ତରଭୁଜ ଖାଉଥିଲେ ସାବଧାନ

ଖରାଦିନେ ତରଭୁଜ ଖାଇବାକୁ ପ୍ରାୟ ସମସ୍ତେ ପସନ୍ଦ କରିଥା’ନ୍ତି। ଏଥିରେ ଭରପୂର ମାତ୍ରାରେ ଭିଟାମିନ, ମିନେରାଲ୍ସ ଏବଂ ଆଣ୍ଟିଅକ୍ସିଡାଣ୍ଟ ରହିଥାଏ। ଗବେଷକଙ୍କ କହିବାନୁଯାୟୀ ଜଣେ ବ୍ୟକ୍ତି ଗୋଟିଏ ଦିନରେ ୩୦୦ ଗ୍ରାମ ତରଭୁଜ ଖାଇବା ଉଚିତ। ଏହା ସ୍ବାସ୍ଥ୍ୟ ଉପଯୋଗୀ ମଧ୍ୟ ହୋଇଥାଏ। ତେବେ ଏପରି କିଛି ବ୍ୟକ୍ତି ଅଛନ୍ତି, ତରଭୁଜ ଯେଉଁମାନଙ୍କ ସ୍ବାସ୍ଥ୍ୟ ପାଇଁ ହାନିକାରକ ହୋଇଥାଏ। ଜାଣନ୍ତୁ ସେ ସମ୍ପର୍କରେ:

ମଧୁମେହ ରୋଗୀ: ଏଥିରେ ପ୍ରଚୁର ପରିମାଣରେ ନାଚୁରାଲ ସୁଗାର ରହିଥିବାରୁ ମଧୁମେହ ରୋଗୀଙ୍କ ପାଇଁ ହାନିକାରକ ହୋଇଥାଏ।

ବୃକକ ରୋଗୀ: ବୃକକ ସମ୍ବନ୍ଧୀୟ ସମସ୍ୟା ଥିବା ବ୍ୟକ୍ତିଙ୍କୁ ତରଭୁଜ ଖାଇବାକୁ ବାରଣ କରାଯାଏ। କାରଣ ତରଭୁଜରୁ ମିଳୁଥିବା ମିନେରାଲ୍ସ ବୃକକ ରୋଗୀଙ୍କ ପାଇଁ କ୍ଷତିକାରକ।

ଶ୍ୱାସରୋଗୀ: ଏହି ରୋଗୀଙ୍କୁ ଥଣ୍ଡା ଜିନିଷଠାରୁ ଦୂରେଇ ରହିବାକୁ ପରାମର୍ଶ ଦିଆଯାଇଥାଏ। ତେଣୁ ତରଭୁଜରେ ପ୍ରଚୁର ମାତ୍ରାରେ ଜଳୀୟାଂଶ ରହିଥିବାରୁ ଶ୍ୱାସରୋଗୀ ଏହାକୁ ଆଦୌ ଖାଇବା ଉଚିତ ନୁହେଁ।

 


Enter your email to get our daily news in your inbox.

All Right Reserved By Dharitri.Com

ବଜ୍ରପାତ: ଦୁଇ ଶିଶୁଙ୍କ ସମେତ ୫ ଆହତ

ରାମଗିରି,୨୨ା୪(ବୃନ୍ଦାବନ ଗୌଡ଼): ଆର.ଉଦୟଗିରି ବ୍ଲକ ଅନଘା ପଞ୍ଚାୟତ ଅନ୍ତର୍ଗତ ତୁବୁରୁସିଂ ଗ୍ରାମରେ ମଙ୍ଗଳବାର କାଳବୈଶାଖୀ ପ୍ରଭାବରେ ବଜ୍ରପାତ ହୋଇଥିଲା। ଏଥିରେ ୨ ଶିଶୁଙ୍କ ସମେତ ୫...

ଅଂଶୁଘାତରେ ନିର୍ବାହୀ ଅଧିକାରୀ ଗୁରୁତର

ଦିଗପହଣ୍ଡି,୨୨।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ନିମଖଣ୍ଡି ପେଣ୍ଠ ପଞ୍ଚାୟତର କାର୍ଯ୍ୟ ନିର୍ବାହୀ ଅଧିକାରୀ ପିଇଓ କାଳିଆ ମଲ୍ଲିକ ମଙ୍ଗଳବାର ଅଂଶୁଘାତରେ ଗୁରୁତର...

ଓଡ଼ିଶାରେ କାଲିଠୁ ସମସ୍ତ ସ୍କୁଲ ଓ କଲେଜ ବନ୍ଦ: ରାଜ୍ୟ ସରକାରଙ୍କ ଘୋଷଣା

ଭୁବନେଶ୍ୱର, ୨୨।୪: ଆସନ୍ତାକାଲି ଠାରୁ ସ୍କୁଲ ପିଲାଙ୍କ ପାଇଁ ଖରା ଛୁଟି ଘୋଷଣା। ଅପ୍ରେଲ ୨୩ ତାରିଖ ଠାରୁ ଅଙ୍ଗନବାଡି, ଶିଶୁବାଟିକା ଠାରୁ ଆରମ୍ଭ କରି...

୮ ବର୍ଷ ପରେ ପୁଅକୁ ଖୋଜି ପାଇଲେ ମା’

ମୋହନା,୨୨ା୪ମନ୍ମଥ ମିଶ୍ର): ମା’ର ମମତା ଅନନ୍ୟ। ସେ ଯେଉଁଠି ଯେଉଁ ଅବସ୍ଥାରେ ଥିଲେ ମଧ୍ୟ ନିଜ ସନ୍ତାନକୁ ଝୁରି ହୋଇଥାଏ। ଗଜପତି ଜିଲା ପାରଳାଖେମୁଣ୍ଡି ମୋହନା...

ବିଶ୍ବ ଧରିତ୍ରୀ ଦିବସ ପାଳିତ

ଭଞ୍ଜନଗର,୨୨।୪(ବାବୁଲା ପ୍ରଧାନ)- ଗଞ୍ଜାମ ଜିଲ୍ଲା ବେଲଗୁଣ୍ଠା ଶିଳ୍ପ ତାଲିମ କେନ୍ଦ୍ର ରେ ମଙ୍ଗଳବାର ବିଶ ଧରିତ୍ରୀ ଦିବସ ପାଳିତ ହୋଇଯାଇଛି। ଏଥିରେ ପରିବେଶବିତ୍ ଶୁଳପାଣି ଶତପଥି...

ହାତ ଗୋଡ଼ ବନ୍ଧା ଅବସ୍ଥାରେ ପୋଖରୀରୁ ମିଳିଲା ବୃଦ୍ଧାଙ୍କ ମୃତଦେହ, ହତ୍ୟା ସନ୍ଦେହ

ନୂଆପଡ଼ା/କୋମନା,୨୨ା୪ (ମକାରୁ ବେମାଲ/ସୋବିନ ଛତ୍ରିଆ): ନୂଆପଡ଼ା ଜିଲା କୋମନା ଥାନା ଟିକ୍ରାପଡ଼ା ଗାଁ ବଡ଼ବନ୍ଧ ପୋଖରୀରୁ ମଙ୍ଗଳବାର ପୋଲିସ ଜଣେ ବୃଦ୍ଧାଙ୍କ ଗଳିତ ମୃତଦେହ ଜବତ...

ଛାଉଣୀ ନଥିବାରୁ ପ୍ରତିବାଦ: ପେଟ୍ରୋଲ ପମ୍ପକୁ ବନ୍ଦ କଲା ନାଗରିକ ମଞ୍ଚ

ବରଗଡ଼, ୨୨।୪(ପ୍ରେମାନନ୍ଦ ଖମାରୀ) : ବରଗଡ଼ ଜିଲାରେ ତାତି ବଢି ଚାଲିଛି। ଏଥିରେ ଜୀବନ ଅସ୍ତବ୍ୟସ୍ତ ହୋଇ ପଡୁଛି। କିନ୍ତୁ ଏଭଳି ସ୍ଥିତିରେ ବରଗଡ଼ ସହରର...

ଅଷ୍ଟ୍ରେଲିଆର ଏହି ପୂର୍ବତନ ଟେଷ୍ଟ କ୍ରିକେଟରଙ୍କୁ ୪ ବର୍ଷ କାରାଦଣ୍ଡ

ମେଲବୋର୍ନ,୨୨ା୪: ଅଷ୍ଟ୍ରେଲିଆର ପୂର୍ବତନ ଟେଷ୍ଟ କ୍ରିକେଟର ମାଇକେଲ ସ୍ଲାଟରଙ୍କୁ ୪ ବର୍ଷର ଜେଲ ଦଣ୍ଡରେ ଦଣ୍ଡିତ କରାଯାଇଛି। କିନ୍ତୁ ପୋଲିସ ହେପାଜତରେ ଏକ ବର୍ଷରୁ ଊର୍ଦ୍ଧ୍ୱ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri