୫୦ ଦୋକାନ ଭାଙ୍ଗିଲା ବିଡିଏ

ଫୁଲନଖରା,୨୩।୯(ଡି.ଏନ.ଏ): ବିଏମ୍‌ସି ୪ ନମ୍ବର ୱାର୍ଡସ୍ଥିତ ନଖରା ମୌଜାର ଫୁଲନଖରା ଡିଷ୍ଟ୍ରିବୁଟାରୀ କେନାଲ ପାର୍ଶ୍ୱ ଜଳସମ୍ପଦ ବିଭାଗ ଅଧୀନରେ ଥିବା ଜାଗାରେ ବେଆଇନ ଭାବେ ଗଢି ଉଠିଥିବା ଦୋକାନଗୁଡ଼ିକ ବିଡିଏ ପକ୍ଷରୁ ଶୁକ୍ରବାର ଉଚ୍ଛେଦ କରାଯାଇଛି। ଉଚ୍ଛେଦ ପ୍ରକିୟାରେ ବିଡିଏ ଏନଫୋର୍ସମେଣ୍ଟ ସ୍କ୍ବାଡ-୨ ଅଧିକାରୀ ପ୍ରମୋଦ କୁମାର ପାତ୍ର, ଇନ୍ସପେକ୍ଟର ପି.କେ. ଜେନା, କେ.କେ. ରାଉତରାୟ, ନଖରା ଆରଆଇ ମଧୁସ୍ମିତା ମହାରଣା, ସୁପର ଭାଇଜର ବସନ୍ତ କୁମାର ବେହେରା, ପାହାଳ ଥାନା ଅଧିକାରୀ ସୁଚିତ୍ରା ପରିଡ଼ାଙ୍କ ଉପସ୍ଥିତିରେ ଏକ ପ୍ଲାଟୁନ ପୋଲିସ ଫୋର୍ସ ନିୟୋଜିତ ଥିଲେ। ଉଚ୍ଛେଦ ବେଳେ ପ୍ରାୟ ୫୦ରୁ ଊଦ୍ଧର୍‌ବ ଦୋକାନ ଗୃହ ଭଙ୍ଗା ଯାଇଛି।
ମିଳିଥିବା ସୂଚନା ମୁତାବକ, ଉଚ୍ଚ ନ୍ୟାୟାଳୟର ନିର୍ଦ୍ଦେଶ କ୍ରମେ ଫୁଲନଖରା ଡିଷ୍ଟ୍ରିବ୍ୟୁଟାରୀ କେନାଲ ପାର୍ଶରେ ଥିବା ଜଳ ସମ୍ପଦ ବିଭାଗ ପ୍ଲଟ ନଂ.୧୨୭୯,୧୨୮୦/୨୦୧୩,୧୨୮୧, ୧୨୮୨ରେ ଥିବା ଦୋକାନଗୁଡ଼ିକୁ ଭାଙ୍ଗି ଦିଆଯାଇଛି। ଅନ୍ୟପକ୍ଷେ ଦୀର୍ଘ ଦିନ ଧରି
ପରିବାର ପ୍ରତିପୋଷଣ କରୁଥିବା ଦୋକାନୀମାନେ ତୁରନ୍ତ ଭେଣ୍ଡିଂ ଜୋନ କରି ଦୋକାନ ଗୃହ ଯୋଗାଇ ଦେବାକୁ ସରକାର ନିକଟରେ ଦାବି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିଜେଡି-ଭାଜପା-କଂଗ୍ରେସକୁ ମୟୂରଭଞ୍ଜରେ ଟକ୍କର ଦେବ ଏହି ଦଳ, ଘୋଷଣା କଲା ପ୍ରାର୍ଥୀ

ମୟୂରଭଞ୍ଜ,୨୯।୩: ଝାଡ଼ଖଣ୍ଡର ପୂର୍ବତନ ମୁଖ୍ୟମନ୍ତ୍ରୀ ଶିବୁ ସୋରେନଙ୍କ ଝିଅ ପୁଣିଥରେ ଚଳିତ ନିର୍ବାଚନରେ ମଇଦାନକୁ ଓହ୍ଲାଇଛନ୍ତି। ଝାଡ଼ଖଣ୍ଡ ମୁକ୍ତି ମୋର୍ଚ୍ଚା(JMM) ଶିବୁ ସୋରେନଙ୍କ ଝିଅ ଅଞ୍ଜନି...

ପୈତୃକ ଗାଁରୁ ପ୍ରଚାର ମଇଦାନକୁ ଓହ୍ଲାଇଲେ ପ୍ରଦୀପ

ବରଗଡ଼,୨୯।୩(ପ୍ରେମାନନ୍ଦ ଖମାରୀ): ବରଗଡ଼ ଲୋକସଭା ଆସନ ପାଇଁ ଭାଜପା ପ୍ରଦୀପ ପୁରୋହିତଙ୍କୁ ପ୍ରାର୍ଥୀ କରିଛି। ବରଗଡ଼ ଲୋକସଭା କ୍ଷେତ୍ର ଅଧୀନ ବିଜେପୁର ନିର୍ବାଚନ ମଣ୍ଡଳି ପୈତୃକ...

ନବବିବାହିତ ଯୁବକଙ୍କୁ ଗଳାକାଟି ହତ୍ୟା

ଗଜପତି,୨୯।୩(ଗିରିଧାରୀ ପରିଛା): ଗଜପତି ଜିଲା ଗୋସାଣି ବ୍ଲକ ଗୁରାଣ୍ଡି ଥାନା ଅଧୀନ ତୋଟାଗୁମ୍ବୁଡା ଗାଁରେ ଏକ ଅଘଟଣ ଘଟିଛି। ଜଣେ ନବବିବାହିତ ଯୁବକଙ୍କୁ ଗଳାକାଟି ଅତି...

ମୁଖ୍ୟମନ୍ତ୍ରୀଙ୍କୁ ଭେଟି ଆଶୀର୍ବାଦ କାମନା କଲେ ଦେବେଶ ଆଚାର୍ଯ୍ୟ

ବରଗଡ଼,୨୯ା୩(ପ୍ରେମାନନ୍ଦ ଖମାରୀ): ବରଗଡ଼ ବିଧାନସଭା ନିର୍ବାଚନ ମଣ୍ଡଳୀ ପାଇଁ ବିଜେଡି ସୁପ୍ରିମୋ ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କ୍ରମାଗତ ତୃତୀୟଥର ପାଇଁ ଦେବେଶ ଆଚାର୍ଯ୍ୟଙ୍କ ନାମ...

ଗୁଡ୍‌ ଫ୍ରାଇଡେରେ ପ୍ରାର୍ଥନା କରି ନିର୍ବାଚନ ପ୍ରଚାର ଆରମ୍ଭ କଲେ ଦିଲୀପ ତିର୍କୀ

ସୁନ୍ଦରଗଡ,୨୭ା୩(ଜୟ ନାରାୟଣ ମେଣ୍ଡୁଳି): ଚର୍ଚ୍ଚରେ ପ୍ରାର୍ଥନା କରି ପ୍ରଚାର ଆରମ୍ଭ କରିଛନ୍ତି ବିଜେଡି ଲୋକସଭା ପ୍ରାର୍ଥୀ ଦିଲୀପ ତିର୍କୀ। ପ୍ରାର୍ଥୀ ଘୋଷଣା ହେବା ପରେ ଶୁକ୍ରବାର...

ଭାଜପା ଛାଡ଼ିବା କାରଣ କହିଲେ ପ୍ରକାଶ

ଭୁବନେଶ୍ୱର,୨୯।୩: ଭାଜପା ଛାଡ଼ିବା ପରେ ମୁହଁ ଖୋଲିଛନ୍ତି ସାଲେପୁରର ପୂର୍ବତନ ବିଧାୟକ ପ୍ରକାଶ ବେହେରା। ସେ କହିଛନ୍ତି, ଲୋକଙ୍କ ସେବା କରିବା ସହ ସଙ୍ଗଠନକୁ ମଜଭୁତ...

ଭାଜପା ଛାଡ଼ିଲେ ନୀଳଗିରି ବିଧାୟକ ସୁକାନ୍ତ ନାୟକ, ବିଜେଡିରେ ହୋଇପାରନ୍ତି ସାମିଲ

ନୀଳଗିରି, ୨୯।୩(ପ୍ରଶାନ୍ତ କୁମାର ବିଶ୍ବାଳ): ସବୁ କଳ୍ପନା ଜଳ୍ପନାର ଅନ୍ତ ଘଟାଇ ଭାରତୀୟ ଜନତା ପାର୍ଟି(ଭାଜପା)ରୁ ଇସ୍ତଫା ଦେଇଛନ୍ତି ନୀଳଗିରି ବିଧାୟକ ଛାଡିଲେ ସୁକାନ୍ତ। ଶୁକ୍ରବାର...

ନିର୍ବାଚନ ପୂର୍ବରୁ ବିବାଦୀୟ କୋଟିଆରେ ଡିଜିଟାଲ ମିଟର ବଣ୍ଟନ ଆରମ୍ଭ କଲା ଆନ୍ଧ୍ର

ଭୁବନେଶ୍ୱର,୨୯।୩: ଓଡ଼ିଶାର କୋରାପୁଟ ଜିଲାର ପଟାଙ୍ଗୀ ବ୍ଲକ ଅନ୍ତର୍ଗତ କୋଟିଆ ଅଂଚଳରେ ଆନ୍ଧ୍ରପ୍ରଦେଶ ବିବାଦୀୟ ଅଞ୍ଚଳରେ କ୍ରମାଗତ ଭାବରେ ଅନୁପ୍ରବେଶ କରୁଛି ଏବଂ ସ୍ଥାନୀୟ ବାସିନ୍ଦାଙ୍କୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri