Posted inଜାତୀୟ

ବିବିସି ଡକ୍ୟୁମେଣ୍ଟାରୀକୁ ନେଇ ଲାଗି ରହିଛି ବିବାଦ, ଦିଲ୍ଲୀ-କୋଲକାତା ପରେ ମୁମ୍ବାଇର ଟାଟା ଇନଷ୍ଟିଚ୍ୟୁଟରେ ହେବ ସ୍କ୍ରିନିଂ

ନୂଆଦିଲ୍ଲୀ,୨୮ ।୧: ବିବିସି ଡକ୍ୟୁମେଣ୍ଟାରୀ ସ୍କ୍ରିନିଂକୁ ନେଇ ବିବାଦ ଜାରି ରହିଛି । ଦିଲ୍ଲୀ ଓ କୋଲକାତାରେ ସ୍କ୍ରିନିଂର ଜିଦ ପରେ ଶନିବାର ମୁମ୍ବାଇର ଟାଟା ଇନଷ୍ଟିଚ୍ୟୁଟ ଅଫ ସୋସିଆଲ ସାଇନସେଜ(ଟିଆଇଏସଏସ)ସେ ସ୍କିନିଂ ହେବାର ଘୋଷଣା କରାଯାଇଛି । ହେଲେ ଇନଷ୍ଟିଚ୍ୟୁଟ ପକ୍ଷରୁ ଏହାକୁ ଅନୁମତି ଦିଅଯାଇନାହିଁ ।
ଟାଟା ଇନଷ୍ଟିଚ୍ୟୁଟ ଅଫ ସୋସିଆଲ ସାଇନସେଜରେ ପଢୁଥିବା ଛାତ୍ରଙ୍କ ଏକ ଗ୍ରୁପ ପ୍ରୋଗ୍ରେସିଭ ଷ୍ଟୁଡେଣ୍ଟସ୍ ଫୋରମ (ପିଏସଏଫ) ପ୍ରଶାସନଠାରୁ କ୍ୟାମ୍ପସରେ ଡକ୍ୟୁମେଣ୍ଟାରୀର ସ୍କ୍ରିନିଂ ପାଇଁ ଅନୁମତି ମାଗିଥିଲେ । ହେଲେ ଟିଆଇଏସଏସ ସ୍କ୍ରିନିଂ ପାଇଁ ସଫାସଫା ମନାକରି ଦେଇଥିଲା । ଅନୁମତି ନ ମିଳିବା ପରେ ଫୋରମ ଶନିବାର ଅର୍ଥାତ୍ ୨୮ ଜାନୁୟାରୀ ସନ୍ଧ୍ୟା ୭ଟାରେ ସ୍କ୍ରିନିଂ କରିବାକୁ ଘୋଷଣା କରିଥିଲା । ପିିଏସଏଫ କହିଛି, ପ୍ରଶାସନ ମନା କରିବା ପରେ ବି ଆମେ କ୍ୟାମ୍ପସରେ ସ୍କ୍ରିନିଂ କରିବୁ ।
ଟିଆଇଏସଏସ କ୍ୟାମ୍ପସରେ ଡକ୍ୟୁମେଣ୍ଟାରୀର ସ୍କ୍ରିନିଂ ନ କରିବାକୁ ନେଇ ଆଡଭାଇଜରୀ ଜାରୀ କରାଯାଇଛି । ଟିଆଇଏସଏସ ପକ୍ଷରୁ କୁହାଯାଇଛି କି ସ୍କ୍ରିନିଂ ପରେ କ୍ୟାମ୍ପସର ବାତାବରଣ ନଷ୍ଟ ହେବ । ଯଦି କୌଣସି ଛାତ୍ର ଜୋରଜବରଦସ୍ତ ଏଭଳି କାର୍ଯ୍ୟ କରନ୍ତି ତେବେ ତାଙ୍କ ବିରୋଧରେ ନିୟମ ଅନୁଯାୟୀ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ । ତେଣୁ ଏଥିରୁ ଯଥା ସମ୍ଭବ ଦୂରେଇ ରହିବାକୁ କୁହାଯାଇଛି ।


Enter your email to get our daily news in your inbox.

All Right Reserved By Dharitri.Com

ଆର୍‌ଟିଆଇ ଅସ୍ତ୍ର ନିଷ୍କ୍ରିୟ ହେଉଛି

ନୂଆଦିଲ୍ଲୀ,୨୬ା୬:ଶାସନ-ପ୍ରଶାସନରେ ଚାଲିଥିବା ଦୁର୍ନୀତିର ମୂଳକୁ ଉପାଡ଼ି ସ୍ବଚ୍ଛତା ଆଣିବା ଲକ୍ଷ୍ୟରେ ସୂଚନା ଅଧିକାର (ଆର୍‌ଟିଆଇ) ଆଇନ ଗଢ଼ାଯାଇଥିଲା। ସାଧାରଣ ଜନତାଙ୍କ ପାଇଁ ଏହି ଆଇନ ଥିଲା...

ଫଡନବିଶଙ୍କୁ ଶୁଭେଚ୍ଛା ଜଣାଇଲେ ଶିବସେନା ନେତା

ମୁମ୍ବାଇ,୯।୧୧: ମହାରାଷ୍ଟ୍ର ରାଜନୀତିର ଗଣିତ ଏବେବି ଅଡୁଆ ହୋଇ ରହିଛି। ଶୁକ୍ରବାର ମୁଖ୍ୟମନ୍ତ୍ରୀ ଦେବେନ୍ଦ୍ର ଫଡନବିଶ ତାଙ୍କ ପଦରୁ ଇସ୍ତଫା ଦେବା ପରେ ଏହାକୁ ନେଇ...

ଦେଶବାସୀଙ୍କ ହୃଦୟ ଜିତିଲେ ରାଷ୍ଟ୍ରପତିଙ୍କ ଧର୍ମପତ୍ନୀ

ନୂଆଦିଲ୍ଲୀ,୨୩।୪: ଦେଶର ‘ଫାଷ୍ଟ ଲେଡି’ ସବିତା କୋବିନ୍ଦ ଏବେ ଦେଶବାସୀଙ୍କ ହୃଦୟ ଜିତି ନେଇଛନ୍ତି। ସୋସିଆଲ ମିଡିଆରେ ତାଙ୍କର ଏକ ଫଟୋ ଏବେ ଭାଇରାଲ ହେବାରେ...

ବାରମୂଳା ସୋପୋରେ ସୁରକ୍ଷାକର୍ମୀଙ୍କ ଉପରେ ଆତଙ୍କବାଦୀ ଆକ୍ରମଣ

ବାରମୂଳା,୧୩।୮: ସ୍ବାଧୀନତା ଦିବସ ପୂର୍ବରୁ ଆତଙ୍କବାଦୀମାନେ ଦେଶରେ ବଡ଼ ଧରଣର ଆକ୍ରମଣ ପାଇଁ ଲଗାତର ଭାବେ ଷଡ଼ଯନ୍ତ୍ର ଚଳାଇଛନ୍ତି। କେଉଁଠାରେ ଗେନେଡ ମାଡ଼ ତ କେଉଁଠାରେ...

ରାଉରକେଲା ଗ୍ଲୋବାଲ ମେୟର୍ସ ଚ୍ୟାଲେଞ୍ଜ ବିଜେତା

ନୂଆଦିଲ୍ଲୀ/ରାଉରକେଲା ଅଫିସ୍‌, ୧୯।୧:  ଭାରତର ପ୍ରମୁଖ ଶିଳ୍ପ ସହର ରାଉରକେଲାର ଛେଣ୍ଡ୍‌ରେ ୫ ଟନ କ୍ଷମତା ବିଶିଷ୍ଟ ଏକ ଶୀତଳଭଣ୍ଡାର ସ୍ଥାପନ କରାଯାଇଛି। ଏହା କାର୍ଯ୍ୟକ୍ଷମ...

‘ସୌଭାଗ୍ୟବତୀ ଯୋଜନା’ରେ ଗର୍ଭବତୀ ମହିଳା, ନବଜାତ ଶିଶୁଙ୍କୁ ମିଳିବ ସ୍ବତନ୍ତ୍ର କିଟ୍‌

ଡେରାଡୁନ, ୧୦।୧୦: ଉତ୍ତରାଖଣ୍ଡ ସରକାର ଖୁବ୍‌ ଶୀଘ୍ର ଏକ ଯୋଜନା ଆରମ୍ଭ କରିବାକୁ ଯାଉଛନ୍ତି। ଯାହାର ନାମ ‘ସୌଭାଗ୍ୟବତୀ’ ଯୋଜନା ରଖିଛନ୍ତି। ଏହି ଯୋଜନାରେ ରାଜ୍ୟର...

ରାଜନୀତି ଛାଡିବେ ଅମରିନ୍ଦର ସିଂ!

ନୂଆଦିଲ୍ଲୀ,୨୭ ।୧: ପଞ୍ଜାବର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ପଞ୍ଜାବ ଲୋକ କଂଗ୍ରେସ ପାର୍ଟିର ମୁଖ୍ୟ କ୍ୟାପଟେନ ଅମରିନ୍ଦର ସିଂଙ୍କୁ ନେଇ ବଡ ଖବର ସାମ୍ନାକୁ ଆସିଛି...

୨୪ ଘଣ୍ଟା ମଧ୍ୟରେ ହଟାଇବାକୁ ପଡ଼ିବ ଆପତ୍ତିଜନକ କଣ୍ଟେ‌ଣ୍ଟ

ନୂଆଦିଲ୍ଲୀ,୨୫।୨: ଅଭିଯୋଗ ମିଳିବାର ୨୪ ଘଣ୍ଟା ମଧ୍ୟରେ ସୋସିଆଲ ମିଡ଼ିଆରୁ ଆପତ୍ତିଜନକ କଣ୍ଟେଟ୍‌ ହଟାଇବାକୁ ପଡ଼ିବ। ଏନେଇ ଭାରତ ସରକାରଙ୍କ ପକ୍ଷରୁ ସୋସିଆଲ ମିଡ଼ିଆ ଏବଂ...

Advertisement
Archives

Model This Week