ରାଜଧାନୀରେ ସାବାଡ ହେବେ ଅମାନିଆ: ଜାରି ହେଲା ହ୍ବାଟ୍ସଆପ୍‌ ନମ୍ବର

ଭୁବନେଶ୍ୱର,୧।୮(ବ୍ୟୁରୋ)-ଏଥର ସାବାଡ ହେବେ ଅମାନିଆ। ରାଜଧାନୀରେ କୋଭିଡ କଟକଣାକୁ ନ ମାନି ବୁଲୁଥିବା ଆମାନିଆଙ୍କୁ ସାବାଡ କରିବା ପାଇଁ ଶନିବାର ନୂଆ ତରିକା ଆପଣାଇଛନ୍ତି ଡିସିପି ଉମାଶଙ୍କର ଦାଶ। ସର୍ବସାଧାରଣଙ୍କ ପାଇଁ ଡିସିପି ହ୍ବାଟ୍ସଆପ ନମ୍ବର ଜାରି କରିଛନ୍ତି। ଯଦି କୌଣସି ବ୍ୟକ୍ତି କୋଭିଡ କଟକଣା ଉଲ୍ଲଘଂନ କରନ୍ତି ତେବେ ହ୍ବାଟ୍ସଆପ ନମ୍ବର- ୭୪୪୦୦୦୬୭୦୯ରେ ଜଣାଇପାରିବେ ବୋଲି ସେ ପ୍ରକାଶ କରିଛନ୍ତି। ସେହିପରି କଟକଣା ଉଲ୍ଲଘଂନ କରୁଥିବା ଲୋକଙ୍କ ଭିଡିଓ, ଫଟୋ ଓ ଟେକ୍ସଟ ପଠାଇବାକୁ ଅନୁରୋଧ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଏକ ନମ୍ବର ମାର୍କେଟ୍‌ ବାହାରେ ପାର୍କିଂ ମନା

ଭୁବନେଶ୍ୱର,୨୧।୧(ବ୍ୟୁରୋ): ରାଜଧାନୀର ଏକ ନମ୍ବର ହାଟ ବାହାରେ ଏକାଧିକ ଗାଡି ପାର୍କିଂ କରାଯାଉଥିବାରୁ ଟ୍ରାଫିକ ସମସ୍ୟା ଦେଖାଦେଉଛି। ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି) ଏବଂ ଟ୍ରାଫିକ...

୨୪ ଘଣ୍ଟା ମଧ୍ୟରେ ଲଘୁଚାପ : ୫ ଜିଲାରେ ପ୍ରବଳ ବର୍ଷା

ଭୁବନେଶ୍ୱର,୧୮।୮(ବ୍ୟୁରୋ): ପଶ୍ଚିମବଙ୍ଗ ଓ ବାଂଲାଦେଶ ଆଖପାଖ ଅଞ୍ଚଳରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଏହାର ପ୍ରଭାବରେ ପଶ୍ଚିମବଙ୍ଗ ଓ ଏହାର ଆଖପାଖ ଅଞ୍ଚଳରେ ଆସନ୍ତା ୨୪...

ସ୍କୁଲ କର୍ତ୍ତୃପକ୍ଷ ଆଡମିଟ୍‌ କାର୍ଡ ନ ଦେବାରୁ ମାଟ୍ରିକ ପରୀକ୍ଷାରୁ ବଞ୍ଚିତ ହେଲେ ଛାତ୍ର: ରାମଚଣ୍ଡୀ ଥାନାରେ ଅଭିଭାବକଙ୍କ ଅଭିଯୋଗ

କୋଣାର୍କ,୧୯।୨(ଡି.ଏନ୍‌.ଏ): ବୁଧବାରଠାରୁ ଆରମ୍ଭ ହୋଇଛି ମାଟ୍ରିକ ପରୀକ୍ଷା। ମାତ୍ର ସ୍କୁଲ କର୍ତ୍ତୃପକ୍ଷ ଆଡମିଟ୍‌ କାର୍ଡ ନ ଦେବାରୁ ଜଣେ ଛାତ୍ର ଏହି ପରୀକ୍ଷାରୁ ବଞ୍ଚିତ ହୋଇଛନ୍ତି।...

ଅସ୍ଥାୟୀ ବିସର୍ଜନ ପୋଖରୀରେ କୁଢ଼ କୁଢ଼ ପଲିଥିନ: ପ୍ଲାଷ୍ଟିକ ବର୍ଜନ ପାଣିର ଗାର

ପୁରୁଣା ଭୁବନେଶ୍ୱର,୧୧।୧୦(ଡି.ଏନ.ଏ.) : ଅକ୍ଟୋବର ୨ ଗାନ୍ଧୀ ଜୟନ୍ତୀ ଅବସରରେ ଆରମ୍ଭ ହୋଇଥିବା ପ୍ଲାଷ୍ଟିକ୍‌ ଓ ପଲିଥିନ ବର୍ଜନକୁ ସମର୍ଥନ କରି ଚଳିତବର୍ଷ ବିଭିନ୍ନ ପୂଜା...

ରଥ ଖଳାରେ ଚକଡେରା ନୀତି ସମ୍ପନ୍ନ

ପୁରୀ ଅଫିସ, ୧୫।୫: ପବିତ୍ର ଶ୍ରୀକ୍ଷେତ୍ର ଭଉଁରୀ ଅବସରରେ ଶୁକ୍ରବାର ଚକଡ଼େରା ନୀତି ସମ୍ପନ୍ନ ହୋଇଛି। ରଥ ଖଳାରେ ମହାପ୍ରଭୁଙ୍କ ତିନି ରଥର ୬ଟି ନାହାକା...

କନିଷ୍ଠଯନ୍ତ୍ରୀଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ଦଶପଲ୍ଲା,୨୪ା୧୦ (ଡି.ଏନ.ଏ.): ନୟାଗଡ଼ ଜିଲା ଦଶପଲ୍ଲା ବିଦ୍ୟୁତ୍‌ କାର୍ଯ୍ୟାଳୟ (ଫିଡ୍‌କୋ)ରେ କାର୍ଯ୍ୟରତ କନିଷ୍ଠଯନ୍ତ୍ରୀ ଦେବଦତ୍ତ ସ୍ବାଇଁଙ୍କ ଝୁଲନ୍ତା ମୃତଦେହ ବୁଧବାର ସେ ରହୁଥିବା ଭଡାଘରୁ ଉଦ୍ଧାର...

ଶିକ୍ଷାନୁଷ୍ଠାନ ପାଖରେ ତମାଖୁ ବିକ୍ରି ବନ୍ଦ କର

ଭୁବନେଶ୍ୱର, ୭ା୧୧ (ବ୍ୟୁରୋ) ବିଭିନ୍ନ ଶିକ୍ଷାନୁଷ୍ଠାନ ନିକଟରେ ଗୁଟ୍‌ଖା ଓ ତମାଖୁ ବିକ୍ରି ନ କରିବା ପାଇଁ ନିର୍ଦ୍ଦେଶନାମା ଜାରି ହୋଇଥିଲେ ମଧ୍ୟ ଏହା ଠିକ୍‌ ଭାବେ...

ରାଜ୍ୟରେ ବାତିଲ ହେଲା +୨ ପରୀକ୍ଷା

ଭୁବନେଶ୍ୱର,୧।୭(ବ୍ୟୁରୋ): ରାଜ୍ୟରେ ବାତିଲ ହେଲା ବାକିଥିବା +୨ ପରୀକ୍ଷା। କଳା, ବିଜ୍ଞାନ, ବାଣିଜ୍ୟର ବାକିଥିବା ପରୀକ୍ଷା ବାତିଲ ହୋଇଛି। ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ସମୀର...

Coronavirus Update

UTI
Archives

Model This Week

Why Dharitri

Leave a comment

Your email address will not be published. Required fields are marked *