Posted inଖେଳ

ଦୁନିଆର ସବୁଠାରୁ ବଡ଼ ଷ୍ଟାଡିୟମରେ ଖେଳାଯିବ ଭାରତ-ଇଂଲଣ୍ଡ ମ୍ୟାଚ୍‌: ଜୟ ଶାହ

ନୂଆଦିଲ୍ଲୀ,୧୦।୧୨: ଭାରତ ଏବଂ ଇଂଲଣ୍ଡ ମଧ୍ୟରେ ଫେବୃୟାରୀ ୨୪ରୁ ଦିବାରାତ୍ର ଟେଷ୍ଟ ମ୍ୟାଚ୍‌ ଖେଳାଯିବ। ୪ ମ୍ୟାଚ୍‌ ବିଶିଷ୍ଟ ଏହି ସିରିଜ ଫେବୃୟାରୀରୁ ଆରମ୍ଭ ହେବ। ଦୁନିଆର ସବୁଠାରୁ ବଡ଼ କ୍ରିକେଟ ପଡ଼ିଆ କୁହାଯାଉଥିବା ଅହମ୍ମଦାବାଦର ମୋଟେରା ଷ୍ଟାଡିୟମରେ ଏହି ମ୍ୟାଚ୍‌ ଅନୁଷ୍ଠିତ ହେବ। ତେବେ ଏହି ମଇଦାନରେ ୧ ଲକ୍ଷ ୧୦ ହଜାର ଦର୍ଶକେ ବସିବାର କ୍ଷମତା ରହିଥିବା ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ(ବିସିସିଆଇ) ସଚିବ ଜୟ ଶାହ ଗୁରୁବାର ସୂଚନା ଦେଇଛନ୍ତି। ତେବେ ଉଭୟ ଟିମ୍‌ ମଧ୍ୟରେ ୪ ଟେଷ୍ଟ, ୩ ଏକଦିବସୀୟ, ୫ ଟି୨୦ ମ୍ୟାଚ୍‌ ଖେଳାଯିବ। ସେଥିରୁ ୫ଟି ଯାକ ଟି୨୦ ମ୍ୟାଚ୍‌ ଅହମ୍ମଦାବାଦରେ ହିଁ ଖେଳାଯିବ। ଏହା ବିରାଟଙ୍କ ଟିମ୍‌ ପାଇଁ ଆସନ୍ତା ଟି୨୦ ବିଶ୍ୱକପ୍‌ ପାଇଁ ଭଲ ପ୍ରସ୍ତୁତି ହେବ ବୋଲି କୁହାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ଲାଟଫର୍ମରେ ବିଶ୍ରାମ ନେଉଥିଲେ ମା’-ବାପା: ୪ ମାସର ଶିଶୁପୁତ୍ରଙ୍କୁ ଉଠାଇ ନେଇଗଲେ…

ନିରାକାରପୁର,୮।୪(ମାନସ ଚନ୍ଦ୍ର ପଟ୍ଟନାୟକ):ଖୋର୍ଦ୍ଧା ରେଳ ଡିଭିଜନ ଅନ୍ତର୍ଗତ ନିରାକାରପୁର ରେଳ ଷ୍ଟେଶନ ପରିସରରୁ ୪ ମାସର ଶିଶୁପୁତ୍ର ଚୋରି। ସ୍ବାମୀ, ସ୍ତ୍ରୀ ଓ ଶିଶୁପୁତ୍ର ପ୍ଲାଟଫର୍ମରେ ବିଶ୍ରାମ…

ମା’-ଭାଇଙ୍କୁ ମରଣାନ୍ତକ ଆକ୍ରମଣ କରିଥିଲେ ପ୍ରତାପ: ମିଳିଲା ଏମିତି ଦଣ୍ଡ

ଦାରିଙ୍ଗବାଡି,୮।୪(ଅରୁଣ ସାହୁ):ଏକ ଘରୋଇ ହିଂସାକୁ ନେଇ ଦାରିଙ୍ଗବାଡି ପ୍ରଥମ ଶ୍ରେଣୀ ବିଚାର ବିଭାଗରେ ବିଚାର ହୋଇ ଅଭିଯୁକ୍ତଙ୍କୁ ଏକ ବର୍ଷ ସଶ୍ରମ କାରାଦଣ୍ଡ ଆଦେଶ ଶୁଣାଇଥିବା ଜଣାପଡିଛି।…

କଲ୍ୟାଣସିଂହପୁର ବ୍ଲକ୍‌ରେ ବଳ ଦେଖାଇଲା ଭାଜପା: ବାଇକ୍ରେ କର୍ମୀ

କଲ୍ୟାଣସିଂହପୁର,୮।୪ (ଦୀପକ କୁମାର ପରିଡ଼ା)ରାୟଗଡ଼ା କଲ୍ୟାଣସିଂହପୁର ବ୍ଲକ୍‌ରେ ଭାଜପାର ୪୭ତମ ପ୍ରତିଷ୍ଠା ଦିବସ ପାଳିତ ହୋଇଯାଇଛି। ଏହି ଅବସରରେ ଭାଜପା ମଣ୍ଡଳ ସଭାପତି ଅଜିତ ପାଣିଗ୍ରାହୀଙ୍କ ନେତୃତ୍ୱରେ…

ଆମେରିକା-ଇରାନ ଯୁଦ୍ଧବିରତିରେ ଭାରତର ପ୍ରଥମ ପ୍ରତିକ୍ରିୟା: ଆମେ ଏହାକୁ ସ୍ୱାଗତ କରୁଛୁ, ଆମେ ଆରମ୍ଭରୁ…

ନୂଆଦିଲ୍ଲୀ,୮।୪:ଆମେରିକା-ଇରାନ ବିବାଦରେ ଘୋଷଣା ହୋଇଥିବା ଯୁଦ୍ଧବିରତି ଉପରେ ଭାରତ ସରକାର ପ୍ରଥମ ପ୍ରତିକ୍ରିୟା ପ୍ରକାଶ କରିଛନ୍ତି। ବୁଧବାରବୈଦେଶିକ ବ୍ୟାପାର ମନ୍ତ୍ରଣାଳୟ ଏହି ଯୁଦ୍ଧବିରତିକୁ ସ୍ୱାଗତ କରି ଏକ…

ଆମେରିକା-ଇରାନ ଯୁଦ୍ଧବିରତି ପରେ କେନ୍ଦ୍ର ସରକାରଙ୍କ ବଡ଼ ଘୋଷଣା: ଏମାନେ ପ୍ରଥମେ ପାଇବେ…

ନୂଆଦିଲ୍ଲୀ,୮।୪: ଆମେରିକା-ଇରାନ ଯୁଦ୍ଧବିରତି ପରେ ତୁରନ୍ତ କେନ୍ଦ୍ର ସରକାର LPG ସମ୍ପର୍କରେ ଏକ ବଡ଼ ନିଷ୍ପତ୍ତି ନେଇଛନ୍ତି। ଦେଶବ୍ୟାପୀ LPG ଅଭାବକୁ ଦୃଷ୍ଟିରେ ରଖି, ସରକାର ଗ୍ୟାସ…

ଏପଟେ ଇରାନ-ଆମେରିକା ମଧ୍ୟରେ ଯୁଦ୍ଧବିରତି ଘୋଷଣା, ସେପଟେ ଭାରତକୁ ଖୁସିଖବର ଦେଲେ…

ନୂଆଦିଲ୍ଲୀ,୮।୪: ଆମେରିକାରେ ଏକ ସ୍ବତନ୍ତ୍ର ବୈଠକ ସମୟରେ ରାଷ୍ଟ୍ରଦୂତ ସର୍ଗିଓ ଗର୍‌ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ସହ ରାତ୍ରୀଭୋଜନ କରିଥିଲେ। ସେ ଏହି ବୈଠକକୁ ବହୁତ…

ଇରାନ-ଆମେରିକା ଯୁଦ୍ଧବିରତିରେ ପାକିସ୍ତାନ ନୁହେଁ, ଏହି ଦେଶ ଅସଲ ଖେଳାଳି! ଟ୍ରମ୍ପ କଲେ ବଡ଼ ଖୁଲାସା

ଓ୍ବାଶିଂଟନ୍‌,୮।୪: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନ ସହିତ ଯୁଦ୍ଧବିରତି ଘୋଷଣା କରିଛନ୍ତି। ଏଥିପାଇଁ ସେ ପାକିସ୍ତାନକୁ ଶ୍ରେୟ ଦେଇଛନ୍ତି । ହେଲେ ଏହି ସମୟରେ ଏକ…

ଆମେରିକା-ଇରାନ ଯୁଦ୍ଧବିରତି ଭିତରେ ଭାରତର ବଲ୍ଲେବଲ୍ଲେ, ମିଳିଲା ବଡ଼ ଅଫର୍‌

ନୂଆଦିଲ୍ଲୀ,୮।୪: ଗତ କିଛି ସପ୍ତାହ ଧରି, ଆମେରିକା ଏବଂ ଇରାନ ମଧ୍ୟରେ ବୃଦ୍ଧି ପାଉଥିବା ଉତ୍ତେଜନା ସମଗ୍ର ବିଶ୍ୱକୁ ଏବଂ ଭାରତୀୟ ବଜାରକୁ ନିଶ୍ୱାସ ନେବାରେ ବାଧ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri