ୍ଟ୍‌ ଜୋନ୍‌ ଘୋଷଣା କରିଛନ୍ତି। କୌଣସି ଲୋକ ବାହାରକୁ ଯିବା ଓ ବାହାରୁ କୋଣସି ଲୋକ ଗ୍ରାମକୁ ଆସିବାକୁ ବାରଣ କରାଯାଇଛି। ପ୍ରତ୍ୟେକ ଲୋକ ଘରେ ରହିବେ। ପୋଖରୀ ରେ ମଧ୍ୟ ଗାଧୋଇବା ବାରଣ ରହିଛି। ଏହି ନିୟମକୁ କୌଣସି ବ୍ୟକ୍ତି ଅମାନ୍ୟ କଲେ ଆଇନ ଅନୁଯାୟୀ କାର୍ଯ୍ୟାନୁଷ୍ଠାନ ହେବ ବୋଲି କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ମାଘମେଳାରେ ଜଳିଲା ଝାଡ଼ଦୀପ

ଢେଙ୍କାନାଳ ଅଫିସ,୫।୨: ଢେଙ୍କାନାଳର ବିଶ୍ୱ ପ୍ରସିଦ୍ଧ ମହିମା ଧର୍ମର ପୀଠ ମହିମାଗାଦି ଯୋରନ୍ଦାରେ ଶନିବାର ଠାରୁ ଆରମ୍ଭ ହୋଇଛି ମାଘ ମେଳା। ୨ ବର୍ଷ ପରେ...

ଠିକା କିରାଣିଙ୍କ ବହିଷ୍କାର ଦାବିକଲା ଭାଜପା

ଅନୁଗୋଳ ଅଫିସ, ୨୭।୬: ଜିଲା ପ୍ରଶାସନ ଦେଇଥିବା ନିର୍ଦ୍ଦେଶକୁ ଠିକ୍‌ ଭାବେ ପାଳନ କରା ନ ଯିବା ଓ ଜେନେରାଲ ଇଲେକ୍ଟ୍ରିକ ଡିଭିଜନ୍‌ (ଜିଇଡି)ଠାରୁ ସ୍ଥିରୀକୃତ...

ଅଜଣା ଜନ୍ତୁ ଶିକାର: ୬୩ ଛେଳି ମୃତ, ୨୮ ଗୁରୁତର

ପାରଳାଖେମୁଣ୍ଡି,୪ା୧୧(ଡି.ଏନ୍‌.ଏନ୍‌.): ଗଜପତି ଜିଲା କାଶୀନଗର ବ୍ଲକର କିଡିଙ୍ଗା ଗ୍ରାମରେ କୌଣସି ଅଜଣା ଜନ୍ତୁର ଶିକାର ହୋଇ ୬୩ଟି ଛେଳି ମୃତ୍ୟୁବରଣ କରିଥିବା ବେଳେ ୨୮ଟି ଛେଳି...

ପୁଣି ୫ ପୋଲିସ କରୋନା ପଜିଟିଭ

ଛତ୍ରପୁର,୨୭।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ପୋଲିସ ଅଧୀନରେ କାର୍ଯ୍ୟ କରୁଥିବା ୫ ଜଣ ପୋଲିସ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ସେମାନେ ପଜିଟିଭ ଚିହ୍ନଟ ହୋଇଥିବା...

ବୁଗୁଡ଼ା ନୂଆ ବସ୍‌ଷ୍ଟାଣ୍ଡରେ ଶୀତଳ ଜଳ ଯନ୍ତ୍ର ଅକାମୀ

ବୁଗୁଡ଼ା,୨୮।୪(ଡି.ଏନ.ଏ.): ଯାତ୍ରୀମାନଙ୍କୁ ସ୍ବଚ୍ଛ ଓ ଶୀତଳ ଜଳ ଯୋଗାଇଦେବା ଉଦ୍ଦେଶ୍ୟରେ ମାତ୍ର ୪ ମାସ ତଳେ ବୁଗୁଡ଼ା ନୂଆଁ ବସଷ୍ଟାଣ୍ଡ ପରିସରରେ ସ୍ଥାପନ କରାଯାଇଥିବା ୱାଟର...

ମୁସରଙ୍ଗି ଜଙ୍ଗଲରୁ ବାଘ ଉଭାନ : ବନବିଭାଗ ଛାନ୍‌ଭିନ୍‌ ଜାରି

ନୂଆପଡ଼ା ଅଫିସ,୧୦ା୮ ସ୍ଥାନୀୟ ମୁସରଙ୍ଗି ଜଙ୍ଗଲରେ ୨ ଛୁଆ ସମେତ ୪ କଲରାପତରିଆ ବାଘ ଥିବା ଜଣାପଡ଼ିବା ପରେ ସଂପୃକ୍ତ ଅଞ୍ଚଳରେ ଆତଙ୍କ ଖେଳିଯାଇଥିଲା ା...

କନିଷ୍ଠ କିରାଣିଙ୍କ ଘରେ ଭିଜିଲାନ୍ସ ଚଢ଼ାଉ

କେନ୍ଦୁଝର,୧୨।୧୦(ସ୍ବ.ପ୍ର.): କେନ୍ଦୁଝର ଜିଲା ବଂଶପାଳ ବ୍ଲକ ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟର କନିଷ୍ଠ କିରାଣି ଗଙ୍ଗାଧର ସାହୁଙ୍କ ଘରେ ବୁଧବାର ଭିଜିଲାନ୍ସ ବିଭାଗ ଚଢ଼ାଉ କରିଛି। ଆୟବହିର୍ଭୂତ...

ଚଢ଼ାଉ ସତ୍ତ୍ୱେ ବନ୍ଦ ହେଉନି ଗଞ୍ଜେଇ କାରବାର

ରାୟଗଡ଼ା(ସ୍ବ.ପ୍ର)/ରାୟଗଡା ଅଫିସ୨୫ା୪: ରାୟଗଡା ସହରଦେଇ ବ୍ୟବସାୟୀମାନେ ଗଞ୍ଜେଇ ନେଇ ରାଜ୍ୟର ବିଭିନ୍ନ ପ୍ରାନ୍ତକୁ ତଥା ରାଜ୍ୟ ବାହାରକୁ ଚୋରାଚାଲାଣ କରୁଥିବା ବେଳେ ସେମାନଙ୍କର ଅବକାରୀ ତଥା...

Advertisement
Archives

Model This Week