କାମୁଡ଼ିଥିଲା ଭାଲୁ : ଯୁବକଙ୍କ ସ୍ବାସ୍ଥ୍ୟାବସ୍ଥା ବୁଝିଲେ ପ୍ରାଧିକରଣ ସଚିବ

ନୂଆପଡ଼ା,୧୭।୬ (ମକାରୁ ବେମାଲ): ନୂଆପଡ଼ା ଜିଲା କୋମନା ବ୍ଲକ ସୁନାବେଡ଼ା ଅଭୟାରଣ୍ୟ ଭିତରେ ଅବସ୍ଥିତ ସୋସେଙ୍ଗ ଗାଁର ଅମୂଳ ମାଝି ଓ ଦିପଚନ ମାଝି ଜାଳେଣି କାଠ ସଂଗ୍ରହ ପାଇଁ ଜଙ୍ଗଲକୁ ଯାଇଥିବାବେଳେ ଭାଲୁ ଆକ୍ରମଣର ଶିକାର ହୋଇ ଜିଲା ମୁଖ୍ୟ ଚିକିତ୍ସାଳୟରେ ଚିକିତ୍ସିତ ହେଉଛନ୍ତି। ଏ ନେଇ ରବିବାର ଧରିତ୍ରୀ ଓ ଓଡ଼ିଶା ପୋଷ୍ଟରେ ଖବର ପ୍ରକାଶ ପ୍ରକାଶିତ ହୋଇଥିଲା। ପରେ ଜିଲା ଆଇନସେବା ପ୍ରାଧିକରଣ ସଚିବ ନବନୀତା ଦାଶ ଚିକିତ୍ସାଳୟକୁ ଯାଇ ଅମୂଳ ମାଝିଙ୍କ ସ୍ବାସ୍ଥ୍ୟାବସ୍ଥା ପଚାରି ବୁଝିଥିଲେ। କ୍ଷତିପୂରଣ ପାଇଁ ତୁରନ୍ତ ଆବେଦନ କରିବା ପାଇଁ ଜଣେ ଅଧିକାରଙ୍କୁ ନିୟୋଜିତ କରିଥିଲେ। ଅନ୍ୟଜଣେ ଆହତ ଦିପଚନ ମାଝି ରାୟପୁରସ୍ଥିତ ଏମ୍ସ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି। ଦିପଚନଙ୍କ ଭାଇ ପ୍ରାଧିକରଣ କାର୍ଯ୍ୟାଳୟରେ ଚିକ ନିମନ୍ତେ ଅର୍ଥ ଓ କ୍ଷତିପୂରଣ ପାଇଁ ଆବେଦନ କରିଥିଲେ। ସଚିବ ଦାଶ ଜିଲା ଆଇନସେବା ପ୍ରାଧିକରଣ ପକ୍ଷରୁ ରାୟପୁରର ସଚିବଙ୍କୁ ପତ୍ର ଲେଖି ପୀଡିତଙ୍କୁ ସମସ୍ତ ପ୍ରକାର ମାଗଣା ଆଇନ ସେବା ଓ ଚିକିତ୍ସା ସେବା ଯୋଗାଇଦେବା ପାଇଁ ଅନୁରୋଧ କରିଛନ୍ତି। ଚିକିତ୍ସା


Enter your email to get our daily news in your inbox.

All Right Reserved By Dharitri.Com

ନିର୍ମାଣାଧୀନ କାର୍ଯ୍ୟ ପରିଦର୍ଶନ କଲେ ମନ୍ତ୍ରୀ, ସମୀକ୍ଷା କରି କହିଲେ…

ଛତ୍ରପୁର,୧୩ା୬(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ବ୍ଲକ ଅନ୍ତର୍ଗତ ରଘୁନାଥପୁର ଛକଠାରେ ନିର୍ମାଣାଧୀନ ରିଙ୍ଗ୍‌ରୋଡ୍‌କୁ ଓଡ଼ିଶା ସରକାରଙ୍କ ଆଇନ, ପୂର୍ତ୍ତ ଓ ଅବକାରୀ ବିଭାଗର ମନ୍ତ୍ରୀ ପୃଥ୍ବୀରାଜ…

ବିବାହିତା ମହିଳାଙ୍କୁ ପ୍ରେମ କରିବା ପଡ଼ିଲା ମହଙ୍ଗା, ଯୁବକ ନେଲେ ଚରମ ନିଷ୍ପତ୍ତି…

ହାଟଡିହୀ/ଛେନାପଦୀ,୧୩ା୬(ଶୁଭକାନ୍ତ ନାୟକ/ନିରାକାର ପରିଡ଼ା): କେନ୍ଦୁଝର ଜିଲା ସୋସୋ ଥାନା ବଣିଆପଙ୍କ ଗ୍ରାମ ନିକଟରେ ଶନିବାର ଜଣେ ଯୁବକ ଜଣେ ବିବାହିତା ମହିଳାଙ୍କୁ ପ୍ରେମ କରି ଧକ୍କା ଖାଇବାରୁ…

ଆଇଟିଆଇରେ ଅଘଟଣ: ଦୁଇ ମହଲା ଛାତରୁ ଡେଇଁଲେ ଯୁବକ

କୁତ୍ରା,୧୩।୬(ଦେବାଶିଷ ସାହୁ): ସୁନ୍ଦରଗଡ ଜିଲା କୁତ୍ରା ବ୍ଲକ ଅନ୍ତର୍ଗତ ବିରିଙ୍ଗାଟୋଲିଠାରେ ଅବସ୍ଥିତ ହୃଦାନନ୍ଦ ଦାନୀ ଆଇଟିଆଇ ହଷ୍ଟେଲ ଛାତରୁ ଇଲେକ୍ଟ୍ରିକାଲ୍ ଦ୍ଵିତୀୟ ବର୍ଷ ଛାତ୍ର ଦୁଇ ମହଲା…

ଭାରତ କଲା ଏମିତି ପାକିସ୍ତାନରେ ହାହାକାର! ହଠାତ୍‌ ସାରା ବିଶ୍ୱରେ ଚହଳ

ଇସଲାମବାଦ,୧୩।୬: ସିନ୍ଧୁ ଜଳ ଚୁକ୍ତିନାମାକୁ ନେଇ ଭାରତ ଏବଂ ପାକିସ୍ତାନ ମଧ୍ୟରେ ଚାଲିଥିବା ଉତ୍ତେଜନା ଏବେ ପାକିସ୍ତାନର ଅନେକ ସ୍ଥାନରେ ସ୍ପଷ୍ଟ ହେବାରେ ଲାଗିଛି। ସାମ୍ପ୍ରତିକ ରିପୋର୍ଟରୁ…

ବେନିୟମ କରତକଳ ଉପରେ ଚଢ଼ାଉ, ଖସିଗଲେ ଅଭିଯୁକ୍ତ

ଭଞ୍ଜନଗର,୧୩ା୬(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଘୁମୁସର ଉତ୍ତର ବନଖଣ୍ଡ କେନ୍ଦ୍ରୀୟ ବନାଞ୍ଚଳ ଅନ୍ତର୍ଗତ ଖଇରପଟି ଗ୍ରାମ ନିକଟରେ ଖୋଲାରେ ଚାଲୁଥିବା ଏକ ବେନିୟମ କରତକଳ ଉପରେ…

୩୭ ବର୍ଷର ପୁରୁଣା ରେକର୍ଡ ଭାଙ୍ଗିଲେ ରୋହିତ ଶର୍ମା, ଧର୍ମଶାଳାରେ ଇତିହାସ ରଚି…

ଧର୍ମଶାଳା,୧୩ା୬: ରୋହିତ ଶର୍ମା ଏବେ ଆନୁଷ୍ଠାନିକ ଭାବରେ ଭାରତୀୟ କ୍ରିକେଟ୍‌ ଦଳ ପାଇଁ ଓଡିଆଇ ଖେଳିଥିବା ସବୁଠାରୁ ବୟସ୍କ ଖେଳାଳି ହୋଇପାରିଛନ୍ତି। ସେ ମୋହିନ୍ଦର ଅମରନାଥଙ୍କ ୩୭…

‘ମୃତଦେହ’ର ଗୁପ୍ତାଙ୍ଗକୁ ନେଇ ବିବାଦୀୟ କଥା କହିବା ମେଡିକାଲ ଛାତ୍ରୀଙ୍କ ପାଇଁ ମହଙ୍ଗା ପଡ଼ିଲା

ମୁମ୍ବାଇ,୧୩।୬: ପ୍ରଣୀତ ମୋରେଙ୍କ ଶୋ’ରେ ଉପସ୍ଥିତି ସମୟରେ MBBS ଛାତ୍ରୀ ସେଜଲ ପାୱାରଙ୍କ ଦ୍ୱାରା କରାଯାଇଥିବା ଏକ ବ୍ୟଙ୍ଗ ସମ୍ପର୍କରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି। ଷ୍ଟାଣ୍ଡ-ଅପ କମେଡି…

ଆଖି ଆଗରେ ହୁତୁହୁତୁ ହୋଇ ଜଳିଗଲା ନଡିଆ ଗଛ: ଭାଇରାଲ ହେଉଛି ଭିଡିଓ…

ବଜ୍ରାଘାତରେ ହୁତୁହୁତୁ ହୋଇ ଜଳିଗଲା ନଡିଆ ଗଛ | ମୋହନା,୧୩।୬( ମନ୍ମଥ ମିଶ୍ର ): ବଜ୍ରାଘାତରେ ହୁତୁହୁତୁ ହୋଇ ଜଳିଗଲା ନଡିଆ ଗଛ । କିଛିଦିନ ହେବ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri