୫ ଘଣ୍ଟାରୁ କମ୍‌ ଶୋଉଛନ୍ତି କି, ହୁଅନ୍ତୁ ସାବଧାନ…

ଦିନକୁ ୫ ଘଣ୍ଟାରୁ କମ୍‌ ସମୟ ଶୋଉଥିବା ବ୍ୟକ୍ତିଙ୍କୁ ନିଦ୍ରାହୀନତା ହୋଇଛି ବୋଲି କୁହାଯାଇଥାଏ। ଯଦି ଏହି ସମସ୍ୟା ଦୀର୍ଘଦିନ ଧରି ଲାଗି ରୁହେ, ତେବେ ମଧୁମେହ ଓ ମେଦବହୁଳତା ଦେଖାଦେବା ଆଶଙ୍କା ଅଧିକ ରହିଥାଏ। ଏହାଦ୍ୱାରା ଏକ ବର୍ଷ ମଧ୍ୟରେ ଓଜନ ପ୍ରାୟ ୪.୫ ରୁ ୫.୫ କିଲୋଗ୍ରାମ୍‌ ବଢ଼ିଯିବାର ସମ୍ଭାବନା ରହିଥାଏ। ନିଦ ନ ଆସିବା ରକ୍ତ ଶର୍କରା ଓ ଇନସୁଲିନ୍‌ସ୍ତରକୁ ପ୍ରଭାବିତ କରେ। ଏନେଇ କେତେକ ନିଦ୍ରା ବିଶେଷଜ୍ଞ କୁହନ୍ତି,ଅନିଦ୍ରା ଯୋଗୁ ମେଦବହୁଳତା ଦେଖାଦେଇଥାଏ। ଗବେଷକ ୫ ହଜାର ଲୋକଙ୍କ ଉପରେ ଏଥିପାଇଁ ଛଅ ସପ୍ତାହ ପର୍ଯ୍ୟନ୍ତ ଅଧ୍ୟୟନ କରିଥିଲେ। କିଛି ଲୋକଙ୍କୁ ୧୦ ଘଣ୍ଟା ଶୋଇବାକୁ କୁହାଯାଇଥିଲା। ଏହାର ୨୮ ଘଣ୍ଟା ପରେ ସେମାନଙ୍କୁ ୫ ଘଣ୍ଟା ଶୋଇବାକୁ ଦିଆଯାଇଥିଲା। ୫ ଘଣ୍ଟାରୁ କମ୍‌ ଶୋଉଥିବା ବ୍ୟକ୍ତିଙ୍କ କ୍ଷେତ୍ରରେ ଇନ୍‌ସୁଲିନ୍‌ସ୍ତର ଉପରେ ପ୍ରଭାବ ଅନୁଭୁତ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ରାତିରେ ଏଭଳି ଶୋଉଛନ୍ତି କି? ରୋଗଗ୍ରସ୍ତ ହେବେ; ଜାଣନ୍ତୁ..

ନିଦ ଆମ ଜୀବନର ଏକ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ। ରାତିରେ ଭଲ ନିଦ ହେଲେ, ତା’ ପରଦିନ ଶରୀର ଓ ମସ୍ତିଷ୍କ ଫୂର୍ତ୍ତି ରହିଥାଏ। ଆଉ ଯଦି...

ଟ୍ରେଣ୍ଡରେ ରଫଲ୍‌ ଲେହେଙ୍ଗା

ସାଧାରଣତଃ ପୋଷାକର କିଛି କିଛି ସ୍ଥାନରେ କପଡ଼ା କୁଞ୍ଚ କୁଞ୍ଚ ହୋଇ ଝୁଲିକି ରହିବାର ଷ୍ଟାଇଲ୍‌କୁ ରଫଲ୍‌ କୁହାଯାଇଥାଏ। ଆଉଟ୍‌ଫିଟ୍‌ ଯେତେ ସିମ୍ପଲ ହେଉନା କାହିଁକି,...

ସ୍ତ୍ରୀଙ୍କ ନିକଟରେ ଏହି ୫ ଗୁଣ ଥିଲେ ଭାଗ୍ୟଶାଳୀ ହୋଇଥାନ୍ତି ପୁରୁଷ; ଜାଣନ୍ତୁ କ’ଣ କହିଛନ୍ତି…

ଆଚାର୍ଯ୍ୟ ଚାଣକ୍ୟ ମନୁଷ୍ୟ ଜୀବନକୁ ସଫଳ କରିବା ପାଇଁ ଅନେକ ନୀତି ବିଷୟରେ ବର୍ଣ୍ଣନା କରିଛନ୍ତି। ଯେଉଁ ବ୍ୟକ୍ତି ଏହାକୁ ଅନୁସରଣ କରେ ତାର ଜୀବନରୁ...

ଘରେ ରଖନ୍ତୁ ଏଇ ମୂର୍ତ୍ତି

ଘର ସଜାଇବା ପାଇଁ ଲୋକେ ବିଭିନ୍ନ ପ୍ରକାରର ମୂର୍ତ୍ତି ଘରେ ରଖନ୍ତି। ତେବେ ଯଦି ବାସ୍ତୁଶାସ୍ତ୍ର ଅନୁସାରେ ମୂର୍ତ୍ତି ରଖାଯାଏ, ଘର ସୁନ୍ଦର ଦେଖାଯିବା ସହ...

ସବୁ ସୁଖ ପାଇଥାନ୍ତି ଏହି ୪ ରାଶିରେ ଜନ୍ମିତ ବ୍ୟକ୍ତି; ଜୀବନରେ କେବେ ବି ଧନର ଅଭାବ ରହେ ନାହିଁ

ସମସ୍ତେ ଜୀବନରେ ଖୁସି ରହିବାକୁ ଚାହିଁଥାନ୍ତି। ପାଖରେ ଧନସମ୍ପତ୍ତି ଥାଉ, ବିଳାସମୟ ଜୀବନ ନିର୍ବାହ କରିବାକୁ ସମସ୍ତେ ସ୍ବପ୍ନ ମଧ୍ୟ ଦେଖିଥାନ୍ତି। ହେଲେ ଅନେକ ଥର...

ମାନସିକ ଅବସାଦରୁ ଦୂରେଇ ରହିବା ପାଇଁ ସକାଳୁ ଏଥିରୁ କପେ…

କଫି ଅନେକ ପୋଷକ ତତ୍ତ୍ୱରେ ଭରପୂର। ଏହା ଶରୀର ପାଇଁ ବେଶ୍‌ ଉପକାରୀ। ପ୍ରତିଦିନ ସକାଳୁ କପେ କଫି ପିଇଲେ ମାନସିକ ଅବସାଦ ଦୂର ହୁଏ...

ସ୍ବାସ୍ଥ୍ୟ ପାଇଁ ଭଲ ଉପବାସ

ଉପବାସ ରହିଲେ ଏହାର କେତେକ ସୁପ୍ରଭାବ ଶରୀର ଉପରେ ପଡ଼ିଥାଏ। ଏହାଦ୍ୱାରା ଟକ୍ସିନ୍‌ ନାମକ ବିଷାକ୍ତ ତତ୍ତ୍ୱ ଶରୀରରୁ ନିର୍ଗତ ହୋଇଥାଏ ବୋଲି ୟୁନିଭର୍ସିଟି ଅଫ୍‌...

ଗୋଟିଏ ବିଛଣା ଅଧିକ ଦିନଧରି ବ୍ୟବହାର କରୁଥିଲେ..

ଅନେକ ଲୋକ ଅଛନ୍ତି ସେମାନଙ୍କ ଶରୀରରେ କୌଣସି ରୋଗ ନ ଥିଲେ ବି ବାରମ୍ବାର ଆଲର୍ଜି, ସଂକ୍ରମଣ, କାଶ ଏବଂ ଜ୍ୱରରେ ପୀଡ଼ିତ ହୋଇଥାନ୍ତି। ଯେତେ...

Advertisement
Archives

Model This Week