ବାୟାବାବା କଲେଜ ନିର୍ବାଚନ: ବିସିଜେଡି-ଏବିଭିପି କଡ଼ା ଟକ୍କର, ଭୋଟ୍‌ ହାତେଇବାକୁ ଆପଣାଉଛନ୍ତି ଏହି…

ମହାକାଳପଡ଼ା, ୧୨ା୧୦(ପ୍ରତାପ ଚନ୍ଦ୍ର ସ୍ବାଇଁ): ଛାତ୍ର ସଂସଦ ନିର୍ବାଚନ ପାଇଁ କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ସଦର ମହକୁମାସ୍ଥିତ ବାୟା ବାବା କଲେଜ କ୍ୟାମ୍ପସ ଚଳଚଞ୍ଚଳ ହୋଇଛି। ସଂସଦ ଦଖଲ ପାଇଁ ଉଭୟ ବିଜୁ ଛାତ୍ର ଜନତା ଦଳ(ବିସିଜେଡି) ଓ ଅଖିଳ ଭାରତୀୟ ବିଦ୍ୟାର୍ଥୀ ପରିଷଦ(ଏବିଭିପି)ର ପ୍ରାର୍ଥୀମାନେ ନିଜ ସପକ୍ଷରେ ଭୋଟ ନେବା ପାଇଁ ପ୍ରଚାର ଅଭିଯାନକୁ ଜୋରଦାର କରିଛନ୍ତି। ଏଥିପାଇଁ ସେମାନେ ବିଭିନ୍ନ ରଣକୌଶଳ ଅବଲମ୍ବନ କରୁଥିବା ଦେଖାଯାଉଛି। ବିସିଜେଡି ଓ ଏବିଭିପି ଛାତ୍ର ସଙ୍ଗଠନ ପଛରେ ସେମାନଙ୍କ ରାଜନୈତିକ ଦଳମାନେ ରହି ଗୋଟି ଚାଳନା କରୁଛନ୍ତି। ଆଗାମୀ ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ପୂର୍ବରୁ ଏହା ଉଭୟ ଶାସକ ଭାଜପା ଓ ବିରୋଧୀ ବିଜେଡି ପାଇଁ ଏସିଡ ଟେଷ୍ଟ ସଦୃଶ ହୋଇଛି। ତେଣୁ କଲେଜରେ ଅଧ୍ୟୟନ କରୁଥିବା ଛାତ୍ରୀଛାତ୍ରଙ୍କୁ ଏହି କମ୍‌ ସମୟରେ କିପରି ଭେଟା ଯାଇପାରିବ ତାହା ଉପରେ ପ୍ରାର୍ଥୀମାନେ ଗୁରୁତ୍ୱାରୋପ କରୁଛନ୍ତି। କଲେଜ ଆଖପାଖ ଗାଁରେ ଥିବା ଛାତ୍ରୀଛାତ୍ରଙ୍କୁ ଭେଟିବା ଉପରେ ଜୋର ଦିଆଯାଉଛି। ସର୍ବୋପରି ସୋସିଆଲ ମିଡିଆରେ ପ୍ରାର୍ଥୀମାନେ ନିଜ ସପକ୍ଷରେ ଅପିଲ କରିବା ଚର୍ଚ୍ଚାର ବିଷୟ ହୋଇଛି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ସଫଳତାର ଶୀର୍ଷରେ ପହଞ୍ଚିବା ପାଇଁ ପାଳନ କରନ୍ତୁ ଚାଣକ୍ୟ ଏହି ୪ କଥା…

ଆଚାର୍ଯ୍ୟ ଚାଣକ୍ୟ ଜଣେ ପ୍ରାଚୀନ ଭାରତୀୟ ଶିକ୍ଷକ, ଦାର୍ଶନିକ ତଥା ରାଜ ପରାମର୍ଶଦାତା ଥିଲେ। ତାଙ୍କୁ ‘ଅର୍ଥଶାସ୍ତ୍ର’ର ରଚୟିତା ଭାବରେ ଜଣାଯାଏ। ଯିଏ କି ଅର୍ଥନୀତି, ରାଜନୀତି…

ପ୍ରଧାନମନ୍ତ୍ରୀଙ୍କ ସହ ପ୍ରତିରକ୍ଷା ମନ୍ତ୍ରୀଙ୍କୁ ହତ୍ୟା ଷଡ଼ଯନ୍ତ୍ର ପଣ୍ଡ; ଜଣେ ସନ୍ଦିଗ୍ଧଙ୍କୁ ଗିରଫ କରିଛି ପୋଲିସ

ୱାର୍ସା,୧୨।୧୦: ପୋଲାଣ୍ଡର ପ୍ରଧାନମନ୍ତ୍ରୀ ଡୋନାଲ୍ଡ ଟସ୍କ ଏବଂ ପ୍ରତିରକ୍ଷା ମନ୍ତ୍ରୀଙ୍କୁ ହତ୍ୟା କରିବା ପାଇଁ ଷଡଯନ୍ତ୍ର ରଚିବା ଅଭିଯୋଗରେ ଜଣେ ବ୍ୟକ୍ତିଙ୍କୁ ଅଟକ ରଖାଯାଇଛି। ସମ୍ଭାବ୍ୟ ବିପଦ…

ବିଲକୁ ଯାଇ ଘରକୁ ଫେରି ନ ଥିଲେ ଯୁବକ, ଆଜି ମିଳିଲା ମୃତଦେହ, ହତ୍ୟା ଅଭିଯୋଗ ଆଣି…

ପାଟଣାଗଡ଼,୧୨ା୧୦(ସଚ୍ଚିଦାନନ୍ଦ ମହାକୁର): ବଲାଙ୍ଗୀର ଜିଲା ଲରମ୍ଭା ଥାନା ଅନ୍ତର୍ଗତ ଗୋଏଲପିଟା ଗାଁର ଜାମଜୋର ନଦୀ ପାର୍ଶ୍ୱରୁ ସୋମବାର ଜଣେ ଯୁବକଙ୍କ ରକ୍ତାକ୍ତ ମୃତଦେହ ଉଦ୍ଧାର ହୋଇଛି। ମୃତ…

ବଡ଼ ଖୁଲାସା କଲେ ପୂର୍ବତନ କ୍ରିକେଟର, ବିରାଟଙ୍କ ଟେଷ୍ଟ ସନ୍ନ୍ୟାସ ପଛରେ ଥିଲା ଏହି ବ୍ୟକ୍ତିଙ୍କ ହାତ

ନୂଆଦିଲ୍ଲୀ,୧୨।୧୦: ଭାରତୀୟ କ୍ରିକେଟ୍‌ର ଦୁଇ ଅଭିଜ୍ଞ ଖେଳାଳି ବିରାଟ କୋହଲି ଓ ରୋହିତ ଶର୍ମାଙ୍କ ଟେଷ୍ଟ କ୍ରିକେଟ୍‌ରୁ ଅବସର ଘୋଷଣା ଏବେ ବି କ୍ରିକେଟ୍‌ପ୍ରେମୀଙ୍କ ମନରେ ରହିଛି…

ଆଖିରୁ ଝରାଇଲାଣି ଲୁହ, କେବେ କମିବ ପିଆଜ ଦର? ଆସିଲା ବଡ଼ ଅପଡେଟ

ନୂଆଦିଲ୍ଲୀ,୧୨।୧୦: ଦଶହରା, ଦୀପାବଳି ଏବଂ ଛଠ ପରି ପ୍ରମୁଖ ପର୍ବପର୍ବାଣୀ ଗୋଟିଏ ପରେ ଗୋଟିଏ ଆସୁଥିବା ବେଳେ, ପିଆଜର ବୃଦ୍ଧି ପାଉଥିବା ଦର ସାଧାରଣ ଲୋକଙ୍କ ପାଇଁ…

କେଶୁରାରେ ସିରିଜ୍‌ ଦୁର୍ଘଟଣା ନୁହେଁ, ସିସିଟିଭି ଫୁଟେଜରୁ ସାମ୍ନାକୁ ଆସିଲା ସାଂଘାତିକ ସତ, ଫିଲ୍ମ ଷ୍ଟାଇଲ୍‌ରେ…

ଭୁବନେଶ୍ୱର,୧୨ା୧୦: ରାଜଧାନୀର କେଶୁରା ଅଞ୍ଚଳରେ ଘଟିଥିବା ସିରିଜ ଦୁର୍ଘଟଣାରେ ଆସିଛି ନୂଆ ଟୁଇଷ୍ଟ୍‌। ସିସିଟିଭି ଫୁଟେଜରୁ ସାମ୍ନାକୁ ଆସିଛି ସାଙ୍ଘାତିକ ସତ। ପ୍ରଥମେ ଏହାକୁ ସିରିଜ୍‌ ଦୁର୍ଘଟଣା…

କାହିଁକି ବିରୋଧୀ ଦଳକୁ ଭେଟିବାକୁ ମନା କଲେ CJI ସୂର୍ଯ୍ୟ କାନ୍ତ? ଏହି ୫ କାରଣ ମାଧ୍ୟମରେ ବୁଝନ୍ତୁ ସମ୍ପୂର୍ଣ୍ଣ ଘଟଣାକୁ

ନୂଆଦିଲ୍ଲୀ,୧୨।୧୦: ସୁପ୍ରିମକୋର୍ଟର ମୁଖ୍ୟ ବିଚାରପତି ସୂର୍ଯ୍ୟ କାନ୍ତ ବିରୋଧୀ ଦଳର ନେତାମାନଙ୍କୁ ଭେଟିବାକୁ ମନା କରିଦେଇଛନ୍ତି। ରାହୁଲ ଗାନ୍ଧୀଙ୍କ ବ୍ୟତୀତ ମଲ୍ଲିକାର୍ଜୁନ ଖାର୍ଗେ ଏବଂ ଅନ୍ୟାନ୍ୟ କଂଗ୍ରେସ…

ଧର୍ମଶାଳା ABEOଙ୍କ ଘରେ ଭିଜିଲାନ୍ସ ରେଡ୍, ଏକକାଳୀନ ୭ ଠିକଣାରେ ଚଢ଼ାଉ

ଧର୍ମଶାଳା,୧୨।୧୦(ଶିବପ୍ରସାଦ ମହାନ୍ତି): ଯାଜପୁର ଧର୍ମଶାଳା ABEOଙ୍କ ଘରେ ଭିଜିଲାନ୍ସ ରେଡ୍ । ମୋଟ ୭ଟି ସ୍ଥାନରେ ଚଢାଉ ଜାରି ରହିଥିବା ସୂଚନା ରହିଛି । ଆୟ ବହିର୍ଭୂତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?