Posted inଜାତୀୟ

ରଙ୍ଗ ରୁଟ୍‌ରେ ଗାଡି ଚଲାଉଥିଲେ ସାବଧାନ

ଗୁରୁଗ୍ରାମ,୨୧।୧: ରଙ୍ଗ ରୁଟରେ ଗାଡି ଚଲାଉଥିବା ବ୍ୟକ୍ତିଙ୍କ ବିରୋଧରେ କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ଗୁରୁଗ୍ରାମ ପୋଲିସ ଅଧିକାରୀ ପ୍ରୀତ ପାଲ ସିଂ କହିଛନ୍ତି। ରଙ୍ଗ ରୁଟରେ ଗାଡି ଚଳାଇ ୨ଥର ଧରାପଡିଲେ ଚାଳକଙ୍କ ଡ୍ରାଇଭିଂ ଲାଇସେନ୍ସ ରଦ୍ଧ କରାଯିବ। ଏପରି କି ରଙ୍ଗ ରୁଟରେ ଗାଡି ଚଲାଉଥିବା ବେଳେ ଦୁର୍ଘଟଣା ଘଟିଲେ ଚାଳକଙ୍କ ବିରୋଧରେ ଭାରତୀୟ ପେନାଲ କୋଡର ଧାରା ୩୦୪(୨) ଅନୁଯାୟୀ ଦୋଷୀ ସାବ୍ୟସ୍ତ କରାଯିବ। ଆଇନ ଅନୁଯାୟୀ ଚାଳକଙ୍କୁ ସର୍ବନିମ୍ନ ୧୦ ବର୍ଷ ଜେଲ ଦଣ୍ଡର ବ୍ୟବସ୍ଥା ରହଛି। ସୂଚନା ଯୋଗ୍ୟ, ଗୁରୁଗ୍ରାମରେ ୨୦୧୯ରେ ୪୯,୬୭୧ଜଣ ଗାଡି ଚାଳକ ରଙ୍ଗ ରୁଟରେ ଯାଇ ପୋଲିସ ହାତରେ ଧରାପଡିଥିବା ବେଳେ ୨୦୨୦ରେ ଏହି ସଂଖ୍ୟା ୩୯,୭୬୫ରେ ପହଞ୍ଚିଛି।


Enter your email to get our daily news in your inbox.

All Right Reserved By Dharitri.Com

ମିଲିନ୍ଦ ଦେଓରାଙ୍କ ଇସ୍ତଫା ପରେ କର୍ମୀଙ୍କ ଉପରେ ଦୋଷ ଲଦିଲେ କଂଗ୍ରେସ ନେତ୍ରୀ ଉର୍ମିଳା

ମୁମ୍ବାଇ,୯।୭: ମୁମ୍ବାଇ କଂଗ୍ରେସ ଅଧ୍ୟକ୍ଷ ମିଲିନ୍ଦ ଦେଓରା ଇସ୍ତଫା ଦେବା ପରେ ଦଳରେ ସଙ୍କଟ ବଢିବାରେ ଲାଗିଛି। ଏବେ ବଲିଉଡ୍‌ ଅଭିନେତ୍ରୀ ତଥା କଂଗ୍ରେସ ନେତ୍ରୀ...

ଜନ୍ମଦିନରେ ଏହି ୬ ଉପହାର ମାଗିଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି

ନୂଆଦିଲ୍ଲୀ,୧୮।୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଗତ ସେପ୍ଟେମର ୧୭ରେ ନିଜ ୭୦ତମ ଜନ୍ମଦିନ ପାଳନ କରିଛନ୍ତି। ଏହି ଅବସରରେ ସେ ଦେଶ ତଥା ବିଶ୍ୱର ବିଭିନ୍ନ...

କଂଗ୍ରେସ ଅଧ୍ୟକ୍ଷ ପଦରୁ ଇସ୍ତଫା ଦେଲେ ରାହୁଲ ଗାନ୍ଧୀ

ନୂଆଦିଲ୍ଲୀ, ୩।୭: ଶେଷରେ କଂଗ୍ରେସ ଅଧ୍ୟକ୍ଷ ପଦରୁ ଆନୁଷ୍ଠାନିକ ଭାବେ ଇସ୍ତଫା ଦେଇଛନ୍ତି ରାହୁଲ ଗାନ୍ଧୀ। ବୁଧବାର ନିଜ ଟୁଇଟରରେ ଇସ୍ତଫା କଥା ଘୋଷଣା କରିଛନ୍ତି...

ଧାର୍ମିକ କଠୋରତା-ଆକ୍ରାମକ ରାଷ୍ଟ୍ରବାଦ କବଳରେ ପଡ଼ିଛି ଦେଶ: ହମିଦ୍‌ ଅନସାରୀ

ନୂଆଦିଲ୍ଲୀ,୨୧।୧୧: କରୋନା ମହାମାରୀ ପୂର୍ବରୁ ଦେଶରେ ଧାର୍ମିକ କଠୋରତା ଏବଂ ଆକ୍ରାମକ ରାଷ୍ଟ୍ରବାଦ କବଳରେ ପଡ଼ିଛି। ଏହାଦ୍ୱାରା ଲୋକଙ୍କ ମଧ୍ୟରେ ବିଭାଜନ ଚିନ୍ତା ଧାରା ସୃଷ୍ଟି...

ଗୋଟିଏ ଜୁଇରେ ଦମ୍ପତିଙ୍କ ଅନ୍ତିମ ସଂସ୍କାର…

ଇନ୍ଦୋର,୧୯।୫: ଗୋଟିଏ ଦିନରେ ଗୋଟେ ଘଣ୍ଟା ବ୍ୟବଧାନରେ ସ୍ବାମୀ-ସ୍ତ୍ରୀଙ୍କ ମୃତ୍ୟୁ ଘଟିବା ଏବଂ ଅନ୍ତିମ ସଂସ୍କାର ଗୋଟିଏ ଜୁଇରେ ହେବା ଘଟଣା ସାଧାରଣତଃ ଫିଲ୍ମରେ ଦେଖିବାକୁ...

ଶ୍ରୀ ସାର୍‌ ସୟାଜି ଜେନରାଲ ହସ୍ପିଟାଲର ଶିଶୁ ବିଭାଗରେ ନିଆଁ

ଭଦୋଦରା,୧୦।୯: ଗୁଜୁରାଟ ଭଦୋଦରାରେ ଥିବା ଶ୍ରୀ ସାର୍‌ ସୟାଜି ଜେନରାଲ ହସ୍ପିଟାଲରେ ଥିବା ଶିଶୁ ବିଭାଗରେ ମଙ୍ଗଳବାର ନିଆଁ ଲାଗିଥିବା ସୂଚନା ମିଳିଛି। ତେବେ ଓ୍ବାର୍ଡରେ...

ଆତ୍ମହତ୍ୟା କରିବାକୁ ବ୍ରିଟିଶ ପ୍ରଧାନମନ୍ତ୍ରୀଙ୍କୁ ମହିଳାଙ୍କ ମେଲ୍‌

ନୂଆଦିଲ୍ଲୀ, ୨୮।୮(ଆଇଏଏନ୍‌ଏସ୍‌):ଦୁଇଘଣ୍ଟା ମଧ୍ୟରେ ସହାୟତା ନ ମିଳିଲେ ଆତ୍ମହତ୍ୟା କରିବେ ବୋଲି ଦିଲ୍ଲୀର ଜଣେ ୪୦ ବର୍ଷୀୟା ମହିଳା ବୁଧବାର ବ୍ରିଟିଶ ପ୍ରଧାନମନ୍ତ୍ରୀ ବୋରିସ୍‌ ଜନ୍‌ସନ୍‌ଙ୍କୁ...

ସିଦ୍ଧରମୈୟା-କୁମାରସ୍ବାମୀ ସମେତ ୬୩ଜଣଙ୍କୁ ହତ୍ୟା ଧମକ

ବେଙ୍ଗାଲୁରୁ,୯।୪:କର୍ନାଟକର ବିରୋଧୀ ଦଳର ନେତା ସିଦ୍ଧରମୈୟା, ପୂର୍ବତନ ମୁଖ୍ୟମନ୍ତ୍ରୀ ଏଚ୍‌.ଡି କୁମାରସ୍ବାମୀ ଏବଂ ଲୋକପ୍ରିୟ ପ୍ରଗତିଶୀଳ ସାହିତ୍ୟକାର କେ.ବୀରଭଦ୍ରାପ୍ପାଙ୍କ ସମେତ ୬୪ଜଣ ଲୋକଙ୍କୁ ହତ୍ୟା କରିବାର...

Advertisement
Archives

Model This Week