ସ୍ବାଧୀନତା ଦିବସ ପାଇଁ ତଦାରଖ କଲେ ବିଡିଓ: ଛାତ୍ରୀଛାତ୍ରଙ୍କ ପ୍ରତିଯୋଗିତା-ଚୟନକୁ ଗୁରୁତ୍ୱ

ଦାରିଙ୍ଗବାଡି,୧୧।୮(ଅରୁଣ ସହୁ):ଆସନ୍ତା ଶନିବାର ସ୍ବାଧୀନତା ଦିବସ ପାଳନ ହେବ। ଏଥିପାଇଁ ଚାରିଆଡେ ଏବେ ଜୋରଦାର ପ୍ରସ୍ତୁତି ଚାଲିଛି। ଏହି ପ୍ରରିପ୍ରେକ୍ଷୀରେ କନ୍ଧମାଳ ଜିଲା ଦାରିଙ୍ଗବାଡି ହେଲିପ୍ୟାଡ଼ ପଡିଆରେ ବ୍ଲକସ୍ତରୀୟ ସ୍ବାଧୀନତା ଦିବସ ପାଳନ କରାଯିବ। ସେଥିପାଇଁ ସ୍ଥାନୀୟ ପ୍ରଶାସନ ପକ୍ଷରୁ ଜୋରଦାର ପ୍ରସ୍ତୁତି କରାଯିବା ସହ ମଙ୍ଗଳବାର ସକାଳ ସମୟରେ ବିଡ଼ିଓ ପ୍ରୀତିରଞ୍ଜନ ରଥ, କନିଷ୍ଠ ଯନ୍ତ୍ରୀ ଧିରେନ ସେଠି ପରେଡ ପଡିଆରେ ପହଞ୍ଚି ସ୍ଥିତି ପରଖିଛନ୍ତି। ଏବେ ଅଞ୍ଚଳରେ ବର୍ଷା ଲାଗିରହିଛି। ଫଳରେ ପରେଡ ପଡିଆ କର୍ଦ୍ଧମାକ୍ତ ହୋଇପଡିଛି। ତାକୁ ମରାମତି କରାଯିବାକୁ ବିଡ଼ିଓ ନିର୍ଦ୍ଦେଶ ଦେଇଛନ୍ତି।
ସେହିପରି ମଞ୍ଚ ମରାମତି, ବାରିକେଟ ନିର୍ମାଣ ଓ ଅନ୍ୟାନ କାର୍ଯ୍ୟର ତଦାରଖ କରିଛନ୍ତି ବିଡ଼ିଓ। ଏହି ଦିବସ ପାଳନ ପୁର୍ବରୁ ବ୍ଲକସ୍ତରୀୟ ପ୍ରତିଯୋଗିତା ଅନୁଷ୍ଠିତ କରାଯାଉଛି। ଯେଉଁ ସବୁ ଛାତ୍ରୀଛାତ୍ର ପ୍ରତିଯୋଗିତାରେ କୃତିତ୍ୱ ଅର୍ଜନ କରିବେ ସେମାନଙ୍କୁ ସ୍ବାଧୀନତା ଦିବସ ପାଳନ ସମୟରେ ପୁରସ୍କୃତ କରାଯିବ ବୋଲି ବିଡ଼ିଓ କହିଛନ୍ତି।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ତ୍ରିରଙ୍ଗା ଧରିଲେ ମୋଦି: ପାଦରେ ଚାଲି ଚାଲି ସଂସଦ ଅଭିମୁଖେ ଯାତ୍ରା

ନୂଆଦିଲ୍ଲୀ,୧୧।୮: ସଂସଦର ମୌସୁମୀ ଅଧିବେଶନ ମଧ୍ୟରେ ପ୍ରଧାନମନ୍ତ୍ରୀ ମୋଦିଙ୍କ ଏନଡିଏ ଏମ୍‌ପିଙ୍କ ସମାବେଶରେ ଭାଷଣ ଦେବା ପୂର୍ବରୁ ଆଜି ତ୍ରିରଙ୍ଗା ଉତ୍ତୋଳନ କରାଯାଇଥିଲା। ‘ବନ୍ଦେ ମାତରମ’ ଧ୍ୱନି…

ଡାକ୍ତରଙ୍କ ଭୁଲ ଇଞ୍ଜେକ୍ସନ ପାଇଁ କଲେଜ ଛାତ୍ରୀ ମୃତ୍ୟୁ: ଅଭିଯୋଗ ଆଣିଲେ ପରିବାର ଲୋକେ

ଭାପୁର,୧୧।୮ (ପ୍ରଭାତ ବରାଡ): ଫତେଗଡ ଥାନା ଅନ୍ତର୍ଗତ ଗୋଳାପୋଖରୀ ପଞ୍ଚାୟତ ଅଧୀନ ଗୋଳାପୋଖରୀ ଗ୍ରାମର ଗୋପାଳ ବେହେରାଙ୍କ ଝିଅ ସନ୍ତୋଷୀ ବେହେରାଙ୍କ (୧୮) ଭାପୁର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ…

