Posted inଖେଳ

ଅଶ୍ୱିନ ଘରକୁ ଯିବା ଆସିବା ପାଇଁ ସ୍ୱତନ୍ତ୍ର ଚାର୍ଟର୍ଡ ବିମାନ ବ୍ୟବସ୍ଥା କରିଥିଲେ ଜୟ ଶାହା

ନୂଆଦିଲ୍ଲୀ,୧୮।୨ : ଇଂଲଣ୍ଡ ବିପକ୍ଷ ତୃତୀୟ ଟେଷ୍ଟ ମ୍ୟାଚ୍ ଚାଲିଥିବା ବେଳେ ଆର. ଅଶ୍ୱିନ ବ୍ୟକ୍ତିଗତ କାରଣରୁ ଘରକୁ ଚାଲି ଯାଇଥିଲେ। ରିପୋର୍ଟ ଅନୁଯାୟୀ ଅଶ୍ୱିନଙ୍କ ମା’ଙ୍କର ଅସୁସ୍ଥତା କାରଣରୁ ସେ ଘରକୁ ଯାଇଥିବା କୁହାଯାଉଛି। ଖେଳର ଚତୁର୍ଥ ଦିନରେ ସେ ପୁଣି ରାଜକୋଟ ଫେରି ଟିମ୍ ସହିତ ଯୋଗ ଦେଇଥିଲେ।

ତେବେ ଅଶ୍ୱିନ କିପରି ଏତେ କମ୍ ସମୟରେ ରାଜକୋଟରୁ ଘରକୁ ଯାଇ ପୁଣି ଆସି ଦଳ ସହିତ ଯୋଗ ଦେଇଥିଲେ, ତାହା ପ୍ରକାଶ କରିଛନ୍ତି ଭାରତର ପୂର୍ବତନ ପ୍ରଶିକ୍ଷକ ରବି ଶାସ୍ତ୍ରୀ। ସେ କହିଛନ୍ତି ଯେ, କ୍ରିକେଟ୍ ବୋର୍ଡ ଅଫ୍ ଇଣ୍ଡିଆ (ବିସିସିଆଇ) ସଚିବ ଜୟ ଶାହା ଅଶ୍ୱିନଙ୍କ ପାଇଁ ଏକ ସ୍ୱତନ୍ତ୍ର ଚାର୍ଟାର୍ଡ ବିମାନ ବ୍ୟବସ୍ଥା କରିଥିଲେ। ଯାହାଦ୍ୱାରା ଅଶ୍ୱିନ କୌଣସି ବାଧାବିଘ୍ନରେ ଘରକୁ ଯାଇ ପୁଣି ଫେରି ପାରିବେ।

ଶାସ୍ତ୍ରୀ କମେଣ୍ଟ୍ରି କରୁଥିବା ବେଳେ କହିଛନ୍ତି ଯେ, ବିସିସିଆଇ ସଚିବ ଜୟ ଶାହ ଅଶ୍ୱିନଙ୍କ ଘରକୁ ଯିବା ଏବଂ ରାଜକୋଟ ଫେରିବା ପାଇଁ ଏକ ଚାର୍ଟର୍ଡ ବିମାନର ବ୍ୟବସ୍ଥା କରିଥିଲେ। ମ୍ୟାଚ୍‌ର ଦ୍ୱିତୀୟ ଦିନରେ ୫୦୦ ଟେଷ୍ଟ ୱିକେଟର ମାଇଲଖୁଣ୍ଟରେ ପହଞ୍ଚିବାର କିଛି ଘଣ୍ଟା ପରେ ଅଶ୍ୱିନ୍ ତାଙ୍କ ଅସୁସ୍ଥ ମା’ଙ୍କ ନିକଟରେ ଯୋଗଦେବା ପାଇଁ ଚେନ୍ନାଇ ଯିବାକୁ ବାଧ୍ୟ ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଭାରତ ଆଗରେ ୧୮୮ ରନ୍‌ ଟାର୍ଗେଟ୍‌ ରଖିଲା ଦକ୍ଷିଣ ଆଫ୍ରିକା

ଅହମ୍ମଦାବାଦ,୨୨ା୨: ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଟି-୨୦ ବିଶ୍ୱକପ୍‌ ୨୦୨୬ର ସୁପର-୮ ମ୍ୟାଚ୍‌ ଅହମ୍ମଦାବାଦର ନରେନ୍ଦ୍ର ମୋଦି ଷ୍ଟାଡିୟମରେ ଖେଳାଯାଉଛି। ପ୍ରଥମେ ବ୍ୟାଟିଂ କରି ଦକ୍ଷିଣ…

୪ ରନ୍‌ କରି ଏଡେନ ମାରକ୍ରମ ଆଉଟ୍‌

ଅହମ୍ମଦାବାଦ,୨୨ା୨: ଭାରତ ଏବଂ ଦକ୍ଷିଣ ଆଫ୍ରିକା ପରସ୍ପର ବିପକ୍ଷରେ ଖେଳୁଛନ୍ତି। ଏହା ସୁପର-୮ ରେ ସେମାନଙ୍କର ପ୍ରଥମ ମ୍ୟାଚ୍‌। ଦକ୍ଷିଣ ଆଫ୍ରିକା ଟସ୍‌ ଜିତି ପ୍ରଥମେ ବ୍ୟାଟିଂ…

ବଡ଼ ସ୍କୋର ଆଶାରେ ସାଉଥ୍‌ ଆଫ୍ରିକା

ଅହମ୍ମଦାବାଦ,୨୨ା୨:  ଟି-୨୦ ବିଶ୍ବକପ୍‌ର ଟସ୍‌ ଜିତି ବ୍ୟାଟିଂ କରିବାକୁ ସାଉଥ୍‌ ଆଫ୍ରିକା ନିଷ୍ପତ୍ତି ନେଇଛି।ଅପରିବର୍ତ୍ତିତ ଏକାଦଶ ସହ ପଡ଼ିଆକୁ ଓହ୍ଲାଇବ ଭାରତ। ଟସ୍‌ ଜିତିଥିଲେ ବ୍ୟାଟିଂ ନେଇଥାନ୍ତୁ…

ବୈଭବ ସୂର୍ଯ୍ୟବଂଶୀଙ୍କୁ ୫୦ ଲକ୍ଷ ଟଙ୍କା ଦେଲେ ମୁଖ୍ୟମନ୍ତ୍ରୀ ନୀତୀଶ କୁମାର, ଜାଣନ୍ତୁ କିଏ ଦେଲା ମହଙ୍ଗା କାର୍‌…

ପାଟ୍‌ନା,୨୨ା୨: ମୁଖ୍ୟମନ୍ତ୍ରୀ ନୀତୀଶ କୁମାର ୧୯ ବର୍ଷରୁ କମ୍‌ କ୍ରିକେଟ୍‌ ବିଶ୍ୱକପ -୨୦୨୬ ଜିତିଥିବା ଭାରତୀୟ ଦଳରେ ଉଲ୍ଲେଖନୀୟ ପ୍ରଦର୍ଶନ କରି ବିହାରକୁ ଗର୍ବିତ କରିଥିବା ବୈଭବ…

T20 ବିଶ୍ୱକପରେ ଆଉ ଖେଳିବେନି ଏହି ୭ କିମ୍ବଦନ୍ତୀ, ନାମ ଜାଣିଲେ ଆଶ୍ଚର୍ଯ୍ୟ ହେବେ

ନୂଆଦିଲ୍ଲୀ,୨୨।୨: ୨୦୨୬ ଟି୨୦ ବିଶ୍ୱକପ ଧୀରେ ଧୀରେ ଶେଷ ହେବାକୁ ଯାଉଛି। ଟୁର୍ଣ୍ଣାମେଣ୍ଟର ସୁପର ୮ ରାଉଣ୍ଡ ଆରମ୍ଭ ହୋଇସାରିଛି। ଏହି ସମୟରେ, ଆମେ ୭ ଷ୍ଟାର…

ବର୍ଷା ଯୋଗୁ ମ୍ୟାଚ ଧୋଇଗଲେ ଏହି ନିମୟମରେ ହେବ ସେମିଫାଇନାଲର ନିଷ୍ପତ୍ତି, ବୁଝନ୍ତୁ ଏହି ଗଣିତ

ନୂଆଦିଲ୍ଲୀ,୨୨।୨: ୨୦୨୬ ଟି୨୦ ବିଶ୍ୱକପ ସୁପର ୮ ପର୍ଯ୍ୟାୟରେ ବର୍ଷା ବିପର୍ଯ୍ୟୟ ସୃଷ୍ଟି କରୁଛି। ଗତ ଶନିବାର (୨୧ ଫେବୃଆରୀ) ପାକିସ୍ତାନ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ଅନୁଷ୍ଠିତ…

ସୁପର-୮ରେ ଟିମ୍‌ ଇଣ୍ଡିଆକୁ ରହିବାକୁ ପଡ଼ିବ ସାବଧାନ! ଦକ୍ଷିଣ ଆଫ୍ରିକାର ଏହି ୪ ଖେଳାଳି କରିପାରନ୍ତି…

ନୂଆଦିଲ୍ଲୀ,୨୨।୨: ରବିବାର ଭାରତ ଏବଂ ଦକ୍ଷିଣ ଆଫ୍ରିକା ଟି-୨୦ ବିଶ୍ୱକପ ୨୦୨୬ରେ ମୁହାଁମୁହିଁ ହେବେ। ସୁପର ୮ ରାଉଣ୍ଡରେ ଗ୍ରୁପ ୧ର ଏହା ପ୍ରଥମ ମ୍ୟାଚ, ଯାହା…

ପୁଅଙ୍କୁ ଉପହାରରେ ପାଣ୍ଡ୍ୟା ଦେଲେ ୪ କୋଟିର ଦାମୀ କାର୍‌, ପୂର୍ବ ପତ୍ନୀ ନତାଶା…

ନୂଆଦିଲ୍ଲୀ,୨୨।୨: ଭାରତୀୟ କ୍ରିକେଟର ହାର୍ଦ୍ଦିକ ପାଣ୍ଡ୍ୟା ପୁଣି ଥରେ ଚର୍ଚ୍ଚାର ପରିସରକୁ ଆସିଛନ୍ତି। ୨୦୨୪ ମସିହାରେ ପତ୍ନୀ ନତାଶା ଷ୍ଟାନକୋଭିକଙ୍କ ସହ ତାଙ୍କର ବିବାହ ବିଚ୍ଛେଦ ହୋଇଥିଲା।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri