Posted inଖେଳ

ଏହି ଖେଳାଳିଙ୍କ ପାଇଁ ଅନୁରୋଧ କଲା ଟିମ୍‌ ଇଣ୍ଡିଆ

ଚେନ୍ନାଇ, ୧୧ା୨- ଦେଶର ନୂଆ ପେସ ସେନସେଶନ ଟି. ନଟରାଜନଙ୍କୁ ବିଜୟ ହଜାରେ ଟ୍ରଫି ପାଇଁ ଘୋଷିତ ତାମିଲନାଡୁ ଦଳରୁ ରିଲିଜ କରିଦିଆଯାଇଛି। ଏହି ବାମ ହାତୀ ପେସରଙ୍କୁ ବିଶ୍ରାମ ଦେବାକୁ ତାମିଲନାଡୁ କ୍ରିକେଟ ଆସୋସିଏଶନ (ଟିଏନ୍‌ସିଏ) ନିକଟରେ ଅନୁରୋଧ କରିଥିଲେ ଟିମ୍‌ ଇଣ୍ଡିଆର ମ୍ୟାନେଜମେଣ୍ଟ ଓ ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ)।

ଇଂଲଣ୍ଡ ବିପକ୍ଷ ସୀମିତ ଓଭର କ୍ରିକେଟ ସିରିଜ୍‌ ପାଇଁ ଭାରତୀୟ ଦଳର ମ୍ୟାନେଜମେଣ୍ଟ ଓ ବିସିସିଆଇ ନଟରାଜନଙ୍କୁ ଚାହୁଁଛି। ଭାରତୀୟ ଦଳର ସ୍ବାର୍ଥକୁ ନଜରରେ ରଖି ଆମେ ଏଥିରେ ହଁ କହିଛୁ ବୋଲି ଟିଏନ୍‌ସିଏ ସମ୍ପାଦକ ଆର.ଏସ୍‌. ରାମାସାମୀ କହିଛନ୍ତି। ୨୦ ଜଣିଆ ତାମିଲ ନାଡୁ ଦଳରେ ନଟରାଜନଙ୍କ ବଦଳରେ ସ୍ଥାନ ପାଇଛନ୍ତି ଆର.ଏସ୍‌. ଜଗନାଥ ସିନିବାସ। ଉଲ୍ଲେଖଥାଉ କି, ଇଂଲଣ୍ଡ-ଭାରତ ଟି୨୦ ସିରିଜ୍‌ର ୫ ମ୍ୟାଚ୍‌ ଅହମ୍ମଦାବାଦଠାରେ ଖେଳାଯିବ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଭାରତ ୨୦୩୨ ଅଲିମ୍ପିକ୍ସ ପାଇଁ ବିଡ୍‌ ଦାଖଲ କରିବ

ନୂଆଦିଲ୍ଲୀ, ୩।୫:ଭାରତ ୨୦୩୨ ଅଲିମ୍ପିକ୍ସ ପାଇଁ ବିଡ୍‌ ଦାଖଲ କରିବ। କୋଭିଡ୍‌-୧୯ ଆଶଙ୍କା ଦୂର ହେବା ପରେ ଭାରତ ଯେପରି ଅଲିମ୍ପିକ୍ସ ସମେତ ଅନ୍ୟ ଅନ୍ତର୍ଜାତୀୟ...

ଲର୍ଡ୍ସ ଶତକ ମୋ କ୍ୟାରିୟରର ଶ୍ରେଷ୍ଠ ଇନିଂସ : ରାହାନେ

ମେଲବୋର୍ନ,୨୮ା୧୨- ଅଷ୍ଟ୍ରେଲିଆ ବିପକ୍ଷରେ ଏମ୍‌ସିଜିଠାରେ ଭାରତୀୟ ଦଳର କାମଚଳା ଅଧିନାୟକ ଅଜିଙ୍କ୍ୟ ରାହାନେଙ୍କ ଶତକୀୟ ପାଳିକୁ ବହୁ ପୂର୍ବତନ କ୍ରିକେଟର ପ୍ରଶଂସା କରିଛନ୍ତି। ହେଲେ ଏହାକୁ...

ମଞ୍ଜୁଳାମଣି ରାଜ୍ୟ ଓପନ ବ୍ଲିଜ୍‌ ଚେସ୍‌: ସ୍ବୟମ୍ସ ଚାମ୍ପିୟନ

ଭୁବନେଶ୍ୱର, ୧୬।୧୨(କ୍ରୀଡ଼ା ପ୍ରତିନିଧି)- ଏସଆର ଚେସ୍‌ ସେଣ୍ଟର ଓ ଆମ ପରିବାରର ମିଳିତ ଆନୁକୂଲ୍ୟରେ ସ୍ଥାନୀୟ ଜାଭିୟର ଛକସ୍ଥିତ ଗୁରୁ କେଳୁଚରଣ ମହାପାତ୍ର ଓଡ଼ିଶୀ ରିସର୍ଚ୍ଚ...

ଟେଷ୍ଟରେ ୧୦୦ ଉଇକେଟ ପୂରଣ କରିବାକୁ ଚାହାନ୍ତି ଶ୍ରୀସନ୍ଥ

ମୁମ୍ବାଇ, ୨୧।୮: ଭାରତୀୟ ପେସର ଏସ୍‌. ଶ୍ରୀସନ୍ଥଙ୍କ ଉପରେ ଲାଗିଥିବା ଆଜୀବନ ବାସନ୍ଦାଦେଶକୁ ହ୍ରାସ କରି ୭ ବର୍ଷ କରାଯାଇଛି। ଫଳରେ ସେ ଆସନ୍ତା ବର୍ଷ...

ବଡ଼ ପରିବର୍ତ୍ତନ ସହ ଓହ୍ଲାଇଲା ସିଏସ୍‌କେ

ଦୁବାଇ,୪।୧୦ : ସୋମବାର ଦୁବାଇରେ ଖେଳାଯିବାକୁ ଥିବା ଦିଲ୍ଲୀ କ୍ୟାପିଟାଲ୍ସ ବିପକ୍ଷ ମ୍ୟାଚ୍‌ରେ ବଡ଼ ପରିବର୍ତ୍ତନ ସହ ଓହ୍ଲାଇଛି ଚେନ୍ନାଇ ସୁପର କିଙ୍ଗ୍ସ (ସିଏସ୍‌କେ)। ସିଏସ୍‌କେ...

ମ୍ୟାଚ୍‌ ପୂର୍ବରୁ କୋହଲି କହିଲେ ‘କ’ଣ ହେବ ଯଦି ମୁଁ…’

ନୂଆଦିଲ୍ଲୀ,୧୭।୭: ଇଂଲଣ୍ଡ ବିପକ୍ଷ ତୃତୀୟ ମ୍ୟାଚ୍‌ ପୂର୍ବରୁ ସ୍ବତନ୍ତ୍ର ପୋଷ୍ଟକୁ ନେଇ ଚର୍ଚ୍ଚାରେ ବିରାଟ କୋହଲି। ସୋସିଆଲ ମିଡିଆ ପ୍ଲାଟଫର୍ମ ଟୁଇଟରରେ ନିଜର ଫଟୋ ଶେୟାର...

ରୋହିତ ଶର୍ମାଙ୍କ ହସ ଦେଖି ଏମିତି କହିଲେ ଚହଲ

ଭାରତୀୟ କ୍ରିକେଟ ଦଳର ଷ୍ଟାର ଖେଳାଳି ଏବଂ ଲେଗ୍‌ ସ୍ପିନର୍‌ ୟୁଜବେନ୍ଦ୍ର ଚହଲ ଭଲ ସାଙ୍ଗ ବୋଲି ଧରାଯାଏ। ସୋସିଆଲ ମିଡିଆରେ ଉଭୟ ବେଶ୍‌ ମଜା...

ଐତିହାସିକ ମୁଲାଗ ପଦକ ଜିତିଲେ ରାହାନେ, ଏହା ପଛରେ ରହିଛି ୧୫୨ ବର୍ଷର ଇତିହାସ

ମେଲବୋର୍ନ,୨୯।୧୨: କାମଚଳା ଅଧିନାୟକ ଅଜିଙ୍କେ ରାହାନେଙ୍କ ନେତୃତ୍ୱରେ ଟିମ ଇଣ୍ଡିଆ ବକ୍ସିଂ ଡେ ଟେଷ୍ଟ ମ୍ୟାଚରେ ଅଷ୍ଟ୍ରେଲିଆକୁ ୮ ଉଇକେଟରେ ପରାସ୍ତ କରିଛି। ପ୍ରଥମ ଇନିଂସରେ...

Advertisement
Archives

Model This Week