ଆଲକହଲ୍‌ ପିଉଛନ୍ତି କି, ହୋଇଯାନ୍ତୁ ସାବଧାନ: ନଚେତ୍‌ ହୋଇପାରେ ସାଂଘାତିକ…

ଅଧିକାଂଶ ମହିଳା ଆଲକହଲ୍‌ ପିଉଥିବା ଦେଖିବାକୁ ମିଳୁଛି । ହେଲେ ଆପଣ ଜାଣନ୍ତି କି ଏହା ନା କେବଳ କ୍ୟାନ୍‌ସର, ହୃଦ୍‌ରୋଗ ଏବଂ ଅନ୍ୟାନ୍ୟ ଘାତକ ରୋଗର ଆଶଙ୍କା ବୃଦ୍ଧି କରିଥାଏ ବରଂ ତ୍ୱଚା ପାଇଁ ମଧ୍ୟ ଏହା କ୍ଷତିକାରକ…

ଓ୍ବାଲର୍‌ଡ ହେଲ୍‌ଥ ଅର୍ଗାନାଇଜେଶନ (ଡବ୍ଲ୍ୟୁଏଚ୍‌ଓ) ପକ୍ଷରୁ ପ୍ରକାଶିତ ଏକ ରିପୋର୍ଟ ମୁତାବକ ଆଲ୍‌କହଲ୍‌ ଶରୀର ପାଇଁ କ୍ଷତିକାରକ। ଏହା ବିଭିନ୍ନ ସ୍ବାସ୍ଥ୍ୟ ସମସ୍ୟା ସୃଷ୍ଟି କରିଥାଏ। ଫଳରେ ତ୍ୱଚା କୁଣ୍ଡେଇହେବା, ଆଲର୍ଜି ଭଳି ସମସ୍ୟା ଦେଖାଦେଇଥାଏ। ଏହା ଡ୍ରାଏ ସ୍କିନ୍‌ ସମସ୍ୟା ସହ ଆଖି ଲାଲ୍‌ ପଡ଼ିବା ଏବଂ ଓଠ ଫାଟିବା ସମସ୍ୟାର ମୂଳ କାରଣ ସାଜିଥାଏ।
ଡବ୍ଲ୍ୟୁଏଚ୍‌ଓ ରିପୋର୍ଟ ମୁତାବକ ଦିନରେ ୧ ପେଗ୍‌ରୁ ଅଧିକ ଆଲ୍‌କହଲ୍‌ ପିଉଥିବା ମହିଳାଙ୍କ ଶରୀରର ରୋଗ ପ୍ରତିରୋଧକ ଶକ୍ତି କମିଯାଏ। ଫଳରେ ତ୍ୱଚାରେ ସହଜରେ ବିଭିନ୍ନ ରୋଗ ସଂକ୍ରମଣ ହୋଇଥାଏ। କେବଳ ଏତିକି ନୁହେଁ, ଏମାନଙ୍କ ତ୍ୱଚା ଅଧିକ ସମ୍ବେଦନଶୀଳ (ସେନ୍‌ସିଟିଭ୍‌) ଥିବାରୁ କ୍ୟାନ୍‌ସର ଆଶଙ୍କା ବଢ଼ିଯାଏ।
ଆଲ୍‌କହଲ୍‌ ପିଇବା ଯୋଗୁ ଅନେକଙ୍କଠାରେ ନିଦ୍ରାହୀନତା ଦେଖାଯାଏ। ତ୍ୱଚାରେ ଲାଲ୍‌ ହୋଇ ଫଳିଯିବା, ଆଖିତଳ କଳା ପଡ଼ିବା, ମୁହଁ ଫୁଲିଯିବା ଭଳି ଲକ୍ଷଣ ଦେଖାଦିଏ।
ଏମାନଙ୍କଠାରେ ଅଧିକାଂଶ ସମୟରେ ହାଇବ୍ଲଡ୍‌ପ୍ରେସର ଏବଂ ନିଦ୍ରାହୀନତା ସମସ୍ୟା ଦେଖାଦେଇଥାଏ। କମ୍‌ ଶୋଇବା କାରଣରୁ ଆଖିତଳେ ଡାର୍କ ସର୍କଲ, ଏଜ୍‌ ଲାଇନ, ରିଙ୍କଲ୍‌ ମାର୍କ, ସ୍କିନ୍‌ ଟୋନ୍‌ ଡାର୍କ ହେବା ଭଳି ସମସ୍ୟା ଦେଖାଦିଏ।
ଆଲ୍‌କହଲ୍‌ ଶରୀରରେ ଅଧିକ ହିଷ୍ଟାମାଇନ୍‌ ନିର୍ଗତ କରିଥାଏ। ତେଣୁ ତ୍ୱଚାର ତଳଭାଗରେ ଥିବା ବ୍ଲଡ୍‌ ଭେଜେଲ୍‌ ଫୁଲିଯାଇଥାଏ। ଫଳରେ ମୁହଁ ଓ ପୂରା ଶରୀର ମୋଟା ଦେଖାଯାଏ।

 

Dharitri is Odisha’s No.1 most trusted Odia daily

 


Enter your email to get our daily news in your inbox.

All Right Reserved By Dharitri.Com

କେସିଙ୍ଗା ଅବକାରୀ ଥାନାରେ ନୂଆ ଓଆଇସିଙ୍କ ଯୋଗଦାନ

କେସିଙ୍ଗା,୫ା୯(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଅବକାରୀ ଥାନାରେ ନୂତନ ଭାବେ ମଳୟ ପ୍ରଧାନ ଓଆଇସି ଭାବେ ଯୋଗଦାନ କରିଛନ୍ତି। ସେ ଏହା ପୂର୍ବରୁ ବରଗଡ଼ରେ ଏଆଇସି…

ହୃଦୟ ଜିଣିଲେ ହାର୍ଦ୍ଦିକ ପାଣ୍ଡ୍ୟା: ଭାରତୀୟ ସୈନ୍ୟଙ୍କ ସହ…

ନୂଆଦିଲ୍ଲୀ,୫।୯: ଭାରତୀୟ କ୍ରିକେଟ ଦଳର ଷ୍ଟାର ଅଲରାଉଣ୍ଡର ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ଫଟୋ BSF (ସୀମା ସୁରକ୍ଷା ବଳ) କର୍ମଚାରୀଙ୍କ ସହ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ସେ…

ସ୍ତ୍ରୀ ପଛେ ପଛେ ସ୍ବାମୀଙ୍କ ମୃତ୍ୟୁ, ବ୍ୟବଚ୍ଛେଦ ପାଇଁ ମାଟି ତଳୁ ଖୋଳି ଆଣିଲେ ୨ ମୃତଦେହ, ସନ୍ଦେହରେ…

ଭଦ୍ରକ,୫ା୯(ସନାତନ ରାଉତ): ମୃତ୍ୟୁର ୨ ଦିନ ପରେ ବ୍ୟବଚ୍ଛେଦ ପାଇଁ ମାଟି ତଳୁ ଖୋଳା ହେଲା ଶବ। ସାପ କାମୁଡ଼ାରେ ମୃତ୍ୟୁ ହୋଇଥିବା ସନ୍ଦେହ କରି ପରିବାର…

‘ଯୁଗେ ଯୁଗେ ଗୁରୁ ହିଁ ଶ୍ରେଷ୍ଠ, ଗୁରୁ ହେଉଛନ୍ତି ସମାଜ ସଂସ୍କାରକ’

ଅମରପାଲି,୫ା୯(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ଅମରପାଲି ହାଇସ୍କୁଲରେ ଗୁରୁଦିବସ ପାଳନ ଅବସରରେ ଛାତ୍ରୀମାନଙ୍କ ଦ୍ୱାରା ନାଟକ ତସ୍ମୈ ଶ୍ରୀ ଗୁରବେ ନମଃ ପରିବେଷଣ…

ଇରାନୀ ତୈଳ ଟ୍ୟାଙ୍କର ଉପରେ ଆକ୍ରମଣ କଲା ଆମେରିକା; ଖାର୍ଗ ଦ୍ୱୀପ ନିକଟରେ ୪ କ୍ଷେପଣାସ୍ତ୍ର ମାଡ଼

ତେହରାନ,୫।୯: ଆମେରିକା ଖାର୍ଗ ଦ୍ୱୀପ ନିକଟରେ ଏକ ଇରାନୀ ତୈଳ ଟ୍ୟାଙ୍କର ଉପରେ ଆକ୍ରମଣ କରିଛି। ଆମେରିକା ଜାହାଜ ଉପରେ ଲଗାତାର ଚାରୋଟି କ୍ଷେପଣାସ୍ତ୍ର ମାଡ଼ କରିଛି।…

ଫାଇନାଲ ମ୍ୟାଚ ପୂର୍ବରୁ ବୈଭବଙ୍କୁ ନେଇ ଏ କ’ଣ କହିଦେଲେ ଇଶାନ କିଶନ, ଚାରିଆଡେ ହେଲାଣି ଚର୍ଚ୍ଚା

ନୂଆଦିଲ୍ଲୀ, ୫।୯: ଇଷ୍ଟ ଜୋନ ଓ ସାଉଥ ଜୋନ ମଧ୍ୟରେ ରବିବାରଠାରୁ ଦୁଲୀପ ଟ୍ରଫି ୨୦୨୬ର ଫାଇନାଲ ମ୍ୟାଚ ଖେଳାଯିବ। ଚେନ୍ନାଇର ଏମଏ ଚିଦମ୍ବରମ ଷ୍ଟାଡିୟମରେ ଏହି…

ଶିକ୍ଷକ ସମ୍ମାନ ସମାରୋହ: ଆଦର୍ଶ ଶିକ୍ଷୟିତ୍ରୀ-ଶିକ୍ଷକ ସମ୍ବର୍ଦ୍ଧିତ

କଟକସଦର,୫ା୯(ସୁଶାନ୍ତ କୁମାର ଜେନା): ପବିତ୍ର ଗୁରୁଦିବସ ଉପଲକ୍ଷେ କଟକ ସଦର ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ବ୍ରହ୍ମପୁରଠାରେ ଶନିବାର ଶିକ୍ଷକ ସମ୍ମାନ ସମାରୋହ- ୨୦୨୬ର ଆୟୋଜନ କରାଯାଇଥିଲା। ଏହି…

ପୁଇଁତୋଳା ପରିଚାଳନା କମିଟି ପକ୍ଷରୁ ଗଣେଶ ପୂଜା ପ୍ରସ୍ତୁତି: ଯୋଗଦେବେ ଛତ୍ରପୁର ବିଧାୟକ, ଟପ୍ପର ବିଦ୍ୟାର୍ଥୀଙ୍କୁ …

୫।୯ (ବିଦ୍ୟାଧର ସାହୁ): ଆସନ୍ତା ୧୪ ତାରିଖରେ ଅଗ୍ରପୂଜ୍ୟ ଗଜାନନଙ୍କ ଶ୍ରୀଗଣେଶ ଚତୁର୍ଥୀ। ଏଥିପାଇଁ ଗାଁଠୁ ସହର ସବୁଠି ଉତ୍ସବର ମାହୋଲ ଦେଖାଦେଇଛି। ଆକର୍ଷଣୀୟ ମେଢ଼ ସାଙ୍ଗକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri