କାନରେ ଇୟରଫୋନ୍‌ ବ୍ୟବହାର କରୁଛନ୍ତି କି, ହୋଇଯାନ୍ତୁ ସାବଧାନ

ଅଧିକାଂଶ ଲୋକ କାନରେ ଇଅରଫୋନ ଲଗାଇ କଥା ହେବା କିମ୍ବା ଗୀତ ଶୁଣିବା ନିତିଦିନିଆ ଅଭ୍ୟାସ। କିନ୍ତୁ ଏହା କାନ ପାଇଁ ଯେ କେବେ କ୍ଷତିକାରକ ତାହା ସେମାନଙ୍କୁ ଜଣା ନ ଥାଏ। ଦୀର୍ଘ ସମୟ ଧରି ଇଅରଫୋନ ବ୍ୟବହାର କରିବା ଦ୍ବାରା କାନ ଉପରେ ଖରାପ ପ୍ରଭାବ ପଡେ। ଯଦି ଫୁଲ ଭଲ୍ୟୁମ ଅର୍ଥାତ ୭୫ରୁ ୮୫ ଡେସିବଲ ଶବ୍ଦରେ ଗୀତ ଶୁଣାଯାଏ ତେବେ ସ୍ଥାୟୀ କିମ୍ବା ଅଧା କାଲା ହେବାର ସମସ୍ୟା ଦେଖାଯାଏ। ଏଭଳି ଭାବେ ଲଗାତର ୩ରୁ ୪ ଘଣ୍ଟା ଇଅରଫୋନ ବ୍ୟବହାର କଲେ କାନକୁ ଅଧିକ କ୍ଷତି ପହଞ୍ଚିଥାଏ। ଏକ ଗବେଷଣାରୁ ଜଣାପଡିଛି ଯେ ଇଅରଫୋନ୍‌ ବ୍ୟବହାର ସବୁବେଳେ ୭୫ ଡେସିବଲ ଶବ୍ଦରେ କରିବା ଉଚିତ। ଅଧ ଘଣ୍ଟାରୁ ଏକ ଘଣ୍ଟା ପର୍ଯ୍ୟନ୍ତ ଇଅରଫୋନ ବ୍ୟବହାର କରନ୍ତୁ। ଏହାଠାରୁ ଅଧିକ ସମୟ ଇଅରଫୋନ ବ୍ୟବହାର କଲେ କାନ ପରଦା ନଷ୍ଟ ହେବାର ଆଶଙ୍କା ରହିଛି। ଲଗାତର ଇଅରଫୋନ ବ୍ୟବହାର କରିବା ଦ୍ବାରା ଶୁଣିବା କ୍ଷମତା ୪୦ରୁ ୫୦ ଡେସିବଲ ପର୍ଯ୍ୟନ୍ତ କମ ହୋଇଯାଏ।


Enter your email to get our daily news in your inbox.

All Right Reserved By Dharitri.Com

ମୁଖ୍ୟମନ୍ତ୍ରୀ ହେବା ପରେ ପ୍ରଥମଥର ପ୍ରଧାନମନ୍ତ୍ରୀଙ୍କୁ ଭେଟି ଏମିତି ଅପିଲ କରିଦେଲେ ବିଜୟ, ଦେଖିକି ରହିଗଲେ …

ନୂଆଦିଲ୍ଲୀ,୨୮।୫: ତାମିଲନାଡୁରେ କ୍ଷମତା ଗ୍ରହଣ କରିବା ପରେ, ମୁଖ୍ୟମନ୍ତ୍ରୀ ସି. ଜୋସେଫ ବିଜୟ ବୁଧବାର ପ୍ରଥମ ଥର ପାଇଁ ଜାତୀୟ ରାଜଧାନୀ ନୂଆଦିଲ୍ଲୀରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ…

ଗାଁ ମୁହାଁ ହାତୀ: ଭୟରେ ଗାଁ ଲୋକେ

ବାଙ୍କୀ,୨୮/୫(ଶୁଭେନ୍ଦୁ ମହାପାତ୍ର): କଟକ ଜିଲା ବାଙ୍କୀ ଉପଖଣ୍ଡ ଜାତ ମୁଣ୍ଡିଆଠାରେ କାଲି ରାତିରୁ ୪ ଟିକିଆ ହାତୀପଲ ବୁଲୁଥିବା ଦେଖି ଅଞ୍ଚଳବାସୀ ଭାୟଭୀତ ଅବସ୍ଥାରେ ଅଛନ୍ତି ।…

ପ୍ରଦ୍ୟୁମ୍ନଙ୍କୁ ମନ୍ତ୍ରୀ ପଦ ଦେବାକୁ ବଢ଼ୁଛି ଅନୁରୋଧ: ଗଞ୍ଜାମରୁ ୨ ଜଣକୁ ଗୁରୁତ୍ୱପୂର୍ଣ୍ଣ ଦାୟିତ୍ୱ ମିଳିବା ସମ୍ଭାବନା

ଭଞ୍ଜନଗର,୨୮।୫(ବାବୁଲା ପ୍ରଧାନ): ଦୀର୍ଘ ୧୦ ମାସର ନୀରବତା ପରେ ପୁଣି ରାଜ୍ୟ ମନ୍ତ୍ରୀମଣ୍ଡଳରେ ଖାଲିଥିବା ୬ ମନ୍ତ୍ରୀ ପଦବୀ ପୂରଣ ସହ କିଛି ପୁରୁଣା ମନ୍ତ୍ରୀଙ୍କ ପଦବୀ…

ଇରାନ ଉପରେ ବଡ଼ ଆକ୍ରମଣ କଲା ଆମେରିକା: ଖସାଇଲା ଡ୍ରୋନ୍‌

ଓ୍ବାଶିଂଟନ୍‌,୨୮।୫: ଆମେରିକୀୟ ସେନା ପୁଣି ଥରେ ଇରାନରେ ବଡ଼ ଧରଣର ସାମରିକ ଆକ୍ରମଣ କରିଛି। ଆମେରିକୀୟ ଅଧିକାରୀଙ୍କ ଅନୁଯାୟୀ, ଏହି ରାତାରାତି ଆକ୍ରମଣ ସେହି ସାମରିକ ଘାଟିଗୁଡ଼ିକୁ…

କାଳବୈଶାଖୀର ପ୍ରଭାବରେ ଉଡିଲା ଛପର: ୧୪ ଘଣ୍ଟା ହେଲା ବିଦ୍ୟୁତ-ମୋବାଇଲ ସେବା ଅଚଳ

ଦାରିଙ୍ଗବାଡି, ୨୮।୫ (ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଅଞ୍ଚଳରେ କାଳ ବୈଶାଖୀର ପ୍ରଭାବରେ ପ୍ରଭାବିତ ହୋଇଛି। ବ୍ଲକ ଅଞ୍ଚଳର ସିମନବାଡି ସମେତ କିରିକୁଟି, ତିଲୋରୀ, ବୁଡ଼ାଗୁଡା,…

ବିଧାୟିକାଙ୍କ ଫଣ୍ଡକୁ ଖର୍ଚ୍ଚ କରିବାରେ ବ୍ଲକ ପ୍ରଶାସନର ବିଳମ୍ବ: ବିଜେଡି କର୍ମୀଙ୍କୁ ଅଣଦେଖା

କେସିଙ୍ଗା,୨୮।୫(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା ନର୍ଲା ନିର୍ବାଚନ ମଣ୍ଡଳୀର ବିଧାୟିକା ମନୋରମା ମହାନ୍ତି କେସିଙ୍ଗା ବ୍ଳକ ଗସ୍ତକରି ନିଜ ନିର୍ବାଚନ ମଣ୍ଡଳୀ ଅଧୀନରେ ଥିବା କେସିଙ୍ଗା ବ୍ଳକର…

ବିମାନ ଯାତ୍ରୀଙ୍କୁ ଝଟ୍‌କା! ୨୨% ଘରୋଇ ଉଡ଼ାଣ ବନ୍ଦ କଲା ଏୟାର ଇଣ୍ଡିଆ

ନୂଆଦିଲ୍ଲୀ,୨୮ା୫: ଇନ୍ଧନ ମୂଲ୍ୟ ଅତ୍ୟଧିକ ବୃଦ୍ଧି ଯୋଗୁ କ୍ଷତିରେ ଚାଲୁଥିବା ଏୟାର ଇଣ୍ଡିଆ ଏହାର ଘରୋଇ ବିମାନ ଉଡ଼ାଣ ଅସ୍ଥାୟୀ ଭାବେ ୨୨ ପ୍ରତିଶତ ହ୍ରାସ କରିଛି।…

ରାସ୍ତା ନ ଥିବାରୁ ୩ କିମି ଷ୍ଟ୍ରେଚରରେ ବୁହାହେଲେ ଗର୍ଭବତୀ ମହିଳା: ପ୍ରଶଂସା ସାଉଁଟିଲେ ଆମ୍ବୁଲାନ୍ସ କର୍ମଚାରୀ

କେସିଙ୍ଗା/ଖପ୍ରାଖୋଲ,୨୮/୫(ତୁମେଶ୍ୱର ସାହୁ/ଅଭୟ ତ୍ରିପାଠୀ): ଖପ୍ରାଖୋଲ ବ୍ଳକ ଅନ୍ତର୍ଗତ ଜାନିପଡା ପାହାଡ଼ ପାଖରେ ରହୁଥିବା ରୋହିତ ଧରୂଆଙ୍କ ସ୍ତ୍ରୀ ସୀମା ମାଝୀଙ୍କ ଗର୍ଭଯନ୍ତ୍ରଣା ହେଉଥିବାରୁ ତାଙ୍କୁ ଡାକ୍ତରଖାନା ଆଣିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri