ପ୍ରତି ମାସରେ ସରପଞ୍ଚଙ୍କୁ ଭେଟୁଛନ୍ତି ବିଡିଓ

ଗଞ୍ଜାମ,୧୭ା୫(ବିଦ୍ୟାଧର ସାହୁ):  ଜିଲାପାଳଙ୍କ ପରାମର୍ଶ କ୍ରମେ ବିଡ଼ିଓ ଅଚ୍ୟୁତାନନ୍ଦ ଯାନୀ ପ୍ରତ୍ୟେକ ଶନିବାର ବ୍ଲକ୍‌ ସହକାରୀ ନିର୍ବାହୀ ଯନ୍ତ୍ରୀ ସୁଶୀଲ ପଣ୍ଡା, ନିର୍ବାହୀ ଯନ୍ତ୍ରୀ ଦିଗାମ୍ବର ନାୟକଙ୍କ ସମେତ ଅନ୍ୟାନ୍ୟ କର୍ମଚାରୀଙ୍କୁ ନେଇ ଉନ୍ନୟନ କାର୍ଯ୍ୟର ସମୀକ୍ଷା କରୁଛନ୍ତି। ଏଥିସହ ପ୍ରତ୍ୟେକ ପଞ୍ଚାୟତରେ ଉନ୍ନୟନ କାର୍ଯ୍ୟ କିଭଳି ତ୍ୱରାନ୍ବିତ ହୋଇପାରିବ ସେନେଇ ବିଡ଼ିଓ ବିଭିନ୍ନ ଲୋକ ପ୍ରତିନିଧିଙ୍କ ସହ ଆଲୋଚନା କରୁଛନ୍ତି। ପ୍ରତି ମାସରେ ବିଭିନ୍ନ ପଞ୍ଚାୟତ ସରପଞ୍ଚଙ୍କୁ ଭେଟି କ’ଣ ରହିଛି ସମସ୍ୟା ପଚାରି ବୁଝୁଥିବା ଜଣାପଡ଼ିଛି। ଏନେଇ ଶୁକ୍ରବାର ବିଡ଼ିଓ ଯାନୀ ମଲାଡ଼ ଗ୍ରାମ ପଞ୍ଚାୟତ କାର୍ଯ୍ୟାଳୟ ଗସ୍ତ କରି ସରପଞ୍ଚ ମମତା ବେହେରାଙ୍କ ସହ ଆଲୋଚନା କରିଥିଲେ। ଉକ୍ତ ପଞ୍ଚାୟତରେ ଚାଲିଥିବା ବିଭିନ୍ନ ପ୍ରକଳ୍ପ କାର୍ଯ୍ୟ ଅଗ୍ରଗତି ଏବଂ ଆୟୁଷ୍ମାନ କାର୍ଡ ଯୋଜନା, ଯୋଗ୍ୟ ହିତାଧିକାରୀଙ୍କୁ ରେସନ କାର୍ଡ ଆଦି ଉପରେ ବିସ୍ତୃତ ଭାବେ ଆଲୋଚନା କରିଛନ୍ତି। ଆଲୋଚନା ବେଳେ ସରପଞ୍ଚ ପ୍ରତିନିଧି ସୁଦାମ ଚରଣ ବେହେରା, ପିଇଓ କେ.ପୋଟୁଡୁ ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବେନିୟମ କରତକଳ ଉପରେ ଚଢ଼ାଉ, ଖସିଗଲେ ଅଭିଯୁକ୍ତ

ଭଞ୍ଜନଗର,୧୩ା୬(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଘୁମୁସର ଉତ୍ତର ବନଖଣ୍ଡ କେନ୍ଦ୍ରୀୟ ବନାଞ୍ଚଳ ଅନ୍ତର୍ଗତ ଖଇରପଟି ଗ୍ରାମ ନିକଟରେ ଖୋଲାରେ ଚାଲୁଥିବା ଏକ ବେନିୟମ କରତକଳ ଉପରେ…

୩୭ ବର୍ଷର ପୁରୁଣା ରେକର୍ଡ ଭାଙ୍ଗିଲେ ରୋହିତ ଶର୍ମା, ଧର୍ମଶାଳାରେ ଇତିହାସ ରଚି…

ଧର୍ମଶାଳା,୧୩ା୬: ରୋହିତ ଶର୍ମା ଏବେ ଆନୁଷ୍ଠାନିକ ଭାବରେ ଭାରତୀୟ କ୍ରିକେଟ୍‌ ଦଳ ପାଇଁ ଓଡିଆଇ ଖେଳିଥିବା ସବୁଠାରୁ ବୟସ୍କ ଖେଳାଳି ହୋଇପାରିଛନ୍ତି। ସେ ମୋହିନ୍ଦର ଅମରନାଥଙ୍କ ୩୭…

‘ମୃତଦେହ’ର ଗୁପ୍ତାଙ୍ଗକୁ ନେଇ ବିବାଦୀୟ କଥା କହିବା ମେଡିକାଲ ଛାତ୍ରୀଙ୍କ ପାଇଁ ମହଙ୍ଗା ପଡ଼ିଲା

ମୁମ୍ବାଇ,୧୩।୬: ପ୍ରଣୀତ ମୋରେଙ୍କ ଶୋ’ରେ ଉପସ୍ଥିତି ସମୟରେ MBBS ଛାତ୍ରୀ ସେଜଲ ପାୱାରଙ୍କ ଦ୍ୱାରା କରାଯାଇଥିବା ଏକ ବ୍ୟଙ୍ଗ ସମ୍ପର୍କରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି। ଷ୍ଟାଣ୍ଡ-ଅପ କମେଡି…

ଆଖି ଆଗରେ ହୁତୁହୁତୁ ହୋଇ ଜଳିଗଲା ନଡିଆ ଗଛ: ଭାଇରାଲ ହେଉଛି ଭିଡିଓ…

ବଜ୍ରାଘାତରେ ହୁତୁହୁତୁ ହୋଇ ଜଳିଗଲା ନଡିଆ ଗଛ | ମୋହନା,୧୩।୬( ମନ୍ମଥ ମିଶ୍ର ): ବଜ୍ରାଘାତରେ ହୁତୁହୁତୁ ହୋଇ ଜଳିଗଲା ନଡିଆ ଗଛ । କିଛିଦିନ ହେବ…

୪ଟଙ୍କା କମିଲା ପେଟ୍ରୋଲ ଦର, ଜାଣନ୍ତୁ ନୂଆ ଦର

ନୂଆଦିଲ୍ଲୀ,୧୩।୬: ପାକିସ୍ତାନ ସରକାର ପେଟ୍ରୋଲ ଏବଂ ଡିଜେଲ ଦରରେ କ୍ରମାଗତ ପଞ୍ଚମ ଥର ପାଇଁ ହ୍ରାସ କରିଛନ୍ତି। ଇନ୍ଧନ ମୂଲ୍ୟ କମିବା ଦ୍ୱାରା ସାଧାରଣ ଜନତା ଉପକୃତ…

ଖୁସି ଖବର: ଖୁବ ଶୀଘ୍ର ଖୋଲିବ ହର୍ମୁଜ; ଇରାନ-ଆମେରିକା ଶାନ୍ତି ଚୁକ୍ତିରେ ଲାଗିଲା ମୋହର? ରିପୋର୍ଟରେ ନୂଆ ଦାବି

ତେହରାନ,୧୩।୬: ଭାରତ ସମେତ ସମଗ୍ର ବିଶ୍ୱ ପାଇଁ ଏକ ଖୁସି ଖବର। ହର୍ମୁଜ ପ୍ରଣାଳୀ ବନ୍ଦ ହେବା ଦ୍ୱାରା ଭାରତ ସମେତ ଅନେକ ଦେଶରେ ଅଶୋଧିତ ତୈଳ…

ବିଜେଡି ପରାଜୟର ଗୁମର ଖୋଲିଲେ ଦଳୀୟ ବିଧାୟକ ଗୌତମବୁଦ୍ଧ ଦାସ, କହିଲେ ଅଧିକ…

ଭୁବନେଶ୍ୱର,୧୩ା୬: ପୁଣି ଥରେ ବିଜେଡି ପରାଜୟର କଥା ଦୋହରାଇଛନ୍ତି ବିଜେଡିର ଭୋଗରାଇ ବିଧାୟକ ଗୌତମବୁଦ୍ଧ ଦାସ। ନିଜ ନିର୍ବାଚନ ମଣ୍ଡଳୀର ଏକ କାର୍ଯ୍ୟକ୍ରମରେ ବିଧାୟକ ବିଜେଡିର ପରାଜୟ…

ଅଧିନାୟକ ହେବା ପରେ, ମୁମ୍ବାଇର ୱର୍ଲିରେ ବିଳାସପୂର୍ଣ୍ଣ ଆପାର୍ଟମେଣ୍ଟ ନେଲେ ଶ୍ରେୟସ ଆୟର; ଭଡା ଜାଣିଲେ ଆଶ୍ଚର୍ଯ୍ୟ ହେବେ

ମୁମ୍ବାଇ,୧୩।୬: ଶ୍ରେୟସ ଆୟରଙ୍କୁ ସମ୍ପ୍ରତି ଭାରତୀୟ ଟି-୨୦ ଦଳର ଅଧିନାୟକ ଦାୟିତ୍ୱ ଦିଆଯାଇଛି। ବର୍ତ୍ତମାନ, ସେ ମୁମ୍ବାଇର ହାଇକଷ୍ଟ ୱାର୍ଲି ଅଞ୍ଚଳରେ ଏକ ବିଳାସପୂର୍ଣ୍ଣ ଆପାର୍ଟମେଣ୍ଟ ଭଡା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri