ଭୁବନେଶ୍ୱରରେ ଟୁ-ଲେଟ୍‌ ଲଗାଉଥିଲେ ସାବଧାନ: ୩ ସଂସ୍ଥା ଗଣିଲେ ୫୦ ହଜାର ଲେଖାଏ ଜରିମାନା

ଭୁବନେଶ୍ୱର,୧୨।୧୨:ଭୁବନେଶ୍ୱରରେ ଟୁ-ଲେଟ୍‌ ଲଗାଉଥିଲେ ସାବଧାନ। କାନ୍ଥ କିମ୍ବା ବିଦ୍ୟୁତ୍‌ ଖୁଣ୍ଟରେ ମଧ୍ୟ ଟୁଲେଟ୍‌ ଲଗାଇ ପାରିବେ ନାହିଁ। କାରଣ ଏହି ଟୁ-ଲେଟ୍‌ ବିଜ୍ଞାପନ ଲଗାଇ ୩ ସଂସ୍ଥା ୫୦ ହଜାରଟଙ୍କା ଲେଖାଏ ଜରିମାନା ଦେଇଛନ୍ତି। ବିଏମ୍‌ସି ଏହି ଟଙ୍କା ନୟାପଲ୍ଲୀ ଅଞ୍ଚଳର ୩ ସଂସ୍ଥାଠାରୁ ଆଦାୟ କରିଛି। ଏହାସହ ବିଜ୍ଞାପନ ଲଗାଇଥିବା ସଂସ୍ଥା ନାମରେ ନୟାପଲ୍ଲୀ ଥାନାରେ ଅଭିଯୋଗ ହୋଇଛି।
କିଛି ସଂସ୍ଥା ଓ ଘର ମାଲିକ ଭଡ଼ା ଦେବା ପାଇଁ କାନ୍ଥ ବା ବିଦ୍ୟୁତ ଖୁଣ୍ଟ ଓ ସରକାରୀ ଜାଗାରେ ଟୁ-ଲେଟ୍‌ ଲେଖି ମାରୁଛନ୍ତି। ଏହା ସହରର ସୌନ୍ଦର୍ଯ୍ୟ ନଷ୍ଟ କରୁଛି। ଏ ନେଇ ବିଏମସି ଲୋକମାନଙ୍କୁ ପୂର୍ବରୁ ସଚେତନ କରିଥିଲା। ଏବେ ୩ ସଂସ୍ଥାଠାରୁ ସରକାରୀ ଜାଗାରେ ଟୁ-ଲେଟ୍‌ ମାରିବା ଅଭିଯୋଗରେ ବିଏମସି ୫୦ ହଜାର ଟଙ୍କା ଲେଖାଏ ଜରିମାନା ଆଦାୟ କରିଛି। ହେଲେ ଜଣେ ବ୍ୟକ୍ତି ନିଜ ଘର ଭଡ଼ା ଲଗାଇବାକୁ ଚାହିଁଲେ ସେ ନିଜ ଘର ଆଗରେ ଟୁ-ଲେଟ୍‌ ମାରିପାରିବ ବୋଲି କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ୟୁରୋପରେ ସାଂଘାତିକ ‘ହିଟ୍‌-ଡୋମ୍‌’

ଲଣ୍ଡନ, ୨୫ା୬ (ଏପି): ସମଗ୍ର ପଶ୍ଚିମ ୟୁରୋପରେ ସୃଷ୍ଟି ହୋଇଥିବା ‘ହିଟ୍‌-ଡୋମ୍‌’ (ଉତ୍ତପ୍ତ ବାୟୁ ବଳୟ) ଯୋଗୁ ବ୍ରିଟେନ, ଫ୍ରାନ୍ସ, ଇଟାଲୀ ଏବଂ ସ୍ପେନ୍‌ ଭଳି ପ୍ରମୁଖ…

ରାଜ୍ୟର ଏସବୁ ଜିଲାରେ ବିଜୁଳି ଘଡ଼ଘଡ଼ି ସହ ପ୍ରବଳ ବର୍ଷା! ଜାରି ହେଲା ୟେଲୋ ଓ୍ବାର୍ନିଂ

ଭୁବନେଶ୍ୱର,୨୪ା୬(ସୌମ୍ୟରଞ୍ଜନ ରାଉତ)- ରାଜ୍ୟର ସବୁ ଜିଲାକୁ ଛୁଇଁବା ପରେ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଅଧିକ ସକ୍ରିୟ ହୋଇଛି। ଖରା, ଗରମ ସହ କଁା ଭଁା କିଛି କିଛି…

ସୀମା ଟପିଲାଣି ସରକାରୀ ବହିରେ ତ୍ରୁଟି: ଇଂଲିଶ ବହିରେ ଓଡ଼ିଆ ରଜ ଗୀତ

ଭୁବନେଶ୍ୱର,୨୪ା୬(ସୁଚିସ୍ମିତା ସାହୁ): ଜାତୀୟ ଶିକ୍ଷାନୀତି -୨୦୨୦ ଆଧାରରେ ରାଜ୍ୟ ସରକାରଙ୍କ ଦ୍ୱାରା ପ୍ରସ୍ତୁତ ପ୍ରଥମରୁ ଅଷ୍ଟମ ଶ୍ରେଣୀର ନୂଆ ବହିରେ ତ୍ରୁଟି ସୀମା ଟପିଲାଣି। ପୂର୍ବରୁ ବ୍ୟାକରଣ,…

ପାସପୋର୍ଟକୁ ନେଇ ବୈଦେଶିକ ମନ୍ତ୍ରଣାଳୟର ବଡ଼ ସୂଚନା, ନାଗରିକତାର….

ନୂଆଦିଲ୍ଲୀ,୨୪।୬: ଭାରତୀୟ ପାସପୋର୍ଟ ନାଗରିକତା ପ୍ରମାଣିତ କରିବାର ଏକ ଦସ୍ତାବିଜ ନୁହେଁ, ଏହା ସମ୍ପୂର୍ଣ୍ଣ ଭାବରେ ଏକ ଯାତ୍ରା(ଟ୍ରାଭେଲ) ଡକ୍ୟୁମେଣ୍ଟ । ନାଗରିକତାର ପ୍ରମାଣ ଭାବରେ କିମ୍ବା ସରକାରୀ…

କାଦୁଅ ବିଲରୁ ଉଦ୍ଧାର ହୋଇଥିଲା ମୁହଁ ମାଡ଼ି ପଡ଼ିଥିବା ମହିଳାଙ୍କ ମୃତଦେହ, ସୁପରିକଳ୍ପିତ ହତ୍ୟାକାଣ୍ଡ ବୋଲି ସ୍ପଷ୍ଟ କଲେ ଅତିରିକ୍ତ SP

ହାଟଡିହୀ,୨୪।୬(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ସୋସୋ ଥାନା ବାଲିଆ ଅଞ୍ଚଳର ଏକ ବିଲରୁ ଜଣେ ଅଚିହ୍ନା ମହିଳାଙ୍କ ମୃତଦେହ ଉଦ୍ଧାର ହେବା ଘଟଣାରେ ଏକ ବଡ଼ ଖୁଲାସା…

ବଜ୍ରାଘାତ ପରେ ଘରେ ଫୁଟିଲା ବାଣ; ବିସ୍ଫୋରଣରେ ପୁଅର ମୃତ୍ୟୁ, ବାପା-ମା’ଙ୍କ ସହ ୩ ଗୁରୁତର

ଦିଗପହଣ୍ଡି,୨୪।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ସିଙ୍ଗପୁର ଗ୍ରାମରେ ବୁଧବାର ସନ୍ଧ୍ୟାରେ ଏକ ଭୟାବହ ବାଣ ବିସ୍ଫୋରଣ ଘଟିଛି। ଗ୍ରାମର ପାଣିଟାଙ୍କି ରୋଡ଼୍‌ରେ ଥିବା…

ବୈଭବଙ୍କୁ ଟିମ୍‌ ଇଣ୍ଡିଆର ଡ୍ରେସିଂ ରୁମ୍‌ ମନା, ଦଳଠାରୁ ରହିବେ ଅଲଗା; ICCର ନିୟମକୁ ନେଇ… 

ନୂଆଦିଲ୍ଲୀ,୨୪।୬: ବୈଭବ ସୂର୍ଯ୍ୟବଂଶୀ ଟିମ୍‌ ଇଣ୍ଡିଆ ସହିତ ଆୟରଲ୍ୟାଣ୍ଡରେ ପହଞ୍ଚି ସାରିଛନ୍ତି। ଆୟରଲ୍ୟାଣ୍ଡ ବିପକ୍ଷ ଟି-୨୦ ସିରିଜ ପରେ ଭାରତୀୟ ଦଳକୁ ଇଂଲଣ୍ଡ ଗସ୍ତରେ ଯିବାର ଅଛି,…

ଦିଗପହଣ୍ଡିରେ ବିକଶିତ ଓଡ଼ିଶା ପାଇଁ ଜନଭାଗିଦାରୀ ସଚେତନତା କାର୍ଯ୍ୟକ୍ରମ, ବିକଶିତ ଓଡ଼ିଶାର ପଟ୍ଟଚିତ୍ର…

ଦିଗପହଣ୍ଡି,୨୪।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି ପ୍ରଶାସନ ପକ୍ଷରୁ ବୁଧବାର ସ୍ଥାନୀୟ ପୁଞ୍ଜିକଂୟା ଛକ ନିକଟ କବିସୂର୍ଯ୍ୟ ବଳଦେବ ରଥ କଲ୍ୟାଣ ମଣ୍ଡପ ପରିସରରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri