Posted inଖେଳ

ଟିମ ଇଣ୍ଡିଆର ମୁଖ୍ୟ ପ୍ରଯୋଜକ ହେବ ଡ୍ରିମ ଇଲେଭେନ, ୱେଷ୍ଟଇଣ୍ଡିଜ ଗସ୍ତରୁ ଜର୍ସିରେ ଦେଖାଯିବ ବଡ଼ ପରିବର୍ତ୍ତନ

ନୂଆଦିଲ୍ଲୀ,୧।୭: ୱେଷ୍ଟଇଣ୍ଡିଜ ଗସ୍ତ ପୂର୍ବରୁ ବିସିସିଆଇ ଘୋଷଣା କରିଛି ଯେ ଡ୍ରିମ ଇଲେଭେନ ଆସନ୍ତା ତିନି ବର୍ଷ ପାଇଁ ଭାରତୀୟ ଦଳର ମୁଖ୍ୟ ପ୍ରଯୋଜକ ହେବ। ୱେଷ୍ଟଇଣ୍ଡିଜ ଗସ୍ତରେ ଆୟୋଜିତ ହେବାକୁ ଥିବା ଟେଷ୍ଟ ସିରିଜରୁ ଡ୍ରିମ ଇଲେଭେନ ଭାରତୀୟ ଦଳର ଜର୍ସି ଉପରେ ଦେଖାଯିବ। ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ ୨୦୨୩-୨୫ ଚକ୍ରରେ ଏହା ଟିମ ଇଣ୍ଡିଆର ପ୍ରଥମ ମ୍ୟାଚ ହେବ। ଡ୍ରିମ ଇଲେଭେନ ବାଇଜସର ସ୍ଥାନାନ୍ତର କରିବ।

ବିସିସିଆଇର ସଭାପତି ରୋଜର ବିନ୍ନି କହିଛନ୍ତି, ମୁଁ ଡ୍ରିମ ଇଲେଭେନକୁ ଅଭିନନ୍ଦନ ଜଣାଉଛି ଏବଂ ସେମାନଙ୍କୁ ପୁଣି ଥରେ ସ୍ବାଗତ କରୁଛି। ବିସିସିଆଇର ଅଫିସିଆଲ ପ୍ରଯୋଜକ ହେବା ଠାରୁ ଆରମ୍ଭ କରି ବର୍ତ୍ତମାନ ପ୍ରଯୋଜକ ହେବା ପର୍ଯ୍ୟନ୍ତ, ବିସିସିଆଇ ଡ୍ରିମ ଇଲେଭେନ ଲଗାତାର ମଜବୁତ ହୋଇଚାଲିଛି। ଭାରତୀୟ କ୍ରିକେଟର ବିଶ୍ୱାସ, ମୂଲ୍ୟ, ସାମର୍ଥ୍ୟ ଏବଂ ଅଭିବୃଦ୍ଧିର ଏହା ଏକ ପ୍ରତ୍ୟକ୍ଷ ପ୍ରମାଣ । ଯେହେତୁ ଆମେ ଚଳିତ ବର୍ଷ ଶେଷରେ ଆଇସିସି ବିଶ୍ୱକପ ଆୟୋଜନ କରିବାକୁ ପ୍ରସ୍ତୁତ ହେଉଛୁ, ଦର୍ଶକଙ୍କ ଅଭିଜ୍ଞତାକୁ ବୃଦ୍ଧି କରିବା ଆମର ସର୍ବୋଚ୍ଚ ପ୍ରାଥମିକତା ଏବଂ ମୁଁ ନିଶ୍ଚିତ ଯେ ଏହି ସହଭାଗିତା ଆମକୁ ପ୍ରଶଂସକଙ୍କ ଯୋଗଦାନ ଅଭିଜ୍ଞତାକୁ ବଢାଇବାରେ ସାହାଯ୍ୟ କରିବ।
୍‌


Enter your email to get our daily news in your inbox.

All Right Reserved By Dharitri.Com

ବାହାଘର ଭାଙ୍ଗିବା ପରେ ପ୍ରଥମଥର କ୍ୟାମେରା ଆଗରେ ମୁହଁ ଖୋଲିଲେ ସ୍ମୃତି ମନ୍ଧନା

ନୂଆଦିଲ୍ଲୀ,୧୦।୧୨: ଭାରତୀୟ ମହିଳା କ୍ରିକେଟ ଦଳର ଷ୍ଟାର ବ୍ୟାଟର୍ ସ୍ମୃତି ମନ୍ଧନା ବ୍ୟକ୍ତିଗତ ଜୀବନର ଝଡ଼ ପରେ ପୁଣି ଥରେ ନିଜ ପ୍ରିୟ ଖେଳ କ୍ରିକେଟକୁ...

ସ୍କୁଲରୁ ଘରକୁ ଫେରିବା ବେଳେ ଚାଲିଗଲା ପ୍ରଧାନଶିକ୍ଷକଙ୍କ ଜୀବନ

ପୁରୁଷୋତ୍ତମପୁର,୧୦ା୧୨(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ପ୍ରତାପୁର ଛକ ନିକଟରେ ବୁଧବାର ସନ୍ଧ୍ୟାରେ ଦୁଇ ମୋଟରସାଇକେଲ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଛି। ଏଥିରେ...

ବାଇକ୍‌ରେ ନେଉଥିଲେ ଶାଳକାଠ, ଗୋଡ଼ାଇ ଗୋଡ଼ାଇ ଧରିଲା ବନ ବିଭାଗ

ବଲାଙ୍ଗୀର,୧୦ା୧୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ବନ ବିଭାଗ ପାଟଣାଗଡ଼ ରେଞ୍ଜର କର୍ମଚାରୀମାନେ ପାଟ୍ରୋଲିଂ କରୁଥିବା ବେଳେ ପାଟଣାଗଡ଼ ସେକ୍ସନର ମାନାଇପାଦ ଗ୍ରାମ ନିକଟରୁ ୬ଟି ଶାଳ...

ICC ଦିନିକିଆ ମାନ୍ୟତା: ଶୀର୍ଷରେ ରୋହିତ, ଦ୍ୱିତୀୟ ସ୍ଥାନକୁ ଉଠିଲେ କୋହଲି

ମୁମ୍ବାଇ,୧୦।୧୨: ଆଇସିସି ଦ୍ୱାରା ବୁଧବାର ପ୍ରକାଶିତ ସଦ୍ୟତମ ଦିନିକିଆ ମାନ୍ୟତାରେ ଭାରତୀୟ ଅଧିନାୟକ ରୋହିତ ଶର୍ମା ଶୀର୍ଷ ସ୍ଥାନ ବଜାୟ ରଖିଥିବାବେଳେ ବିରାଟ କୋହଲି ଦୁଇଟି...

ଟ୍ରକ୍‌କୁ ସାଇଡ୍‌ ଦେବାକୁ ଯାଇ ଗଛରେ ପିଟିହେଲା ବାଇକ୍‌, ଚାଲିଗଲା ଜଣଙ୍କ ଜୀବନ

ପାରଳାଖେମୁଣ୍ଡି,୧୦ା୧୨(ଗିରିଧାରୀ ପରିଚ୍ଛା): ଗଜପତି ଜିଲା ଗୋଷାଣୀ ବ୍ଲକ ପାରଳାଖେମୁଣ୍ଡି ଆଦର୍ଶ ଥାନା ଅନ୍ତର୍ଗତ କତଳକଇଠା ଗ୍ରାମ ନିକଟରେ ଘଟିଥିବା ଏକ ସଡ଼କ ଦୁର୍ଘଟଣାରେ ବୁଧବାର ଜଣେ...

ମହିଳାଙ୍କ ବିଷୟରେ ଆପତ୍ତିଜନକ ମନ୍ତବ୍ୟ ଦେଲେ ଅନିରୁଦ୍ଧାଚାର୍ଯ୍ୟ, ମାମଲା ରୁଜୁ

ନୂଆଦିଲ୍ଲୀ,୧୦।୧୨: ଆଧ୍ୟାତ୍ମିକ ଗୁରୁ ଅନିରୁଦ୍ଧାଚାର୍ଯ୍ୟ ମହିଳାମାନଙ୍କ ବିଷୟରେ ଦେଇଥିବା କିଛି ଆପତ୍ତିଜନକ ମନ୍ତବ୍ୟକୁ ନେଇ ବିବାଦ ଘେରକୁ ଆସିଛନ୍ତି। ଏହି ମାମଲାରେ ମୁଖ୍ୟ ନ୍ୟାୟିକ ମାଜିଷ୍ଟ୍ରେଟ୍...

ଟାଟା ପାଓ୍ବାରରେ ଚାଲିଛି ଛଟେଇ: ପ୍ରତିବାଦରେ ଏସ୍‌ଇ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ

ଭଞ୍ଜନଗର,୧୦ା୧୨(ବାବୁଲା ପ୍ରଧାନ): ଟାଟା ପାଓ୍ବାରରେ ଆଉଟସୋର୍ସିଂ କର୍ମଚାରୀଙ୍କୁ ବିଭାଗୀୟ ଉଚ୍ଚ କର୍ତ୍ତୃପକ୍ଷ ପରୋକ୍ଷରେ ଠିକାଦାର ସଂସ୍ଥା ଉପରେ ଚାପ ପକାଇ ବିଭିନ୍ନ ସମୟରେ ଛଟେଇ କରୁଛନ୍ତି।...

ଜୁନାଗଡ଼ରେ ଖାଦ୍ୟ ନିରାପତ୍ତା ବିଭାଗର ଚଢ଼ାଉ: ଲାଇସେନ୍ସ ନବୀକରଣ ନ ହେବା ଯାଏ ଖାଦ୍ୟ ସାମଗ୍ରୀ ଉତ୍ପାଦନ ବନ୍ଦ

ଜୁନାଗଡ଼,୧୦ା୧୨(ଉତ୍ତମ ଦାଶ): କଳାହାଣ୍ଡି ଜିଲା ଜୁନାଗଡ଼ ସହରର ବିଭିନ୍ନ ଖାଦ୍ୟ ଦୋକାନରେ ବୁଧବାର ଧର୍ମଗଡ଼ ଉପଖଣ୍ଡ ଖାଦ୍ୟ ନିରାପତ୍ତା ବିଭାଗ ପକ୍ଷରୁ ଅତର୍କିତ ଚଢ଼ାଉ କରାଯାଇଛି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri