ରାଜଧାନୀରେ ସାବାଡ ହେବେ ଅମାନିଆ: ଜାରି ହେଲା ହ୍ବାଟ୍ସଆପ୍‌ ନମ୍ବର

ଭୁବନେଶ୍ୱର,୧।୮(ବ୍ୟୁରୋ)-ଏଥର ସାବାଡ ହେବେ ଅମାନିଆ। ରାଜଧାନୀରେ କୋଭିଡ କଟକଣାକୁ ନ ମାନି ବୁଲୁଥିବା ଆମାନିଆଙ୍କୁ ସାବାଡ କରିବା ପାଇଁ ଶନିବାର ନୂଆ ତରିକା ଆପଣାଇଛନ୍ତି ଡିସିପି ଉମାଶଙ୍କର ଦାଶ। ସର୍ବସାଧାରଣଙ୍କ ପାଇଁ ଡିସିପି ହ୍ବାଟ୍ସଆପ ନମ୍ବର ଜାରି କରିଛନ୍ତି। ଯଦି କୌଣସି ବ୍ୟକ୍ତି କୋଭିଡ କଟକଣା ଉଲ୍ଲଘଂନ କରନ୍ତି ତେବେ ହ୍ବାଟ୍ସଆପ ନମ୍ବର- ୭୪୪୦୦୦୬୭୦୯ରେ ଜଣାଇପାରିବେ ବୋଲି ସେ ପ୍ରକାଶ କରିଛନ୍ତି। ସେହିପରି କଟକଣା ଉଲ୍ଲଘଂନ କରୁଥିବା ଲୋକଙ୍କ ଭିଡିଓ, ଫଟୋ ଓ ଟେକ୍ସଟ ପଠାଇବାକୁ ଅନୁରୋଧ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦଳ ବିରୋଧୀ କାର୍ଯ୍ୟ କରିବା ପଡ଼ିଲା ମହଙ୍ଗା, ଯୁବ କଂଗ୍ରେସର ୨ ନେତା ପଦରୁ ନିଲମ୍ବିତ

ଭୁବନେଶ୍ୱର,୨୬।୪: ଦଳ ବିରୋଧୀ କାର୍ଯ୍ୟ ପାଇଁ ବଡ଼ କାର୍ଯ୍ୟାନୁଷ୍ଠାନ ନେଲା କଂଗ୍ରେସ। ଯୁବ କଂଗ୍ରେସର ୨ ନେତାଙ୍କୁ ପଦରୁ ନିଲମ୍ବନ କରାଯାଇଛି। ସା. ସମ୍ପାଦକ ପଦରୁ...

ସୁରେଶ ପୂଜାରୀଙ୍କ ଘର ପରିସରରେ ଡ୍ରୋନ୍‌ ଖସିବା ଘଟଣା: ହେଲା ବଡ଼ ଖୁଲାସା

ଭୁବନେଶ୍ୱର,୨୬।୪: ଏମ୍‌ପି ସୁରେଶ ପୂଜାରୀଙ୍କ ଘର ପରିସରରେ ଖସିପଡିଥିବା ଡ୍ରୋନ୍‌କୁ ନେଇ ବଡ଼ ଖବର ସାମ୍ନାକୁ ଆସିଛି। ତାହା ବନ ବିଭାଗର ବୋଲି ଜଣାପଡିଛି। ଏନେଇ...

ଗ୍ରୀଷ୍ମଛୁଟି ସତ୍ତ୍ୱେ ଚାଲିଲା ସ୍କୁଲ

ମଙ୍ଗୁଳି-ଜଗତପୁର,୨୬।୪(ମାନସ ସାମଲ): ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ଯୋଗୁ ରାଜ୍ୟ ସରକାର ଏପ୍ରିଲ ୨୫ରୁ ସମସ୍ତ ସରକାରୀ ଓ ବେସରକାରୀ ବିଦ୍ୟାଳୟଗୁଡ଼ିକୁ ଗ୍ରୀଷ୍ମଛୁଟି ଘୋଷଣା କରିଛନ୍ତି। ତେବେ...

ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ବିଜ୍ଞପ୍ତି ପ୍ରକାଶ

ଭୁବନେଶ୍ୱର,୨୬ା୪: ଓଡ଼ିଶାରେ ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ଶୁକ୍ରବାର ବିଜ୍ଞପ୍ତି ପ୍ରକାଶ ପାଇଛି। ଆଜି ବିଧିବଦ୍ଧ ଭାବେ ବିଜ୍ଞପ୍ତି ପ୍ରକାଶ କରିଛନ୍ତି ଭାରତୀୟ ନିର୍ବାଚନ କମିଶନ।...

ଭାଜପା ରାଜ୍ୟ ସମ୍ପାଦକ ଦଳ ଛାଡ଼ିଲେ, ଆଜି ବିଜେଡିରେ ମିଶିବେ

ଭଞ୍ଜନଗର/ସୋରଡ଼ା,୨୬।୪(ବାବୁଲା ପ୍ରଧାନ/ଲମ୍ବୋଦର ପାଣିଗ୍ରାହୀ): ଗଞ୍ଜାମ ଜିଲା ସୋରଡ଼ା ନିର୍ବାଚନ ମଣ୍ଡଳୀର ପୂର୍ବତନ ଭାଜପା ବିଧାୟକ ପ୍ରାର୍ଥୀ ତଥା ବର୍ତ୍ତମାନର ଭାଜପା ରାଜ୍ୟ କୃଷକ ମୋର୍ଚ୍ଚା ସମ୍ପାଦକ...

୨୦୧୯ରେ ମିଳିଥିଲା ୩୪% ଭୋଟ୍, ୨୦୨୪ରେ ଗଠନ ହେବ ସରକାର: କାର୍ଯ୍ୟକର୍ତ୍ତାଙ୍କୁ ଶାହାଙ୍କ ଗୁରୁମନ୍ତ୍ର

ଭୁବନେଶ୍ୱର,୨୬ା୪: କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହା ଗୁରୁବାର ଓଡ଼ିଶାର ବରିଷ୍ଠ ନେତା ତଥା ସଦସ୍ୟମାନଙ୍କୁ ଆତ୍ମବିଶ୍ୱାସର ସହ କାର୍ଯ୍ୟ କରିବାକୁ ଉତ୍ସାହିତ କରିଛନ୍ତି। ଏହାସହ କହିଛନ୍ତି...

୩ ଜଣଙ୍କୁ ଚାପିଦେଲା ଟ୍ରକ୍‌

ସୁନ୍ଦରଗଡ଼,୨୬ା୪: ସୁନ୍ଦରଗଡ଼ ଜିଲା ଭସ୍ମା ଥାନା ଅନ୍ତର୍ଗତ ଦର୍ଲିପାଲି ଏନ୍‌ଟିପିସି ପାଓ୍ବାର ପ୍ଲାଣ୍ଟ ନିକଟରେ ଏକ ଟ୍ରକ୍‌ ୩ ବାଇକ୍‌ ଆରୋହୀଙ୍କ ଉପରେ ମାଡ଼ିଯିବାରୁ ଘଟଣାସ୍ଥଳରେ...

ଲଢ଼େଇରେ ନୂଆ ବନାମ ଅଭିଜ୍ଞ

ରାଜକନିକା,୨୬ା୪(ସଞ୍ଜୟ କୁମାର ଦାଶ): କେନ୍ଦ୍ରାପଡ଼ା ଜିଲାର ଶେଷ ସୀମା ହେଉଛି ଆଳି ନିର୍ବାଚନମଣ୍ଡଳୀ। ରାଜକନିକାର ୨୯ଟି ପଞ୍ଚାୟତ ଓ ଆଳିର ୩୪ଟି ପଞ୍ଚାୟତକୁ ମିଶାଇ ଆଳି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri