Posted inଜାତୀୟ

ବିବିସି ଡକ୍ୟୁମେଣ୍ଟାରୀକୁ ନେଇ ଲାଗି ରହିଛି ବିବାଦ, ଦିଲ୍ଲୀ-କୋଲକାତା ପରେ ମୁମ୍ବାଇର ଟାଟା ଇନଷ୍ଟିଚ୍ୟୁଟରେ ହେବ ସ୍କ୍ରିନିଂ

ନୂଆଦିଲ୍ଲୀ,୨୮ ।୧: ବିବିସି ଡକ୍ୟୁମେଣ୍ଟାରୀ ସ୍କ୍ରିନିଂକୁ ନେଇ ବିବାଦ ଜାରି ରହିଛି । ଦିଲ୍ଲୀ ଓ କୋଲକାତାରେ ସ୍କ୍ରିନିଂର ଜିଦ ପରେ ଶନିବାର ମୁମ୍ବାଇର ଟାଟା ଇନଷ୍ଟିଚ୍ୟୁଟ ଅଫ ସୋସିଆଲ ସାଇନସେଜ(ଟିଆଇଏସଏସ)ସେ ସ୍କିନିଂ ହେବାର ଘୋଷଣା କରାଯାଇଛି । ହେଲେ ଇନଷ୍ଟିଚ୍ୟୁଟ ପକ୍ଷରୁ ଏହାକୁ ଅନୁମତି ଦିଅଯାଇନାହିଁ ।
ଟାଟା ଇନଷ୍ଟିଚ୍ୟୁଟ ଅଫ ସୋସିଆଲ ସାଇନସେଜରେ ପଢୁଥିବା ଛାତ୍ରଙ୍କ ଏକ ଗ୍ରୁପ ପ୍ରୋଗ୍ରେସିଭ ଷ୍ଟୁଡେଣ୍ଟସ୍ ଫୋରମ (ପିଏସଏଫ) ପ୍ରଶାସନଠାରୁ କ୍ୟାମ୍ପସରେ ଡକ୍ୟୁମେଣ୍ଟାରୀର ସ୍କ୍ରିନିଂ ପାଇଁ ଅନୁମତି ମାଗିଥିଲେ । ହେଲେ ଟିଆଇଏସଏସ ସ୍କ୍ରିନିଂ ପାଇଁ ସଫାସଫା ମନାକରି ଦେଇଥିଲା । ଅନୁମତି ନ ମିଳିବା ପରେ ଫୋରମ ଶନିବାର ଅର୍ଥାତ୍ ୨୮ ଜାନୁୟାରୀ ସନ୍ଧ୍ୟା ୭ଟାରେ ସ୍କ୍ରିନିଂ କରିବାକୁ ଘୋଷଣା କରିଥିଲା । ପିିଏସଏଫ କହିଛି, ପ୍ରଶାସନ ମନା କରିବା ପରେ ବି ଆମେ କ୍ୟାମ୍ପସରେ ସ୍କ୍ରିନିଂ କରିବୁ ।
ଟିଆଇଏସଏସ କ୍ୟାମ୍ପସରେ ଡକ୍ୟୁମେଣ୍ଟାରୀର ସ୍କ୍ରିନିଂ ନ କରିବାକୁ ନେଇ ଆଡଭାଇଜରୀ ଜାରୀ କରାଯାଇଛି । ଟିଆଇଏସଏସ ପକ୍ଷରୁ କୁହାଯାଇଛି କି ସ୍କ୍ରିନିଂ ପରେ କ୍ୟାମ୍ପସର ବାତାବରଣ ନଷ୍ଟ ହେବ । ଯଦି କୌଣସି ଛାତ୍ର ଜୋରଜବରଦସ୍ତ ଏଭଳି କାର୍ଯ୍ୟ କରନ୍ତି ତେବେ ତାଙ୍କ ବିରୋଧରେ ନିୟମ ଅନୁଯାୟୀ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ । ତେଣୁ ଏଥିରୁ ଯଥା ସମ୍ଭବ ଦୂରେଇ ରହିବାକୁ କୁହାଯାଇଛି ।


Enter your email to get our daily news in your inbox.

All Right Reserved By Dharitri.Com

ଚାଲିଥିଲା ଗ୍ରାମସଭା: ଗୁପ୍ତାଙ୍ଗ ଦେଖାଇଲେ ଯୁବକ, ଆଉ ତା’ ପରେ ଘଟିଲା…

ନିରାକାରପୁର,୨ା୪(ମାନସ ଚନ୍ଦ୍ର ପଟ୍ଟନାୟକ): ଖୋର୍ଦ୍ଧା ଜିଲା ନିରାକାରପୁର ଥାନା ଇଲାକାରେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ଗାଁର ସଭା ଚାଲିଥିବା ବେଳେ ଗ୍ରାମର ଜଣେ ଯୁବକ…

ଆଜିଠୁ କଟିବ ଚାଲାଣ: ହୋଇଯାନ୍ତୁ ସାବଧାନ

କଟକ,୨।୪(କାର୍ତ୍ତିକ ସାହୁ):ମୋଟର ଯାନ ଆଇନ ଅନୁଯାୟୀ ଯାନର ପ୍ରଦୂଷଣ ନିୟନ୍ତ୍ରଣ ପ୍ରମାଣପତ୍ର (ପିୟୁସିସି) ନ ଥିଲେ ଏପ୍ରିଲ ୨ରୁ ଚାଲାଣ କଟିବ। ଏ ବାବଦରେ ମୋଟରଯାନ ବ୍ୟବହାରକାରୀମାନେ…

ଶେଷରେ ଏମିତି କହିଦେଲେ ନିଶିକାନ୍ତ ଦୁବେ: ଯଦି ବାଧିଥାଏ…

ଭୁବନେଶ୍ୱର, ୨।୪(ସୁନିତ୍‌ ମିଶ୍ର):ପୂର୍ବତନ ମୁଖ୍ୟମନ୍ତ୍ରୀ ବିଜୁ ପଟ୍ଟନାୟକଙ୍କ ବାବଦରେ ଭାଜପା ଏମ୍‌ପି ନିଶିକାନ୍ତ ଦୁବେ ଦେଇଥିବା ବିବାଦୀୟ ବୟାନକୁ ନେଇ ରାଜନୀତି ଥମିବାର ନାଁ ଧରୁନାହିଁ। ସବୁଆଡୁ…

ବିଜୁବାବୁଙ୍କ ପ୍ରତି ଅଶାଳୀନ ମନ୍ତବ୍ୟର ପ୍ରତିବାଦ, ଏମ୍‌ପି ନିଶିକାନ୍ତ ଦୁବେଙ୍କ କୁଶପୁତ୍ତଳିକା ଦାହ କରି…

ଦେବଗଡ଼,୨ା୪(ଶଶାଙ୍କ ଶେଖର ଝାଙ୍କର): ପ୍ରବାଦପୁରୁଷ ବିଜୁ ପଟ୍ଟନାୟକଙ୍କ ପ୍ରତି ଭାଜପା ଏମ୍‌ପି ନିଶିକାନ୍ତ ଦୁବେ ଦେଇଥିବା ଅପମାନ ଜନକ ମନ୍ତବ୍ୟକୁ ଦେବଗଡ଼ ଜିଲା ବିଜେଡି ପକ୍ଷରୁ ଦୃଢ଼…

IPL ୨୦୨୬: ଲକ୍ଷ୍ନୌକୁ ଲଗାତାର ୫ମ ଥର ପାଇଁ ହରାଇଲା ଦିଲ୍ଲୀ କ୍ୟାପିଟାଲ୍ସ; ଦଳକୁ ଦମ୍‌ଦାର ବିଜୟ ଦେଲେ ସମୀର ରିଜଭୀ…

ଲକ୍ଷ୍ନୌ, ୧ା୪: ଆଇପିଏଲ ୨୦୨୬ରେ ଦିଲ୍ଲୀ କ୍ୟାପିଟାଲ୍ସ ବିଜୟ ଅଭିଯାନ ଆରମ୍ଭ କରିଛି। ଲକ୍ଷ୍ନୌ ସୁପର ଜାଏଣ୍ଟସ (LSG) ବିପକ୍ଷ ମ୍ୟାଚରେ ଦିଲ୍ଲୀ ୧୪୨ ରନର ଲକ୍ଷ୍ୟକୁ…

ବ୍ୟାକଫୁଟରେ ସୁପରପାୱାର ଆମେରିକା, ଇରାନ ସହ ଯୁଦ୍ଧରୁ ଓହରିବ! ଟ୍ରମ୍ପଙ୍କ ବଡ଼ ବୟାନ…

ୱାଶିଂଟନ, ୧ା୪:ଇରାନ ଏବଂ ଆମେରିକା ମଧ୍ୟରେ ଚାଲିଥିବା ସଂଘର୍ଷ ଏବେ ଏକ ନୂଆ ମୋଡ଼ ନେଇଛି। ସୁପରପାୱାର ଆମେରିକାର ରଣନୀତି ଫେଲ ମାରୁଥିବା ବେଳେ ରାଷ୍ଟ୍ରପତି ଡୋନାଲ୍ଡ…

ବଲାଙ୍ଗୀରରେ ଓଡ଼ିଶା ଦିବସ ପାଳନକୁ ବିରୋଧ: ସଂସ୍କୃତି ଭବନରେ କୋଶଲ ସମର୍ଥକଙ୍କ ହଙ୍ଗାମା, ୮ ଅଟକ

ବଲାଙ୍ଗୀର,୧।୪(ସୁନିଲ କୁମାର ମହାନ୍ତି): ଆଜି ସମଗ୍ର ରାଜ୍ୟରେ ଓଡ଼ିଶା ଦିବସ ବା ଉତ୍କଳ ଦିବସ ପାଳିତ ହେଉଥିବା ବେଳେ ବଲାଙ୍ଗୀରରେ ଏହାକୁ ନେଇ ଅଭାବନୀୟ ପରିସ୍ଥିତି ସୃଷ୍ଟି…

ଲଜ୍ଜା: ୧୩ ବର୍ଷର ନାବାଳିକାଙ୍କୁ ଗର୍ଭବତୀ କଲେ ଦୁଇ ସନ୍ତାନର ବାପା, ଅଭିଯୁକ୍ତଙ୍କୁ ପୋଲିସ ବାନ୍ଧି…

ପାତ୍ରପୁର, ୧।୪ (ଉମା ଚରଣ ନେପାକ): ବ୍ରହ୍ମପୁର ପୋଲିସ ଜିଲା ଅନ୍ତର୍ଗତ ଜରଡ଼ା ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଛି। ଆଙ୍କୁଲି ପଞ୍ଚାୟତର ଜଣେ ୧୩…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri