ମୋତେ ମିଶାଇଲରେ ଉଡାଇ ଦେବାକୁ ପୁଟିନ ଦେଇଥିଲେ ଧମକ: ପୂର୍ବତନ ପ୍ରଧାନମନ୍ତ୍ରୀଙ୍କ ବଡ ବୟାନ

ଲଣ୍ଡନ,୩୦ ।୧: ରାଷ୍ଟ୍ରପତି ପୁଟିନ ମୋତେ ମିଶାଇଲରେ ଉଡାଇ ଦେବାକୁ ଧମକ ଦେଇଥିଲେ । ଏମିତି ଦାବି କରିଛନ୍ତି ବ୍ରିଟେନର ପୂର୍ବତନ ପ୍ରଧାନମନ୍ତ୍ରୀ ବୋରିସ ଜନସନ । ବିବିସିର ନ୍ୟୁ ଡକ୍ୟୁମେଣ୍ଟାରୀରେ ବୋରିସ ଜନସନ କହିଛନ୍ତି, ଯେତେବେଳେ ରୁଷିଆ ୟୁକ୍ରେନ୍ ଉପରେ ଆକ୍ରମଣ କରିଥିଲା ଏହାର କିଛି ସମୟ ପୂର୍ବରୁ ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ତାଙ୍କୁ ଧମକାଇଥିଲେ ।

ରୁଷିଆ ୟୁକ୍ରେନ ଉପରେ ଆକ୍ରମଣ କରିବା ପୂର୍ବରୁ ପଶ୍ଚିମ ଦେଶର ନେତାମାନେ, ଯେଉଁମାନଙ୍କ ମଧ୍ୟରେ ବ୍ରିଟେନର ପୂର୍ବତନ ପ୍ରଧାନମନ୍ତ୍ରୀ ବୋରିସ ଜନସନ ବି ସାମିଲ ଥିଲେ, ଏମାନେ ୟୁକ୍ରେନର ସମର୍ଥନ କରିଥିଲେ ଓ ଚେଷ୍ଟା କରୁଥିଲେ କି ରୁଷିଆ ରୁକ୍ରେନ ଉପରେ ଆକ୍ରମଣ ନ କରୁ । ଜନସନଙ୍‌କ ଦାବି ଅନୁଯାୟୀ, ଏହି ସମୟରେ ରୁଷିଆର ରାଷ୍ଟ୍ରପତି ଭ୍ଲାଦିମି ପୁଟିନ ବୋରିସ ଜନସନଙ୍କୁ ଫୋନ କରିଥିଲେ ।
ଜନସନ କହିଛନ୍ତି, ଗୋଟିଏ ସମୟରେ ପୁଟିନ ମୋତେ ଏକ ପ୍ରକାର ଧମକ ଦେଇଥିଲେ । କହିଥିଲେ ବୋରିସ, ମୁଁ ତୁମକୁ ଦୁଃଖ ଦେବାକୁ ଚାହୁଁନାହିଁ, ବାସ ଗୋଟିଏ ମିଶାଇଲ ଓ ଏଥିରେ କେବଳ ଗୋଟିଏ ମିନିଟ ଲାଗି । ରୁଷିଆ ୟୁକ୍ରେନ ୁପରେ ଆକ୍ରମଣ କରିବା ପରେ ଯେଉଁସବ ପଶ୍ଚିମ ଦେଶ ଅଧିକ ୟୁକ୍ରେନକୁ ସମର୍ଥନ କରୁଥିଲେ, ଏମାନଙ୍କ ମଧ୍ୟରେ ବୋରିସ ଜନସନ ବି ଥିଲେ । ଜନସନ ଏହାବି ଦାବି କରିଥିଲେ କି ସେ ଭ୍ଲାଦିମିର ପୁଟିନଙ୍କୁ କହିଥିଲେ, ୟୁକ୍ରେନ୍ ନିକଟ ଭବିଷ୍ୟତରେ ନାଟୋରେ ସାମିଲ ହେବ ନାହିଁ ।


Enter your email to get our daily news in your inbox.

All Right Reserved By Dharitri.Com

ନିଶାମୁକ୍ତ ଓଡିଶା ଅଭିଯାନ କାର୍ଯ୍ୟକ୍ରମ, ନିଶା ସେବନ ବିରୋଧରେ ଶପଥ ପାଠ କଲେ ଛାତ୍ରୀଛାତ୍ର

ଦିଗପହଣ୍ଡି,୨୫।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ବଡଖେମୁଣ୍ଡି ହାଇସ୍କୁଲ ପରିସରରେ ମଙ୍ଗଳବାର ଦିଗପହଣ୍ଡି ଥାନା ପକ୍ଷରୁ ନିଶାମୁକ୍ତ ଓଡିଶା ଅଭିଯାନ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ…

ପିହୁ ନିଖୋଜ ଘଟଣା,କ୍ରାଇମବ୍ରାଞ୍ଚ ନୁହେଁ ସିବିଆଇ ତଦନ୍ତ ହେଉ:ବିଶ୍ୱ ରଞ୍ଜନ

ବରୀ,୨୫।୮(ମହେନ୍ଦ୍ର ସ୍ବଇଁ): ଯାଜପୁର ଜିଲା ବରୀ ବ୍ଲକ ବିଂଝାରପୁର ଥାନ ମଧୁସୂଦନପୁର ଗ୍ରାମର ବହୁଚର୍ଚ୍ଚିତ କୁନି ଝିଅ ପିହୁ ନିଖୋଜ ଘଟଣାକୁ ନେଇ , ଯାଜପୁର ସାଂସଦ…

୨୧୦ କେଜି ଗଞ୍ଜେଇ ଜବତ, ୮ ଗିରଫ: କନ୍ଧମାଳରୁ ରାଜ୍ୟ ବାହାରକୁ ହେଉଥିଲା ଚାଲାଣ

ଭଞ୍ଜନଗର, ୨୫।୮(ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ଭଞ୍ଜନଗର ପୋଲିସ ଏକ ବଡ଼ ଧରଣର ଗଞ୍ଜେଇ ଚାଲାଣ ମାମଲା ଠାବ କରି ୨୧୦ କେଜି ଗଞ୍ଜେଇ ଜବତ କରିଛି।…

ଜେଲ ଯିବେ ତରୁଣ ତେଜପାଲ, ସୁପ୍ରିମକୋର୍ଟରୁ ଲାଗିଲା ବଡ଼ ଝଟକା

ନୂଆଦିଲ୍ଲୀ,୨୫।୮: ବଳାତ୍କାର ମାମଲାରେ ଦୋଷୀ ସାବ୍ୟସ୍ତ ହୋଇଥିବା ପୂର୍ବତନ ତେହେଲକା ସମ୍ପାଦକ ତରୁଣ ତେଜପାଲଙ୍କୁ ସୁପ୍ରିମକୋର୍ଟ ତୁରନ୍ତ ଆଶ୍ୱସ୍ତି ଦେବାକୁ ମନା କରିଦେଇଛନ୍ତି। କୋର୍ଟ ତାଙ୍କୁ ଦୁଇ…

ପାଣି ପକାଉଥିବା ବେଳେ ମାରିଲା କରେଣ୍ଟ, ଚାଲିଗଲା ବଳରାମଙ୍କ ଜୀବନ

ପୁରୁଷୋତ୍ତମପୁର,୨୫ା୮(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ଶିକୁଳା ଗ୍ରାମରେ ଅଭାବନୀୟ ଘଟଣା ଘଟିଛି । ବିଦ୍ଯୁତ ଆଘାତରେ ଜଣଙ୍କର ମୃତ୍ୟୁ ହୋଇଛି । ମୃତକ…

ପୁଟିନଙ୍କ ବଡ଼ ପ୍ରତିଶ୍ରୁତି: ସଙ୍କଟ ସମୟରେ ଭାରତକୁ ଯୋଗାଇବ…ବିଶ୍ୱରେ ହଇଚଇ

ନୂଆଦିଲ୍ଲୀ,୨୫।୮: ଭାରତର ବୈଦେଶିକ ମନ୍ତ୍ରୀ ଏସ. ଜୟଶଙ୍କର ସୋମବାର ମସ୍କୋରେ ରୁଷିଆର ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କୁ ସାକ୍ଷାତ କରିଛନ୍ତି। ଏହି ସାକ୍ଷାତ ସମୟରେ ଜୟଶଙ୍କର ରାଷ୍ଟ୍ରପତି ପୁଟିନଙ୍କୁ…

ରକ୍ଷାବନ୍ଧନ ପର୍ଯ୍ୟନ୍ତ ୩ ରାଶିଙ୍କୁ ବୁଧ ଦେବେ ଶୁଭ ଫଳ! ଅଚାନକ ଟଙ୍କା….

ଜ୍ୟୋତିଷ ଶାସ୍ତ୍ର ଅନୁସାରେ ବୁଧ ଗ୍ରହକୁ ବୁଦ୍ଧି, ବାଣିଜ୍ୟ ଓ ଆର୍ଥିକ କାରବାରର କାରକ ଗ୍ରହ ବୋଲି ମନାଯାଏ । ବୁଧ ଏବେ କେତୁଙ୍କ ମଘା ନକ୍ଷତ୍ରରେ…

ଉଛୁଳୁଛି ସମୁଦ୍ର, ପୃଥିବୀ ଆଡକୁ ମାଡି ଆସୁଛି ବଡ଼ ‘ବିପର୍ଯ୍ୟୟ’? ବର୍ଷା-ବନ୍ୟା ଦେଉଛି ବିପଦର ବଡ଼ ସଙ୍କେତ

ନୂଆଦିଲ୍ଲୀ,୨୫।୮: ବିଶ୍ୱ ପାଣିପାଗ ଧାରାରେ ଦ୍ରୁତ ପରିବର୍ତ୍ତନ ହେଉଛି। କିଛି ଅଞ୍ଚଳ ପ୍ରବଳ ଗରମ ଅନୁଭବ କରୁଥିବା ବେଳେ, ଅନ୍ୟ ଅଞ୍ଚଳରେ ଅଳ୍ପ ସମୟ ମଧ୍ୟରେ ଏତେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri