ସାବଧାନ! ହେଲ୍‌ମେଟ ଘରକୁ କରୋନା ଆଣୁନାହିଁ ତ

ଆପଣଙ୍କ ହେଲମେଟ ଘରକୁ କରୋନା ଭାଇରସ୍‌ ଆଣୁ ନାହିଁ ତ? ଏହି ପ୍ରଶ୍ନ ଶୁଣି ଆପଣ ଟିକେ ଅଜବ ଅନୁଭବ କରିପାରନ୍ତି, କିନ୍ତୁ ବର୍ତ୍ତମାନ ଏହି ପ୍ରଶ୍ନଟି ଆପଣ ଏବଂ ଆପଣଙ୍କ ପରିବାରର ସୁରକ୍ଷା ପାଇଁ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ। ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ପ୍ରାୟ ୬.୫ଲକ୍ଷରେ ପହଞ୍ଚିଛି। ଏଭଳି ପରିସ୍ଥିତିରେ ଟିକିଏ ଅବହେଳା ଅତ୍ୟନ୍ତ ମହଙ୍ଗା ପଡ଼ିପାରେ। ତେବେ ଜାଣନ୍ତୁ ଏ ସମ୍ପର୍କରେ…


ମାସ୍କ ହେଉ କି ହେଲ୍‌ମେଟ ଆପଣଙ୍କୁ ସଂକ୍ରମିତ ବ୍ୟକ୍ତିଙ୍କ ସଂସ୍ପର୍ଶରେ ଆସିବାକୁ ନିଶ୍ଚିତ ରୋକିପାରେ। ମାତ୍ର ଯେତେବେଳେ ଦରକାର ପଡ଼େ ଆପଣଙ୍କ(ବନ୍ଧୁ, ସହକର୍ମୀ କିମ୍ବା ପରିବାର ସଦସ୍ୟ) ଆପଣ ଚଳାଉଥିବା ଦୁଇ ଚକିଆ ଯାନ ବ୍ୟବହାର କରିବାକୁ ମାଗିଥାନ୍ତି। ଏକ ଛୋଟ ଉଦାହରଣ, ଯଦି ଆପଣଙ୍କ ବନ୍ଧୁ ଅସୁବିଧାରେ ପଡ଼ି କିଛି ସମୟ ପାଇଁ ବାଇକ୍‌ କିମ୍ବା ସ୍କୁଟର ମାଗନ୍ତି ତେବେ ଆପଣ ମନା କରିପାରିନ୍ତିନି। ତାଙ୍କୁ ଦେଇଥାନ୍ତି। ଏହି ସମୟରେ ଆପଣଙ୍କୁ ହେଲମେଟ୍‌ ମଧ୍ୟ ଦେବାକୁ ପଡ଼ିବ।

ତେବେ ବର୍ତ୍ତମାନ ଦେଶରେ କରୋନା ଦ୍ରୁତ ଗତିରେ ବୃଦ୍ଧି ପାଉଛି। ଆଉ ଏହି ପରିସ୍ଥିତିରେ ଆପଣ ହେଲମେଟ୍‌ ଅନ୍ୟ ଜଣକୁ ଦେବା ବିପଜ୍ଜନକ ନୁହେଁ କି? କାରଣ ଆପଣ ଜାଣି ନାହାନ୍ତି କି ସାମ୍ନାରେ ଥିବା ବ୍ୟକ୍ତି କରୋନା ଦ୍ୱାରା ସଂକ୍ରମିତ ହୋଇଛନ୍ତି କି ନାହିଁ। ଅର୍ଥାତ୍‌ ସେହି ବ୍ୟକ୍ତି ମଧ୍ୟ ଜାଣିନାହାନ୍ତି ଆପଣ ସଂକ୍ରମିତ ହୋଇଛନ୍ତି କି ନାହିଁ? ତେଣୁ କରୋନା ସମୟରେ କାହାଠାରୁ ହେଲ୍‌ମେଟ୍‌ ଆଣନ୍ତୁ ନାହିଁ କିମ୍ବା ଦିଅନ୍ତୁ ନାହିଁ। ଫଳରେ ଆପଣ ନିଜେ ସୁରକ୍ଷିତ ରହିବା ସହ ପରିବାର ସଦସ୍ୟମାନେ ମଧ୍ୟ ସୁରକ୍ଷିତ ରହିପାରିବେ।


Enter your email to get our daily news in your inbox.

All Right Reserved By Dharitri.Com

ଅପହରଣର ୬୫ ବର୍ଷ ପରେ ଘରକୁ ଫେରିଲେ ବୃଦ୍ଧା; ବର୍ତ୍ତମାନର ବୟସ ୮୦, କାହାଣୀ ଜାଣିଲେ…

ଲକ୍ଷ୍ନୌ,୧୫।୨: ଉତ୍ତର ପ୍ରଦେଶର ହରଦୋଇ ଜିଲାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି। ଯେତେବେଳେ ଜଣେ ୮୦ ବର୍ଷୀୟ ବୃଦ୍ଧା ତାଙ୍କ ପିତାମାତାଙ୍କ ଘରକୁ ଫେରିଲେ, ସେତେବେଳେ…

ଡିଜିଟାଲ ଯୁଗରେ ମନ୍ଦିରରେ ବସିଛନ୍ତି କ୍ୟାସଲେସ ଭିକାରୀ, କ୍ୟୁଆର କୋଡ୍ ସ୍କାନ କରି ପେମେଣ୍ଟ….

ପାରଳାଖେମୁଣ୍ଡି,୧୫।୨(ଗିରିଧାରୀ ପରିଛା): ଡିଜିଟାଲ ଯୁଗରେ ବର୍ତ୍ତମାନ ଭିକାରୀମାନେ ମଧ୍ୟ କ୍ୟାସଲେସ ବିଧି ଆପଣାଇଲେଣି । ଏପରି କିଛି ଭିଡିଓ ସୋସିଆଲ ମିଡିଆରେ ବେଶ୍ ଭାଇରାଲ୍ ହୋଇଥାଏ ।…

ପାକିସ୍ତାନ ଅଧିନାୟକଙ୍କ ମାଷ୍ଟରଷ୍ଟ୍ରୋକ୍‌ରେ ଫସିଲା ଭାରତ: ଖାତା ଖୋଲିବା ପୂର୍ବରୁ ଅଭିଷେକ ଆଉଟ୍

କଲମ୍ବୋ,୧୫।୨: ଟି-୨୦ ବିଶ୍ୱକପ୍‌ର ଗୁରୁତ୍ୱପୂର୍ଣ୍ଣ ମ୍ୟାଚରେ ଭାରତକୁ ଝଟକା ଦେବାରେ ସଫଳ ହୋଇଛି ପାକିସ୍ତାନ । ପାକିସ୍ତାନ ଅଧିନାୟକ ସଲମାନ ଅଲି ଆଘାଙ୍କ ଏକ ଚତୁର ରଣନୀତି…

ଶିବ ସନ୍ଦେଶ ଅଭିଯାନ ରଥ ପରିଭ୍ରମଣ ଉଦଯାପିତ, ଆଧ୍ୟାତ୍ମିକ ଜ୍ଞାନ ସଂପର୍କରେ ଜନ ସମାଜକୁ…

ଭଞ୍ଜନଗର,୧୫।୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ରହ୍ମକୁମାରୀ ଇଶ୍ୱରୀୟ ବିଶ୍ଵବିଦ୍ୟାଳୟ ଶାଖା ପକ୍ଷରୁ ଗତ ୨ ତାରିଖରୁ ବାହାରିଥିବା ଶିବ ସନ୍ଦେଶ ଅଭିଯାନ ରଥ ପରିଭ୍ରମଣ କାର୍ଯ୍ୟକ୍ରମ…

ଏପ୍ରିଲରୁ ଲାଗୁ ହୋଇପାରେ ଭାରତ-ୟୁକେ ଚୁକ୍ତି, କଣ ଶସ୍ତା କଣ ମହଙ୍ଗା ହେବ ଜାଣନ୍ତୁ

ନୂଆଦିଲ୍ଲୀ,୧୫।୨: ଭାରତ ଏବଂ ୟୁକେ ମଧ୍ୟରେ ଜୁଲାଇ ୨୦୨୫ ରେ ସ୍ୱାକ୍ଷରିତ ହୋଇଥିବା ଭାରତ-ୟୁକେ ମୁକ୍ତ ବାଣିଜ୍ୟ ଚୁକ୍ତିନାମା ଏପ୍ରିଲ ୨୦୨୬ ରେ କାର୍ଯ୍ୟକାରୀ ହେବା ନେଇ…

ନୂଆ ଦାୟିତ୍ବ ଦେଲେ ନବୀନ, ଗଜପତି ଜିଲା ବିଜେଡି ମହିଳା ସଭାପତି ହେଲେ ସଂଯୁକ୍ତା ବେହେରା

ଗଜପତି,୧୫।୨(ଗିରିଧାରୀ ପରିଛା): ବିଜେଡି ସୁପ୍ରିମୋ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଜପତି ଜିଲା ମହିଳା ବିଜେଡି ସଭାପତି ଭାବେ ସଂଯୁକ୍ତା ବେହେରାଙ୍କୁ ମନୋୟନ କରିଛନ୍ତି ।…

କଣ୍ଠଶିଳ୍ପୀ ଗୀତା ପଟ୍ଟନାୟକଙ୍କ ପରଲୋକ, କଟକର ଏକ ଘରୋଇ ହସ୍ପିଟାଲ୍‌ରେ ଦେହାନ୍ତ

କଟକ,୧୫ା୨:  ଓଡ଼ିଶାର ସୁନାମଧନ୍ୟ କଣ୍ଠଶିଳ୍ପୀ ଗୀତା ପଟ୍ଟନାୟକଙ୍କ ପରଲୋକ । କଟକର ଏକ ଘରୋଇ ହସ୍ପିଟାଲ୍‌ରେ ଚିକିତ୍ସାଧୀନ ଅବସ୍ଥାରେ ଦେହାନ୍ତ ହୋଇଥିବା ସୂଚନା ରହିଛି । ଗତ…

ନକଲି ମାଓବାଦୀ ପୋଷ୍ଟର ମାମଲାରେ ଦୁଇ ଗିରଫ, ସ୍କାନରରେ ଅଛନ୍ତି….

ରାୟଗଡ଼ା,୧୫/୨(ଆଶିଷ ରଞ୍ଜନ ପଣ୍ଡା): ରାୟଗଡାରୁ ଦୁଇ ନକଲି ମାଓବାଦୀଙ୍କୁ ଗିରଫ କରିଛି ରାୟଗଡ଼ା ପୋଲିସ । ଏହି ଦୁଇଜଣଙ୍କ ମଧ୍ୟରୁ ଜଣେ ସାମ୍ବାଦିକ ଓ ଅନ୍ୟଜଣେ ବଳୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri