ଆଲକହଲ୍‌ ପିଉଛନ୍ତି କି, ହୋଇଯାନ୍ତୁ ସାବଧାନ: ନଚେତ୍‌ ହୋଇପାରେ ସାଂଘାତିକ…

ଅଧିକାଂଶ ମହିଳା ଆଲକହଲ୍‌ ପିଉଥିବା ଦେଖିବାକୁ ମିଳୁଛି । ହେଲେ ଆପଣ ଜାଣନ୍ତି କି ଏହା ନା କେବଳ କ୍ୟାନ୍‌ସର, ହୃଦ୍‌ରୋଗ ଏବଂ ଅନ୍ୟାନ୍ୟ ଘାତକ ରୋଗର ଆଶଙ୍କା ବୃଦ୍ଧି କରିଥାଏ ବରଂ ତ୍ୱଚା ପାଇଁ ମଧ୍ୟ ଏହା କ୍ଷତିକାରକ…

ଓ୍ବାଲର୍‌ଡ ହେଲ୍‌ଥ ଅର୍ଗାନାଇଜେଶନ (ଡବ୍ଲ୍ୟୁଏଚ୍‌ଓ) ପକ୍ଷରୁ ପ୍ରକାଶିତ ଏକ ରିପୋର୍ଟ ମୁତାବକ ଆଲ୍‌କହଲ୍‌ ଶରୀର ପାଇଁ କ୍ଷତିକାରକ। ଏହା ବିଭିନ୍ନ ସ୍ବାସ୍ଥ୍ୟ ସମସ୍ୟା ସୃଷ୍ଟି କରିଥାଏ। ଫଳରେ ତ୍ୱଚା କୁଣ୍ଡେଇହେବା, ଆଲର୍ଜି ଭଳି ସମସ୍ୟା ଦେଖାଦେଇଥାଏ। ଏହା ଡ୍ରାଏ ସ୍କିନ୍‌ ସମସ୍ୟା ସହ ଆଖି ଲାଲ୍‌ ପଡ଼ିବା ଏବଂ ଓଠ ଫାଟିବା ସମସ୍ୟାର ମୂଳ କାରଣ ସାଜିଥାଏ।
ଡବ୍ଲ୍ୟୁଏଚ୍‌ଓ ରିପୋର୍ଟ ମୁତାବକ ଦିନରେ ୧ ପେଗ୍‌ରୁ ଅଧିକ ଆଲ୍‌କହଲ୍‌ ପିଉଥିବା ମହିଳାଙ୍କ ଶରୀରର ରୋଗ ପ୍ରତିରୋଧକ ଶକ୍ତି କମିଯାଏ। ଫଳରେ ତ୍ୱଚାରେ ସହଜରେ ବିଭିନ୍ନ ରୋଗ ସଂକ୍ରମଣ ହୋଇଥାଏ। କେବଳ ଏତିକି ନୁହେଁ, ଏମାନଙ୍କ ତ୍ୱଚା ଅଧିକ ସମ୍ବେଦନଶୀଳ (ସେନ୍‌ସିଟିଭ୍‌) ଥିବାରୁ କ୍ୟାନ୍‌ସର ଆଶଙ୍କା ବଢ଼ିଯାଏ।
ଆଲ୍‌କହଲ୍‌ ପିଇବା ଯୋଗୁ ଅନେକଙ୍କଠାରେ ନିଦ୍ରାହୀନତା ଦେଖାଯାଏ। ତ୍ୱଚାରେ ଲାଲ୍‌ ହୋଇ ଫଳିଯିବା, ଆଖିତଳ କଳା ପଡ଼ିବା, ମୁହଁ ଫୁଲିଯିବା ଭଳି ଲକ୍ଷଣ ଦେଖାଦିଏ।
ଏମାନଙ୍କଠାରେ ଅଧିକାଂଶ ସମୟରେ ହାଇବ୍ଲଡ୍‌ପ୍ରେସର ଏବଂ ନିଦ୍ରାହୀନତା ସମସ୍ୟା ଦେଖାଦେଇଥାଏ। କମ୍‌ ଶୋଇବା କାରଣରୁ ଆଖିତଳେ ଡାର୍କ ସର୍କଲ, ଏଜ୍‌ ଲାଇନ, ରିଙ୍କଲ୍‌ ମାର୍କ, ସ୍କିନ୍‌ ଟୋନ୍‌ ଡାର୍କ ହେବା ଭଳି ସମସ୍ୟା ଦେଖାଦିଏ।
ଆଲ୍‌କହଲ୍‌ ଶରୀରରେ ଅଧିକ ହିଷ୍ଟାମାଇନ୍‌ ନିର୍ଗତ କରିଥାଏ। ତେଣୁ ତ୍ୱଚାର ତଳଭାଗରେ ଥିବା ବ୍ଲଡ୍‌ ଭେଜେଲ୍‌ ଫୁଲିଯାଇଥାଏ। ଫଳରେ ମୁହଁ ଓ ପୂରା ଶରୀର ମୋଟା ଦେଖାଯାଏ।

 

Dharitri is Odisha’s No.1 most trusted Odia daily

 


Enter your email to get our daily news in your inbox.

All Right Reserved By Dharitri.Com

କଳଙ୍କ, କନ୍ଦଳରୁ କେବେ ମୁକୁଳିବ କଂଗ୍ରେସ

ଭୁବନେଶ୍ୱର, ୨୦|୧ (ରବିନାରାୟଣ ଜେନା):  ରାଜ୍ୟରେ ଗୋଟିଏ ପରେ ଗୋଟିଏ ସାଧାରଣ ନିର୍ବାଚନ, ରାଜ୍ୟ ସଭା ନିର୍ବାଚନ, ଉପନିର୍ବାଚନ ଓ ଅନ୍ୟାନ୍ୟ ନିର୍ବାଚନ ଯାଉଛି ଏବଂ...

ଦ୍ରୁତ ହ୍ରାସ ପାଉଛି ଚାଇନା ଜନସଂଖ୍ୟା

ବେଜିଂ,୨୦ା୧(ପି.ଟି.): ୨୦୨୫ରେ ଚାଇନାରେ ଜନ୍ମହାର ୧୦ ବର୍ଷ ପୂର୍ବ ତୁଳନାରେ ୧୦ ନିୟୁତ ହ୍ରାସ ପାଇଥିବାବେଳେ କ୍ରମାଗତ ଚତୁର୍ଥ ବର୍ଷ ପାଇଁ ଜନସଂଖ୍ୟା ହ୍ରାସ ପାଇଛି।...

ବଢୁଛି ପାରଦ କମୁଛି ଶୀତ, ୨୪ ପର୍ଯ୍ୟନ୍ତ କୁହୁଡ଼ି

ଭୁବନେଶ୍ୱର,  ୨୦|୧  (ବନ୍ଦନା ସେଠୀ): ରାଜ୍ୟରେ ଏବେ ଋତୁ ବଦଳୁଛି । ରାତିରେ ଶୀତ କମିଥିବାବେଳେ ଦିନରେ ଖରାତାତି ବଢ଼ୁଛି । ତେବେ ଭୋର୍‌ ସମୟରେ...

ଭୁବନେଶ୍ବର ଏକ ନମ୍ବର ହାଟରେ ବଡ଼ ଧରଣର ଅଗ୍ନିକାଣ୍ଡ, ୪୦ ଦୋକାନ ଘର ପୋଡି ଧ୍ବଂସ

ଭୁବନେଶ୍ବର, ୨୦|୧ : ଭୁବନେଶ୍ବର ଏକ ନମ୍ବର ହାଟରେ ବଡ଼ ଧରଣର ଅଗ୍ନିକାଣ୍ଡ । ରାତି ଅଧରେ ହୁତୁହୁତୁ ହୋଇ ଜଳିଲା ହାଟ । ପ୍ରାୟ...

ଯୁବକଙ୍କୁ ଗୁଳି ମାଡ: ବାଇକରେ ଆସି ଫାୟାରିଂ କରି ଫେରାର୍‌ ହୋଇଗଲେ…

ଖୋର୍ଦ୍ଧା,୧୯।୧(ପ୍ରଭାତ ପାଣିଗ୍ରାହୀ): ଗୁଳି ମାଡରେ ଯୁବକଙ୍କ ମୃତ୍ୟୁ। ବେଗୁନିଆ ଥାନା ଅନ୍ତର୍ଗତ ପରିଛଳ ଜାମୁସହିରେ ଏହି ଘଟଣା ଘଟିଛି । ମୃତ ବ୍ୟକ୍ତିଙ୍କ ନାମ ବାସୁଦେବ...

ଅଞ୍ଚଳ ପାଇଁ ଗୌରବ ଆଣିଲେ ଗୋରା ସିଂ: OPSC ପରୀକ୍ଷାରେ ୬୩ତମ ର଼୍ୟାଙ୍କ ରଖି କୃତକାର୍ଯ୍ୟ

ଥୁଆମୂଳ ରାମପୁର,୧୯।୧(ଦୁର୍ଗା କିର୍ତ୍ତି): ଦୃଢ ଇଚ୍ଛାଶକ୍ତି ଓ ପରିଶ୍ରମ ଆଗରେ ହାର ମାନିଛି ଦାରିଦ୍ର୍ୟ। କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକର ସୁଯୋଗ୍ୟ ସନ୍ତାନ ଗୋରା...

ଆକ୍ସନ ମୋଡରେ ଯୋଗାଣ ନିରୀକ୍ଷକ: ଗାଁରେ ପହଞ୍ଚି ନିଜେ ବାଣ୍ଟିଲେ ବଞ୍ଚିତ ହିତାଧିକାରୀଙ୍କୁ ଚାଉଳ

ଥୁଆମୂଳ ରାମପୁର,୧୯।୧(ଦୁର୍ଗା କୀର୍ତ୍ତି): ଚମ୍ପାଛୁଆଁ ଗ୍ରାମର ହିତାଧିକାରୀମାନେ ଚଳିତ ବର୍ଷର ୩ ମାସର ପିଡିଏସ ଚାଉଳ ପାଇବାରୁ ବଞ୍ଚିତ ଥିବା ନେଇ ‘ଧରିତ୍ରୀ’ ରେ ଖବର...

ଭାରତ ମାତା ପୂଜନ ଉତ୍ସବରେ ଦୁଲୁକିବ ମଞ୍ଚ, ସାଂସ୍କୃତିକ କାର୍ଯ୍ୟକ୍ରମରେ ମୁଖ୍ୟ ଆକର୍ଷଣ ରହିଛି…

ଦାରିଙ୍ଗବାଡି, ୧୯।୧ (ଅରୁଣ ସାହୁ ): ଆସନ୍ତା ସାଧାରଣତନ୍ତ୍ର ଦିବସରେ ୧୪ ତମ ଭାରତ ମାତା ପୂଜନ ଉତ୍ସବ ପାଇଁ ପ୍ରସ୍ତୁତି ବୈଠକ ସିମନବାଡି ଦୁର୍ଗା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri