ମହାମାରୀର ମୁକାବିଲା ପାଇଁ ଗାଙ୍ଗୁଲିଙ୍କ ବଡ଼ ଘୋଷଣା

ମୁମ୍ବାଇ, ୨୪।୫ : କୋଭିଡ୍‌-୧୯ ମହାମାରୀ ସହ ପୂରା ଦେଶ ସଂଘର୍ଷ କରୁଥିବାବେଳେ ଭାରତୀୟ କ୍ରିକେଟ କେଣ୍ଟ୍ରୋଲ ବୋର୍ଡ (ବିସିସିଆଇ) ସଭାପତି ସୌରଭ ଗାଙ୍ଗୁଲି ସୋମବାର ବଡ଼ ଘୋଷଣା କରିଛନ୍ତି। ବିସିସିଆଇ ପକ୍ଷରୁ ଦେଶର ବିଭିନ୍ନ କୋଣକୁ ଦୁଇ ହଜାର ୧୦-ଲିଟର ଅକ୍ସିଜେନ କନସେନଟ୍ରେଟର୍ସ ଯୋଗାଇଦିଆଯିବ। ଏ ନେଇ ବୋର୍ଡ ପକ୍ଷରୁ ସୋମବାର ଏକ ବିବୃତିରେ କୁହାଯାଇଛି।

” ମହାମାରୀ ବିରୋଧରେ ଚାଲିଥିବା ଲଢ଼େଇରେ ମେଡିକାଲ ଓ ସ୍ବାସ୍ଥ୍ୟସେବା ସମ୍ପ୍ରଦାୟ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିଛି। ସେମାନେ ପ୍ରକୃତରେ ଫ୍ରଣ୍ଟଲାଇନ ଯୋଦ୍ଧା। ଆମକୁ ସୁରକ୍ଷିତ ରଖିବା ପାଇଁ ସେମାନେ ସବୁ କିଛି କରୁଛନ୍ତି। ବୋର୍ଡ ପାଇଁ ସ୍ବାସ୍ଥ୍ୟ ଓ ସୁରକ୍ଷା ସର୍ବଦା ଶୀର୍ଷରେ ଏବଂ ଏଥି ଲାଗି ପ୍ରତିବଦ୍ଧ। ପ୍ରଭାବିତଙ୍କୁ ତୁରନ୍ତ ଅକ୍ସିଜେନ କନସେନଟ୍ରେଟର୍ସ ଯୋଗାଇ ଦିଆଯିବ “ ବୋଲି ବିସିସିଆଇ ମୁଖ୍ୟ ଗାଙ୍ଗୁଲି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

‘ପାଗଳ ସହ ବିପଜ୍ଜନକ ହୋଇଗଲେଣି ଟ୍ରମ୍ପ…’, ଇରାନ ଯୁଦ୍ଧ ମଧ୍ୟରେ ରାଗିଲେ ଆମେରିକୀୟ ନେତା

ଓ୍ବାଶିଂଟନ,।୬୪: ଇରାନ ସହିତ ଚାଲିଥିବା ସଂଘର୍ଷକୁ ନେଇ ଡୋନାଲ୍ଡ ଟ୍ରମ୍ପ ନିଜେ ଆମେରିକା ଭିତରେ ସମାଲୋଚନାର ସମ୍ମୁଖୀନ ହେଉଥିବା ପରି ମନେ ହେଉଛି। ଆମେରିକୀୟ କଂଗ୍ରେସ ସଦସ୍ୟ…

ଭିନ୍ନକ୍ଷମ ନାବାଳିକାଙ୍କୁ ବଳାତ୍କାର, ଗର୍ଭବତୀ ଜଣାପଡିବା ପରେ ଧାର୍ମିକସ୍ଥଳୀ ଭଙ୍ଗାରୁଜା

ଆନନ୍ଦପୁର,୬ା୪(ସୁଶାନ୍ତ କୁମାର ସାହୁ ): ଭିନ୍ନକ୍ଷମ ନାବାଳିକାଙ୍କୁ ୪ମାସ ତଳେ ବଳାତ୍କାର କରି ଫେରାର ହୋଇଯାଇଛି ଗାଁର ଜଣେ ସଂଖ୍ଯାଲଘୁ ସମ୍ପ୍ରଦାର ଯୁବକ । ଘଟଣା ପ୍ରଘଟ…

ଐତିହାସିକ ଗୋପାଳ ବନ୍ଧ ସୌନ୍ଦର୍ଯ୍ୟକରଣ ଲାଗି ଅଣ୍ଟା ଭିଡିଲେ ନିର୍ବାହୀ ଅଧିକାରୀ: ଜବରଦଖଲକାରୀଙ୍କୁ କଡ଼ା ଚେତାବନୀ

ପୁରୁଷୋତ୍ତମପୁର,୬।୪(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ସହର ମଧ୍ୟରେ ପରିତ୍ୟକ୍ତ ଅବସ୍ଥାରେ ରହିଥିବା ଐତିହାସିକ ଗୋପାଳ ବନ୍ଧକୁ ନେଇ ଦୀର୍ଘଦିନ ହେଲା ସବୁବର୍ଗରୁ ଅସନ୍ତୋଷ ଲାଗିରହିଥିଲା। ତେବେ …

ମା’ ଭଦ୍ରକାଳୀଙ୍କ ପୀଠରୁ ଚୋରି, ହୁଣ୍ଡି ବାକ୍ସ ଭାଙ୍ଗି ଦୁର୍ବୃତ୍ତ…

ଭଦ୍ରକ,୬ା୪(ସନାତନ ରାଉତ): ଭଦ୍ରକର ଅଧିଷ୍ଠାତ୍ରୀ ଦେବୀ ମା’ ଭଦ୍ରକାଳୀଙ୍କ ପୀଠରେ ରବିବାର ବିଳମ୍ବିତ ରାତିରେ ଚୋରି ହୋଇଥିବାର ଅଭିଯୋଗ ହୋଇଛି। ଭୋର୍‌ ସମୟରେ ମା’ଙ୍କ ପୂଜା ପୂଜା…

ବେପରୁଆ ଗାଡ଼ି ଚାଳନା, ଢାବା ଉପରକୁ କାର୍ ମାଡ଼ିଯିବାରୁ ୨ମୃତ

କୁଆଁରମୁଣ୍ଡା,୬ା୪(ମହେନ୍ଦ୍ର କୁମାର ସାହୁ): ରବିବାର ବିଳମ୍ବିତ ରାତିରେ ୧୪୩ ନମ୍ବର ଜାତୀୟ ରାଜପଥର କୁଆଁରମୁଣ୍ଡା ଫାଣ୍ଡି ଅନ୍ତର୍ଗତ ଯମୁନାନାକି ନିକଟରେ ମର୍ମନ୍ତୁଦ ଦୁର୍ଘଟଣା । ଢାବା ଭିତରକୁ…

ସକାଳର ପ୍ରଥମ କିରଣ ଛୁଇଁଥିଲା ଶ୍ରୀସୂର୍ଯ୍ୟଙ୍କ ବିଗ୍ରହଙ୍କୁ…

କୋଶୋଦାସର ଶ୍ରୀପଦ୍ମକେଶର ମନ୍ଦିର ଆକ୍ରମଣର ସବିଶେଷ ଇତିହାସ ଆଲୋଚନା ଆଢ଼ୁଆଳରେ ଅଛି। ଆମେ କେବଳ ଗତ ସଂଖ୍ୟାରେ ସୂଚନା ଦେଇଥିଲୁ। ଅନୁସନ୍ଧାନ ଆମର ନୀରବ ହୋଇନାହିଁ। ଶ୍ରୀପଦ୍ମକେଶର…

ବିଜେଡିକୁ ନେଇ ଏମିତି କହିଲେ ଗଣେଶ୍ବର: ସଂଗଠନ ଉପରେ ପ୍ରଭାବ…

ଭୁବନେଶ୍ୱର,୬।୪: ନେତା ଓ କର୍ମୀ ବିଜେଡି ଛାଡ଼ିବା ନେଇ ଗଣେଶ୍ବର ବେହେରା ତାଙ୍କ ପ୍ରତିକ୍ରିୟା ରଖିଛନ୍ତି। ସେ କହିଛନ୍ତି, ସଂଗଠନ ଉପରେ ପ୍ରଭାବ ନିଶ୍ଚିତ ପଡ଼ିବ ।…

ମହେନ୍ଦ୍ରଗିରିରେ ନିଖୋଜ ପର୍ଯ୍ୟଟକଙ୍କ ମୃତଦେହ ମିଳିଲା, ୩ ସାଙ୍ଗଙ୍କ ସହ ବୁଲିବାକୁ ଯାଇ…

ପାରଳାଖେମୁଣ୍ଡି,୬ା୪(ଗିରିଧାରୀ ପରିଚ୍ଛା): ମହେନ୍ଦ୍ରଗିରିରେ ନିଖୋଜ ଥିବା ପର୍ଯ୍ୟଟକଙ୍କ ମୃତଦେହ ସୋମବାର ସକାଳେ ଉଦ୍ଧାର ହୋଇଛି। ଗତକାଲି କାଳବୈଶାଖୀ ପ୍ରଭାବରେ ବିନୋଦ ଚନ୍ଦ୍ର ଜେନା ନାମକ ଜଣେ ବ୍ୟକ୍ତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri