କରୋନାକୁ ନେଇ ସତର୍କ କରାଇଲେ ଡିଏମ୍‌ଇଟି

ଭୁବନେଶ୍ୱର,୨୨।୧୦(ବ୍ୟୁରୋ): ରାଜ୍ୟରେ ଦିନକୁ ଦିନ ସଂକ୍ରମଣ ସଂଖ୍ୟା କମିବାରେ ଲାଗିଛି। ତଥାପି କରୋନା ଭୟ ଏଯାଏ ଯାଇନି, ତେଣୁ ସଚେତନ ରହିବା ଆବଶ୍ୟକ ବୋଲି ଡିଏମ୍‌ଇଟି ସିବିକେ ମହାନ୍ତି ସୂଚନା ଦେଇଛନ୍ତି। ସଚେତନ ନହେଲେ ତୃତୀୟ ଲହର ଆସିପାରେ ବୋଲି ସତର୍କ କରାଇଛନ୍ତି ଡିଏମ୍‌ଇଟି।

ଆମେ ପ୍ରାୟତଃ ଦ୍ୱିତୀୟ ଲହରର ଶେଷ ପର୍ଯ୍ୟାୟରେ ପହଞ୍ଚିଗଲେଣି। କିନ୍ତୁ ଆମକୁ ସତର୍କ ରହିବାକୁ ପଡିବ। ସତର୍କ ନହେଲେ ଆମେ ତୃତୀୟ ଲହରକୁ ଆମନ୍ତ୍ରଣ କରିବା ବୋଲି ଡିଏମ୍‌ଇଟି କହିଛନ୍ତି।
ସେହିପରି ମହାରାଷ୍ଟ୍ରରେ ଆଉ ଏକ ଭ୍ୟାରିଏଣ୍ଟ ଚିହ୍ନଟ ହୋଇଛି। ନୂଆ ଭାରିଏଣ୍ଟ ଉପରେ ପରୀକ୍ଷା ନିରୀକ୍ଷା ଚାଲିଛି। ତେଣୁ ଭୟଭୀତ ହେବାର ଆବଶ୍ୟକ ନାହିଁ ବୋଲି ସେ କହିଛନ୍ତି।

 


Enter your email to get our daily news in your inbox.

All Right Reserved By Dharitri.Com

ନିର୍ବାଚନ ଲଢିପାରିବେନି ମୋକିମ, ମଇଦାନକୁ ଓହ୍ଲାଇଲେ ଝିଅ!

ଭୁବନେଶ୍ୱର,୨୪।୪: ନିର୍ବାଚନ ଯେତେ ପାଖେଇ ଆସୁଛି ସେତିକି ସରଗରମ ହେଉଛି ରାଜ୍ୟ ରାଜନୀତି। ତେବେ ଲୋକ ସଭା ର୍ନିବାଚନକୁ ଆଉ ଦିନ କେଇଟା ବାକି ଥିବାବେଳେ...

କନଫ୍ୟୁଜରେ ସୁର, ବଡ଼ପୁଅ ନା ସାନପୁଅ ପାଇଁ କରିବେ ପ୍ରଚାର

ଭୁବନେଶ୍ୱର,୨୪।୪: ରୋଚକ ମୋଡ ନେଇଛି ସୁରଙ୍କ ଫ୍ୟାମିଲି ପଲିଟିକ୍ସ । ସାନ ପୁଅ ବିଜେଡି ଟିକେଟ ନେଇ ମଇଦାନକୁ ଓହ୍ଲାଇଥିବା ବେଳେ ବଡ଼ ପୁଅକୁ ନିମାପଡ଼ା...

ବିରୋଧୀ କେବେ ସଫଳ ହେବେନି, ବିଜେଡି ବିପୁଳ ବିଜୟ ହାସଲ କରିବ: ନବୀନ

ହିଞ୍ଜିଳିକାଟୁ,୨୪।୪(ଦ୍ୱିତୀକୃଷ୍ଣ ପଣ୍ଡା): ହିଞ୍ଜିଳି ଜନସଭାରେ ବିରୋଧୀଙ୍କୁ ଟାର୍ଗେଟ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ମୁଖ୍ୟମନ୍ତ୍ରୀ କହିଛନ୍ତି, ବିରୋଧୀ ଅପପ୍ରଚାର କରିବା ସହ ବିକାଶ କାମରେ ବାଧା...

ବିଜେଡି ସରକାର ବିରୋଧରେ ଚାର୍ଜସିଟ୍‌ ଆଣିଲା ଭାଜପା

ଭୁବନେଶ୍ୱର,୨୪।୪: ବିଜେଡି ବିରୋଧରେ ଚାର୍ଜସିଟ୍‌ ଆଣିଲା ଭାଜପା। ବିଜେଡି ସରକାରରେ ଅନ୍ୟାୟ, ଦୁର୍ନୀତି, ଅଗଣତାନ୍ତ୍ରିକ ଶାସନ ବ୍ୟବସ୍ଥା, ମହିଳା ବିରୋଧୀ ହିଂସାକୁ ଚାର୍ଜସିଟରେ ସ୍ଥାନ ଦେଇଛି...

ଭୁବନେଶ୍ୱରରେ ହେବ ବିଗ୍‌ ଫାଇଟ୍‌, କାହାର ପଲା ଭାରି

ଭୁବନେଶ୍ବର,୨୪।୪: ଭୁବନେଶ୍ବର ସଂସଦୀୟ କ୍ଷେତ୍ରରେ ହେବ ବିଗ ଫାଇଟ । ଯୁବ ଓ ମହିଳା ଭୋଟରଙ୍କୁ ହାତେଇପାରନ୍ତି ଭାଜପା ପ୍ରାର୍ଥୀ ଅପରାଜିତା ଷଡଙ୍ଗୀ । ବିଜେଡିର...

ଓଡିଶା ଆସୁଛନ୍ତି ଅମିତ ଶାହା, କରିବେ ନିର୍ବାଚନୀ ପ୍ରଚାର

ଭୁବନେଶ୍ୱର,୨୪।୪: ଗୁରୁବାର ଓଡିଶା ଆସିବେ କେନ୍ଦ୍ର ଗୃହ ମନ୍ତ୍ରୀ ଅମିତ ଶାହା। କାଲିଠୁ ଭାଜପାର ବିଧିବଦ୍ଧ ଭାବେ ନିର୍ବାଚନୀ ପ୍ରଚାର ଆରମ୍ଭ କରିବେ। ଅପରାହ୍ଣ ସାଢ଼େ...

ଓଡ଼ିଶାର ସାଢ଼େ ୪ କୋଟି ମୋର ପରିବାର: ନବୀନ

ହିଞ୍ଜିଳିକାଟୁ,୨୪।୪(ଦ୍ୱିତୀକୃଷ୍ଣ ପଣ୍ଡା): ଆଜିଠୁ ପ୍ରଚାର ମୈଦାନକୁ ଓହ୍ଲାଇଛନ୍ତି ମୁଖ୍ୟମନ୍ତ୍ରୀ ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ । ଏହି ସମୟରେ ନିଜ ନିର୍ବାଚନ ମଣ୍ଡଳୀର ହିଞ୍ଜିଳିକାଟୁରେ...

୧୫ ଦିନରେ ଦଳବଦଳ: ଭାଜପାରେ ମିଶିଥିବା କର୍ମୀ ବିଜେଡିକୁ ଫେରିଲେ

ବିଞ୍ଝାରପୁର,୨୪ା୪(ରାମକୃଷ୍ଣ ଦାସ):ସାଧାରଣ ନିର୍ବାଚନକୁ ଦୃଷ୍ଟିରେ ରଖି ବିଞ୍ଝାରପୁରରେ ଏଥର ୩ ପ୍ରମୁଖ ରାଜନୈତିକ ଦଳ ନିଜର ରଣନୀତି ସୁଦୃଢ଼ କରୁଛନ୍ତି। ବିଞ୍ଝାରପୁର ନିର୍ବାଚନମଣ୍ଡଳୀ ଭାଜପା ପ୍ରାର୍ଥୀ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri