ରେପୋ ରେଟ୍ ଅପରିବର୍ତ୍ତିତ ରଖିଲା RBI, ଜାଣନ୍ତୁ ଆପଣଙ୍କ EMI ଉପରେ କ’ଣ ପଡିବ ପ୍ରଭାବ

ମୁମ୍ବାଇ,୬।୧୨: ରେପୋ ହାରକୁ ନେଇ ରିଜର୍ଭ ବ୍ୟାଙ୍କ ଅଫ୍ ଇଣ୍ଡିଆ (ଆରବିଆଇ) ଗଭର୍ଣ୍ଣର ଶକ୍ତିକାନ୍ତ ଦାସ ଏକ ବଡ଼ ନିଷ୍ପତ୍ତି ନେଇଛନ୍ତି। ଏଥର ମଧ୍ୟ ରେପୋ ରେଟ୍ କୌଣସି ପରିବର୍ତ୍ତନ କରାଯାଇ ନାହିଁ। ଅର୍ଥାତ ରେପୋ ରେଟ୍ ୬.୫୦ ପ୍ରତିଶତରେ ସ୍ଥିର ରହିଛି। ଲଗାତାର ଏକାଦଶ ଥର ଯାହା ରେପୋ ହାରରେ କୌଣସି ପରିବର୍ତ୍ତନ କରାଯାଇ ନାହିଁ। ରିଜର୍ଭ ବ୍ୟାଙ୍କ ଗତ ଫେବୃଆରୀ ୨୦୨୩ ରେ ସୁଧ ହାରରେ ପରିବର୍ତ୍ତନ କରି ଏହାକୁ ୨୫ ଆଧାର ପଏଣ୍ଟକୁ ୬.୫୦ ପ୍ରତିଶତକୁ ବୃଦ୍ଧି କରିଥିଲା। ସେବେଠାରୁ ଏହା ପରିବର୍ତ୍ତିତ ହୋଇନାହିଁ।

ରିଜର୍ଭ ବ୍ୟାଙ୍କ ଅଫ୍ ଇଣ୍ଡିଆ ଗଭର୍ଣ୍ଣର ଶକ୍ତିକାନ୍ତ ଦାସ ତାଙ୍କ କାର୍ଯ୍ୟକାଳର ଶେଷ ମୁଦ୍ରା ନୀତି ଘୋଷଣା କରିବାବେଳେ କହିଛନ୍ତି ଯେ ରେପୋ ହାରକୁ ଅପରିବର୍ତ୍ତିତ ରଖିବା ଉଚିତ ବୋଲି ଅଧିକାଂଶ ସଦସ୍ୟ ନିଷ୍ପତ୍ତି ନେଇଛନ୍ତି। ଟାର୍ଗେଟରେ ମୁଦ୍ରାସ୍ଫୀତି ଆଣିବା ଉପରେ ଧ୍ୟାନ ଦିଆଯିବ ବୋଲି MPC ନିଷ୍ପତ୍ତି ନେଇଛି। ସେଥିପାଇଁ ରେପୋ ରେଟ୍ ବର୍ତ୍ତମାନ ପରିବର୍ତନ କରାଯାଉନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ଇଣ୍ଡିଗୋ ସଙ୍କଟ: ଖୁବ୍‌ ଜୋର ପାଟି କରି କାଉଣ୍ଟର ଉପରକୁ ଚଢିଗଲେ ବିଦେଶିନୀ

ନୂଆଦିଲ୍ଲୀ,୬।୧୨: ଗତ ଚାରି ଦିନ ମଧ୍ୟରେ ସାରା ଦେଶରେ ୧,୦୦୦ରୁ ଅଧିକ ଇଣ୍ଡିଗୋ ବିମାନ ବାତିଲ କରାଯାଇଛି, ଯାହା ଯାତ୍ରୀମାନଙ୍କୁ ବହୁତ ଅସୁବିଧାର ସମ୍ମୁଖୀନ କରୁଛି।...

ଭାରତର ୫ ମହଙ୍ଗା ମହିଳା ପ୍ରବଚକ, ଯିଏ କଥା କହି ନେଇଯାଆନ୍ତି ଏତେ ଫି

ନୂଆଦିଲ୍ଲୀ,୬।୧୨: ବୃନ୍ଦାବନର ପ୍ରସିଦ୍ଧ କାହାଣୀକାର ଇନ୍ଦ୍ରେଶ ଉପାଧ୍ୟାୟ ଏବଂ ପୂର୍ୱତନ ଡିଏସପିଙ୍କ ଝିଅ ଶିପ୍ରା ଶର୍ମା ବିବାହ ବନ୍ଧନରେ ଆବଦ୍ଧ ହୋଇଛନ୍ତି। ଶୁକ୍ରବାର, ଡିସେମ୍ୱର 5...

ଇଣ୍ଡିଗୋ ସଙ୍କଟ ମଧ୍ୟରେ ବଡ଼ ଆକ୍ସନ ନେଲେ କେନ୍ଦ୍ର ସରକାର

ନୂଆଦିଲ୍ଲୀ,୬।୧୨: ଗତ ପାଞ୍ଚ ଦିନ ଧରି ଇଣ୍ଡିଗୋ ବିମାନ ଚଳାଚଳ ବନ୍ଦ ହେବା ଏବଂ ଯାତ୍ରୀଙ୍କ ସଂଖ୍ୟା ବୃଦ୍ଧି ପାଇବା ଯୋଗୁ, ଅନ୍ୟ ବିମାନ କମ୍ପାନୀଗୁଡ଼ିକର...

ଇଣ୍ଡିଗୋ ବିମାନ ରଦ୍ଦ ପରେ ବି କେମିତି ଧଡାଧଡ ବିକ୍ରି ହେଉଛି ଟିକେଟ! ୩ ଗୁଣା ଅଧିକ ଦାମରେ ବି କିଣୁଛନ୍ତି ଲୋକେ

ନୂଆଦିଲ୍ଲୀ,୬।୧୨: ଇଣ୍ଡିଗୋ ଏୟାରଲାଇନ୍ସ ଅନେକ ଦିନ ଧରି ସଂଘର୍ଷ କରୁଛି। ଡିସେମ୍ବର ୨ରୁ ବିମାନ ବାତିଲ ଚାଲିଛି। ଇଣ୍ଡିଗୋ ପ୍ରତିଦିନ ୫୦୦ରୁ ଅଧିକ ବିମାନ ବାତିଲ...

ଶେଷରେ ଟସ୍‌ ଜିତିଲା ଭାରତ: ଖୁସିକୁ ରୋକି ନ ପାରି ରାହୁଲ କରିଦେଲେ…

ନୂଆଦିଲ୍ଲୀ,୬।୧୨: ଦକ୍ଷିଣ ଆଫ୍ରିକା ବିପକ୍ଷରେ ତୃତୀୟ ଦିନିକିଆରେ ଭାରତୀୟ ଅଧିନାୟକ କେଏଲ ରାହୁଲ ଟସ ଜିତି ପ୍ରଥମେ ବୋଲିଂ କରିବାକୁ ନିଷ୍ପତ୍ତି ନେଇଥିଲେ। ଭାରତ ୨୦...

ଏହିସବୁ ଭାରତୀୟ ଖାଦ୍ୟ ଖାଇଲେ ପୁଟିନ୍‌: ଜାଣିଲେ ହେବେ ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ,୧୨।୬: ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ସମ୍ମାନାର୍ଥେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ଦ୍ୱାରା ଆୟୋଜିତ ରାଜ୍ୟ ଭୋଜିରେ କଶ୍ମୀର ଅଖରୋଟ ଗୁଚ୍ଚି ଦୁନ ଚେଟିନ ଏବଂ...

ପୁଟିନ ଫେରୁ ଫେରୁ ପୂରଣ ହେଲା ଭାରତର ବଡ଼ ଇଚ୍ଛା, ପ୍ରମାଦ ଗଣିବେ ଚାଇନା-ପାକିସ୍ତାନ

ନୂଆଦିଲ୍ଲୀ,୬।୧୨: ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଭାରତ ଛାଡିବା ପରେ ଏକ ବଡ଼ ଖବର ଆସିଛି। ଏହି ନୂତନ ବିକାଶ ସ୍ବଦେଶୀ ଯୁଦ୍ଧ ବିମାନ କାର୍ଯ୍ୟକ୍ରମକୁ...

୧ଟଙ୍କାରେ ଜମି ଦେବେ ସରକାର, ଏହି ତାରିଖ ସୁଦ୍ଧା କରିବାକୁ ପଡିବ ଆବେଦନ, କିନ୍ତୁ ରହିଛି ଏହି ସର୍ତ୍ତ

ପାଟନା,୬।୧୨: ପ୍ରାୟତଃ ଦେଖାଯାଏ ଯେ ଏକ ଭଲ ବ୍ୟବସାୟିକ ଧାରଣା ସତ୍ତ୍ୱେ, ଆକାଶଛୁଆଁ ଜମି ମୂଲ୍ୟ ଉଦ୍ୟୋଗୀମାନଙ୍କ ସ୍ୱପ୍ନକୁ ବାଧା ଦିଏ। ଯଦି ଆପଣ ମଧ୍ୟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri