ଭାରତ ଗଲେ ସତର୍କ ରୁହ: ନାଗରିକଙ୍କୁ ଚେତାଇଲା ଆମେରିକା

ଓ୍ବାଶିଂଟନ, ୮ା୧୦: ଭାରତକୁ ଯାତ୍ରା କରୁଥିବା ଆମେରିକୀୟମାନଙ୍କୁ ସର୍ବାଧିକ ସତର୍କତା ଅବଲମ୍ବନ ପାଇଁ ଶୁକ୍ରବାର ଓ୍ବାଶିଂଟନ ପକ୍ଷରୁ ପରାମର୍ଶ ଦିଆଯାଇଛି। ଭାରତରେ ଘଟୁଥିବା ଅପରାଧ ଓ ଆତଙ୍କବାଦୀ କାର୍ଯ୍ୟକୁ ଆଳ କରି ଏଭଳି ଓ୍ବାର୍ନିଂ ଜାରି କରାଯାଇଛି। ବିଶେଷକରି କେନ୍ଦ୍ରଶାସିତ ଅଞ୍ଚଳ ଜମ୍ମୁ ଓ କଶ୍ମୀରକୁ ଗସ୍ତ ନ କରିବାକୁ ଆମେରିକା ପରରାଷ୍ଟ୍ର ବିଭାଗ ଟ୍ରାଭେଲ୍‌ ଆଡ୍‌ଭାଇଜରିରେ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ମୋହନାରେ ନୂତନ ଥାନା ଅଧିକାରୀ

ମୋହନା,୨୦ା୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ଥାନାରେ ନୂତନ ଥାନା ଅଧିକାରୀ ଭାବେ ଓମ ନାରାୟଣ ପାତ୍ର ଦାୟିତ୍ୱ ଗ୍ରହଣ କରିଛନ୍ତି। ପୂର୍ବରୁ ରହିଥିବା ଥାନା ଅଧିକାରୀ…

ସୁଦୃଢ଼ ହେବ ସ୍ବାସ୍ଥ୍ୟସେବା, ରାଜ୍ୟରେ ୫ ନୂଆ ମେଡିକାଲ କଲେଜ ନେଇ ମୁଖ୍ୟମନ୍ତ୍ରୀଙ୍କ ଘୋଷଣା

ଭୁବନେଶ୍ୱର,୨୦।୨: ରାଜ୍ୟରେ ସ୍ବାସ୍ଥ୍ୟସେବାକୁ ଅଧିକ ସୁଦୃଢ଼ କରିବା ପାଇଁ ଅର୍ଥମନ୍ତ୍ରୀ ତଥା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବଡ଼ ଘୋଷଣା କରିଛନ୍ତି। ରାଜ୍ୟରେ ୫ ନୂଆ ମେଡିକାଲ…

କିଡ୍‌ନୀ, ହାର୍ଟ ଦାନକରି ଅମର ହେଲେ ଶୁଭମ୍‌

ବଞ୍ଚୋ/ବଉଳା/ଛେନାପଦି,୨୦ା୨(ପ୍ରଦୋଷ କୁମାର ବିଶ୍ୱାଳ/ଦୁର୍ଗା ପ୍ରସାଦ ଆୟଚ/ ନିରାକାର ପରିଡା): କେନ୍ଦୁଝର ଜିଲା ହାଟଡ଼ିହୀ ବ୍ଲକ୍‌ ଜମ୍ଭିରା ଗ୍ରାମର ଉପେନ୍ଦ୍ର ଆୟଚଙ୍କ ପୁତ୍ର ଶୁଭମ୍‌ ଆୟଚ(୧୨) ଦୁର୍ଘଟଣାରେ ମୃତ୍ୟୁ…

