ଆଜବେଷ୍ଟସକୁ ସାବଧାନ…

ଆଜବେଷ୍ଟସ ସଂସ୍ପର୍ଶରେ ଆସିଲେ ମଣିଷର ଫୁସଫୁସରେ ଦୀର୍ଘଦିନ ଧରି ସଂକ୍ରମଣ ହୋଇ ଏଥିରୁ କ୍ଷତ ହୋଇ ରକ୍ତ କ୍ଷରଣ ହୋଇଥାଏ। ଏଭଳି ଶାରୀରିକ ସମସ୍ୟାକୁ ଡାକ୍ତରୀ ଭାଷାରେ ଆଜବେଷ୍ଟୋସିସ କୁହାଯାଏ। ଏହା ଯୋଗୁ ନିଶ୍ୱନ ନେବାରେ କଷ୍ଟ ହେବା ସହିତ କାଶ, ଧଇଁ ପେଲିହେବା, ଛାତିରେ ଯନ୍ତ୍ରଣା ଆଦି ଲକ୍ଷଣ ଦେଖିବାକୁ ମିଳେ। ଏଭଳି ସମସ୍ୟା ଅଧିକ ଦିନ ଧରି ଲାଗି ରହିଲେ ଫୁସଫୁସ କର୍କଟ, ମେସୋଥେଲିଓମା, ପ୍ଲୁରାଲ ଫାଇବ୍ରୋସିସ, ହାର୍ଟ ସମସ୍ୟା ଆଦି ସୃଷ୍ଟି ହେବାର ଆଶଙ୍କା ଥାଏ।
ଆଜବେଷ୍ଟସ ଘରେ ବାସ କଲେ ଅବା ଆଜବେଷ୍ଟସ ତିଆରି ହେଉଥିବା ଶିଳ୍ପ ସଂସ୍ଥାରେ କାମ କଲେ ଏହି ସମସ୍ୟା ସୃଷ୍ଟି ହେବାର ଆଶଙ୍କା ଅଧିକ ରହିଥାଏ। ସମସ୍ତ ପ୍ରକାରର ଆଜବେଷ୍ଟସ ଯୋଗୁ ଏହି ସମସ୍ୟା ହୋଇଥାଏ। ଆଜବେଷ୍ଟସ ସଂସ୍ପର୍ଶ କେତେ ଦିନ ଧରି ସମ୍ପୃକ୍ତ ବ୍ୟକ୍ତି ରହିଛନ୍ତି ତାହା ଜାଣିବା ପରେ ଉପଯୁକ୍ତ ମେଡିକାଲ ଇମେଜିଙ୍ଗ କରି ସମସ୍ୟାକୁ ଚିହ୍ନଟ କରାଯାଏ । ଏହା ଏକ ପ୍ରକାର ଇଣ୍ଟରସ୍ଟିସିଆଲ ପୁଲମୋନାରୀ ଫାଇବ୍ରୋସିସ ସମସ୍ୟା।
ଆଜବେଷ୍ଟସ ସମସ୍ୟା ପାଇଁ କୌଣସି ନିର୍ଦ୍ଦିଷ୍ଟ ଚିକିତ୍ସା ନ ଥିଲେ ମଧ୍ୟ ଇନଫ୍ଲୁଏଞ୍ଜା ଟିକା, ନିମୋକୋକାଲ ଟିକା, ଆବଶ୍ୟକ ସଚେତନତା ସହାୟକ ଯତ୍ନ, ଧୂମପାନ ବନ୍ଦ ଓ ଅମ୍ଳଜାନ ଥେରାପି ଦ୍ୱାରା ଚିକିତ୍ସା କରାଯାଇଥାଏ । ୨୦୧୫ରେ ଏହି ସମସ୍ୟା ଯୋଗୁ ପୃଥିବୀରେ ୧୫୭,୦୦୦ ଲୋକ ଆକ୍ରାନ୍ତ ହୋଇଥିବାବେଳେ ୩,୬୦୦ ଲୋକଙ୍କର ମୃତ୍ୟୁ ଘଟିଥିଲା। ଏହି ସମସ୍ୟାକୁ ପ୍ରତିରୋଧ କରିବା ପାଇଁ କେତେକବ ଦେଶରେ ଆଜବେଷ୍ଟସର ବ୍ୟବହାର ଉପରେ କଟକଣା ଜାରି ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଥୁଆମୂଳ ରାମପୁର ପୋଲିସର କାର୍ଯ୍ୟାନୁଷ୍ଠାନ, ୩ଟି ବାଲି ବୋଝେଇ ହାଇୱା ଜବତ

ଥୁଆମୂଳ ରାମପୁର, ୧୫ା୨ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ପୋଲିସ ପକ୍ଷରୁ ବେଆଇନ ବାଲି ଚୋରା ଚାଲାଣ ବିରୋଧରେ ଏକ ବଡ଼ ଧରଣର…

ଜାଗରରେ ବିଭତ୍ସ ହତ୍ୟା, ବଡ଼ ଭାଇକୁ କଟୁରୀରେ ହାଣିଲେ ସାନ ଭାଇ

ପାଲଲହଡା,୧୫ା୨(ଦିବ୍ୟଜ୍ୟୋତି ଦାଶ): ବଡ଼ ଭାଇକୁ ହତ୍ୟା କଲେ ସାନ ଭାଇ । କଟୁରୀରେ ବେକ କାଟି ହତ୍ୟା କଲେ ସାନ ଭାଇ। ମୃତକ ଜଣକ ହେଲେ ଲିପୁ…

IND VS PAK: ଭାରତ-ପାକ୍‌ ମ୍ୟାଚ୍‌ ପୂର୍ବରୁ ପ୍ରେମଦାସା ଷ୍ଟାଡିୟମରେ ସାପ ଆତଙ୍କ; ପାକିସ୍ତାନ ଡଗ୍‌ଆଉଟ୍‌ରେ…

କଲମ୍ବୋ,୧୫।୨: କଲମ୍ବୋର ଆର. ପ୍ରେମଦାସା ଷ୍ଟାଡିୟମରେ ଭାରତ ଏବଂ ପାକିସ୍ତାନ ମଧ୍ୟରେ ହେବାକୁ ଥିବା ମହାନ ମୁକାବିଲା ପୂର୍ବରୁ ଏକ ଅଭାବନୀୟ ଚିତ୍ର ସାମ୍ନାକୁ ଆସିଛି। କ୍ରିକେଟର…

ପ୍ରତିଦିନ ଖାଆନ୍ତୁ ଦୁଇ ପାଖୁଡା ରସୁଣ, ରକ୍ତଚାପ ନିୟନ୍ତ୍ରଣ ସହିତ ଭଲ ରହିବ…

ରସୁଣରେ ଆଲିସିନ୍, ମାଙ୍ଗାନିଜ୍, ଭିଟାମିନ୍ ବି୬, ଭିଟାମିନ୍ ସି, ସେଲେନିୟମ୍, ଫାଇବର, କ୍ୟାଲସିୟମ୍, ପୋଟାସିୟମ୍, ଆଇରନ୍ ଏବଂ କପର ସମେତ ଅନେକ ପୁଷ୍ଟିକର ତତ୍ତ୍ୱ ଯଥେଷ୍ଟ ପରିମାଣରେ…

PM Kisan:  ଆସିଲା ବଡ଼ ଅପଡେଟ୍‌: ଏହି ଦିନ ଚାଷୀଙ୍କ ଖାତାକୁ ଆସିବ ୨୦୦୦ ଟଙ୍କା… 

ନୂଆଦିଲ୍ଲୀ,୧୫।୨: ଦେଶର କ୍ଷୁଦ୍ର ଓ ନାମମାତ୍ର ଚାଷୀଙ୍କୁ ଆର୍ଥିକ ସହାୟତା ଯୋଗାଇବା ପାଇଁ ପ୍ରଧାନମନ୍ତ୍ରୀ ମୋଦୀଙ୍କ ଦ୍ୱାରା ଆରମ୍ଭ କରାଯାଇଥିବା ପିଏମ-କିଷାନ ଯୋଜନାର ପରବର୍ତ୍ତୀ କିସ୍ତି ଖୁବ୍‌ଶୀଘ୍ର…

ପୁରୀ ସମୁଦ୍ର କୂଳରେ ଅଘଟଣ, ସ୍ନାନ ବେଳେ ୫ ପର୍ଯ୍ୟଟକ ବୁଡ଼ି…..

ପୁରୀ,୧୫ା୨(ଅଜିତ୍ କୁମାର ମହାନ୍ତି):  ପୁଣି ପୁରୀ ସମୁଦ୍ରରେ ସ୍ନାନ ବେଳେ ଅଘଟଣ । ସମୁଦ୍ର କୂଳର ସେକ୍ଟର ୨ ଓ ସେକ୍ଟର୧୦ରେ ବୁଡୁବୁଡୁ ପର୍ଯ୍ୟଟକମାନେ ବଞ୍ଚିଯାଇଛନ୍ତି ।…

ଆଖଣ୍ଡଳମଣି ପୀଠରେ ଲକ୍ଷାଧିକ ଶ୍ରଦ୍ଧାଳୁଙ୍କ ଭିଡ଼

ଧୂଷୁରୀ,୧୫ା୨(ଦୀପ୍ତି ରଞ୍ଜନ ନାୟକ): ପବିତ୍ର ମହାଶିବରାତ୍ରିରେ ଭଦ୍ରକ ଜିଲାର ପ୍ରସିଦ୍ଧ ଶୈବପୀଠ ଆରଡ଼ି ହୋଇ ଉଠିଛି ଚଳଚଞ୍ଚଳ। ଭୋର୍‌ ୪ଟାରେ ମନ୍ଦିର ପହୁଡ଼ ଖୋଲିବା ପରେ ମଙ୍ଗଳ…

ପାଇପ୍‌ ଫାଟି ଭାସୁଛି ପାଣି, ହେଲେ ଲୋକଙ୍କ ନିକଟରେ ପହଞ୍ଚୁନି

କେନ୍ଦୁଝର,୧୫ା୨(ନରେଶ ଚନ୍ଦ୍ର ପଟ୍ଟନାୟକ): ଯୋଡ଼ା ବ୍ଲକ ଅନ୍ତର୍ଗତ ବଳଦା ପଞ୍ଚାୟତର ଖଣି ଖାଦାନ ଦ୍ୱାରା ପ୍ରଭାବିତ ବି ପ୍ଲଟ ଗ୍ରାମରେ ଦୀର୍ଘ ଏକ ମାସ ହେବ ବସୁଧା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri