ଲାଞ୍ଚ ନେଇ ଭିଜିଲାନ୍ସ ହାତରେ ଧରାପଡିଲେ ବିଡିଓ

ବଲାଙ୍ଗୀର ଅଫିସ,୨୬।୯: ଭିଜିଲାନ୍ସ ଜାଲରେ ବଲାଙ୍ଗୀର ଜିଲା ଗୁଡ଼ଭେଲା ବିଡିଓ ବିନୋଦ ନାଏକ। ୧ଲକ୍ଷ ୮୦ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ବିଡିଓ ଭିଜିଲାନ୍ସ ହାତରେ ଧରାପଡିଛନ୍ତି। ବ୍ଲକ୍‌ରୁ ୩୦ଲକ୍ଷ ଟଙ୍କାର ମରାମତି କାମ ଦେବାପାଇଁ ରାଜକେଲ ଗାଁର ଠିକାଦାର ଗୋପାଳ ବେହେରାଙ୍କଠାରୁ ଲାଞ୍ଚ ନେଉଥିଲେ। ସେହି ସମୟରେ ଦେଉଳଗୁଡି ଛକରେ ବରଗଡ ଭିଜିଲାନ୍ସ ଟିମ୍‌ ତାଙ୍କୁ ଧରିବାରେ ସଫଳ ହୋଇଥିଲା। ଏହାସହ ଗୁଡଭେଲା ଅଫିସ ଓ ତୁଷୁରା ସରକାରୀ କ୍ୱାର୍ଟର୍ସ ସମେତ ବଲାଙ୍ଗୀର ସାଗରପଡାରେ ଥିବା ଘରେ ଭିଜିଲାନ୍ସ ଚଢାଉ କରି ଛାନ୍‌ଭିନ ଆରମ୍ଭ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଅସନ୍ତୋଷ ଘେରରେ ଜିଲାପାଳଙ୍କ ଜନଶୁଣାଣି:ଘଣ୍ଟା ଘଣ୍ଟା ଅପେକ୍ଷା ପରେ ବି ସମସ୍ୟା ସମାଧାନ ନେଇ…

କୁନ୍ଦୁରା,୧୨।୧୦ ସନ୍ତୋଷ ପ୍ରହରାଜ: କୋରାପୁଟ ଜିଲାର କୁନ୍ଦୁରା ବ୍ଲକରେ ଅନୁଷ୍ଠିତ ଜିଲାପାଳଙ୍କ ମିଳିତ ଜନ ଅଭିଯୋଗ ଶୁଣାଣି ଶିବିରକୁ ନେଇ ଅସନ୍ତୋଷ ଦେଖାଦେଇଛି। ନିର୍ଦ୍ଧାରିତ ସମୟରେ ଶିବିର…

ବିଦ୍ୟୁତ୍‌ କାଟ୍‌କୁ ନେଇ ବଢୁଛି ଅନ୍ତୋଷ, ଟିପିଏସ୍‌ଓଡିଏଲ୍‌ କାର୍ଯ୍ୟାଳୟ ଘେରାଉ ଚେତାବନୀ ତେଜିଲା

ହିଞ୍ଜିଳିକାଟୁ,୧୨।୧୦(ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳିକାଟୁ ଅଞ୍ଚଳରେ ବିଦ୍ୟୁତ୍‌ ସେବାକୁ ନେଇ ଦିନକୁ ଦିନ ଅସନ୍ତୋଷ ତୀବ୍ର ହେବାରେ ଲାଗିଛି। ବିନା ସୂଚନାରେ ପ୍ରତିଦିନ ୨ରୁ ୫…

୧୫୦ ବର୍ଷ ଟେଷ୍ଟ କ୍ରିକେଟ୍‌ ଇତିହାସରେ ଦ୍ୱିତୀୟଥର ଘଟିଲା ଏହି ଘଟଣା: ବିରଳ ରେକର୍ଡ କଲେ ଏହି ବ୍ୟାଟ୍ସମ୍ୟାନ୍‌

ଡର୍ବାନ,୧୨।୧୦:ଟେଷ୍ଟ କ୍ରିକେଟ୍‌ରେ ବେଳେବେଳେ ଏପରି କିଛି ବିରଳ ରେକର୍ଡ ଦେଖିବାକୁ ମିଳେ, ଯାହା କ୍ରିକେଟ୍‌ପ୍ରେମୀଙ୍କୁ ଆଶ୍ଚର୍ଯ୍ୟ କରିଦିଏ। ଅଷ୍ଟ୍ରେଲିଆ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଡର୍ବାନର କିଙ୍ଗ୍ସମିଡ…

ସେବା ସେତୁରେ ଲୋକଙ୍କ ଗୁହାରି ଶୁଣିଲା ପ୍ରଶାସନ, ସମାଧାନର ଭରସା ଦେଲେ ଅଧିକାରୀ

ପାଟଣା, ୧୨।୧୦ (ବୀର କିଶୋର ଦାଶ): କେନ୍ଦୁଝର ଜିଲାର ପାଟଣା ବ୍ଲକ ଅନ୍ତର୍ଗତ ଖିରେଇଟାଙ୍ଗିରୀ ପଞ୍ଚାୟତ ପରିସରରେ ସୋମବାର ‘ସେବା ସେତୁ’ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। ଏଥିରେ…

ବଳାତ୍କାର ମାମଲାରେ ଆସିଲା ବଡ଼ ରାୟ: ପୀଡ଼ିତାଙ୍କୁ…

ନବରଙ୍ଗପୁର, ୧୨/୧୦ (ସଦାଶିବ ପ୍ରହରାଜ): ଏକ ବଳାତ୍କାର ମାମଲାର ବିଚାର କରି ନବରଙ୍ଗପୁର ଅତିରିକ୍ତ ଜିଲ୍ଲା ଓ ଦୌରା ଜଜ୍ ବାସୁଦେବ ଆଚାର୍ଯ୍ୟ ଅଭିଯୁକ୍ତ ଡେଭିଡ୍ ଗରଡ଼ାଙ୍କୁ…

ମାତ୍ର ୩୫ ପଇସାରେ ୧୦ ଲକ୍ଷର ବୀମା କଭର୍‌! କାହାକୁ ମିଳିବ ଏହି ଲାଭ, ଜାଣନ୍ତୁ ରେଳବାଇର ନିୟମ

ନୂଆଦିଲ୍ଲୀ, ୧୨।୧୦: ଯଦି ଆପଣ ନିୟମିତ ଟ୍ରେନରେ ଯାତ୍ରା କରୁଛନ୍ତି ଏବଂ ଅନଲାଇନରେ ଟିକେଟ ବୁକ କରୁଛନ୍ତି, ତେବେ ଟିକେଟ ବୁକିଂ ସମୟରେ ମିଳୁଥିବା ରେଳ ଯାତ୍ରା…

ମୁହଁତୋଡ ଜବାବ ଦେଲେ କ୍ୟାଟ୍ରିନା: କହୁ କହୁ କହିଦେଲେ…

ପୁଣି ଚର୍ଚ୍ଚାରେ ବଲିଉଡ ଅଭିନେତ୍ରୀ କ୍ୟାଟ୍ରିନା କୈଫ୍‌। ଓଜନ ବୃଦ୍ଧିକୁ ନେଇ ସୋସିଆଲ ମିଡିଆରେ ଟ୍ରୋଲ ହେବାପରେ ଏବେ ସେ ନିଜ ଷ୍ଟାଇଲିସ ଲୁକକୁ ନେଇ ସାଉଁଟିଛନ୍ତି…

ବିଶ୍ୱର ପ୍ରଥମ ବ୍ୟାଟ୍ସମ୍ୟାନ୍‌ ଭାବେ ଏମିତି କାରନାମା କଲେ ଅଭିଷେକ ଶର୍ମା: କ୍ରିକେଟ୍‌ ଜଗତରେ ଖେଳିଗଲା…

ଇନ୍ଦୋର,୧୩।୧୦: ଅନ୍ତର୍ଜାତୀୟ ଟି-୨୦ କ୍ରିକେଟ୍‌ରେ ନିଜ ବିସ୍ଫୋରକ ବ୍ୟାଟିଂରେ ନୂଆ ରେକର୍ଡ କରିଛନ୍ତି ଭାରତୀୟ ଓପନର୍‌ ଅଭିଷେକ ଶର୍ମା। ଗୋଟିଏ କ୍ୟାଲେଣ୍ଡର ବର୍ଷରେ ସର୍ବାଧିକ ଛକା ମାରିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?