Categories: ଫୁରସତ

ଭାଲୁଛୁଆଙ୍କ ପୁଲ୍‌ ପାର୍ଟି; ଭିଡିଓ ଦେଖିଲେ…

ସୋସିଆଲ ମିଡିଆରେ ଅନେକ ମଜାଦାର ଭିଡିଓ ଭାଇରାଲ ହୋଇଥାଏ। ସେହିଭଳି କ୍ରମରେ ଏବେ ଭାଇରାଲ ହେଉଛି ଭାଲୁଛୁଆଙ୍କ ପୁଲ୍‌ ପାର୍ଟିର ଭିଡିଓ। ଖୋଲାପଡ଼ିଆରେ ପାଣିରେ ଖେଳୁଛନ୍ତି ସେମାନେ। ଲୋକମାନେ ଉକ୍ତ ଭିଡିଓକୁ ବେଶ୍‌ ପସନ୍ଦ କରୁଛନ୍ତି।

ଟୁଇଟରରେ ଉକ୍ତ ଭିଡିଓକୁ @hopkinsBRFC21 ନାମକ ଆକାଉଣ୍ଟରେ ଶେୟାର କରାଯାଇଛି। ଏଯାବତ ଏହାକୁ ହଜାର ହଜାର ସଂଖ୍ୟାରେ ଲୋକ ଦେଖିସାରିଛନ୍ତି। ଆପଣ ବି ଦେଖନ୍ତୁ:-

Share