Posted inଖେଳ

ବିରେନ୍ଦର ସେହୱାଗ ହେବେ ଭାରତୀୟ ଦଳର ମୁଖ୍ୟ ଚୟନକର୍ତ୍ତା! ବିସିସିଆଇ ନେଇପାରେ ବଡ଼ ନିଷ୍ପତ୍ତି

ନୂଆଦିଲ୍ଲୀ,୨୨।୬: ଭାରତୀୟ ଦଳ ଚଳିତ ବର୍ଷ ୨ଟି ବଡ ଟୁର୍ନାମେଣ୍ଟରେ ଭାଗ ନେବ। ଗୋଟିଏ ହେଉଛି ଏସିଆ କପ ଏବଂ ଅନ୍ୟଟି ହେଉଛି ଆଇସିସି ଦିନିକିଆ ବିଶ୍ୱକପ। ଏହି ଦୁଇଟି ଟୁର୍ନାମେଣ୍ଟରେ ସମସ୍ତଙ୍କ ଆଖି ଦଳ ଚୟନ ଉପରେ ରହିବ। ମୁଖ୍ୟ ପ୍ରଶିକ୍ଷକ ପଦରୁ ଚେତନ ଶର୍ମାଙ୍କ ହଠାତ୍‌ ଇସ୍ତଫା ପରେ ଚୟନ କମିଟି ଖାଲି ପଡିଛି। ବର୍ତ୍ତମାନ ଶିବ ସୁନ୍ଦର ଦାସ ଭାରତୀୟ ଦଳର ମୁଖ୍ୟ ଚୟନକର୍ତ୍ତାଙ୍କ ଦାୟିତ୍ୱ ତୁଲାଉଛନ୍ତି। ଏହି ସମୟରେ ଖାଲି ଥିବା ପୋଷ୍ଟକୁ ନେଇ ପୂର୍ବତନ ଭାରତୀୟ ଖେଳାଳି ବିରେନ୍ଦର ସେହୱାଗଙ୍କ ନାମ ସାମ୍ନାକୁ ଆସୁଛି। ତେବେ ଚୟନକର୍ତ୍ତାଙ୍କୁ ଦିଆଯାଉଥିବା ଦରମା ଏକ ବଡ ସମସ୍ୟା ବୋଲି କୁହାଯାଉଛି।

ଏକ ସମୟରେ ଭାରତୀୟ ଦଳର ମୁଖ୍ୟ ଚୟନକର୍ତ୍ତାଙ୍କ ଦାୟିତ୍ୱ ଦିଲୀପ ଭେଙ୍ଗସରକାର ଏବଂ କେ. ଶ୍ରୀକାନ୍ତଙ୍କ ପରି କିମ୍ବଦନ୍ତୀ ଖେଳାଳିମାନେ ଦାୟିତ୍ୱ ନିଭାଇଥିବା ନଜର ଆସିଥିଲେ। କିନ୍ତୁ ବର୍ତ୍ତମାନ ବଡ ଖେଳାଳିମାନେ ଏହି ଦାୟିତ୍ୱ ପୂରଣ କରିବା ଠାରୁ ଦୂରେଇ ଯାଉଛନ୍ତି । ଏହା ପଛରେ ସମସ୍ତେ ବିଶ୍ୱାସ କରନ୍ତି ଯେ ଚୟନକର୍ତ୍ତା ଭାବରେ ପ୍ରାପ୍ତ ଦରମା ବହୁତ କମ ଅଟେ। ଏହି ସମୟରେ ଉତ୍ତର ଜୋନର ଗୋଟିଏ ନାମ ଚୟନ କମିଟିରେ ସାମିଲ କରାଯିବ। ଏହାକୁ ନେଇ ବିରେନ୍ଦର ସେହୱାଗଙ୍କ ନାଁ ସାମ୍ନାକୁ ଆସୁଛି।

 


Enter your email to get our daily news in your inbox.

All Right Reserved By Dharitri.Com

ଗୋଟିଏ ଦିନରେ ରେକର୍ଡ ଭାଙ୍ଗିଲା ସୁନା-ରୁପା ଦର! କିଣିବା ପୂର୍ବରୁ ମୁଣ୍ଡରେ ହାତ ଦେଲେଣି ଗ୍ରାହକ,ବିଶେଷଜ୍ଞ ଚକିତ… 

ନୂଆଦିଲ୍ଲୀ,୮।୪: ପୁଣି ବଢ଼ିଲା ସୁନା-ରୁପା ଦର। ବୁଧବାର ବଜାରରେ ଏକ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି, ଯାହା ବିଶେଷଜ୍ଞଙ୍କୁ ମଧ୍ୟ ଆଶ୍ଚର୍ଯ୍ୟ କରିଦେଇଛି। ରୁପା ଦରରେ ଗୋଟିଏ…

ନାଗାବଳି ନଦୀରେ ବୁଡି ଯୁବକ ମୃତ, ସ୍ନାନ ପାଇଁ ଯାଇଥିଲେ…

କଲ୍ୟାଣସିଂହପୁର,୮।୪ ( ଦୀପକ କୁମାର ପରିଡା ): ରାୟଗଡା ଜିଲା କଲ୍ୟାଣସିଂହପୁର ଅଞ୍ଚଳରେ ଘଟିଛି ଏକ ଦୁଃଖଦ ଘଟଣା। ନାଗାବଳି ନଦୀରେ ବୁଡି ଜଣେ ୩୬ ବର୍ଷୀୟ…

ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ, ମାଡ଼ି ବସିଲା ବରପାଲି ପୋଲିସ: ୧୬ ଗିରଫ ସହ ଲକ୍ଷାଧିକ …

ବରପାଲି, ୮ ।୪(ଚିତ୍ତରଞ୍ଜନ ସାହୁ): ବରଗଡ଼ ଜିଲା ବରପାଲି ଥାନା ଅନ୍ତର୍ଗତ ବରମକେଲା ଗ୍ରୀଣ୍ଡୋଲା ଜଙ୍ଗଲରେ ଚାଲିଥିବା ଏକ ବଡ଼ ଧରଣର ଜୁଆ ଆଡ୍ଡା ଉପରେ ପୋଲିସ…

ଦିଗପହଣ୍ଡିରେ ଆଇନ ମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା, ଉନ୍ନତିକରଣ କାର୍ଯ୍ୟ…

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଗସ୍ତରେ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ଗଞ୍ଜାମ ଜିଲା ଦିଗପହଣ୍ଡି ଠାରେ ବୁଧବାର ରାଜ୍ୟ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ…

ବଚସା ହେଲା କାଳ….ଏୟାର ଗନ୍ ବ୍ୟବହାର କରି ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ଭରିଦେଲେ ପବନ, ତାପରେ….

ଚଣ୍ଡିଗଡ଼,୮ା୪: ହରିୟାଣାର ଗୁରୁଗ୍ରାମରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ଏୟାର ଗନ୍ ବ୍ୟବହାର କରି ଜଣେ ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ବାୟୁ ପ୍ରବେଶ କରିବାରୁ ତାଙ୍କର…

ଗ୍ୟାସ କଳାବଜାର ନେଇ ଅସୁରାଳିରେ ଚଢ଼ାଉ, ୧୭ ସିଲିଣ୍ଡର ଜବତ

ଧାମନଗର,୮।୪( ସନ୍ତୋଷ କୁମାର ମହାପାତ୍ର): ବେଆଇନ ଗ୍ୟାସ ସିଲିଣ୍ଡର କଳାବଜାରୀ ବିରୋଧରେ ବ୍ଲକ ପ୍ରଶାସନ ପକ୍ଷରୁ ଚଡାଉ କରି ୧୭ ଟି ଗ୍ୟାସ ସିଲିଣ୍ଡର ଜବତ କରାଯାଇଛି…

ବନ୍ତରେ କାଳବୈଶାଖୀର ତାଣ୍ଡବ; ଉଜୁଡ଼ିଲା ଫସଲ, ମୁଣ୍ଡରେ ହାତଦେଲେ ଚାଷୀ

ବନ୍ତ,୮।୪(କିଶୋର କୁମାର ସେଠୀ ): ଗତ ମଙ୍ଗଳବାର ଦିନ କାଳବୈଶାଖୀ ପ୍ରଭାବରେରେ ଭଦ୍ରକ ଜିଲା ବନ୍ତ ବ୍ଲକର ବିଭିନ୍ନ ପଞ୍ଚାୟତରେ ବ୍ୟାପକ ପନି ପରିବା ଏବଂ ଡାଲି…

ଇରାନକୁ ଅସ୍ତ୍ରଶସ୍ତ୍ର ଯୋଗାଉଥିବା ଦେଶ ଉପରେ ଲାଗିବ ୫୦% ଟାରିଫ, ଯୁଦ୍ଧବିରତି ପରେ ଟ୍ରମ୍ପଙ୍କ ଘୋଷଣା

ଓ୍ବାଶିଂଟନ୍‌,୮।୪:  ଯୁଦ୍ଧବିରତି ପରେ, ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଜାରି କରିଛନ୍ତି । ସେ ଦୃଢ଼ତାର ସହିତ କହିଛନ୍ତି ଯେ ଇରାନରେ ନେତୃତ୍ୱର ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri