Posted inଖେଳ

ବିସିସିଆଇର ସବୁଜ ସଙ୍କେତ; ଆସନ୍ତା ବର୍ଷରୁ ହୋଇପାରେ ମହିଳା ଆଇପିଏଲ୍‌

ନୂଆଦିଲ୍ଲୀ,୨୫।୩: ପୁରୁଷ ଭଳି ମହିଳା ଆଇପିଏଲ୍‌ ଆୟୋଜନ କରିବାକୁ ସବୁଜ ସଙ୍କେତ ଦେଇଛି ବିସିସିଆଇ। ୨୦୨୨ ଆଇପିଏଲ୍‌ ଆରମ୍ଭ  ପୂର୍ବରୁ ଆୟୋଜିତ  ପରିଚାଳନା ପରିଷଦ ବୈଠକରେ ଏନେଇ ବିସ୍ତୃତ ଭାବେ ଆଲୋଚନା କରାଯାଇଛି। ଏଣୁ ଆସନ୍ତା ବର୍ଷ ଅର୍ଥାତ ୨୦୨୩ରେ ଏହା ଆରମ୍ଭ ହୋଇପାରେ। ୬ଟି ଦଳରୁ ଏହା ଆରମ୍ଭ ହେବାର ସମ୍ଭାବନା ରହିଛି।

ଆଇପିଏଲ୍‌ ପରିଚାଳନା ପରିଷଦ ବୈଠକରେ ଆଲୋଚନା ହେବା ପରେ ଏଜିଏମ୍‌ ବୈଠକରେ ମହିଳା ଆଇପିଏଲ୍‌ ନେଇ ଆଲୋଚନା ହେବ। ୨୦୨୩ରେ ୬ଟିମ୍‌ ସହ ଲିଗ୍‌ ଖେଳାଯିବା ନେଇ ସହମତି ପ୍ରକାଶ ପାଇଛି। ବର୍ତ୍ତମାନର ଫ୍ରାଞ୍ଚାଇଜ୍‌ଙ୍କୁ ଦଳ କିଣିବାର ସୁଯୋଗ ଦିଆଯିବ ବୋଲି ଜଣାପଡ଼ିଛି।

ତେବେ ମହିଳା ଆଇପିଏଲ୍‌ ଆରମ୍ଭ ପୂର୍ବରୁ ଚଳିତ ବର୍ଷ ମହିଳା ଚ୍ୟାଲେଞ୍ଜର୍ସ ଟୁର୍ନାମେଣ୍ଟ ଆୟୋଜନ କରାଯିବ। ପୁଣେରେ ଏହା ଅନୁଷ୍ଠିତ ହେବ। କରୋନା ଯୋଗୁ ୨୦୨୦,୨୧ରେ ଦେଶରେ ଏହା ଆୟୋଜନ କରାଯାଇପାରି ନ ଥିଲା। ଏଭଳି ପରିସ୍ଥିତିରେ ଦୁଇବର୍ଷ ପରେ ପୁଣିଥରେ ଭାରତ ଏବଂ ବିଦେଶର ମହିଳା ଖେଳାଳିମାନେ ଟି-୨୦ ଫର୍ମାଟରେ ପରସ୍ପରକୁ ଚ୍ୟାଲେଞ୍ଜ କରୁଥିବା ନଜର ଆସିବେ। ବର୍ତ୍ତମାନ ତାରିଖ ବିଷୟରେ କୌଣସି ଘୋଷଣା ହୋଇନାହିଁ। ହେଲେ ମେ’ରେ ଏହି ଟୁର୍ନାମେଣ୍ଟ ହେବ ବୋଲି ଅନୁମାନ କରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

Delhi Accident: ରିଲ ନିଶାରେ ଦୌଡାଇଲେ ସ୍କର୍ପିଓ, ଚାଲିଗଲା ବାଇକ ଚାଳକଙ୍କ ଜୀବନ, ନ୍ୟାୟ ପାଇଁ ଗୁହାରି କରୁଛନ୍ତି ମାଆ

ନୂଆଦିଲ୍ଲୀ,୧୭।୨: ଦିଲ୍ଲୀର ଦ୍ୱାରକା ଦକ୍ଷିଣ ପୋଲିସ ଷ୍ଟେଶନ ଅଞ୍ଚଳରେ ଫେବୃଆରୀ ୩,୨୦୨୬ ରେ ଏକ ଭୟଙ୍କର ସଡ଼କ ଦୁର୍ଘଟଣା ଘଟିଥିଲା, ଯାହା ଫଳରେ ଜଣେ ଯୁବକଙ୍କ ମୃତ୍ୟୁ…

ଧରିତ୍ରୀର ପ୍ରଭାବ, ଅଚଳ ପାନୀୟଜଳ ପ୍ରକଳ୍ପ କାର୍ଯ୍ୟକ୍ଷମ ପାଇଁ ପ୍ରଶାସନିକ ତତ୍ପରତା         

ଦିଗପହଣ୍ଡି,୧୭ା୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ସହଦେବ ଟିକରପଡ଼ା ପଞ୍ଚାୟତ ଫାସିବନ୍ଧ ଗ୍ରାମରେ ଗତ ୨୦୧୯-୨୦ ଆର୍ଥିକ ବର୍ଷରେ ବସୁଧା ଯୋଜନାରେ ପ୍ରାୟ ୮୦…

ପାକିସ୍ତାନର ପ୍ରଦର୍ଶନକୁ ନେଇ ନକ୍‌ଭି ଅସନ୍ତୋଷ: ଦଳରୁ ବାଦ୍‌ ପଡିବେ ବାବର, ଶାହିନ

କରାଚୀ,୧୭ା୨- ଭାରତ ବିପକ୍ଷ ଟି୨୦ ବିଶ୍ୱକପ୍‌ର ମ୍ୟାଚ୍‌ରେ ନୈରାଶ୍ୟଜନକ ପ୍ରଦର୍ଶନ କରିଥିବା ପାକିସ୍ତାନ ଦଳର ସିନିୟର ଖେଳାଳିଙ୍କୁ ପରବର୍ତ୍ତୀ ମ୍ୟାଚ୍‌ରୁ ବାଦ୍‌ ଦିଆଯିବ। ଆସନ୍ତା ୧୮ ତାରିଖରେ…

ଏସ୍‌ସିବିରେ ଡ୍ୟୁଟି ସମୟରେ ଶୋଉଛନ୍ତି କର୍ମଚାରୀ, ସୋସିଆଲ ମିଡିଆରେ ଭିଡିଓ ଭାଇରାଲ

କଟକ,୧୭।୨ (ଶିଳ୍ପା ପ୍ରିୟଦର୍ଶିନୀ): ଏସ୍‌ସିବି ମେଡିକାଲରେ ଦିନକୁ ଦିନ ଅବ୍ୟବସ୍ଥା ବଢ଼ିବାରେ ଲାଗିଛି । ରୋଗୀଙ୍କୁ ସୁବିଧା ଯୋଗାଇବା ପାଇଁ ବ୍ୟାଟେରି ଗାଡି ରହିଛି । ହେଲେ…

ଦାରିଙ୍ଗବାଡିରେ ମହମ୍ମଦ ମୋକିମ, ନୂଆ ଦଳ ଗଠନ ପୂର୍ବରୁ ସହଯୋଗ ଲୋଡିଲେ

ଦାରିଙ୍ଗବାଡି,୧୭।୨ (ଅରୁଣ ସାହୁ ):କନ୍ଧମାଳ ଜିଲା ଦାରିଙ୍ଗବାଡି ଗସ୍ତରେ ସୋମବାଇ କଟକ ପୂର୍ବତନ ବିଧାୟକ ମହମ୍ମଦ ମୋକିମ । ଏତେ ଲୋକ ପ୍ରିୟ ଯେ ତାଙ୍କୁ ଭେଟିବାକୁ…

ଆସିଲାଣି ବର୍ଷା, ସତର୍କ ସୂଚନା ଜାରି କଲା ପାଣିପାଗ ବିଭାଗ, କାକରରେ ଭିଜିବ ଓଡ଼ିଶା

ନୂଆଦିଲ୍ଲୀ,୧୭।୨: ଦେଶର ଅଧିକାଂଶ ସ୍ଥାନରେ ପାଗ ନିରନ୍ତର ପରିବର୍ତ୍ତନ ହେଉଛି। ଫେବୃଆରୀ ମାସ ମାର୍ଚ୍ଚ ମାସ ପରି ଅନୁଭବ ହେବା ଆରମ୍ଭ କରିଛି। ତାପମାତ୍ରାରେ ନିରନ୍ତର ବୃଦ୍ଧି…

ଚାଷୀ, ମହିଳା, ଶିଶୁ ଏବଂ ଓଡ଼ିଆ ଅସ୍ମିତା ପାଇଁ ଜୋରଦାର ଲଢ଼ାଯିବ: ନବୀନ

ଭୁବନେଶ୍ୱର,୧୭।୨(ସୁନିତ୍‌ ମିଶ୍ର): ବିଧାନସଭାର ବଜେଟ ଅଧିବେଶନ ମଙ୍ଗଳବାରଠାରୁ ଆରମ୍ଭ ହୋଇ ୨ଟି ପର୍ଯ୍ୟାୟରେ ଚାଲିବ। ରାଜ୍ୟ ସରକାର ଏହି ଅଧିବେଶନରେ ୨୦୨୬-୨୭ ଆର୍ଥିକ ବର୍ଷ ପାଇଁ ଗୃହରେ…

ତିନି ଦିନିଆ ଗସ୍ତରେ ଭାରତ ପହଞ୍ଚିଲେ ଫ୍ରାନ୍ସ ରାଷ୍ଟ୍ରପତି; ଆଜି ପ୍ରଧାନମନ୍ତ୍ରୀ ମୋଦିଙ୍କ ସହ ମାକ୍ରନ କରିବେ ଗୁରୁତ୍ୱପୂର୍ଣ୍ଣ ଆଲୋଚନା

ନୂଆଦିଲ୍ଲୀ,୧୭।୨: ଫ୍ରାନ୍ସ ରାଷ୍ଟ୍ରପତି ଇମାନୁଏଲ ମାକ୍ରନ ଆଜି (ଫେବୃଆରୀ ୧୭) ଅର୍ଥାତ୍‌ ମଙ୍ଗଳବାର ସକାଳେ ତିନି ଦିନିଆ ଗସ୍ତ ପାଇଁ ଭାରତ ଆସିଛନ୍ତି। ଦାୟିତ୍ୱ ଗ୍ରହଣ କରିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri