ରୁହ ସତର୍କ, ଏବେ ବି ଶେଷ ହୋଇନି କରୋନା…

ଜେନେଭା, ୨୩।୫ : ବିଶ୍ୱ ସୱାସ୍ଥ୍ୟ ସଂଗଠନ ମୁଖ୍ୟ ଚେତାବନୀ ଦେଇଛନ୍ତି ଯେ କରୋନା ସଂକ୍ରମଣ ହ୍ରାସ ପାଇବା ପରେ ବି ମହାମାରୀ ଏପର୍ଯ୍ୟନ୍ତ ଶେଷ ହୋଇନାହିଁ। ସେ ପୃଥିବୀର ବିଭିନ୍ନ ଦେଶର ସରକାରମାନଙ୍କୁ ସତର୍କ ରହିବାକ ପରାମର୍ଶ ଦେଇଛନ୍ତି। ଜେନେଭାରେ ସଂଗଠନର ବାର୍ଷିକ ବୈଠକ ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ ମୁଖ୍ୟ ଟେଡ୍ରୋସ ଆଧାନୋମ ଗେବ୍ରେୟସସ ଉପସ୍ଥିତ ଅଧିକାରୀମାନଙ୍କୁ କହିଛନ୍ତି ଯେ ନମୁନା ପରୀକ୍ଷା କମ୍‌ କରାଯିବା ଉଚିତ ନୁହେଁ।

ଆମେ ଜାଣିଶୁଣି ନିଜ ଉପରେ ବିପଦ ଟାଣି ଆଣୁଛେ। ସେ କହିଛନ୍ତି ଯେ ଗରିବ ଦେଶମାନଙ୍କରେ ପ୍ରାୟ ଏକ ବିଲିୟନ ଲୋକ ଏପର୍ଯ୍ୟନ୍ତ ଆଣ୍ଟି-କୋଭିଡ ଟିକା ଗ୍ରହଣ କରିପାରି ନାହାନ୍ତି। ବିଶ୍ୱ ପରିସ୍ଥିତି ଉପରେ ଆଧାରିତ ସାପ୍ତାହିକ ରିପୋର୍ଟକୁ ଦୃଷ୍ଟିରେ ରଖି ଗେବ୍ରେୟସସ କହିଛନ୍ତି ଯେ ମାର୍ଚ୍ଚ ମାସରୁ ନୂତନ ସଂକ୍ରମଣ ଅନେକ ସପ୍ତାହ ହ୍ରାସ ପାଇବା ପରେ ମୃତ୍ୟୁ ସଂଖ୍ୟା ମଧ୍ୟ ହ୍ରାସ ପାଇଛି।

ସେ କହିଛନ୍ତି ଯେ ସ୍ଥିତିରେ ଉନ୍ନତି ଏବଂ ପୃଥିବୀର ୬୦ ପ୍ରତିଶତ ଲୋକଙ୍କୁ ଟିକାକରଣ ନ କରାଯିବା ପର୍ଯ୍ୟନ୍ତ ମହାମାରୀ ଶେଷ ହେବ ନାହିଁ। ତେଣୁ ସତର୍କତା ସହିତ ପଦକ୍ଷେପ ଗ୍ରହଣ କରିବା ଜରୁରୀ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭିମସାର କର୍ମଚାରୀଙ୍କ ଅଚଳାଚଳ ସମ୍ପତ୍ତି ଠାବ:୧୦ ମୂଲ୍ୟବାନ ପ୍ଲଟ ସହ ବିପୁଳ ଟଙ୍କା

ସମ୍ବଲପୁର,୩୦।୬(ପ୍ରମୋଦ ବହିଦାର): ବୁର୍ଲାସ୍ଥିତ ବୀର ସୁରେନ୍ଦ୍ର ସାଏ ଆୟୁର୍ବିଜ୍ଞାନ ଓ ଗବେଷଣା ପ୍ରତିଷ୍ଠାନ(ଭିମସାର)ର ଷ୍ଟେୱାର୍ଡ ଅଶ୍ୱିନୀ ମେହେରଙ୍କ ନାମରେ ଆୟବର୍ହିଭୂତ ସମ୍ପତ୍ତି ଠାବ ଅଭିଯୋଗରେ ଓଡ଼ିଶା ଭିଜିଲାନ୍ସ…

ସଂସଦର ସବୁଠାରୁ ଧନୀ ଏମ୍ପି କିଏ? ଜାଣନ୍ତୁ କେଉଁ ଦଳ ସବୁଠାରୁ ଅଧିକ ମାଲାମାଲ୍!

ନୂଆଦିଲ୍ଲୀ,୩୦।୬: ଦେଶର ସଂସଦରେ ରାଜନୀତି ସହିତ ସମ୍ପତ୍ତିର ପରିମାଣ ମଧ୍ୟ ନୂଆ ରେକର୍ଡ ସୃଷ୍ଟି କରୁଛି। ଗୋଟିଏ ପଟେ ଲୋକ ସଭାରେ କୋଟିପତି ଏମ୍ପିଙ୍କ ସଂଖ୍ୟା କ୍ରମାଗତ…

ଇପିଏଫ କି ପେନସନ ନାହିଁ: ୪୧ ବର୍ଷ ସରକାରୀ ସେବାପରେ ବିନା ସୁବିଧାରେ ଅବସର ନେଲେ ତ୍ରିନାଥ

ଭଞ୍ଜନଗର,୩୦।୬(ବାବୁଲା ପ୍ରଧାନ):ଗଞ୍ଜାମ ଜିଲା ଭଞ୍ଜନଗର କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟରେ କାର୍ଯ୍ୟରତ ଥିବା ପିଅନ ତ୍ରିନାଥ ପ୍ରଧାନ ମଙ୍ଗଳବାର କର୍ମମୟ ଜୀବନରୁ ଅବସର ନେଇଛନ୍ତି। ଏନେଇ…

ଛାତ୍ରୀକୁ ପେଟ୍ରୋଲ ଢାଳି ପୋଡିବାକୁ ଉଦ୍ୟମ କରୁଥିଲେ ଯୁବକ, ହଠାତ୍…

ଧୂଷୁରୀ/ଅସୁରାଳି,୩୦।୬( ଦୀପ୍ତି ରଞ୍ଜନ ନାୟକ/ସନ୍ତୋଷ ସାହୁ ) : ଧୂଷୁରୀ ଥାନା ଅଧୀନ ଫତେପୁର ପଞ୍ଚାୟତର ଫତେପୁର ଗ୍ରାମର ଜଣେ ୩୩ ବର୍ଷୀୟ ଯୁବକ ନିକଟସ୍ଥ ଗାଁର…

ଅମାଠ ବେହେରା ରାଇସ ମିଲ ସିଲ୍‌: ଜିଲାପାଳଙ୍କ ଆଦେଶ ଅବମାନନା ଅଭିଯୋଗ

କେସିଙ୍ଗା,୩୦।୬(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅନ୍ତର୍ଗତ ଅମାଠ ଛକସ୍ଥିତ ବେହେରା ରାଇସ ମିଲ ଏବଂ ଗୋଟିଏ ଗୋଦାମକୁ ମଙ୍ଗଳବାର ଜିଲାପାଳଙ୍କ ନିର୍ଦ୍ଦେଶ କ୍ରମେ ଏସିଏସଓ…

ବାବୁଙ୍କ ଘରେ ବିଡ଼ା ବିଡ଼ା ଟଙ୍କା ଦେଖି ଭିଜିଲାନ୍ସ ଚକିତ: ୨୦ରୁ ଅଧିକରୁ ପ୍ଲଟ୍‌ ସହ ଘରୁ ମିଳିଲା…

ସମ୍ବଲପୁର,୩୦।୬(ପ୍ରମୋଦ ବହିଦାର): ବୁର୍ଲାସ୍ଥିତ ବୀର ସୁରେନ୍ଦ୍ର ସାଏ ଆୟୁର୍ବିଜ୍ଞାନ ଓ ଗବେଷଣା ପ୍ରତିଷ୍ଠାନ(ଭିମସାର)ର ପ୍ରତିଷ୍ଠାନ(ଏଷ୍ଟାବ୍ଲିଶମେଣ୍ଟ) ଅଧିକାରୀ ତଥା କାର୍ଯ୍ୟାଳୟ ଅଧିକ୍ଷକ ଧନୁର୍ଦ୍ଧର ବିଶ୍ୱାଳଙ୍କ ନାମରେ ଆୟ ବର୍ହିଭୂତ…

ବଢିଲା ରବି ଧାନ ସଂଗ୍ରହ ଅବଧି: ଯୋଗାଣ ମନ୍ତ୍ରୀ ଦେଲେ ବଡ଼ ସୂଚନା

ଭୁବନେଶ୍ୱର,୩୦।୬: ରବି ଧାନ ସଂଗ୍ରହ ଅବଧି ଜୁଲାଇ ୩ ତାରିଖ ଯାଏ ବୃଦ୍ଧି କରିଛନ୍ତି ସରକାର। ଅବଧି ବୃଦ୍ଧି ନେଇ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ରଙ୍କ ସୂଚନା…

ପଦ୍ମପୁର ଉପଖଣ୍ଡ ଡାକ୍ତରଖାନାରେ ବିପର୍ଯ୍ୟସ୍ତ ସ୍ବାସ୍ଥ୍ୟସେବା: ମାତୃ-ଶିଶୁ ବିଭାଗର ଲିଫ୍ଟ ଅଚଳ, ଆସୁନି ପାଣି

ପଦ୍ମପୁର,୨୯ା୬(ପ୍ରଦୀପ୍ତ ଦାଶ):ପଦ୍ମପୁର ଉପଖଣ୍ଡର ଏକମାତ୍ର ଭରସାଯୋଗ୍ୟ ସରକାରୀ ଉପଖଣ୍ଡ ଡାକ୍ତରଖାନାରେ ବିପର୍ଯ୍ୟସ୍ତ ସ୍ବାସ୍ଥ୍ୟସେବା ନେଇ ସାଧାରଣରେ ତୀବ୍ର ଅସନ୍ତୋଷ ପ୍ରକାଶ ପାଇଛି। ଦୁର୍ଘଟଣାଗ୍ରସ୍ତ କିମ୍ବା ଗୁରୁତର ରୋଗୀଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri