Posted inଫୁରସତ

ଭାଲୁଛୁଆଙ୍କ ପୁଲ୍‌ ପାର୍ଟି; ଭିଡିଓ ଦେଖିଲେ…

ସୋସିଆଲ ମିଡିଆରେ ଅନେକ ମଜାଦାର ଭିଡିଓ ଭାଇରାଲ ହୋଇଥାଏ। ସେହିଭଳି କ୍ରମରେ ଏବେ ଭାଇରାଲ ହେଉଛି ଭାଲୁଛୁଆଙ୍କ ପୁଲ୍‌ ପାର୍ଟିର ଭିଡିଓ। ଖୋଲାପଡ଼ିଆରେ ପାଣିରେ ଖେଳୁଛନ୍ତି ସେମାନେ। ଲୋକମାନେ ଉକ୍ତ ଭିଡିଓକୁ ବେଶ୍‌ ପସନ୍ଦ କରୁଛନ୍ତି।

ଟୁଇଟରରେ ଉକ୍ତ ଭିଡିଓକୁ @hopkinsBRFC21 ନାମକ ଆକାଉଣ୍ଟରେ ଶେୟାର କରାଯାଇଛି। ଏଯାବତ ଏହାକୁ ହଜାର ହଜାର ସଂଖ୍ୟାରେ ଲୋକ ଦେଖିସାରିଛନ୍ତି। ଆପଣ ବି ଦେଖନ୍ତୁ:-


Enter your email to get our daily news in your inbox.

All Right Reserved By Dharitri.Com

ପ୍ରେମିକଙ୍କ ସହ କ୍ୱାରାଣ୍ଟାଇନ୍‌ରେ ରହିବେ ବୋଲି ସ୍ବାମୀର ପରିଚୟ ଦେଲେ ମହିଳା କନଷ୍ଟେବଳ

ମହାମାରୀ କରୋନା ଭାଇରସ୍‌ ଦ୍ୱାରା ଭାରତ ସମେତ ସମଗ୍ର ବିଶ୍ୱର ଅଧିକାଂଶ ଦେଶ ପ୍ରଭାବିତ ହୋଇଛନ୍ତି। ଯେ କୌଣସି ବ୍ୟକ୍ତିଙ୍କ ରିପୋର୍ଟ ପଜିଟିଭ୍‌ ଆସୁଛି ତାଙ୍କୁ...

ମାଲିକ ଚାକିରିରୁ ବାହାର କରିଦେବାରୁ ଯୁବକ ନେଲେ ଏମିତି ପଦକ୍ଷେପ

ମାଲିକ ଚାକିରିରୁ ବାହାର କରିଦେବା ଜଣେ ବ୍ୟକ୍ତିଙ୍କ ପାଇଁ ନିଶ୍ଚିତ ଅପମାନଜନକ ହୋଇଥାଏ। କିଛି ଲୋକ ଚୁପ୍‌ଚାପ ଚାଲି ଯାଉଥିବା ବେଳେ ଆଉ କିଛି ଲୋକ...

ଦମ୍ପତି ଯାଆଁଳା ପିଲାଙ୍କ ନାଁ ରଖିଲେ କରୋନା, କୋଭିଡ୍‌

ରାୟପୁର,୩ା୪: ଏକ ଦମ୍ପତି ସେମାନଙ୍କ ଯାଆଁଳା ପିଲାଙ୍କ ନାମ ରଖିଛନ୍ତି କରୋନା ଏବଂ କୋଭିଡ୍‌। କରୋନା ଭାଇରସ୍‌ ସମଗ୍ର ବିଶ୍ୱରେ ଆତଙ୍କ ଖେଳାଇ ଚାଲିଥିବା ବେଳେ...

ବିଶ୍ୱ କ୍ରିକେଟରେ ହାତଛଡ଼ା ହୋଇଥିବା ମହଙ୍ଗା କ୍ୟାଚ୍‌

କ୍ରିକେଟରେ କ୍ୟାଚ୍‌ ହିଁ ମ୍ୟାଚ୍‌ ଜିତାଏ। କିନ୍ତୁ ବିଶ୍ୱ କ୍ରିକେଟରେ ବହୁତ ଗୁରୁତ୍ୱପୂର୍ଣ୍ଣ କ୍ୟାଚ୍‌ ହାତଛଡ଼ା ହୋଇଛି, ଯାହାକି ପୂରା ଦଳକୁ ମହଙ୍ଗା ପଡ଼ିବାର ବହୁ...

ମାତ୍ର ୪ ଥର ଶୁଣି ନୂଆ ଶବ୍ଦ ମନେ ରଖନ୍ତି କୁକୁର !

ବୁଧାପେଷ୍ଟ, ୩୧।୧: ମଣିଷ ଭଳି କୁକୁରର ମଧ୍ୟ ପ୍ରଖର ମନେ ରଖିବା ଶକ୍ତି ରହିଛି। କୁକୁର କୌଣସି ନୂଆ ଶବ୍ଦକୁ ମାତ୍ର ୪ ଥର ଶୁଣି...

ଭାରତର ଏହି ନଦୀ ମଧ୍ୟରେ ରହିଛି ହଜାର ହଜାର ଶିବଲିଙ୍ଗ

ପୃଥିବୀରେ ଅନେକ ସ୍ଥାନ ଅଛି, ଯାହାର ରହସ୍ୟ ଜାଣିବା ବହୁ କଷ୍ଟକର। ଭାରତରେ ଏପରି ସ୍ଥାନର ଅଭାବ ନାହିଁ। କର୍ନାଟକରେ ଏମିତି ଏକ ସ୍ଥାନ ଅଛି,...

ଝୋଟ କାରିଗରି

ଓଡ଼ିଶାର ଯେଉଁସବୁ କଳାକାରିଗରି ଦେଶବିଦେଶରେ ପ୍ରସିଦ୍ଧି ଲାଭ କରିଛି ସେଥିରେ ଝୋଟର ରହିଛି ଏକ ସ୍ବତନ୍ତ୍ର ସ୍ଥାନ। ଝୋଟ ପାଇଁ ବିଶେଷକରି ଉପକୂଳ ଅଞ୍ଚଳର ବିଭିନ୍ନ...

ଶବ ସଂରକ୍ଷଣ ଗୃହରେ ଥିଲା ମୃତଦେହ: ଓଠ, କାନ ଖାଇଗଲେ ମୂଷା, ପରେ ଘଟିଲା ଏମିତି…

ଅମୃତସର,୨ା୮: ପଞ୍ଜାବର ମୋହାଲିରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି। ଡେରାବସିସ୍ଥିତ ଇଣ୍ଡସ୍‌ ଇଣ୍ଟରନ୍ୟାଶନାଲ ହସ୍ପିଟାଲରେ ଜଣେ ମହିଳାଙ୍କ ମୃତଦେହରୁ ଓଠ ଏବଂ କାନକୁ ମୂଷା...

Advertisement
Archives

Model This Week