୨୧୮ ଛାତ୍ରୀଛାତ୍ରଙ୍କ ଚକ୍ଷୁ ପରୀକ୍ଷା

ଦିଗପହଣ୍ଡି/ପାଟପୁର,୨୦ା୨(ଅଶେଷ ନାଥ ମିଶ୍ର/ସିମାଞ୍ଚଳ ସାହୁ): ଗଞ୍ଜାମ ଜିଲା ସମଗ୍ର ଶିକ୍ଷା ଅଭିଯାନ ଓ ଜିଲା ଦୃଷ୍ଟି ବାଧିତ ନିୟନ୍ତ୍ରଣ କାର୍ଯ୍ୟାଳୟ ଆନୁକୂଲ୍ୟରେ ରାଜ୍ୟ ସରକାରଙ୍କ ସୁରେନ୍ଦ୍ର ସାଏ…

ଏଣିକି ନିଜ ଲଢ଼େଇ ନିଜର

ଦିଗପହଣ୍ଡି,୨୦ା୨(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ସ୍ଥିତ ଖେମୁଣ୍ଡି କଲେଜରେ ଛାତ୍ରୀ ଆତ୍ମ ସୁରକ୍ଷା ପ୍ରଶିକ୍ଷଣ ଶିବିର ଉଦଘାଟିତ ହୋଇଛି। ଅଧ୍ୟାପିକା ଅଞ୍ଜଳୀ ମଣ୍ଡଳଙ୍କ ସଂଯୋଜନାରେ ଅନୁଷ୍ଠିତ ଉଦଘାଟନୀ…

ମାଟି ଅତଡ଼ା ଖସି ଶ୍ରମିକଙ୍କ ମୃତ୍ୟୁ: ଜଳ ସିଞ୍ଚନ ପ୍ରକଳ୍ପ କାର୍ଯ୍ୟରେ ଅଘଟଣ

ଆନନ୍ଦପୁର,୨୦ା୨(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଥାନା ବୁଢ଼ୀକୁଦ ଗଁା ନିକଟରେ ଚାଲିଥିବା ଜମିକୁ ଜଳ ସିଞ୍ଚନ ପ୍ରକଳ୍ପ କର୍ଯ୍ୟରେ ଶୁକ୍ରବାର ଅଘଟଣ ଘଟିଛି। ୧୫…

ସୁଭଦ୍ରା ଯୋଜନାକୁ ନେଇ ସରକାରଙ୍କ ବଡ଼ ଘୋଷଣା, ମହିଳାଙ୍କୁ ମିଳିବ…

ଭୁବନେଶ୍ୱର,୨୦।୨: ମୁଖ୍ୟମନ୍ତ୍ରୀ ତଥା ଅର୍ଥମନ୍ତ୍ରୀ ମୋହନ ମାଝୀ ଚଳିତ ବର୍ଷ ପାଇଁ ୩ ଲକ୍ଷ ୧୦ ହଜାର କୋଟି ଟଙ୍କାର ବଜେଟ ଆଗତ କରିଛନ୍ତି । ଏହି…

‘ମଧୁବାବୁ ପେନସନ୍‌ ଯୋଜନା’କୁ ନେଇ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: ବାଦ୍‌ ପଡ଼ିଥିବା ୬ ଲକ୍ଷ ଯୋଗ୍ୟଙ୍କୁ ମିଳିବ ଭତ୍ତା, ଆଉ କାହାକୁ… 

ଭୁବନେଶ୍ୱର,୨୦।୨: ୨୦୨୬-୨୭ ବର୍ଷ ପାଇଁ ଶୁକ୍ରବାର ଉପସ୍ଥାପନ କରାଯାଉଛି ବଜେଟ। ୨୦୨୬-୨୭ ବର୍ଷ ପାଇଁ ଶୁକ୍ରବାର ଉପସ୍ଥାପନ କରାଯାଉଛି ବଜେଟ। ଏଥିରେ ‘ମଧୁବାବୁ ପେନସନ୍‌ ଯୋଜନା’କୁ ନେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri