Posted inଖେଳ

ଏହି ସର୍ତ୍ତରେ ହାର୍ଦ୍ଦିକ ପାଣ୍ଡ୍ୟାଙ୍କୁ କଣ୍ଟ୍ରାକ୍ଟ ଦେଇଛି ବିସିସିଆଇ, ଖୁଲାସା କଲେ ଜୟ ଶାହା

ମୁମ୍ବାଇ,୧୦।୫: ଭାରତୀୟ ଦଳର ଷ୍ଟାର ଅଲରାଉଣ୍ଡର ହାର୍ଦ୍ଦିକ ପାଣ୍ଡ୍ୟାଙ୍କୁ କାହିଁକି ବିସିସିଆଇ ସେଣ୍ଟ୍ରାଲ କଣ୍ଟ୍ରାକ୍ଟ ପଦାନ କଲା, ଏହାର ଖୁଲାସା କରିଛନ୍ତି ଜୟ ଶାହା। ବୁଧବାର ମୁମ୍ବାଇରେ ଏକ କାର୍ଯ୍ୟକ୍ରମରେ ଯୋଗ ଦେଇ ସେ କହିଛନ୍ତି ଯେ, ‘ଘରୋଇ ଟୁର୍ଣ୍ଣାମେଣ୍ଟରେ ଖେଳିବା ପ୍ରତିଶ୍ରୁତି ଦେବା ପରେ ପାଣ୍ଡ୍ୟାଙ୍କୁ ବିସିସିଆଇ ଗ୍ରେଡ଼-ଏ କଣ୍ଟ୍ରାକ୍ଟ ପ୍ରଦାନ କରିଥିଲା’।

ଦିନିକିଆ ବିଶ୍ୱକପ ସମୟରେ ହାର୍ଦ୍ଦିକ ଆହତ ହେବା ପରେ ଭାରତୀୟ ଟିମ୍ ପାଇଁ ଖେଳି ନାହାନ୍ତି। ତେବେ ଆଇପିଏଲ ପୂର୍ବରୁ ସେ ସୁସ୍ଥ ହୋଇଥିଲେ ମଧ୍ୟ ଘରୋଇ କ୍ରିକେଟ ଟୁର୍ଣ୍ଣାମେଣ୍ଟରେ ଅଂଶଗ୍ରହଣ କରି ନଥିଲେ, ବରଂ ଆଇପିଏଲ ପାଇଁ ପ୍ରସ୍ତୁତି କରିଥିଲେ। ଏହି ସମୟରେ ବିସିସିଆଇ ଭାରତୀୟ ଟିମ୍ ସହିତ ନଥିବା ଖେଳାଳି ମାନଙ୍କୁ ଘରୋଇ କ୍ରିକେଟ ଖେଳିବାକୁ ପରାମର୍ଶ ଦେଇଥିଲା। ତେବେ ଏହା ନ କରିବାରୁ ବିସିସିଆଇ ଶ୍ରେୟସ ଆୟାର ଏବଂ ଈଶାନ କିଶନଙ୍କୁ ସେଣ୍ଟ୍ରାଲ କଣ୍ଟ୍ରାକ୍ଟ ପ୍ରଦାନ କରି ନ ଥିଲା।

ଏଥିସହ ଘରୋଇ କ୍ରିକେଟର ଢାଞ୍ଚା ଖୁବ ଶୀଘ୍ର ଉନ୍ମୋଚିତ ହେବ ବୋଲି ସେ ଉଲ୍ଲେଖ କରିଛନ୍ତି ଏବଂ ବେଙ୍ଗାଲୁରୁର ଜାତୀୟ କ୍ରିକେଟ୍ ଏକାଡେମୀ (ଏନସିଏ) ରେ ଉଚ୍ଚ-ପ୍ରଦର୍ଶନ କେନ୍ଦ୍ର ଅଗଷ୍ଟରୁ କାର୍ଯ୍ୟକ୍ଷମ ହେବ ବୋଲି ନିଶ୍ଚିତ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମୃତ୍ୟୁକୁ ଜୟ କରିପାରିଲେନି ମୃତ୍ୟୁଞ୍ଜୟ: ଶେଷରେ…

ଗୁଡାରି, ୧୧।୮ (ପ୍ରମୋଦ କୁମାର ପତି): ଗୁଡାରି ସହରର ଗୌଡ଼ ସାହି ବାସିନ୍ଦା ନରସିଂହ ପାଢ଼ୀଙ୍କ କଲେଜ ପଢୁଆ ପୁଅ ମୃତ୍ୟୁଞ୍ଜୟ ପାଢ଼ୀ କ୍ୟାନ୍‌ସର ସହ ଦୀର୍ଘଦିନ…

ଝାଡଖଣ୍ଡକୁ କାହିଁକି ଗଲେନି ରାହୁଲ ଗାନ୍ଧୀ? ସିଧା ସିଧା ଉତ୍ତର ଦେଲେ ପ୍ରିୟଙ୍କା

ନୂଆଦିଲ୍ଲୀ, ୧୧।୮: ମୌସୁମୀ ଅଧିବେଶନ ଚାଲିଥିବା ସମୟରେ ମଙ୍ଗଳବାର ଦିନ ସଂସଦ ପରିସର ବାହାରେ NDA ଏବଂ ବିରୋଧୀ ଦଳର ସାଂସଦମାନେ ମୁହାଁମୁହିଁ ହୋଇଛନ୍ତି। ଗୋଟିଏ ପଟେ…

ବଲାଙ୍ଗୀର ଆୟୁର୍ବେଦିକ ମହାବିଦ୍ୟାଳୟରେ ସ୍ୱର୍ଣ୍ଣପ୍ରାଶନ କାର୍ଯ୍ୟକ୍ରମ

ବଲାଙ୍ଗୀର, ୧୧।୮ (ସୁନିଲ କୁମାର ମହାନ୍ତି):ବଲାଙ୍ଗୀର ସରକାରୀ ଆୟୁର୍ବେଦିକ ମହାବିଦ୍ୟାଳୟ ଓ ହସ୍ପିଟାଲରେ ମଙ୍ଗଳବାର କୌମାରଭୃତ୍ୟ–ଶିଶୁରୋଗ ବିଭାଗ ପକ୍ଷରୁ ଶିଶୁମାନଙ୍କ ସୁସ୍ଥତା ଓ ସାମଗ୍ରିକ ବିକାଶକୁ ଲକ୍ଷ୍ୟ…

ଦଶମ ପାସ କରିଥିଲେ ଆୟକର ବିଭାଗରେ ସରକାରୀ ଚାକିରି; ଦରମା ୫୫ହଜାରୁ ଅଧିକ, ଜାଣନ୍ତୁ କେମିତି କରିବେ ଆପ୍ଲାଏ…

ଆୟକର ବିଭାଗ ୧୦ମ ପାସ୍ ଯୁବକମାନଙ୍କ ପାଇଁ ସରକାରୀ ଚାକିରିର ସୁଯୋଗ ଆଣିଦେଇଛି। ବିଭାଗର ମଧ୍ୟପ୍ରଦେଶ ଏବଂ ଛତିଶଗଡ଼ କ୍ଷେତ୍ରରେ କ୍ୟାଣ୍ଟିନ୍ ଆଟେଣ୍ଡାଣ୍ଟ (କ୍ୟାଣ୍ଟିନ୍ ପରିଚାରକ)ର ୭ଟି…

୭୫ ବର୍ଷ ହେଲା ହୋଇପାରିନି ସେଟଲମେଣ୍ଟ: ମିଳିନି ପଟ୍ଟା, ମଣ୍ଡିରେ ଖରିଫ ଧାନ ବିକ୍ରି ନେଇ ଉପୁଜିଛି ସମସ୍ୟା

ଦିଗପହଣ୍ଡି,୧୧।୮(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ତହସିଲ ଆଙ୍କୋରଡା ମୌଜାରେ ଗତ ୭୫ ବର୍ଷ ହେଲା ସେଟଲମେଣ୍ଟ ହୋଇପାରିନାହିଁ। ଗତ କିଛି ଦିନ ପୂର୍ବେ ରାଜସ୍ବ…

ପରିବାର ଲୋକଙ୍କ ନାଁରେ ଲକ୍ଷ ଲକ୍ଷ ଟଙ୍କା ଋଣ ନେଇଗଲେ ସମ୍ପାଦକ: ଚାଷୀଙ୍କ ଆନ୍ଦୋଳନ ଚେତାବନୀ

ପୁରୁଷୋତ୍ତମପୁର,୧୧।୮(ସବିତା ମିଶ୍ର):ସରକାର କୃଷକଙ୍କୁ ସଶକ୍ତିକରଣ କରି କୃଷି ଓ କୃଷକଙ୍କ ବିକାଶ ଲାଗି ଯୋଜନା ପରେ ଯୋଜନା କରିବା ସହ ବିଭିନ୍ନ ଫସଲ ଚାଷ କରି ଲାଭବାନ…

‘ଘରେ ଘରେ ତ୍ରିରଙ୍ଗା’: ଉପମୁଖ୍ୟମନ୍ତ୍ରୀ, ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ସମେତ ଜିଲାସ୍ତରୀୟ ଅଧିକାରୀ, ସ୍କୁଲ-କଲେଜ ଛାତ୍ରଛାତ୍ରୀଙ୍କ ଯୋଗଦାନ

ବଲାଙ୍ଗୀର, ୧୧।୮ (ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହରରେ ମଙ୍ଗଳବାର ‘ଘରେ ଘରେ ତ୍ରିରଙ୍ଗା’ ପଦଯାତ୍ରା ଆୟୋଜିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମକୁ ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂଦେଓ…

ପଥରରେ ଛେଚି ଯୁବକଙ୍କୁ ହତ୍ୟା !: ନିର୍ମାଣାଧୀନ ଆବାସ ଘରୁ ରକ୍ତାକ୍ତ ମୃତଦେହ

ରାଇରଙ୍ଗପୁର,୧୧।୮: ମୟୂରଭଞ୍ଜ ଜିଲା ବିଶୋଇ ଥାନା ଅଞ୍ଚଳର ବାଢୁଣିଆ ଗାଁରେ ଜଣେ ଯୁବକଙ୍କୁ ପଥରରେ ଛେଚି ହତ୍ୟା କରାଯାଇଥିବା ସନ୍ଦେହଜନକ ଘଟଣା ସାମ୍ନାକୁ ଆସିଛି। ଗାଁର ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri