Posted inଜାତୀୟ

କେନ୍ଦ୍ରର ଗତିବିଧି ଉପରେ ରୁହନ୍ତୁ ସାବଧାନ: ଓଓ୍ବାଇସି

ନୂଆଦିଲ୍ଲୀ,୨।୧: ରାମ ମନ୍ଦିରର ଉଦଘାଟନ ଦିନ ଯେତିକି ପାଖେଇ ଆସୁଛି ରାଜନୈତିକ ବାକ୍‌ଯୁଦ୍ଧ ମଧ୍ୟ ବଢୁଛି। ଅଲ ଇଣ୍ଡିଆ ମଜଲିସ-ଇ-ଇଥାହାଦୁଲ ମୁସଲିମନ (ଏଆଇଏମଆଇଏମ) ସଭାପତି ଅସଦୁଦ୍ଦିନ ଓୱାଇସି ମୁସଲିମ ସମ୍ପ୍ରଦାୟର ଯୁବକମାନଙ୍କୁ ଭାଜପା ନେତୃତ୍ୱାଧୀନ କେନ୍ଦ୍ର ଦ୍ୱାରା କରାଯାଉଥିବା କାର୍ଯ୍ୟକଳାପରୁ ସାବଧାନ ରହିବାକୁ ନିବେଦନ କରିଛନ୍ତି।
ବାବ୍ରି ମସଜିଦ ବିଷୟରେ ଆସାଦୁଦ୍ଦିନ ଓୱାଇସି କହିଛନ୍ତି, ଗତ ୫୦୦ ବର୍ଷ ଧରି ଯେଉଁଠାରେ ପବିତ୍ର କୁରାନ ପଢାଯାଇଥିଲା ସେହି ସ୍ଥାନ ଆଉ ସେମାନଙ୍କ ହାତରେ ନାହିଁ। ଆମେ ଆମର ମସଜିଦ ହରାଇଛୁ ଏବଂ ସେଠାରେ କଣ କରାଯାଉଛି ଆପଣ ଦେଖୁଛନ୍ତି। ଦିଲ୍ଲୀର ସୁବର୍ଣ୍ଣ ମସଜିଦ (ଗୋଲଡେନ ମସଜିଦ) ସମେତ ଆହୁରି ତିନି-ଚାରିଟି ମସଜିଦ ବିଷୟରେ ଏକ ଷଡଯନ୍ତ୍ର ଚାଲିଛି। ବହୁ ବର୍ଷର ପରିଶ୍ରମ ପରେ ଆମେ ଆଜି ଆମର ସ୍ଥିତି ହାସଲ କରିଛୁ। ତେଣୁ ଯୁବ ମୁସଲମାନମାନଙ୍କୁ ଏହି ଜିନିଷ ପ୍ରତି ଧ୍ୟାନ ଦେବାକୁ ପଡିବ। ସେମାନଙ୍କୁ ସଜାଗ ଏବଂ ଏକଜୁଟ ରହିବାକୁ ପଡିବ। ମସଜିଦଗୁଡିକୁ ନିଜ ଅଧୀନରେ ରଖନ୍ତୁ, କାରଣ ଏହି ମସଜିଦଗୁଡିକ ଆମଠାରୁ ଛଡ଼ାଯାଇପାରେ।

 

 

 


Enter your email to get our daily news in your inbox.

All Right Reserved By Dharitri.Com

ଏହିସବୁ ବ୍ୟକ୍ତିଙ୍କୁ ମିଳିବ ମାଗଣା ରେଳ ସେବା: ରେଳ ବିଭାଗର ବଡ଼ ଘୋଷଣା

ନୂଆଦିଲ୍ଲୀ,୨୬।୩: ପ୍ରତିରକ୍ଷା ସାହସିକତା ପୁରସ୍କାର ବିଜେତା ଓ ପରିବାରଙ୍କ ପାଇଁ ଖୁସିଖବର। ରେଳ ବିଭାଗ ପକ୍ଷରୁ ଗୁରୁବାର ଏକ ବଡ଼ ଘୋଷଣା କରାଯାଇଛି। ସାହସିକତା ପୁରସ୍କାର ପ୍ରାପ୍ତଙ୍କୁ…

ଯୁଦ୍ଧ ରୋକିବା ପାଇଁ ଭାରତ ଉପରେ କାହିଁକି ନିର୍ଭର କରୁଛି ଇରାନ? ଜାଣନ୍ତୁ ୫ କାରଣ

ନୂଆଦିଲ୍ଲୀ,୨୬।୩: ଗତକାଲି ନୂଆଦିଲ୍ଲୀରେ ଦେଇଥିବା ବିବୃତ୍ତିରେ, ଇରାନ ରାଷ୍ଟ୍ରଦୂତ ମହମ୍ମଦ ଫଥାଲି ଇରାନ-ଇସ୍ରାଏଲ ବିବାଦରେ ଭାରତକୁ ଏକ ନିର୍ଭରଯୋଗ୍ୟ ମଧ୍ୟସ୍ଥି ଭାବରେ ବର୍ଣ୍ଣନା କରିଥିଲେ, ଯାହା ମଧ୍ୟପ୍ରାଚ୍ୟରେ…

ଜଳଖିଆ ହେଲା କାଳ! ଝାଡାବାନ୍ତି ପରେ ହସ୍ପିଟାଲରେ ୧୯ଛାତ୍ରୀଛାତ୍ର

ସୁନ୍ଦରଗଡ,୨୬।୩(ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡ ସଦର ବ୍ଲକ ଅନ୍ତର୍ଗତ ଲହଣ୍ଡାବୁଡ ପଞ୍ଚାୟତ ହାଇସ୍କୁଲ ର ୧୯ଜଣ ଛାତ୍ରୀଛାତ୍ର ଝାଡାବାନ୍ତିରେ ଆକ୍ରାନ୍ତହୋଇ ଡାକ୍ତରଖାନାରେ ଭର୍ତ୍ତି ହୋଇଛନ୍ତି । ଅସୁସ୍ଥଙ୍କ…

ସାଇକେଲରେ ବିଦ୍ୟାଳୟ ଯାଉଥିଲେ ଦୁଇ ଛାତ୍ର, ପାଚେରିରେ ପିଟି ହୋଇ…

ମୋହନା,୨୬ା୩(ମନ୍ମଥ ମିଶ୍ର): ସାଇକେଲରେ ବିଦ୍ୟାଳୟକୁ ଯିବା ବେଳେ ପାଚେରିରେ ପିଟି ହୋଇ ଦୁଇ ଛାତ୍ର ଗୁରୁତର ହୋଇଛନ୍ତି। ଏଭଳି ଅଭାବନୀୟ ଘଟଣା ଦେଖିବାକୁ ମିଳିଛି ଗଜପତି ଜିଲା…

କୋଲକାତାରେ ନିର୍ବାଚନ ପୂର୍ବରୁ ରକ୍ତପାତ! TMC କାର୍ଯ୍ୟକର୍ତ୍ତାଙ୍କୁ ହତ୍ୟା

କୋଲକାତା,୨୬।୩: ପଶ୍ଚିମବଙ୍ଗର ରାଜଧାନୀ କୋଲକାତାରେ ନିର୍ବାଚନ ପୂର୍ବରୁ ହିଂସାର ଆଉ ଏକ ଘଟଣା ସାମ୍ନାକୁ ଆସିଛି। ବୁଧବାର ବିଳମ୍ବିତ ରାତିରେ, ଫୁଲବାଗାନ ଅଞ୍ଚଳର ବାଘଜାତୀନରେ ତୃଣମୂଳ କଂଗ୍ରେସ…

ଏବେ ବିଶ୍ୱଯୁଦ୍ଧ ଥୟ! ଆମେରିକା ପରେ ଇରାନକୁ ଧମକ ଦେଲେ ୬ ଦେଶ, ଆଗକୁ…

ନୂଆଦିଲ୍ଲୀ,୨୬।୩: ମଧ୍ୟପ୍ରାଚ୍ୟରେ ଉତ୍ତେଜନା ବୃଦ୍ଧି ପାଉଥିବା ରିପୋର୍ଟ ମଧ୍ୟରେ, ସାଉଦି ଆରବ, କତାର, କୁୱେତ, ସଂଯୁକ୍ତ ଆରବ ଏମିରେଟ୍ସ, ବାହାରିନ ଏବଂ ଜୋର୍ଡାନ ମିଳିତ ଭାବରେ ଇରାନ…

ବଢ଼ିବନି ବିଧାୟକଙ୍କ ଦରମା: ଗୃହର ସବୁ ସଦସ୍ୟଙ୍କୁ ଚିଠି ଲେଖିଲେ…

ଭୁବନେଶ୍ୱର,୨୬।୩: ବିଧାନସଭାରେ ବିଧାୟକଙ୍କ ଦରମା ବୃଦ୍ଧି ବିଲ ପ୍ରତ୍ୟାହାର ନେଇ ପ୍ରକ୍ରିୟା।ଏନେଇ ବିଧାନସଭା ସଚିବଙ୍କ ପକ୍ଷରୁ ଗୃହର ସବୁ ସଦସ୍ୟଙ୍କୁ ଚିଠି ଲେଖାଯାଇଛି। ସଂସଦୀୟ ମନ୍ତ୍ରୀ ମୁକେଶ…

ଏପ୍ରିଲ ୧ରୁ ବଢିବ ଏହି ସବୁ ଔଷଧର ମୂଲ୍ୟ: ପାରାସିଟାମଲଠାରୁ ଆଣ୍ଟିବାୟୋଟିକ ପର୍ଯ୍ୟନ୍ତ….

ନୂଆଦିଲ୍ଲୀ,୨୬।୩: ୧ ଏପ୍ରିଲ, ୨୦୨୬ ଠାରୁ, ଯନ୍ତ୍ରଣା ନିବାରକ, ଆଣ୍ଟିବାୟୋଟିକ ଏବଂ ଜ୍ୱର ହ୍ରାସକାରୀ ଔଷଧର ମୂଲ୍ୟ ବୃଦ୍ଧି ପାଇବ। ଜାତୀୟ ଔଷଧ ମୂଲ୍ୟ ନିର୍ଦ୍ଧାରଣ କର୍ତ୍ତୃପକ୍ଷ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri