Posted inଜାତୀୟ

ବିବିସି ଡକ୍ୟୁମେଣ୍ଟାରୀ ଉପରେ ରୋକକୁ ନେଇ କେନ୍ଦ୍ରକୁ ନୋଟିସ ଜାରି କଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୩ ।୨: ୨୦୦୨ ଗୁଜରାଟ ଦଙ୍ଗା ଉପରେ ନିର୍ମାଣ କରାଯାଇଥିବା ବିବିସି ଡକ୍ୟୁମେଣ୍ଟାରୀ ଉପରେ ରୋକ ଲଗାଇବା ମାମଲାରେ ଶୁକ୍ରବାର ସୁପ୍ରିମକୋର୍ଟ କେନ୍ଦ୍ରକୁ ନୋଟିସ ଜାରି କରିଛନ୍ତି । ଏହାସହ କୋର୍ଟ ସରକାରଙ୍କୁ ଡକ୍ୟୁମେଣ୍ଟାରୀକୁ ନେଇ କରାଯାଇଥିବା ଟୁଇଟକୁ ହଟାଇବାକୁ ନେଇ ଜାରି କରାଯାଇଥିବା ନିର୍ଦ୍ଦେଶର ଫାଇଲ ବି ମାଗିଛନ୍ତି । ଆସନ୍ତା ଏପ୍ରିଲରେ ମାମଲାର ପରବର୍ତ୍ତି ଶୁଣାଣି ହେବ ।

ଜଷ୍ଟିଶ ସଞ୍ଜିବ ଖାନ୍ନା ଓ ଏମ ଏମ ସୁନ୍ଦରେସଙ୍କ ବେଞ୍ଚ ସାମ୍ନାକୁ ଦୁଇଟି ଅଭିଯୋଗ ଶୁଣାଣି ପାଇଁ ଆସିଥିଲା । ପ୍ରଥମ ଆବେଦନ ବରିଷ୍ଠ ସାମ୍ବାଦିକ ଏନ ରାମ, ତ୍ରୁଣମୂଳ କଂଗ୍ରେସ ଏମପି ମହୁଆ ମୋଇତ୍ରୀ ଓ ଓକିଲ ପ୍ରଶାନ୍ତ ଭୂଷଣଙ୍କର ଥିଲା । ଏଥିରେ ଡକ୍ୟୁମେଣ୍ଟାରୀ ‘ଇଣ୍ଡିଆ: ଦ ମୋଦି କ୍ୱଶ୍ଚିନ’ଉପରେ ଲାଗିଥିବା ରୋକକୁ ବିରୋଧ କରାଯାଇଥିଲା । ଏହାସହ ଆବେଦନକାରୀଙ୍କ ପକ୍ଷରୁ ଏହାକୁ ନେଇ କରାଯାଇଥିବା ଟୁଇଟକୁ ହଟାଯାଇଥିବା କଥା ବି ଉଲ୍ଲେଖ କରାଯାଇଥିଲା । ଦ୍ୱିତିୟ ଆବେଦନ ଓକିଲ ଏମ ଏଲ ଶର୍ମାଙ୍କର ଥିଲା ।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପା ଏମପିଙ୍କ ଘରୁ ଚୋରି, ମୂଲ୍ୟବାନ ସାମଗ୍ରୀ ସହ ନେଇଗଲେ…

ନୂଆଦିଲ୍ଲୀ,୪।୧୦: ଦିଲ୍ଲୀରେ ସାଧାରଣ ଲୋକ ନୁହେଁ, ଏବେ ନେତାଙ୍କ ଘର ବି ସୁରକ୍ଷିତ ନଥିବା ଭଳି ଘଟଣା ସାମ୍ନାକୁ ଆସିଛି । ଭାଜପା ରାଜ୍ୟ ସଭା ଏମପି…

କେନ୍ଦୁଝରରେ ଧରିତ୍ରୀ ଖବରଦାତାଙ୍କୁ ଆକ୍ରମଣ, ଅଭିଯୁକ୍ତକୁ ବାନ୍ଧିଲା ପୋଲିସ

ହାଟଡିହୀ,୪।୧୦(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ରାମଚନ୍ଦ୍ରପୁର ଥାନା ଅଞ୍ଚଳରେ ଜଣେ ବରିଷ୍ଠ ଖବରଦାତାଙ୍କୁ ଆକ୍ରମଣ ହୋଇଥିବା ନେଇ ଅଭିଯୋଗ ହୋଇଛି । ଅଭିଯୋଗକୁ ଭିତ୍ତି…

ଜାଲରେ ଛନ୍ଦି ହୋଇଥିଲା ୮ ଫୁଟର ଅଜଗର, ଟାମଣା ଘାଟି ଜଙ୍ଗଲରେ….

ଛତ୍ରପୁର,୪ା୧୦(ଦିଲ୍ଲୀପ ସାମଲ /ଦ୍ଵାରିକା ପଟ୍ଟନାୟକ): ଛତ୍ରପୁର ବ୍ଲକ ଅନ୍ତର୍ଗତ ଅନ୍ତନ୍ତପୁର ଓ ସୀତାରାମପୁର ଦେଇ ଯାଇଥିବା ଏକ ନାଳରୁ ୮ ଫୁଟିଆ ଅଜଗର ସାପ ଉଦ୍ଧାର କରାଯାଇଛି…

ଆମେରିକା-ଚାଇନାକୁ ନେଇ ବଡ଼ ଖୁଲାସା କଲେ ଜୟଶଙ୍କର, ବିଶ୍ବରେ ହଇଚଇ!

ନୂଆଦିଲ୍ଲୀ,୪।୧୦: ଭାରତର ବୈଦେଶିକ ମନ୍ତ୍ରୀ ଏସ୍. ଜୟଶଙ୍କର ଆମେରିକା ଓ ଚାଇନାକୁ ନେଇ ବଡ଼ ମନ୍ତବ୍ୟ ଦେଇଛନ୍ତି । ୬୨ତମ ମ୍ୟୁନିକ୍ ସିକ୍ୟୁରିଟି କନଫରେନ୍ସରେ ଜୟଶଙ୍କର କହିଛନ୍ତି…

ବୈଭବ ସୂର୍ଯ୍ୟବଂଶୀଙ୍କ ବଡ଼ ଗୁମର ଖୋଲିଲେ ଆୟର, ସମୟ ଆସିଲେ….

ନୂଆଦିଲ୍ଲୀ,୪।୧୦: ୱେଷ୍ଟଇଣ୍ଡିଜ୍ ବିପକ୍ଷ ଟି-୨୦ ସିରିଜ୍‌ ପୂର୍ବରୁ ଭାରତୀୟ ଟି-୨୦ ଦଳର ଅଧିନାୟକ ଶ୍ରେୟସ ଆୟର ଦଳର ଖେଳ ରଣନୀତି ଓ ଯୁବ ଖେଳାଳି ବୈଭବ ସୂର୍ଯ୍ୟବଂଶୀଙ୍କୁ…

ପ୍ରଣବ ବଳବନ୍ତରାୟଙ୍କ ଗାଡ଼ିକୁ ଟେକାମାଡ଼, ବୈଠକ ସାରି ବାହାରିଲା ବେଳେ …

ଭୁବନେଶ୍ବର,୪।୧୦: ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଗାଡ଼ିକୁ ଟେକାମାଡ଼ ହୋଇଛି । ବୈଠକ ସାରି ଫେରୁଥିବା ବେଳେ କିଛି ବ୍ୟକ୍ତି ତାଙ୍କ ଗାଡି ଉପରକୁ ଟେକା ଫିଙ୍ଗିଥିବା…

ବୀରେନ୍ଦ୍ର ସେହୱାଗଙ୍କ ପୁଅଙ୍କୁ ମିଳିଲା ବଡ଼ ଦାୟିତ୍ବ, ଏହି ଦଳର ହେବେ ଅଧିନାୟକ

ନୂଆଦିଲ୍ଲୀ,୪।୧୦: ଭାରତୀୟ କ୍ରିକେଟ୍‌ ଟିମ୍‌ର ପୂର୍ବତନ ଓପନର୍‌ ବୀରେନ୍ଦ୍ର ସେହୱାଗଙ୍କ ୧୮ ବର୍ଷୀୟ ପୁଅ ଆର୍ଯ୍ୟବୀର ସେହୱାଗଙ୍କୁ ଘରୋଇ କ୍ରିକେଟ୍‌ରେ ବଡ଼ ଦାୟିତ୍ୱ ମିଳିଛି । ଆଗାମୀ…

FSSAI ର ବଡ଼ କାର୍ଯ୍ୟାନୁଷ୍ଠାନ: ‘କ୍ରିଏଟିଭ୍ ବେକର୍ସ’ର ଲାଇସେନ୍ସ ନିଲମ୍ବିତ, ‘ଏଭରେଷ୍ଟ ଜିରା ପାଉଡର’ ବଜାରରୁ ପ୍ରତ୍ୟାହାର ନିର୍ଦ୍ଦେଶ

ନୂଆଦିଲ୍ଲୀ,୪।୧୦: ଖାଦ୍ୟ ସୁରକ୍ଷା ନିୟମର କଡ଼ା ଉଲ୍ଲଂଘନ ଅଭିଯୋଗରେ ଫୁଡ୍ ସେଫ୍ଟି ଆଣ୍ଡ ଷ୍ଟାଣ୍ଡାର୍ଡସ ଅଥରିଟି ଅଫ୍ ଇଣ୍ଡିଆ (FSSAI) ଦୁଇଟି ପ୍ରମୁଖ ଖାଦ୍ୟ ପ୍ରସ୍ତୁତକାରୀ କମ୍ପାନୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?