Posted inଖେଳ

ଏହି ମହାନ କ୍ରିକେଟର ହେବେ ଆଗାମୀ ବିସିସିଆଇ ଅଧ୍ୟକ୍ଷ, ଜାଣନ୍ତୁ ଗାଙ୍ଗୁଲୀ-ଜୟ ଶାହାଙ୍କ କ’ଣ ହେବ…

ନୂଆଦିଲ୍ଲୀ,୧୧।୧୦: ଭାରତୀୟ କ୍ରିକେଟ ବୋର୍ଡ(ବିସିସିଆଇ)କୁ ମିଳିବ ନୂତନ ଅଧ୍ୟକ୍ଷ। ଏହାଛଡ଼ା ବୋର୍ଡର ଆଉ କିଛି ପଦରେ ନିର୍ବାଚନ ହେବ। ଏଥିନେଇ ମଙ୍ଗଳବାର ନାମାଙ୍କନ ଦାଖଲ କରାଯାଉଛି। ଅକ୍ଟୋବର ୧୮ ମଧ୍ୟରେ ନିର୍ବାଚନ ଫଳାଫଳ ପ୍ରକାଶ ପାଇବ। ତେବେ ୧୯୮୩ ବିଶ୍ୱକପ୍‌ ବିଜେତା ଟିମ୍‌ର ସଦସ୍ୟ ଥିବା ରୋଜର ବିନି ନିନ୍ଦ୍ୱନ୍ଦରେ ଅଧ୍ୟକ୍ଷ ଭାବେ ନିର୍ବାଚିତ ହେବେ ବୋଲି ଏକ ପ୍ରକାର ସ୍ପଷ୍ଟ ହୋଇଛି।

୨୦୧୯ରୁ ସୌରଭ ଗାଙ୍ଗୁଲି ବିସିସିଆଇ ଅଧ୍ୟକ୍ଷ ଭାବେ ଦାୟିତ୍ୱ ସମ୍ଭାଳୁଥିଲେ। ଏବେ ବିନି ତାଙ୍କ ସ୍ଥାନ ନେବେ। ତେବେ ଜୟ ଶାହ ସଚିବ ପଦରେ ରହିବେ। ସେହିଭଳି ଆଶିଷ ଶେଲାର କୋଷାଧ୍ୟକ୍ଷ ରହିବେ। ଆଶିଷ ଯଦି କୋଷାଧ୍ୟକ୍ଷ ହୁଅନ୍ତି ତେବେ ସେ ମହାରାଷ୍ଟ୍ର କ୍ରିକେଟ ଆସୋସିଏଶନର ଅଧ୍ୟକ୍ଷ ପଦର ରେସ୍‌ରୁ ବାହାରିଯିବେ।

କିଏ କ’ଣ ହୋଇପାରନ୍ତି?
ରୋଜର ବିନି-ଅଧ୍ୟକ୍ଷ
ଜୟ ଶାହ-ସଚିବ
ରାଜୀବ ଶୁକ୍ଳା-ଉପାଧ୍ୟକ୍ଷ
ଆଶିଷ ଶେଲାର-କୋଷାଧ୍ୟକ୍ଷ
ଦେବାଜିତ ସାଇକିଆ- ସଂଯୁକ୍ତ ସଚିବ
ଅରୁଣ ଧୁମଲ-ଆଇପିଏଲ୍‌ ଚେୟାରମ୍ୟାନ୍‌


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

କର ବା ମର ମ୍ୟାଚ୍‌; ପ୍ରଥମେ ବ୍ୟାଟିଂ କରିବ କେକେଆର

ଦୁବାଇ,୧।୧୦: ସ୍ଥାନୀୟ ଦୁବାଇ ଅନ୍ତର୍ଜାତୀୟ ଷ୍ଟାଡିୟମରେ ଶୁକ୍ରବାର ଖେଳାଯିବାକୁ ଥିବା ଗୁରୁତ୍ୱପୂର୍ଣ୍ଣ ମ୍ୟାଚ୍‌ରେ ପଞ୍ଜାବ କିଙ୍ଗ୍ସ ଅଧିନାୟକ ଲୋକେଶ ରାହୁଲ ଟସ୍‌ ଜିତି କୋଲକାତା ନାଇଟ୍‌...

ଆଜି ଭାରତ-ଶ୍ରୀଲଙ୍କା ପ୍ରଥମ ଟି-୨୦: ଜାଣନ୍ତୁ କେତେବେଳେ, କେଉଁଠି ଆରମ୍ଭ ହେବ ମ୍ୟାଚ୍‌

ମୁମ୍ବାଇ,୩।୧: ଭାରତ ଏବଂ ଶ୍ରୀଲଙ୍କା ମଧ୍ୟରେ ୩ ମ୍ୟାଚ୍‌ ବିଶିଷ୍ଟ ଟି-୨୦ ସିରିଜ୍‌ ଆଜିଠାରୁ ଆରମ୍ଭ ହେଉଛି। ସିରିଜର ପ୍ରଥମ ମ୍ୟାଚ ମୁମ୍ବାଇର ୱାଙ୍ଖେଡେ ଷ୍ଟାଡିୟମରେ...

କ୍ରିଷ୍ଣା ପୁନିଆଙ୍କୁ କରୋନା

ନୂଆଦିଲ୍ଲୀ, ୧୯ା୪(ପି.ଟି.)-ଦିଲ୍ଲୀ ରାଜ୍ୟଗୋଷ୍ଠୀ କ୍ରୀଡ଼ା ସ୍ବର୍ଣ୍ଣ ବିଜୟିନୀ କ୍ରିଷ୍ଣା ପୁନିଆ କରୋନା ସଂକ୍ରମିତ ହୋଇଛନ୍ତି। ରବିବାର ହୋଇଥିବା କୋଭିଡ୍‌ ଟେଷ୍ଟରେ ତାଙ୍କର ପଜିଟିଭ ଆସିଛି। ୪୩...

ବ୍ରାଜିଲ ଭଲିବଲର ସସ୍‌ପେଣ୍ଡ

ସାଓ ପାଉଲୋ, ୫ା୪ (ଏପି): ଅନ୍‌ଲାଇନ୍‌ରେ ରାଷ୍ଟ୍ରପତି ଲୁଇଜ୍‌ ଇନାସିଓ ଲୁଲା ଡା ସିଲ୍‌ଭାଙ୍କୁ ଦୁର୍ବ୍ୟବହାର ପାଇଁ ଅଲିମ୍ପିକ ଭଲିବଲ ସ୍ବର୍ଣ୍ଣ ବିଜେତା ଓ୍ବାଲେସ୍‌ ଡି’ସୋଜା...

ଫାଇନାଲ ହାରି ବି ମାଲାମାଲ କେକେଆର୍‌; ଟି-୨୦ ବିଶ୍ୱକପ୍‌ ବିଜେତା ଟିମ୍‌ ବି ପାଇବନି ସେତିକି ରାଶି…

ଦୁବାଇ,୧୬।୧୦: ଶେଷ ହୋଇଛି ଆଇପିଏଲ୍‌ ୨୦୨୧। ଶୁକ୍ରବାର ଚେନ୍ନାଇ ସୁପର କିଙ୍ଗ୍ସ ଏବଂ କୋଲକାତା ନାଇଟ୍‌ ରାଇଡର୍ସ ମଧ୍ୟରେ ଫାଇନାଲ ମୁକାବିଲା ଖେଳାଯାଇଥିଲା। ଏଥିରେ ଟସ୍‌...

ଦିଆସିଲି କାଠିରେ ଅଲିମ୍ପିକ୍ସ ଲୋଗୋ ତିଆରି କଲେ ଶାଶ୍ୱତ

ଭୁବନେଶ୍ୱର,୨୨।୭(ସ୍ପୋଟର୍‌ସ ବ୍ୟୁରୋ): ପୁରୀର କୁମ୍ଭପଡ଼ାରେ ରହୁଥିବା ଶାଶ୍ୱତ ରଞ୍ଜନ ସାହୁ ଏକ ସ୍ବତନ୍ତ୍ର ଉପାୟରେ ଅଲିମ୍ପିକ୍ସ ଲୋଗୋ ତିଆରି କରିଛନ୍ତି। ଶୁକ୍ରବାରଠାରୁ ଟୋକିଓରେ ଅଲିମ୍ପିକ୍ସ ଆରମ୍ଭ...

ଆଇପିଏଲରୁ ଓହରିଲେ ଈଶାନ୍ତ

ଦୁବାଇ, ୧୩।୧୦(ପି.ଟି.):ଭେଟେରାନ ପେସ୍‌ ବୋଲର ଈଶାନ୍ତ ଶର୍ମା ଚଳିତ ଇଣ୍ଡିଆନ ପ୍ରିମିୟର ଲିଗ୍‌ରୁ ଓହରି ଯାଇଛନ୍ତି। ପଞ୍ଜରାରେ ଆଘାତ ପାଇଥିବାରୁ ସେ ଏହି ନିଷ୍ପତ୍ତି ନେଇଥିବା...

ବିଜୟ ଲକ୍ଷ୍ୟରେ ଦିଲ୍ଲୀ-ମୁମ୍ବାଇ

ନୂଆଦିଲ୍ଲୀ,୧୧।୪: ଇଣ୍ଡିଆନ ପ୍ରିମିୟର ଲିଗ (ଆଇପିଏଲ)ରେ ମଙ୍ଗଳବାର ଦିଲ୍ଲୀସ୍ଥିତ ଅରୁଣ ଜେଟଲି ଷ୍ଟାଡିୟମଠାରେ ଦିଲ୍ଲୀ କ୍ୟାପିଟାଲ୍ସ (ଡିସି)ଏବଂ ମୁମ୍ବାଇ ଇଣ୍ଡିଆନ୍ସ (ଏମ୍‌ଆଇ)ମୁହାଁମୁହିଁ ହେବେ। ଉଭୟ ଟିମ୍‌...

Advertisement
Archives

Model This Week