କବିସୂର୍ଯ୍ୟନଗର ସହରରେ ଭାଲୁ : ଭିଡିଓ ଭାଇରଲ

କବିସୂର୍ଯ୍ୟନଗର,୮ା୯(ଡି.ଏନ.ଏ.): ଗଞ୍ଜାମ ଜିଲା କବିସୂର୍ଯ୍ୟନଗର ପୁରୁଣା ଥାନା ନିକଟରେ ବୁଧବାର ରାତିରେ ଏକ ଭାଲୁ ବୁଲୁଥିବା ଦେଖିବାକୁ ମିଳିଛି। ଏ ନେଇ ଏକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହୋଇଛି। କବିସୂର୍ଯ୍ୟନଗର ସହରର ଜଣେ ଯୁବକ କୌଣସି କାମରେ ଛତ୍ରପୁର ଯାଇଥିଲେ। ସେଠାରୁ କାମ ସାରି ସେ ନିଜ ଗଁାକୁ ଫେରୁଥିବା ବେଳେ ପୁରୁଣା ଥାନା ନିକଟସ୍ଥ ଏକ କାର ଗ୍ୟାରେଜ ସମ୍ମୁଖରେ ଭାଲୁ ବୁଲୁଥିବା ଦେଖି ଭିଡିଓ କରିଥିଲେ। ଏହି ଭିଡିଓ ଏବେ ସୋସିଆଲ ମିଡିଆରେ ଭାଇରାଲ ହେବାରୁ ସହରରେ ଲୋକଙ୍କ ମଧ୍ୟରେ ଆତଙ୍କ ଦେଖାଦେଇଛି। ତେବେ ଶୀଘ୍ର ବନ ବିଭାଗ ଉକ୍ତ ଭାଲୁକୁ ଉଦ୍ଧାର କରିବା ପାଇଁ ଜନସାଧାରଣ ଦାବି ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଭୟଙ୍କର! ମନ୍ତ୍ରୀଙ୍କ ଘରେ ପାଣି ପଶିବା ପରେ ବାଲି ପକାଇବାକୁ ଯାଉଥିଲେ ଶ୍ରମିକ, ମଝି ନଦୀରେ ଓଲଟିଲା ଡଙ୍ଗା, ୨୨ ଶ୍ରମିକ…

ପାଟନା,୨୬।୮: ବିହାରର ଭାଗଲପୁରରେ ଗଙ୍ଗା ନଦୀରେ ଏକ ବଡ଼ ଅଘଟଣ ଘଟିଛି । ନବଗଛିଆ ଅନ୍ତର୍ଗତ ଖରୀକ ବ୍ଲକର ରାଘୋପୁର ତଟବନ୍ଧ ନିକଟରେ ୨୨ ଜଣ ଶ୍ରମିକଙ୍କୁ…

ଚନ୍ଦ୍ରଗ୍ରହଣରେ ସମ୍ଭାଳିକି ରୁହନ୍ତୁ ଏହି ଗୋଟିଏ ରାଶି , ବଢ଼ିବ ମାନସିକ ଚାପ, ମାସେ ଯାଏ ଭାବିଚିନ୍ତି ନିଅନ୍ତୁ ନିଷ୍ପତ୍ତି!

ଜ୍ୟୋତିଷ ସିଦ୍ଧାନ୍ତ ଅନୁସାରେ, ଯେତେବେଳେ ବି କୌଣସି ବଡ଼ ଖଗୋଳୀୟ ଘଟଣା ଘଟେ, ସେତେବେଳେ ଏହାର ସିଧାସଳଖ ପ୍ରଭାବ ଦେଶ-ଦୁନିଆ ଏବଂ ରାଶିଗୁଡ଼ିକ ଉପରେ ପଡ଼ିଥାଏ। କିନ୍ତୁ…

ନେପାଳରେ ବନ୍ୟା ବିପର୍ଯ୍ୟୟ: ଭାସିଗଲା ଅନେକ ଗାଁ, ୭ଜଣଙ୍କ ମୃତ୍ୟୁ, ୧୦୫ ଜଣ ଭାରତୀୟଙ୍କ ସମେତ ୨୯୧ ବିଦେଶୀ ନିଖୋଜ

କାଠମାଣ୍ଡୁ,୨୬।୮: ଉତ୍ତର ନେପାଳର ଭୋଟେ କୋଶି ନଦୀରେ ବୁଧବାର ହଠାତ ବନ୍ୟା ଆସିଥିଲା। ଏପର୍ଯ୍ୟନ୍ତ ୭ଜଣଙ୍କ ମୃତଦେହ ଉଦ୍ଧାର କରାଯାଇଛି। ଏହି ସମୟରେ, ୨୯୧ ବିଦେଶୀ ନାଗରିକଙ୍କ…

‘ଛାତ୍ରଙ୍କୁ ଚାକିରି ନୁହେଁ ଲାଠି ମିଳୁଛି’, ରାସ୍ତାରେ ଗର୍ଜିଲେ ୬ ବର୍ଷର ବାଳକ, ମୁଖ୍ୟମନ୍ତ୍ରୀଙ୍କ ଇସ୍ତଫା…

ପାଟନା,୨୬।୮: ରୋଜଗାର ସମେତ ବିଭିନ୍ନ ଦାବି ନେଇ ପାଟନାର ଡାକବଙ୍ଗଲା ଛକରେ ଛାତ୍ର ଓ ପରୀକ୍ଷାର୍ଥୀଙ୍କ ଆନ୍ଦୋଳନ ଜାରି ରହିଛି । ଏହି ଭିଡ଼ ମଧ୍ୟରେ ପ୍ରାୟ…

ଛାତିରେ ହେଲା ଯନ୍ତ୍ରଣା, ଡାକ୍ତରଖାନା ନେବା ପରେ…

ଗଞ୍ଜାମ,୨୬ା୮(ବିଦ୍ୟାଧର ସାହୁ): ହୁମ୍ମା ଅଞ୍ଚଳର ଜଣେ ଧର୍ମପରାୟଣ ବ୍ୟକ୍ତିଙ୍କ ବିୟୋଗ ଘଟିଛ। ସେ ହେଲେ ହୁମା ଗୋପୀନାଥ ସାହିର ବାବାଜୀ ସାହୁ l ଜଣେ ଶାନ୍ତ ସରଳ…

Video: ନେପାଳରେ ପ୍ରକୃତିର କୋପ, ଆସିଲା ଭୟଙ୍କର ଭଡ଼ିଓ, ହଠାତ୍‌ ମାଡିଆସିଲା ପାଣି ୧୦୦୦ରୁ ଅଧିକ ଲୋକ ଭାସିଯାଇଥିବା ଆଶଙ୍କା

କାଠମାଣ୍ଡୁ,୨୬।୮: ପ୍ରତିବର୍ଷ ମୌସୁମୀ ଋତୁରେ, ନେପାଳ ଏବଂ ଭାରତର ପାର୍ବତ୍ୟାଞ୍ଚଳ ପ୍ରକୃତିର କୋପ ଦେଖିଥାଏ। ବୁଧବାର ସକାଳେ ନେପାଳରେ ସମାନ ଦୃଶ୍ୟ ଦେଖାଦେଇଥିଲା ଯେତେବେଳେ ତିବ୍ଦତ ସୀମା…

ମାତ୍ର ଏତିକି କିଲୋର କିଣିପାରିବେ ଚିନି! ବିଗ୍‌ବାସ୍କେଟ-ଇନଷ୍ଟାମାର୍ଟ ଭଳି କମ୍ପାନୀ କଲେ ବଡ଼ ଘୋଷଣା

ନୂଆଦିଲ୍ଲୀ, ୨୬।୮: ଭାରତରେ ପର୍ବପର୍ବାଣିର ମୁଖ୍ୟ ଋତୁ ପୂର୍ବରୁ ଯୋଗାଣରେ ହ୍ରାସ କାରଣରୁ D-Mart ଭଳି ରିଟେଲର୍ସ ଏବଂ BigBasket, Blinkit ଓ Swiggy Instamart ଭଳି…

ମହଙ୍ଗା ମାଡ଼: ବଢ଼ିଲା ଅଣ୍ଡା ଦର, ଏତିକି ଟଙ୍କା ହେବ ଚିକେନ ଦାମ୍

ନୂଆଦିଲ୍ଲୀ,୨୬।୮: ଦୈନନ୍ଦିନ ଖାଦ୍ୟସାମଗ୍ରୀର ବୃଦ୍ଧିପାଉଥିବା ଦରଦାମ୍ ମଧ୍ୟରେ ଏବେ ଅଣ୍ଡା ଦର ସାଧାରଣ ଖାଉଟିଙ୍କ ଚିନ୍ତା ବଢ଼ାଇଦେଇଛି । ବିଗତ ଗୋଟିଏ ବର୍ଷ ମଧ୍ୟରେ ଅଣ୍ଡା ମୂଲ୍ୟରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri