Posted inଖେଳ

ମହିଳା କ୍ରିକେଟର୍‌ଙ୍କ ଉପରେ ଟଙ୍କା ବର୍ଷା

ନୂଆଦିଲ୍ଲୀ,୩୦।୧: ଭାରତୀୟ ଅଣ୍ଡର-୧୯ ମହିଳା ଦଳ ଟି-୨୦ ବିଶ୍ୱକପ ଜିତିବା ପରେ ଅଭିନନ୍ଦନର ସୁଅ ଛୁଟିଛି। ଅଣ୍ଡର-୧୯ ମହିଳା ଦଳ ରବିବାର ଇଂଲଣ୍ଡ ବିପକ୍ଷରେ ଚମତ୍କାର ୭ ଉଇକେଟ ବିଜୟ ସହ ମହିଳା କ୍ରିକେଟରେ ନିଜର ପ୍ରଥମ ଆଇସିସି ଟାଇଟଲ ଜିତିଛନ୍ତି। ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସମେତ ଅନେକ ରାଜନୈତିକ ଦଳର ନେତାମାନେ ରବିବାର ଦିନ ଭାରତ ଅଣ୍ଡର-୧୯ ମହିଳା କ୍ରିକେଟ ଦଳର ବିଜୟକୁ ପ୍ରଶଂସା କରିଛନ୍ତି।
ମହିଳା ଅଣ୍ଡର-୧୯ କ୍ରିକେଟ ଦଳ ଏବଂ ସହାୟକ କର୍ମଚାରୀଙ୍କ ପାଇଁ ବିସିସିଆଇ ସଚିବ ଜୟ ଶାହା ପାଞ୍ଚ କୋଟି ଟଙ୍କା ପୁରସ୍କାର ରାଶି ଘୋଷଣା କରିଛନ୍ତି। ଟାଇଟଲ ଜିତିବା ପରେ ଶାହା ଟୁଇଟ୍‌ କରି କହିଛନ୍ତି ଯେ, ଭାରତରେ ମହିଳା କ୍ରିକେଟର ଲୋକପ୍ରିୟତା ବୃଦ୍ଧି ପାଉଛି ଏବଂ ବିଶ୍ୱକପ ବିଜୟ ମହିଳା କ୍ରିକେଟ ସ୍ଥିତିକୁ ଆହୁରି ଅଧିକ ବୃଦ୍ଧି କରିଛି। ସମଗ୍ର ଦଳ ଏବଂ ସହାୟକ କର୍ମଚାରୀଙ୍କ ପାଇଁ ପୁରସ୍କାର ରାଶି ଭାବରେ ୫ କୋଟି ଟଙ୍କା ଘୋଷଣା କରି ମୁଁ ଖୁସି । ଏହା ନିଶ୍ଚିତ ଭାବରେ ଏକ ଉତ୍ତମ ବର୍ଷ ।
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଅଣ୍ଡର-୧୯ ଭାରତୀୟ ମହିଳା କ୍ରିକେଟ ଦଳକୁ ଅଭିନନ୍ଦନ ଜଣାଇଛନ୍ତି। ପ୍ରଧାନମନ୍ତ୍ରୀ ମୋଦି ଟୁଇଟ୍‌ କରିଛନ୍ତି,ସେମାନେ ଚମତ୍କାର କ୍ରିକେଟ ଖେଳିଛନ୍ତି ଏବଂ ତାଙ୍କର ଏହି ସଫଳତା ଅନେକ କ୍ରିକେଟ ଖେଳାଳିଙ୍କୁ ପ୍ରେରଣା ଯୋଗାଇବ। ସେମାନଙ୍କର ଭବିଷ୍ୟତ ପ୍ରୟାସ ପାଇଁ ଦଳକୁ ଶୁଭେଚ୍ଛା।


Enter your email to get our daily news in your inbox.

All Right Reserved By Dharitri.Com

ରୋହିତ ଯୋଗୁ ଏହି ଧୁରନ୍ଧରଙ୍କ କଟିବ ପତ୍ତା! ୨୭ରେ ପ୍ରଥମ ODI ପାଇଁ ଜାଣନ୍ତୁ ସମ୍ଭାବ୍ୟ ପ୍ଲେଇଂ-୧୧

ନୂଆଦିଲ୍ଲୀ,୨୫।୯: ଶ୍ରେୟସ ଅୟର ବର୍ତ୍ତମାନ ଜାପାନରେ ଏସିଆନ ଗେମ୍ସ ଦଳ ସହ ରହିଛନ୍ତି। ତେଣୁ ଭାରତୀୟ ଦଳରେ ନମ୍ବର-୪ ସ୍ଥାନ ଖାଲି ରହିଛି। ଏହି ସ୍ଥାନରେ ମ୍ୟାନେଜମେଣ୍ଟ…

ସକାଳୁ ସକାଳୁ ପୂର୍ବତନ ବିଧାୟକଙ୍କୁ ଉଠାଇନେଲା ପୋଲିସ, ମମତାଙ୍କ ଘନିଷ୍ଠ ଥିଲେ..

କୋଲକାତା,୨୫।୯: ତୃଣମୂଳ କଂଗ୍ରେସର ସମସ୍ୟା କମିବାର ନାଁ ନେଉନାହିଁ । ତୃଣମୂଳ କଂଗ୍ରେସ (ଟିଏମ୍‌ସି)ର ପୂର୍ବତନ ବିଧାୟକ ଅଜିତ ମାଇତିଙ୍କୁ ଠକେଇ ମାମଲାରେ ପୋଲିସ ଗିରଫ କରିଛି…

ଏସିଆନ ଗେମ୍ସରେ ଭାରତୀୟ ଖେଳାଳିଙ୍କ ସହ ଧୋକା! ଦେଶକୁ ଫେରି କହିଲେ- ମୋଠାରୁ ଛଡ଼ାଇ ନିଆଗଲା…

ନୂଆଦିଲ୍ଲୀ,୨୫।୯: ୨୦୨୬ ଏସିଆନ ଗେମ୍ସରେ ଭାରତୀୟ ମିକ୍ସଡ ମାର୍ଶାଲ ଆଟର୍‌ସ (MMA) ଖେଳାଳି ସୁଚିକା ତାରିୟାଲ ଇତିହାସ ରଚିଛନ୍ତି। ମହିଳା ଟ୍ରାଡିସନାଲ ୬୦ କେଜି ବର୍ଗରେ ବ୍ରୋଞ୍ଜ…

ମନ୍ତ୍ରୀଙ୍କ ବଡ଼ ସୂଚନା: ଏହି ଦିନ ମିଳିବ ବକେୟା ଭତ୍ତା

ଭୁବନେଶ୍ୱର, ୨୫।୯: ଆସନ୍ତା ଅକ୍ଟୋବର ମାସ ସୁଦ୍ଧା ମିଳିବ ବକେୟା ଥିବା ଭତ୍ତା। ଏନେଇ ବିଧାନସଭାରେ ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ ସୂଚନା ଦେଇଛନ୍ତି। ରାଜ୍ୟରେ ସମୁଦାୟ ୨୦…

୨ ଅଧିକାରୀ ଚାକିରିରୁ ନିଲମ୍ବିତ: କଡ଼ା କାର୍ଯ୍ୟାନୁଷ୍ଠାନ ନେଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

ଭୁବନେଶ୍ୱର,୨୫।୯: ରାଜ୍ୟର ଦୁଇ ବରିଷ୍ଠ ଅଧିକାରୀ ଅରୁଣ ବିଶ୍ୱାଳ ଓ ସୁଜିତ ରାଉଳଙ୍କୁ ନିଲମ୍ବନ କରାଯାଇଥିବା ନେଇ ସୂଚନା ମିଳିଛି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ନିର୍ଦ୍ଦେଶକ୍ରମେ…

ଦେଶବ୍ୟାପୀ ଆନ୍ଦୋଳନ ଘୋଷଣା କଲା CJP: ଜ୍ଞାନେଶ କୁମାରଙ୍କ ଇସ୍ତଫା ଦାବିରେ ଦୀପକେ କହିଲେ- କାଲି ସୁଦ୍ଧା…

ନୂଆଦିଲ୍ଲୀ,୨୫।୯: ନିର୍ବାଚନ କମିଶନ ଓ ଭୋଟର ତାଲିକାର SIR କୁ ନେଇ ବିବାଦ ମଧ୍ୟରେ କକ୍ରୋଚ ଜନତା ପାର୍ଟି (CJP) ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ…

୩୦ରେ ଓଡ଼ିଶା ବନ୍ଦ ଡାକରା: ପାଠ୍ୟପୁସ୍ତକ ତ୍ରୁଟିକୁ ନେଇ…

ଭୁବନେଶ୍ୱର,୨୫।୯: ଆସନ୍ତା ୩୦ ତାରିଖରେ ଓଡ଼ିଶା ବନ୍ଦ ଡାକରା ଦେଇଛି ନବ ନିର୍ମାଣ କୃଷକ ସଂଗଠନ। ପାଠ୍ୟପୁସ୍ତକରେ ତ୍ରୁଟି ଏବଂ ଏହାକୁ ନେଇ ଗଣଶିକ୍ଷା ମନ୍ତ୍ରୀଙ୍କ ଇସ୍ତଫା…

ଗବେଷକ ପ୍ରସ୍ତୁତ କଲେ ନିର୍ଭୁଲ୍‌ ଆଟୋମିକ୍‌ ଘଡ଼ି

ନୂଆଦିଲ୍ଲୀ,୨୫।୯(ପି.ଟି.): ସିଙ୍ଗାପୁର ଜାତୀୟ ବିଶ୍ୱବିଦ୍ୟାଳୟ (ଏନ୍‌ୟୁଏସ୍‌)ର ଗବେଷକମାନେ ‘ଲୁଟେଟିୟମ’ ନାମକ ବିରଳ ମୃତ୍ତିକା ଧାତୁ ବ୍ୟବହାର କରି ବିଶ୍ୱର ସବୁଠାରୁ ନିର୍ଭୁଲ ଓ ସ୍ଥିର ଅଟୋମିକ୍‌ ଘଡ଼ି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?