Posted inଖେଳ

ଆଶଙ୍କାରେ ବିରାଟ କୋହଲିଙ୍କ ଦିନିକିଆ ଭବିଷ୍ୟତ, ଚୟନକର୍ତ୍ତାଙ୍କ କଥା ମାନୁ ନାହାନ୍ତି

ମୁମ୍ବାଇ,୨୩।୯: ଭାରତୀୟ କ୍ରିକେଟ ଦଳର ମୁଖ୍ୟ ଚୟନକର୍ତ୍ତା ଅଜିତ ଅଗରକର ବିରାଟ କୋହଲିଙ୍କ ସହ ତାଙ୍କ ଦିନିକିଆ ଭବିଷ୍ୟତ ନେଇ ଆଲୋଚନା କରିଥିଲେ, କିନ୍ତୁ କୋହଲିଙ୍କ ତରଫରୁ ‘ଯୋଗାଯୋଗର ଅଭାବ’ ଦେଖାଦେଇଛି ବୋଲି ରିପୋର୍ଟରୁ ଜଣାପଡିଛି। କୋହଲି ଟେଷ୍ଟ ଓ ଟି-୨୦ରୁ ଅବସର ନେଇଛନ୍ତି, କିନ୍ତୁ ଅଷ୍ଟ୍ରେଲିଆ ବିପକ୍ଷ ଦିନିକିଆ ସିରିଜରେ ତାଙ୍କ ପ୍ରତ୍ୟାବର୍ତ୍ତନ ଆଶା କରାଯାଉଥିଲା।

ତେବେ, ଯୋଗାଯୋଗ ଅଭାବ ଯୋଗୁଁ ତାଙ୍କ ଦିନିକିଆ ଭବିଷ୍ୟତ ନେଇ ଆଶଙ୍କା ସୃଷ୍ଟି ହୋଇଛି। ବିସିସିଆଇ ରୋହିତ ଶର୍ମା ଓ କୋହଲିଙ୍କୁ ଅଷ୍ଟ୍ରେଲିଆ ଏ ବିପକ୍ଷ ଭାରତ ଏ ପାଇଁ ୫୦ ଓଭର ମ୍ୟାଚ ଖେଳିବାକୁ ଚାହୁଁଥିଲା, କିନ୍ତୁ ଦୁହେଁ ସ୍କ୍ଵାଡରେ ସାମିଲ ହୋଇନାହାନ୍ତି।

ଅନ୍ୟପକ୍ଷରେ, ଭାରତ ଏ ଓ ଅଷ୍ଟ୍ରେଲିଆ ଏ ମଧ୍ୟରେ ଦ୍ଵିତୀୟ ଚାରିଦିନିଆ ମ୍ୟାଚ ପୂର୍ବରୁ ଶ୍ରେୟସ ଆୟାର ଭାରତ ଏ ଅଧିନାୟକତ୍ବ ଛାଡ଼ିଥିଲେ। ଧ୍ରୁବ ଜୁରେଲଙ୍କୁ ନୂଆ ଅଧିନାୟକ କରାଯାଇଛି। ଆୟାରଙ୍କ ବ୍ୟକ୍ତିଗତ କାରଣରୁ ଏହି ନିଷ୍ପତ୍ତି ନେଇଥିବା ଜଣାପଡ଼ିଛି। ସେ ଦିନିକିଆରେ ମୁଖ୍ୟ ଖେଳାଳି ହୋଇଥିଲେ ମଧ୍ୟ, ଅନ୍ୟ ଦୁଇ ଫର୍ମାଟରେ ସ୍ଥାନ ପାଇବା ତାଙ୍କ ପାଇଁ କଠିନ ହେଉଛି।

ତେବେ ଭାରତର ପରବର୍ତ୍ତୀ ଟେଷ୍ଟ ସିରିଜ ଅକ୍ଟୋବର ୨ରୁ ଓ୍ଵେଷ୍ଟଇଣ୍ଡିଜ ବିପକ୍ଷରେ ଆରମ୍ଭ ହେବ, ଯାହାର ଦଳ ଶୀଘ୍ର ଘୋଷଣା ହେବାର ସମ୍ଭାବନା ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଭାରତୀୟ କ୍ରିକେଟ ଦଳକୁ ନେଇ ହଟଚମଟ; Asian Gamesକୁ ନେଇ ଉଠିଲା ନୂଆ ବିବାଦ

ନୂଆଦିଲ୍ଲୀ,୧୯।୯: ୨୦୨୬ ଏସୀୟ କ୍ରୀଡ଼ା ପାଇଁ ଭାରତୀୟ ପୁରୁଷ କ୍ରିକେଟ ଦଳ ରବିବାର ଜାପାନ ଗସ୍ତ କରିବାକୁ ପ୍ରସ୍ତୁତ ହେଉଥିବା ବେଳେ ଏହି ଯାତ୍ରା ପୂର୍ବରୁ ଏକ…

ମଧ୍ୟପ୍ରଦେଶରେ ୭ ଓଡ଼ିଆଙ୍କ ମୃତ୍ୟୁ, ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୯ା୯: ମଧ୍ୟପ୍ରଦେଶରେ ୭ ଓଡ଼ିଆ ପର୍ଯ୍ୟଟକଙ୍କ ମୃତ୍ୟୁ ଘଟିଛି। ଏନେଇ ଶୋକ ପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ମୁଖ୍ୟମନ୍ତ୍ରୀ ଶୋକସନ୍ତପ୍ତ ପରିବାରବର୍ଗଙ୍କୁ ସମବେଦନା ଜଣାଇ…

ବିରାଟ କୋହଲିଙ୍କ କ୍ରେଜ ଦେଖିଛନ୍ତି? ମାତ୍ର ୨୪ ଘଣ୍ଟା ମଧ୍ୟରେ ବିକ୍ରି ହୋଇଯାଇଥିଲା ପ୍ରଥମ ଦିନିକିଆ ମ୍ୟାଚ ପାଇଁ ୫୦,୦୦୦ ଟିକେଟ

ନୂଆଦିଲ୍ଲୀ,୧୯।୯: ୱେଷ୍ଟଇଣ୍ଡିଜ କ୍ରିକେଟ ଦଳ ତିନୋଟି ODI (ଏକଦିବସୀୟ) ଏବଂ ପାଞ୍ଚୋଟି T20I ମ୍ୟାଚ ବିଶିଷ୍ଟ ସିରିଜ ପାଇଁ ଭାରତ ଗସ୍ତ କରୁଛି। ଏହି ଗସ୍ତ ସେପ୍ଟେମ୍ବର…

ଦିଲ୍ଲୀ ଗଣବଳାତ୍କାରକୁ ନେଇ ବର୍ଷିଲେ ରାହୁଲ-ପ୍ରିୟଙ୍କା, ପୋଲିସକୁ ଟାର୍ଗେଟ୍‌ କରି କହିଲେ ପ୍ରତିଦିନ…

ନୂଆଦିଲ୍ଲୀ,୧୯ା୯: ଦିଲ୍ଲୀର ସ୍ବରୂପ ନଗରରେ ଜଣେ ନାବାଳିକାଙ୍କୁ ପ୍ରଥମେ ବଳାତ୍କାର ଏବଂ ପରେ ନିର୍ମମ ଭାବରେ ହତ୍ୟା କରାଯାଇଛି। ଏହି ମାମଲାରେ ପୋଲିସ ୧୯ ବର୍ଷୀୟ ଯୁବକ…

ନୂଆ ଆଇନରେ ସ୍ବାକ୍ଷର କଲେ ଟ୍ରମ୍ପ: ଭାରତ ଉପରେ କ’ଣ ପଡ଼ିବ ପ୍ରଭାବ

ନୂଆଦିଲ୍ଲୀ,୧୯।୯: ରୁଷିଆ ଓ ଇରାନ ବିରୋଧରେ ଆମେରିକାର ନୂଆ ପଦକ୍ଷେପକୁ ନେଇ ଅନ୍ତର୍ଜାତୀୟ ସ୍ତରରେ ଚର୍ଚ୍ଚା ଜୋର ଧରିଛି। ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଲିଣ୍ଡସେ ଓ.…

ଭାରତ ପାଇଁ ଡେବ୍ୟୁ କଲେ ବୀରେନ୍ଦ୍ର ସେହ୍ବାଗଙ୍କ ପୁଅ: ପ୍ରଥମ ମ୍ୟାଚ୍‌ରେ କଲେ ଏମିତି କାରନାମା

ରାଜକୋଟ,୧୯।୯: ବାପାଙ୍କ ଭଳି କ୍ରିକେଟ ମଇଦାନରେ ପାଦ ଥାପିବାର ଆର୍ଯ୍ୟବୀର ସେହ୍ବାଗଙ୍କ ଅପେକ୍ଷା ଶେଷ ହୋଇଛି। ଅଷ୍ଟ୍ରେଲିଆ ଅଣ୍ଡର-୧୯ ବିପକ୍ଷରେ ରାଜକୋଟରେ ଖେଳାଯାଇଥିବା ମ୍ୟାଚ୍‌ରେ ସେ ପ୍ରଥମଥର…

ଇଣ୍ଡୋନେସିଆକୁ ମିଳିଲା ପ୍ରଥମ ଏୟାରକ୍ରାଫ୍ଟ କ୍ୟାରିୟର

ଜାକର୍ତ୍ତା, ୧୯।୯: ଇଣ୍ଡୋନେସିଆକୁ ଶୁକ୍ରବାର ଏହାର ପ୍ରଥମ ଏୟାରକ୍ରାଫ୍ଟ କ୍ୟାରିୟର ମିଳିଛି । ରାଷ୍ଟ୍ରପତି ପ୍ରଭୋବୋ ସୁବିଆଣ୍ଟୋଙ୍କ ସରକାର ଦେଶର ପୁରୁଣା ସେନାକୁ ଆଧୁନିକୀକରଣ କରିବା ଏବଂ…

ଅଷ୍ଟ୍ରେଲିଆ ବୋଲରଙ୍କୁ ଧୂଳି ଚଟାଇଲେ ରାହୁଲ ଦ୍ରାବିଡ଼ଙ୍କ ପୁଅ, ବର୍ଷା କଲେ ଚୌକା-ଛକା,ସମସ୍ତେ ଆଶ୍ଚର୍ଯ୍ୟ

ରାଜକୋଟ,୧୯।୯: କ୍ରିକେଟରେ ‘ଦ୍ରାବିଡ଼’ ନାଁ ଶୁଣିଲେ ରାହୁଲ ଦ୍ରାବିଡ଼ଙ୍କ ଧୈର୍ଯ୍ୟଶୀଳ ଓ ଶାନ୍ତ ବ୍ୟାଟିଂ ମନେ ପଡ଼େ। କିନ୍ତୁ ତାଙ୍କ ପୁଅ ଅନୱୟ ଦ୍ରାବିଡ଼ ବ୍ୟାଟରେ ଦେଖାଇଛନ୍ତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?