ଯୌନ ନିର୍ଯାତନାରେ ଗିରଫ ବିସିସିଆଇ ଉପସ୍ଥାପକ ହାର୍ଦ୍ଦିକ ସିଂ କୋହଲ ଖଲାସ

ଲଣ୍ଡନ,୧୦।୮: ଯୌନ ନିର୍ଯାତନା ଅଭିଯୋଗରେ ଗିରଫ ହୋଇଥିବା ବ୍ରିଟିଶ ଶିଖ ରୋଷେୟା ତଥା ବିସିସିଆଇର ପୂର୍ବତନ ଉପସ୍ଥାପକା ହାର୍ଦ୍ଦିକ ସିଂ କୋହଲି ଖଲାସ ହୋଇଛନ୍ତି। ଏକ ଶପଥ ପତ୍ର ଜରିଆରେ ସେ ମୁକ୍ତ ହୋଇଛନ୍ତ କିନ୍ତୁ ପରବର୍ତ୍ତୀ ସମୟରେ ସେ କୋର୍ଟରେ ହାଜର ହେବେ। ପୋଲିସ ଏ ସମ୍ପର୍କରେ ସୂଚନା ଦେଇଛି। ଟାଇମ୍ସ ନ୍ୟୁଜ ଅନୁଯାୟୀ, ୫୪ ବର୍ଷ ବୟସ୍କ ହାର୍ଦ୍ଦିକ ୨୦ରୁ ଅଧିକ ମହିଳାଙ୍କୁ ଅସଦାଚରଣ କରିଥିବା ଅଭିଯୋଗ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଧାନ ତଳି ଉପାଡୁଥିବାବେଳେ ହେଲା ବଜ୍ରପାତ, ବିଲରେ ଟଳିପଡ଼ିଲେ ମହିଳା, ଆଉ ଜଣେ ଅଚେତ

ପାଟକୁରା,୯ା୮(ରବୀନ୍ଦ୍ର ନାଥ ବାରିକ): ରବିବାର ମଧ୍ୟାହ୍ନରେ ହଠାତ୍‌ ବର୍ଷା ସାଙ୍ଗକୁ ବିଜୁଳି ଘଡ଼ଘଡ଼ି ମାରିଥିଲା। ଫଳରେ କେନ୍ଦ୍ରାପଡ଼ା ଜିଲା ଗରଦପୁର ଗ୍ରାମର ଶୁକଦେବ ମଲ୍ଲିକଙ୍କ ସ୍ତ୍ରୀ ଟିକି(୪୨)…

ଛାତ୍ରୀଛାତ୍ରଙ୍କ ଭବିଷ୍ୟତକୁ ନେଇ ୪ ବଡ଼ ଘୋଷଣା କଲେ ସରକାର

ପାଟ୍‌ନା,୯ା୮: ଛାତ୍ରୀଛାତ୍ରଙ୍କ ଭବିଷ୍ୟତକୁ ବିଚାରକୁ ନେଇ ବିହାର ସରକାର ୪ ବଡ଼ ଘୋଷଣା କରିଛନ୍ତି। ମୁଖ୍ୟମନ୍ତ୍ରୀ ସମ୍ରାଟ ଚୌଧୁରୀ ରବିବାର ତାଙ୍କ ଇନଷ୍ଟାଗ୍ରାମ ହ୍ୟାଣ୍ଡେଲରେ ଏହି ୪ଟି…

ଆଇନ ଶୃଙ୍ଖଳା ହୁଗୁଳା: ସକ୍ରିୟ ହୋଇପଡ଼ିଛନ୍ତି ଅପରାଧୀ, ସହରବାସୀଙ୍କୁ ସୁରକ୍ଷା ନାହିଁ

ବରଗଡ଼,୯।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହର ସମେତ ଜିଲାରେ କିଛିଦିନର ଆଇନ ଶୃଙ୍ଖଳା ହୁଗୁଳା ହୋଇପଡ଼ିଛି। କିଛିଦିନର ନୀରବତା ପରେ ଏଠାରେ ଅପରାଧୀମାନେ ସକ୍ରିୟ ହୋଇପଡ଼ିଛନ୍ତି। ଏଭଳି ସ୍ଥିତିରେ…

Mettle Meet 2026: Live Updates: ଆଜି ଗ୍ରାଣ୍ଡ୍‌ ଫିନାଲେ

ଭୁବନେଶ୍ୱର,୯।୮: ଦୈନିକ ଇଂଲିଶ ଖବରକାଗଜ ‘ଓଡ଼ିଶା ପୋଷ୍ଟ’ ପକ୍ଷରୁ ରାଜ୍ୟସ୍ତରୀୟ କୁଇଜ ପ୍ରତିଯୋଗିତାର ଦଶମ ସଂସ୍କରଣ ‘ମେଟଲ ମିଟ-୨୦୨୬’ ଆରମ୍ଭ ହୋଇଛି। ସ୍ୱସ୍ତି ପ୍ରିମିୟମ ହୋଟେଲ ଠାରେ…

୩୦୦ ଫୁଟ ତଳକୁ ବିମାନ ଖସିବା ଘଟଣା: ପାଇଲଟ୍‌ଙ୍କର ହେଲା ଡ୍ରଗ୍ସ ପରୀକ୍ଷା, ରିପୋର୍ଟରେ ଆସିଲା…

ନୂଆଦିଲ୍ଲୀ,୯ା୮: ଏୟାର ଇଣ୍ଡିଆର ଏକ ବିମାନରେ ସମ୍ପ୍ରତି ଘଟିଥିବା ସମସ୍ୟା ପରେ ଏକ ନୂଆ ଟ୍ବିଷ୍ଟ୍‌ ଆସିଛି। ଅଗଷ୍ଟ ୪ରେ ଫୁକେତରୁ ଦିଲ୍ଲୀ ଯାତ୍ରା କରୁଥିବା ଏୟାର…

ପେନ୍‌ସନ୍‌ଧାରୀମାନେ ସମ୍ମୁଖୀନ ହେଉଥିବା ବିଭିନ୍ନ ସମସ୍ୟାର ସମାଧାନ ପାଇଁ ସରକାରଙ୍କ ଦୃଷ୍ଟି ଆକର୍ଷଣ

ଛତ୍ରପୁର,୯ା୮(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଓଡ଼ିଶା ଅବସରପ୍ରାପ୍ତ ସରକାରୀ କର୍ମଚାରୀ ସଂଘ, ଛତ୍ରପୁର ଶାଖାର ମାସିକ ବୈଠକ ସଭାପତି ସୁରେନ୍ଦ୍ରନାଥ ପାଢ଼ୀଙ୍କ ସଭାପତିତ୍ୱରେ ଅନୁଷ୍ଠିତ ହୋଇଯାଇଛି। ଏହି ବୈଠକରେ…

ବିପଦସଙ୍କୁଳ ଅବସ୍ଥାରେ ବିଦ୍ୟୁତ୍‌ ଟ୍ରାନ୍ସଫର୍ମର, ମରଣକୁ ଡାକୁଛି ଆ’…

କର୍ଲାମୁଣ୍ଡା,୯ା୮(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ସର୍ଗୁଲ ଗାଁରେ ଥିବା ବିଦ୍ୟୁତ୍‌ ଟ୍ରାନ୍ସଫର୍ମରଟି ଦୀର୍ଘଦିନ ଧରି ଜଙ୍ଗଲୀ ଲତାଗୁଳ୍ମରେ ଆଚ୍ଛାଦିତ ହୋଇ ରହିଥିବା ଦେଖିବାକୁ…

ଅଷ୍ଟମ ଶ୍ରେଣୀ ଛାତ୍ରଙ୍କୁ ଲୁହାରଡ୍‌ରେ ମାଡ଼ ମାରି ଲହୁଲୁହାଣ କରିଦେଲେ ୪ ଛାତ୍ର

ନୟାଗଡ଼,୯ା୮(ଲୋକନାଥ ମିଶ୍ର): ନୟାଗଡ଼ ଟାଉନ ଥାନା ସାଇ ସାହାରା ଆବାସିକ ସ୍କୁଲରେ ଜଣେ ଅଷ୍ଟମ ଶ୍ରେଣୀ ଛାତ୍ରଙ୍କୁ ସିନିୟର ଛାତ୍ରମାନେ ଲୁହାରଡ୍‌ରେ ମାଡ଼ ମାରି ଲହୁଲୁହାଣ କରିଦେଇଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri