Posted inଜାତୀୟ

ମଧ୍ୟବର୍ତ୍ତୀକାଳୀନ ନିର୍ବାଚନ ପାଇଁ ପ୍ରସ୍ତୁତ ରୁହ, ପଓ୍ବାରଙ୍କ ଚେତାବନୀ…

ମୁମ୍ବାଇ, ୪।୭ : ରାଷ୍ଟ୍ରବାଦୀ କଂଗ୍ରେସ ପାର୍ଟି (ଏନସିପି) ମୁଖ୍ୟ ଶରଦ ପୱାର କହିଛନ୍ତି ଯେ ମହାରାଷ୍ଟ୍ରରେ ମଧ୍ୟବର୍ତ୍ତୀକାଳୀନ ନିର୍ବାଚନ ହେବାର ଆଶଙ୍କା ରହିଛି। କାରଣ ବିଦ୍ରୋହୀ ଶିବସେନା ନେତା ମୁଖ୍ୟମନ୍ତ୍ରୀ ଏକନାଥ ସିନ୍ଧେଙ୍କ ନେତୃତ୍ୱରେ ରାଜ୍ୟ ସରକାର ଆସନ୍ତା ୬ ମାସ ମଧ୍ୟରେ ଭାଙ୍ଗିଯିବ। ଏନସିପି ବିଧାୟକ ତଥା ଅନ୍ୟ ଦଳର ନେତାମାନଙ୍କୁ ସମ୍ବୋଧିତ କରିବାବେଳେ ପାୱାର ଏହା କହିଛନ୍ତି।

ଏହି ବୈଠକରେ ଯୋଗ ଦେଇଥିବା ଜଣେ ଏନସିପି ନେତା ପୱାରଙ୍କ ଉଦ୍ଦେଶ୍ୟରେ କହିଛନ୍ତି ଯେ ମହାରାଷ୍ଟ୍ରରେ ନବ ଗଠିତ ସରକାର ଆସନ୍ତା ୬ମାସ ମଧ୍ୟରେ ଭାଙ୍ଗିଯାଇପାରେ, ତେଣୁ ମଧ୍ୟବର୍ତ୍ତୀକାଳୀନ ନିର୍ବାଚନ ପାଇଁ ସମସ୍ତେ ପ୍ରସ୍ତୁତ ହେବା ଉଚିତ।

ପୱାର କହିଛନ୍ତି ଯେ ଅନେକ ବିଦ୍ରୋହୀ ବିଧାୟକ ଯେଉଁମାନେ ସିନ୍ଧେଙ୍କୁ ସମର୍ଥନ କରୁଛନ୍ତି ସେମାନେ ବର୍ତ୍ତମାନର ବ୍ୟବସ୍ଥାରେ ଖୁସି ନୁହଁନ୍ତି। ମନ୍ତ୍ରୀମାନଙ୍କୁ ପୋର୍ଟଫୋଲିଓ ବଣ୍ଟନ କରାଯିବା ପରେ ସେମାନଙ୍କର ଅସନ୍ତୋଷ ସାମ୍ନାକୁ ଆସିବ, ଯାହା ଫଳରେ ସରକାରଙ୍କ ପତନ ଘଟିବ। ପୱାର ଏହା ମଧ୍ୟ କହିଛନ୍ତି ଯେ ଏହି ପରୀକ୍ଷଣର ବିଫଳତା ହେବା ପରେ ବିଦ୍ରୋହୀ ବିଧାୟକଙ୍କୁ ସେମାନଙ୍କ ମୂଳ ପାର୍ଟିକୁ ଫେରିବାକୁ ପଡ଼ିପାରେ।

ଏହି ବୈଠକରେ ଯୋଗ ଦେଇଥିବା ଏନସିପି ବିଧାୟକମାନଙ୍କୁ ନିଜ ନିଜ ନିର୍ବାଚନମଣ୍ଡଳୀରେ ଅଧିକ ସମୟ ବିତାଇବାକୁ ପଓ୍ବାର କହିଛନ୍ତି। କାରଣ ମଧ୍ୟବର୍ତ୍ତୀକାଳୀନ ନିର୍ବାଚନ ପାଖେଇ ଆସୁଥିବା ସେ ସୂଚିତ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପାଇଲଟ ସ୍ମିତ୍‌ ମଚ୍ଛର ଆକ୍ରମଣର ତଦନ୍ତ କରିବ ଏନ୍‌ଆଇଏ

ନୂଆଦିଲ୍ଲୀ, ୧୦ା୧୦ : ସେପ୍ଟେମ୍ବର ୩୦ରେ ଫ୍ଲାଇଦୁବାଇ ବିମାନର କକ୍‌ପିଟ ଭିତରେ ଭାରତୀୟ ପାଇଲଟ କ୍ୟାପଟେନ ସ୍ମିତ୍‌ ମଚ୍ଛରଙ୍କୁ ହୋଇଥିବା ଆକ୍ରମଣର ତଦନ୍ତ ପାଇଁ ଜାତୀୟ ତଦନ୍ତକାରୀ…

ମୁମ୍ବାଇରେ ବଲିଉଡ ଅଭିନେତା ଇମ୍ରାନ ଖାନ୍‌ ଅଟକ

ମୁମ୍ବାଇ,୧୦।୧୦: ମୁଖ୍ୟ ନିର୍ବାଚନ କମିଶନର (ସିଇସି) ଜ୍ଞାନେଶ କୁମାରଙ୍କ ଇସ୍ତଫା ଦାବିରେ ମୁମ୍ବାଇରେ ଆନ୍ଦୋଳନ ବେଳେ ଶନିବାର ବଲିଉଡ ଅଭିନେତା ଇମ୍ରାନ ଖାନ୍‌ଙ୍କୁ ପୋଲିସ ଅଟକ ରଖିଛି।…

ଭୁବନେଶ୍ୱର କୁମାରଙ୍କ ପ୍ରତ୍ୟାବର୍ତ୍ତନ ଉପରେ ମହମ୍ମଦ ସାମି ଦେଲେ ଏମିତି ବୟାନ ସମସସ୍ତେ ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ,୧୦।୧୦: ନ୍ୟୁଜିଲ୍ୟାଣ୍ଡ ବିପକ୍ଷ ପାଞ୍ଚ ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜ ପାଇଁ ଭୁବନେଶ୍ୱର କୁମାର ଚାରି ବର୍ଷ ପରେ ଭାରତୀୟ ଦଳକୁ ଫେରିଛନ୍ତି। ଅନ୍ୟପକ୍ଷରେ, ମହମ୍ମଦ ସାମି…

CJP ବିକ୍ଷୋଭ ମଧ୍ୟରେ ୩ ପୂର୍ବତନ ମୁଖ୍ୟମନ୍ତ୍ରୀ ଅଟକ, ଭାଜପା କହିଲା…

ନୂଆଦିଲ୍ଲୀ,୧୦।୧୦: ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ ବିରୋଧରେ ହୋଇଥିବା ଏକ ବିକ୍ଷୋଭ ସମୟରେ ମମତା ବାନାର୍ଜୀ, ଅରବିନ୍ଦ କେଜରିୱାଲ ଏବଂ ପି. ବିଜୟନଙ୍କ ସମେତ ଅନେକ…

‘ଯୋଗ୍ୟ ହିତାଧିକାରୀଙ୍କ ନିକଟରେ ପହଞ୍ଚିବ ସରକାରୀ ସେବା’

ଭଞ୍ଜନଗର,୧୦ା୧୦(ବାବୁଲା ପ୍ରଧାନ): ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଶାସନର ୨୫ ବର୍ଷ ପୂର୍ତ୍ତି ଅବସରରେ ଗତ ସେପ୍ଟେମ୍ବର ୧୭ରୁ ଏକ ମାସ ବ୍ୟାପୀ ସେବା ସଂକଳ୍ପ ଅଭିଯାନ ଆରମ୍ଭ…

ନ୍ୟାଶନାଲ ବୁକ୍‌ ଅଫ୍‌ ରେକର୍ଡସରେ ସ୍ଥାନ ପାଇଲେ ଛତ୍ରପୁର ଝିଅ ଶୁଭସ୍ମିତା

ଛତ୍ରପୁର,୧୦ା୧୦(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗଞ୍ଜାମ ଜିଲା ଛତ୍ରପୁର ଦେବୀନଗର ସାହିର ଯୁବ ଚିତ୍ରଶିଳ୍ପୀ ତଥା ଲେଖିକା ଶୁଭସ୍ମିତା ପଣ୍ଡା ନିଜର ଅନନ୍ୟ କଳାପ୍ରତିଭା ପାଇଁ ନ୍ୟାଶନାଲ ବୁକ୍‌…

ତାରାତାରିଣୀ କଲେଜରେ ତ୍ରିମୁଖୀ ଲଢ଼େଇ: ନାମାଙ୍କନ ପ୍ରତ୍ୟାହାର କଲେ ସଭାପତି ପ୍ରାର୍ଥୀ ଅଙ୍କିତ ପ୍ରଧାନ, ମଇଦାନରେ ଅଛନ୍ତି…

ପୁରୁଷୋତ୍ତମପୁର,୧୦ା୧୦(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ତାରାତାରିଣୀ କଲେଜ ଛାତ୍ର ସଂସଦ ନିର୍ବାଚନକୁ ନେଇ କ୍ୟାମ୍ପସରେ ରାଜନୈତିକ ଉଷ୍ଣତା ବଢ଼ିଛି। ଶନିବାର ପ୍ରାର୍ଥିପତ୍ର ପ୍ରତ୍ୟାହାର ଦିବସରେ ସଭାପତି…

ସାଢ଼େ ୯ ବର୍ଷ ପରେ ଶତକ ହାସଲ କରି ଇତିହାସ ରଚିଲେ ଏହି କ୍ରିକେଟର

ନୂଆଦିଲ୍ଲୀ,୧୦।୧୦: ଦକ୍ଷିଣ ଆଫ୍ରିକା ଏବଂ ଅଷ୍ଟ୍ରେଲିଆ ମଧ୍ୟରେ ପ୍ରଥମ ଟେଷ୍ଟ ମ୍ୟାଚ ଡର୍ବାନର କିଙ୍ଗସମିଡ ଷ୍ଟାଡିୟମରେ ଚାଲିଛି। ଅଷ୍ଟ୍ରେଲିଆର ମଧ୍ୟ-କ୍ରମ ବ୍ୟାଟର ମ୍ୟାଟ ରେନଶ’ ଏହି ମ୍ୟାଚରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?