Posted inଖେଳ

କ୍ରିକେଟର୍‌ଙ୍କ ବାର୍ଷିକ ଚୁକ୍ତିନାମା ଘୋଷଣା କଲା ବିସିସିଆଇ

ନୂଆଦିଲ୍ଲୀ,୨୮।୨: ଭାରତୀୟ କ୍ରିକେଟ ବୋର୍ଡ ଅଫ କ୍ରିକେଟ(ବିସିସିଆଇ) ବୁଧବାର ୨୦୨୩-୨୪ ସିଜନ (ଅକ୍ଟୋବର ୧, ୨୦୨୩ ରୁ ସେପ୍ଟେମ୍ବର ୩୦, ୨୦୨୪) ପାଇଁ ଟିମ ଇଣ୍ଡିଆ (ସିନିୟର ପୁରୁଷ)ର ବାର୍ଷିକ ଖେଳାଳି ଚୁକ୍ତିନାମା ଘୋଷଣା କରିଛି। ସବୁଠାରୁ ଆଶ୍ଚର୍ଯ୍ୟ କଥା ହେଉଛି ଇଶାନ କିଶନ ଏବଂ ଶେୟାସ ଆୟରଙ୍କୁ ବିସିସିଆଇ ଚୁକ୍ତିରୁ ବାଦ୍‌ ଦିଆଯାଇଛି।

ଗ୍ରେଡ ଏ+
ରୋହିତ ଶର୍ମା, ବିରାଟ କୋହଲି, ଜସପ୍ରୀତ ବୁମ୍‌ରା ଏବଂ ରବିନ୍ଦ୍ର ଜାଡେଜା

ଗ୍ରେଡ ଏ
ଆର ଅଶ୍ୱିନ, ମହମ୍ମଦ ଶାମି, ମହମ୍ମଦ ସିରାଜ, କେ.ଏଲ ରାହୁଲ, ଶୁବମନ ଗିଲ ଏବଂ ହାର୍ଦ୍ଦିକ ପାଣ୍ଡ୍ୟା।

ଗ୍ରେଡ ବି

ସୂର୍ଯ୍ୟ କୁମାର ଯାଦବ, ରିଷଭ ପନ୍ତ, କୁଲଦୀପ ଯାଦବ, ଅକ୍ଷର ପଟେଲ ଏବଂ ଯଶସ୍ବୀ ଜୟସ୍ବାଲ,

ଗ୍ରେଡ ସି

ରିଙ୍କୁ ସିଂ, ତିଳକ ବର୍ମା, ଋତୁରାଜ ଗାୟକ୍ୱାଡ, ଶାର୍ଦ୍ଦୁଲ ଠାକୁର, ଶିବମ ଦୁବେ, ରବି ବିଷ୍ଣୋଇ, ଜିତେଶ ଶର୍ମା, ୱାଶିଂଟନ ସୁନ୍ଦର, ମୁକେଶ କୁମାର, ସଞ୍ଜୁ ସାମସନ, ଅର୍ଶଦୀପ ସିଂ, କେ.ଏସ ଭରତ, ପ୍ରସିଦ୍ଧ କ୍ରିଷ୍ଣା, ଆବେଶ ଖାନ ଏବଂ ରଜତ ପଟିଦାର।

ଆକାଶଦୀପ, ବିଜୟକୁମାର ବ୍ୟାଶକ, ଉମରନ ମଲିକ, ୟଶ ଦୟାଲ୍‌ ଏବଂ ବିଦ୍ୱାଥ କାଭେରାପ୍ପା ସମତେ ୫ ଖେଳାଳିଙ୍କୁ ଫାଷ୍ଟ ବୋଲିଂ ପାଇଁ ଚୁକ୍ତିନାମା କରିବାକୁ ଚୟନ କମିଟିକୁ ମଧ୍ୟ ସୁପାରିଶ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ରମେଶ-ଦେବାଶିଷଙ୍କୁ ଭାଜପା ଦେଲା ନୂଆ ଦାୟିତ୍ୱ: ଚାରିଆଡ଼ୁ ଛୁଟୁଛି ଶୁଭେଚ୍ଛା

ପୁରୁଷୋତ୍ତମପୁର,୧୩।୬(ସବିତା ମିଶ୍ର): ଭାରତୀୟ ଜନତାପାର୍ଟି ଗଞ୍ଜାମ ଜିଲାରେ ଦଳକୁ ଶକ୍ତିଶାଳୀ କରିବା ସହ ସଂଗଠନକୁ ଆଗେଇନେବା ଲାଗି ପୁରୁଷୋତ୍ତମପୁର ଦୁଇ ଯୁବନେତାଙ୍କୁ ଗୁରୁଦାଇତ୍ବ ଦେଇଛି। ବଡଖରିଡା ପଞ୍ଚାୟତ…

ପ୍ରକଳ୍ପ ସମୀକ୍ଷା କଲେ ଆଇନ ମନ୍ତ୍ରୀ: ତୁରନ୍ତ ସାରିବାକୁ ନିର୍ଦ୍ଦେଶ

ଛତ୍ରପୁର,୧୩।୬(ଦିଲ୍ଲୀପ ସାମଲ): ଓଡିଶା ସରକାରଙ୍କ ଆଇନ, ପୂର୍ତ୍ତ ଓ ଅବକାରୀ ବିଭାଗ ମନ୍ତ୍ରୀ ତଥା ଗଞ୍ଜାମ ଜିଲା ପ୍ରଭାରୀ ପୃଥୀରାଜ ହରିଚନ୍ଦନ ଦିନିକିଆ ଗଞ୍ଜାମ ଜିଲା ଗସ୍ତରେ…

ମମତାଙ୍କ ପାଇଁ ଆସିଲା ଖୁସି ଖବର! ଦଳରେ ବିଦ୍ରୋହ ଭିତରେ ଏକାଠି ହେଲେ…

କୋଲକାତା,୧୩।୬: ପଶ୍ଚିମବଙ୍ଗ ରାଜନୀତି ଉପରେ ଏବେ ସାରା ଦେଶର ନଜର ରହିଛି। ଏହି ସମୟରେ ତୃଣମୂଳ କଂଗ୍ରେସ (TMC) ଭିତରେ ଗତ କିଛି ଦିନ ହେବ କଳହ…

ମାସକ ଭିତରେ ରାଜ୍ୟର ପ୍ରତିଷ୍ଠାନଗୁଡ଼ିକର ନାମ ସଂଶୋଧନ ହେବ: ରାଜସ୍ୱ ମନ୍ତ୍ରୀ କହିଲେ…

ଭୁବନେଶ୍ୱର,୧୩।୬: ରାଜ୍ୟର ବିଭିନ୍ନ ପ୍ରତିଷ୍ଠାନ, ସରକାରୀ କାର୍ଯ୍ୟାଳୟ ଓ ସଂସ୍ଥାଗୁଡ଼ିକର ନାମରେ ଥିବା ତ୍ରୁଟିକୁ ସଂଶୋଧନ କରିବା ପାଇଁ ରାଜ୍ୟ ସରକାର ବଡ଼ ପଦକ୍ଷେପ ନେଇଛନ୍ତି। ଆସନ୍ତା…

ରାଜ୍ୟବାସୀଙ୍କୁ ବଡ଼ ଝଟ୍‌କା, ଜୁନ ମାସ ଶେଷକୁ ବଢ଼ିକି ଆସିବ ବିଜୁଳି ବିଲ୍‌!

ନୂଆଦିଲ୍‌ଲୀ,୧୩।୬: ଗ୍ରାହକମାନଙ୍କୁ ଖୁବଶୀଘ୍ର ମହଙ୍ଗା ବିଜୁଳିର ଝଟକା ଲାଗିପାରେ। କାରଣ ପଶ୍ଚିମ ଏସିଆରେ ଜାରି ରହିଥିବା ଭୂ-ରାଜନୈତିକ ସଙ୍କଟ ଏବଂ ଯୁଦ୍ଧର ସିଧାସଳଖ ପ୍ରଭାବ ବିଦ୍ୟୁତ ଉତ୍ପାଦନ…

ଭିଜିଲାନ୍ସ ଜାଲରେ ମହିଳା ASI, ଲାଞ୍ଚ ନେଉଥିବା ବେଳେ ପଡ଼ିଲେ ଧରା

ଅନୁଗୋଳ, ୧୩।୬: ଅନୁଗୋଳ ଜିଲାର ଜରପଡ଼ା ଥାନାରେ କାର୍ଯ୍ୟରତ ମହିଳା ASI ସୀତା ନାୟକ ୮,୦୦୦ ଟଙ୍କା ଲାଞ୍ଚ ନେବା ବେଳେ ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି। ସୂଚନା…

ନେତାନ୍ୟାହୁଙ୍କୁ ଫୋନ କରି ବଡ଼ କଥା କହିଲେ ଟ୍ରମ୍ପ, ଇରାନ ସହିତ ଚୁକ୍ତି ଉପରେ କହିଲେ…

ଓ୍ବାଶିଂଟନ,୧୩।୬: ଏକ ଆକ୍ସିଓସ ରିପୋର୍ଟରେ ଦାବି କରାଯାଇଛି ଯେ ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇସ୍ରାଏଲୀ ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତାନ୍ୟାହୁଙ୍କୁ ଏକ କଥାବାର୍ତ୍ତା ସମୟରେ କହିଥିଲେ ଯେ…

ଟ୍ରମ୍ପ କହୁଛନ୍ତି ଇରାନ ଯୁଦ୍ଧ ଶେଷ , ଶୀଘ୍ର ହେବ ଚୁକ୍ତିନାମା; ତେହରାନ କହୁଛି ଏପର୍ଯ୍ୟନ୍ତ କୌଣସି ଚୂଡ଼ାନ୍ତ ନିଷ୍ପତ୍ତି ନାହିଁ

ତେହରାନ,୧୩।୬: ଗତ ତିନି ମାସ ଧରି ଆମେରିକା ଏବଂ ଇରାନ ମଧ୍ୟରେ ଉତ୍ତେଜନା ମଧ୍ୟରେ, ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଶୁକ୍ରବାର ଦାବି କରିଛନ୍ତି ଯେ ଦୁଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri