Posted inଖେଳ

ମହମ୍ମଦ ଶାମିଙ୍କ ଅଭିଯୋଗ ପରେ ବଡ଼ ନିୟମ ପରିବର୍ତ୍ତନ କଲା BCCI, ହଟାଇଲା ପ୍ରତିବନ୍ଧକ…

ମୁମ୍ବାଇ,୨୦ା୩: ବିସିସିଆଇ ଗୁରୁବାର ଆଗାମୀ ଇଣ୍ଡିଆନ୍ ପ୍ରିମିୟର ଲିଗରେ ବଲ୍ ଉପରେ ଲାଳ ବ୍ୟବହାର ଉପରେ ପ୍ରତିବନ୍ଧକ ହଟାଇଛି। ଅଧିକାଂଶ ଅଧିନାୟକ ଏହାର ପ୍ରସ୍ତାବରେ ସହମତ ହେବା ପରେ ବିସିସିଆଇ ଏହି ନିଷ୍ପତ୍ତି ନେଇଛି। ମୁମ୍ବାଇରେ ଅଧିନାୟକ ମାନଙ୍କ ବୈଠକରେ ଏହି ନିଷ୍ପତ୍ତି ନିଆଯାଇଛି।

ଏଣିକି ବଲ୍ ଉପରେ ଲାଳ ପ୍ରତିବନ୍ଧକ ହଟାଇ ଦିଆଯାଇଛି। ଅଧିକାଂଶ ଅଧିନାୟକ ଏହି ପଦକ୍ଷେପର ସପକ୍ଷରେ ଥିବା ବିସିସିଆଇ’ର ଜଣେ ଶୀର୍ଷ ଅଧିକାରୀ ଗଣମାଧ୍ୟମକୁ କହିଛନ୍ତି। ଅନ୍ତର୍ଜାତୀୟ କ୍ରିକେଟ ପରିଷଦ (ଆଇସିସି) କରୋନା ମହାମାରୀ ସମୟରେ ସତର୍କତାମୂଳକ ପଦକ୍ଷେପ ସ୍ୱରୂପ ବଲ୍ ଚମକାଇବା ପାଇଁ ଲାଳ ପ୍ରୟୋଗ କରିବାର ପୁରୁଣା ଅଭ୍ୟାସକୁ ନିଷିଦ୍ଧ କରିଥିଲା।

୨୦୨୨ରେ, ଆଇସିସି ଏହି ପ୍ରତିବନ୍ଧକକୁ ସ୍ଥାୟୀ କରିଥିଲା। ମହାମାରୀ ପରେ ଆଇପିଏଲ ମଧ୍ୟ ଆଇସିସି ପ୍ରତିବନ୍ଧକକୁ ଏହାର ଖେଳ ପରିସ୍ଥିତିରେ ଅନ୍ତର୍ଭୁକ୍ତ କରିଥିଲା ​​କିନ୍ତୁ ଏହାର ନିର୍ଦ୍ଦେଶାବଳୀ ଖେଳର ପରିଚାଳନା ସଂସ୍ଥାର ପରିସର ବାହାରେ ଅଛି। ଗୁରୁବାର ଏହି ନୂତନ ବିକାଶ ସହିତ କରନା ମହାମାରୀ ପରେ ଲାଳ ବ୍ୟବହାର ପୁନଃ ପ୍ରଚଳନ କରିବାରେ ଆଇପିଏଲ ପ୍ରଥମ ପ୍ରମୁଖ କ୍ରିକେଟ ଇଭେଣ୍ଟ ପାଲଟିଛି।


Enter your email to get our daily news in your inbox.

All Right Reserved By Dharitri.Com

ଚା’ ପିଇ କଲେଜକୁ ଫେରୁଥିଲେ, ଧକ୍କା ଦେଲା ସ୍ପିଡ ବାଇକ୍‌; ଡାକ୍ତରୀ ଛାତ୍ରୀ ଗୁରୁତର

ବଲାଙ୍ଗୀର,୧୪।୨ -( ସୁନିଲ କୁମାର ମହାନ୍ତି) ବଲାଙ୍ଗୀର ସହର ଭିଆଇପି ରାସ୍ତା ତଥା ଭାଗିରଥି ଛକରୁ ସର୍କିଟ ହାଉସ୍ ରାସ୍ତାରେ ଜଣେ ସ୍ପିଡ ବାଇକ ଆରୋହୀଙ୍କ ଧକ୍କାରେ…

ଭୁଶୁଡ଼ିଲା ନିର୍ମାଣାଧୀନ ମେଟ୍ରୋ ସ୍ଲାବ୍‌: ଚାଲିଗଲା ଜଣଙ୍କ ଜୀବନ, ମୁଖ୍ୟମନ୍ତ୍ରୀଙ୍କ ତଦନ୍ତ ନିର୍ଦ୍ଦେଶ

ମୁମ୍ବାଇ,୧୪ା୨: ମୁମ୍ବାଇର ମୁଲୁନ୍ଦ ଅଞ୍ଚଳରେ ଏକ ଅଘଟଣ ଘଟିଛି। ଏକ ନିର୍ମାଣାଧୀନ ମେଟ୍ରୋ ରେଳ ପ୍ରକଳ୍ପର ଏକ ସ୍ଲାବ୍‌ ଶନିବାର ଭୁଶୁଡ଼ି ପଡ଼ିବାରୁ ଜଣଙ୍କର ମୃତ୍ୟୁ ଘଟିଛି।…

ରାତି ପାହିଲେ ଜାଗର: ଶୃଙ୍ଖଳିତ ଦର୍ଶନକୁ ଗୁରୁତ୍ୱ

ଭୁବନେଶ୍ୱର,୧୪।୨: ରାତି ପାହିଲେ ଜାଗର। ଏନେଇ ଲିଙ୍ଗରାଜ ମନ୍ଦିର ଚଳଚଞ୍ଚଳ ହୋଇ ପଡିଥିବା ବେଳେ ଝଲସି ଉଠୁଛି ମନ୍ଦିର ପରିସର। ରାତି ୧୦ଟାରେ ଉଠିବ ମହାପ୍ରଭୁ ଲିଙ୍ଗରାଜଙ୍କ…

୩ ଦିନ ବ୍ୟବଧାନରେ ପୁଣି ବୁଲିଲା ଖଣ୍ଡା, ଫୁଟିଲା ଗୁଳି; ବୈଶିଙ୍ଗାରେ ବଢୁଛି ଅସମାଜିକ ବ୍ୟକ୍ତିଙ୍କ ଦୌରାତ୍ମ୍ୟ 

ବୈଶିଙ୍ଗା,୧୦।୨(ରତନ ଦାଶ): ମୟୂରଭଞ୍ଜ ଜିଲ୍ଲାର ବୈଶିଙ୍ଗା ଥାନା ଅଞ୍ଚଳ ଅଶାନ୍ତ ହୋଇଉଠିଛି। ଶୁକ୍ରବାର ୮  ଜଣ କୁଖ୍ୟାତ ଆନ୍ତଃରାଜ୍ୟ ଡ଼କାୟତଙ୍କୁ ବିଭିନ୍ନ ମାରଣାସ୍ତ୍ର ସହ ଧରି କୋର୍ଟ…

ଯେଉଁ ପିଚ୍‌ରେ ଜିମ୍ବାଓ୍ବେ ଅଷ୍ଟ୍ରେଲିଆକୁ ପରାସ୍ତ କରିଥିଲା, ସେହି ପିଚ୍‌ରେ ହେବ ଭାରତ-ପାକିସ୍ତାନ ମ୍ୟାଚ୍‌

କଲମ୍ବୋ,୧୪ା୨- ଭାରତ ଓ ପାକିସ୍ତାନ ମଧ୍ୟରେ ଖେଳାଯିବାକୁ ଥିବା ଟି୨୦ ବିଶ୍ୱକପ୍‌ ମ୍ୟାଚ୍‌ ଆର୍‌ ପ୍ରେମଦାସା ଷ୍ଟାଡିୟମରେ ଏକ ବ୍ୟବହୃତ ପିଚ୍‌ରେ ହେବ। ଏଣୁ ପିଚ୍‌ ଧିମା…

ଦମ୍‌ ଦେଖାଇଲେ ସ୍ପିନର: ସ୍କଟଲାଣ୍ଡକୁ ୫ଉଇକେଟରେ ହରାଇଲା ଇଂଲଣ୍ଡ

କୋଲକାତା,୧୪ା୨: ଭେଟେରାନ ଲେଗ୍‌ ସ୍ପିନର ଆଦିଲ ରଶିଦ(୩/୩୬)ଙ୍କ ୩ ଉଇକେଟ ସଫଳତା ଏବଂ ମିଡଲ ଓଭରରେ ଟମ୍‌ ବାଣ୍ଟନଙ୍କ ଆକର୍ଷଣୀୟ ଅପରାଜିତ ଅର୍ଦ୍ଧଶତକ ସହାୟତାରେ ଇଂଲଣ୍ଡ ଚଳିତ…

ଭାରତ-ପାକିସ୍ତାନ ମ୍ୟାଚ୍‌ ଦେଖିବେ ବିସିବି ମୁଖ୍ୟ, ଜାଣନ୍ତୁ କହିଁକି…

କଲମ୍ବୋ,୧୪ା୨: ବାଂଲାଦେଶ କ୍ରିକେଟ ବୋର୍ଡ (ବିସିବି) ମୁଖ୍ୟ ଅନିମୁଲ ଇସ୍ଲାମ ବୁଲବୁଲ ରବିବାର ଭାରତ ଓ ପାକିସ୍ତାନ ମଧ୍ୟରେ ଖେଳାଯିବାକୁ ଥିବା ହାଇ ଭୋଲ୍ଟେଜ ଟି୨୦ ବିଶ୍ୱକପ୍‌…

କେନ୍ଦୁଝର ଜିଲାରେ ବ୍ୟାପୁଛି ଜଣ୍ଡିସ

ବଞ୍ଚୋ,୧୪।୨(ପ୍ରଦୋଷ କୁମାର ବିଶ୍ୱାଳ): କେନ୍ଦୁଝର ଜିଲା ହାଟଡିହି ବ୍ଲକ ଅଧୀନ ବଞ୍ଚୋ ପଞ୍ଚାୟତ ନାଇକସାହିରେ ଜଣ୍ଡିସ ରୋଗ ବ୍ୟାପିବାରେ ଲାଗିଛି। ଏନେଇ ଗ୍ରାମବାସୀ ଭୟଭିତ ହୋଇପଡିଛନ୍ତି। ଅନ୍ୟପକ୍ଷେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri