ବିବିସି ସରକାରଙ୍କ ବିରୋଧରେ ଲେଖିବା ବନ୍ଦ କରିଦେଲେ ସବୁକିଛି ସାମାନ୍ୟ ହୋଇଯିବ: ରାହୁଲ ଗାନ୍ଧୀ

ନୂଆଦିଲ୍ଲୀ/ଲଣ୍ଡନ,୬ ।୩: କଂଗ୍ରେସ ନେତା ରାହୁଲ ଗାନ୍ଧୀ ଶନିବାର ଲଣ୍ଡନରେ ମିଡିଆ ସହ କଥା ହେବା ସମୟରେ କହିଛନ୍ତି ବିବିସିର ଘଟଣା ଭାରତରେ ସ୍ୱର ଦବାଇବାର ଏକ ଉଦାହରଣ ମାତ୍ର । ବିବିସି ଡକ୍ୟୁମେଣ୍ଟାରୀକୁ ନେଇ ଟିପ୍ପଣି କରିବାକୁ କହିବାରୁ ରାହୁଲ ଗାନ୍ଧୀ କହିଛନ୍ତି, ‘ଏହା ଏକ ପ୍ରକାର ଅଡାନୀ ଭଳି… ଗୋଟିଏ ପଟେ ଏକ ଔପନିବେଶକ ହ୍ୟାଙ୍ଗଓଭର ବି’ । ପ୍ରତିଟି ସ୍ଥାନରେ ଯେଉଁଠି ବିରୋଧ ହେଉଛି, ସେଠାରେ ଏକ ବାହାନା ହୋଇଥାଏ, ସାରା ଦେଶରେ ସ୍ୱରକୁ ଚାପିବାକୁ ପ୍ରୟାସ କରାଯାଇଥାଏ, ବିବିସି ଏକ ଉଦାହରଣ ।

ସେ କହିଛନ୍ତି ବିବିସିକୁ ଏବେ ଏ ସମ୍ପର୍କରେ ଜଣାପଡିଲା, ହେଲେ ଭାରତରେ ଏହା ଗତ ୯ ବର୍ଷ ହେଲା ଚାଲି ଆସୁଛି । ଖବରଦାତାଙ୍କୁ ଧମକ ଦିଆଯାଉଛି, ସେମାନଙ୍କ ଉପରେ ଆକ୍ରମଣ କରାଯାଉଛି ଓ ସରକାରଙ୍କ କଥା କହୁଥିବା ଖବରଦାତାଙ୍କୁ ପୁରସ୍କାର ଦିଆଯାଉଛି. ଏହା ଏକ ପ୍ୟାଟର୍ନର ଅଂଶ । ମୁଁ ଆଉ କିଛି ଭିନ୍ନ ଆଶା କରିପାରୁନି । ଯଦି ବିବିସି ସରକାରଙ୍କ ବିରୋଧରେ ଲେଖିବା ବନ୍ଦ କରିଦେବ ତେବେ ସବୁକିଛି ସାମାନ୍ୟ ହୋଇଯିବ, ଏହା ଭାରତର ନୂଆ ଚିନ୍ତା, ଭାରତୀୟ ଜନତା ପାର୍ଟି(ଭାଜପା) ଚାହୁଛି ଭାରତ ଚୁପ ରହୁ ।


Enter your email to get our daily news in your inbox.

All Right Reserved By Dharitri.Com

‘ଯିଏ ରାମଙ୍କର ହେଲେନି, ସେ କୃଷ୍ଣଙ୍କର ହୋଇପାରିବେନି’: ଅଖିଳେଶଙ୍କୁ ଟାର୍ଗେଟ୍ କଲେ…

ଲକ୍ଷ୍ନୌ,୨୩।୯: ୨୦୨୭ ଉତ୍ତରପ୍ରଦେଶ ବିଧାନସଭା ନିର୍ବାଚନ ପୂର୍ବରୁ ଅଯୋଧ୍ୟା, କାଶୀ ଓ ମଥୁରାକୁ ନେଇ ରାଜନୈତିକ ବୟାନବାଜି ଜୋରଦାର ହୋଇଛି। ଅଯୋଧ୍ୟାରେ ରାସ୍ତା ପ୍ରଶସ୍ତୀକରଣକୁ ନେଇ ସମାଜବାଦୀ…

ଆପଣଙ୍କର SBIରେ ଆକାଉଣ୍ଟ ଅଛି କି? ଅକ୍ଟୋବର ୧ରୁ ATMରୁ ଟଙ୍କା କାଢ଼ିବା ହେବ ମହଙ୍ଗା, ଜାଣନ୍ତୁ କେତେ କଟିବ…

ନୂଆଦିଲ୍ଲୀ,୨୩।୯: ଦେଶର ସବୁଠାରୁ ବଡ଼ ସରକାରୀ ବ୍ୟାଙ୍କ ‘ଷ୍ଟେଟ୍ ବ୍ୟାଙ୍କ ଅଫ୍ ଇଣ୍ଡିଆ’ (SBI) ନିଜ ଗ୍ରାହକମାନଙ୍କ ପାଇଁ ATM ଏବଂ ନଗଦ ଟଙ୍କା ଉଠାଣ (Cash…

ନ୍ୟାସନାଲ ପେନଚାକ ପ୍ରତିଯୋଗିତା, ସ୍ବର୍ଣ୍ଣପଦକ ବିଜେତାଙ୍କୁ ଗଞ୍ଜାମରେ ସମ୍ବର୍ଦ୍ଧନା

ଗଞ୍ଜାମ,୨୩ା୯(ବିଦ୍ୟାଧର ସାହୁ ): ଲେହ ଲଦାଖରେ ଅନୁଷ୍ଠିତ ରାଜ୍ୟ ସ୍ତରୀୟ ପେନଚାକ ସିଲାଟ ପ୍ରତିଯୋଗିତା 2026 ରେ ଓଡ଼ିଆ ପୁଅ ଶିବପ୍ରସାଦ ଜେନା ଗୋଲ୍ଡ ମେଡାଲ ହାସଲ…

ଆୟ ବର୍ହିଭୂତ ସମ୍ପତ୍ତି ଠାବ, PEO କାର୍ତ୍ତିକେଶ୍ୱର ବେହେରା ଗିରଫ

ବରଗଡ଼,୨୩।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା କଟାବାହାଲ ଗ୍ରାମ ପଞ୍ଚାୟତ ନିର୍ବାହୀ ଅଧିକାରୀ (ପିଇଓ) କାର୍ତ୍ତିକେଶ୍ୱର ବେହେରାଙ୍କୁ ଗିରିଫ କରିଛି ଭିଜିଲାନ୍ ଟିମ୍ । ତାଙ୍କ ଜଣାଶୁଣା ଆୟର…

କେସିଙ୍ଗାରେ ରେକର୍ଡ ବର୍ଷା, ଆତଙ୍କିତ ସ୍ଥାନୀୟ ବାସିନ୍ଦା

କେସିଙ୍ଗା,୨୩।୯(ତୁମେଶ୍ୱର ସାହୁ): ଲଘୁଚାପଜନିତ ବର୍ଷାରେ କେସିଙ୍ଗା ବ୍ଲକର ୨୬ଟି ଗ୍ରାମ ପଞ୍ଚାୟତରେ ଦୀର୍ଘ ଦୁଇଦିନ ଧରି ବର୍ଷା ଲାଗି ରହିଛି ।କେତେବେଳେ ବର୍ଷା ହେଉଛି ତ ଆଉ…

IPL ଅକ୍ସନ୍‌କୁ ନେଇ ବଡ଼ ଘୋଷଣା: ଡିସେମ୍ବରରେ ଏହି ସ୍ଥାନରେ ହେବ….

ନୂଆଦିଲ୍ଲୀ,୨୩।୯: IPLର ଆଗାମୀ ସିଜନ୍‌କୁ ନେଇ ପ୍ରସ୍ତୁତି ଜୋରଦାର ହେଉଥିବା ବେଳେ ଅକ୍ସନକୁ ନେଇ ବଡ଼ ଅପଡେଟ୍ ସାମ୍ନାକୁ ଆସିଛି । BCCI ସଚିବ ଦେବଜିତ ସାଇକିଆଙ୍କ…

ନାଗାବଳୀ କୂଳରେ ଝଲସୁଛି କାଶତଣ୍ଡି, ଧରାପୃଷ୍ଠକୁ ଆସିବେ ଜଗତଜନନୀ

କଲ୍ୟାଣସିଂହପୁର,୨୩ା୯(ଦୀପକ କୁମାର ପରିଡା ): ​ପ୍ରକୃତିର କୋଳରେ ଏବେ ଉତ୍ସବର ଋତୁ । ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ଅନ୍ତର୍ଗତ ବେଲକନା ଗାଁ ନିକଟସ୍ଥ ନାଗାବଳୀ ନଦୀ…

ଗଞ୍ଜାମ ଜିଲାରେ ଲଗାଣ ବର୍ଷା; ମା’ ତାରାତାରିଣୀ ପାହାଡ଼ରୁ ଧସିଲା ମାଟି ଆତଡା-ପଥର ଖଣ୍ଡ

ପୁରୁଷୋତ୍ତମପୁର,୨୩ା୯(ସବିତା ମିଶ୍ର): ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଗଭୀର ଅବପାତ ପ୍ରଭାବରେ ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଅଞ୍ଚଳରେ ଦୁଇଦିନ ହେଲା ବର୍ଷା ଲାଗିରହିଛି । ଏହାର ପ୍ରଭାବରେ ଦକ୍ଷିଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?