ଅଜିଙ୍କ୍ୟ ରାହାଣେଙ୍କ ସନ୍ନ୍ୟାସରେ ଚକିତ ହୋଇଯାଇଥିଲେ ସଚିନ! ଦୁହିଁଙ୍କ କଥାବାର୍ତ୍ତାର ହେଲା ଖୁଲାସା

ନୂଆଦିଲ୍ଲୀ, ୧୧।୮: ଗତ କିଛି ସପ୍ତାହ ଧରି ଅଜିଙ୍କ୍ୟ ରାହାଣେ ବେଶ ଚର୍ଚ୍ଚାରେ ଅଛନ୍ତି। ଗତ ଜୁଲାଇ ୩୦ ତାରିଖରେ ସେ ଅବସର ଘୋଷଣା କରିଥିଲେ। ଏହାସହ…

CJP ପ୍ରତିଷ୍ଠାତା ଅଭିଜିତ ଦୀପକେଙ୍କ ବଡ଼ ଘୋଷଣା: ୧୫ ଅଗଷ୍ଟରେ ହେବ… ଶୁଣିକି ସରକାର ଛାନିଆ

ନୂଆଦିଲ୍ଲୀ, ୧୧।୮: କକ୍ରୋଚ ଜନତା ପାର୍ଟି (ସିଜେପି.) NEET ପେପର୍‌ ଲିକ୍‌ ବିରୋଧୀ ଆନ୍ଦୋଳନର ସଫଳତାରୁ ପ୍ରେରଣା ପାଇ ଏକ ନୂତନ ଆନ୍ଦୋଳନ ଆରମ୍ଭ କରିବାକୁ ଯାଉଛି।…

ଛାତ୍ରଙ୍କ ଉପରେ ଲାଠିଚାର୍ଜ ପ୍ରତିବାଦରେ ଭାଜପାର ବଡ଼ ଘୋଷଣା: ଆଜି ବନ୍ଦ ରହିବ…

ନୂଆଦିଲ୍ଲୀ, ୧୧।୮: ଝାଡ଼ଖଣ୍ଡ ଆଜି ବନ୍ଦ ରହିବ, କାରଣ ଭାଜପା ପ୍ରଦର୍ଶନକାରୀ ଛାତ୍ରମାନଙ୍କୁ ଲାଠିଚାର୍ଜ ଏବଂ ଅଶ୍ରୁଗ୍ୟାସ ଆକ୍ରମଣ କରାଯିବା ପ୍ରତିବାଦରେ ବନ୍ଦ ଆହୱାନ କରିଛି। ଏହି…

କୋଣ ଅନୁକୋଣରେ ପହଞ୍ଚିବ କୃମି ନାଶକ ବଟିକା: ଲୋକଙ୍କୁ କରାଯିବ ସଚେତନ

ମହାକାଳପଡ଼ା,୧୧ା୮(ପ୍ରତାପ ଚନ୍ଦ୍ର ସ୍ବାଇଁ):କେନ୍ଦ୍ରାପଡ଼ା ଜିଲା ମହାକାଳପଡା ବ୍ଲକ ବାୟାବାବା କଲେଜ ସଭାଗୃହଠାରେ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ପକ୍ଷରୁ ଜାତୀୟ କୃମି ନାଶକ ଦିବସ ସୋମବାର ପାଳିତ ହୋଇଯାଇଛି। ଏହି…

ବାଲିଘାଟରୁ ଶ୍ରମିକଙ୍କ ଗଳିତ ମୃତଦେହ ଉଦ୍ଧାର ଘଟଣା : ଚାଳକଙ୍କୁ ଗିରଫ କରି କୋର୍ଟଚାଲାଣ କଲା ପୋଲିସ

ଦେବଗଡ,୧୧ା୮(ଶଶାଙ୍କ ଶେଖର ଝାଙ୍କର): ବାରକୋଟ ବ୍ଲକ ସିଂହଶାଳ ଗ୍ରାମ ପଂଚାୟତର ଚଟିଆପାଲି ବାଲିଘାଟରୁ ଶ୍ରମିକଙ୍କ ମୃତଦେହ ଉଦ୍ଧାର ଘଟଣାରେ ବାରକୋଟ ଥାନା ପୋଲିସ ଏକ ହତ୍ୟା ମାମଲା…

ଗଞ୍ଜାମ ମହାବିଦ୍ୟାଳୟ ସମ୍ମିଳନୀ କକ୍ଷ ଉଦଘାଟନ ଫଳକରେ ନାହିଁ ଏମପିଙ୍କ ନାମ, ତେଜିଲା ଅସନ୍ତୋଷ

ଗଞ୍ଜାମ,୧୧।(ବିଦ୍ୟାଧର ସାହୁ ): ଗଞ୍ଜାମ ମହାବିଦ୍ୟାଳୟ ପ୍ରତିଷ୍ଠା ଦିବସରେ ଉଦଘାଟନ ହୋଇଥିବା ନୂତନ ସମ୍ମିଳନୀ କକ୍ଷର ଫଳକରେ ବ୍ରହ୍ମପୁର ଏମପିଙ୍କ ନାମ ନଥିବା ନେଇ ଚର୍ଚ୍ଚା ଜୋର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri