ଗାଁକୁ ପଶି ଆସି କୂଅରେ ପଡିଥିଲା ଭାଲୁ, ହେଲା ଉଦ୍ଧାର

କେନ୍ଦୁଝର,୧।୭(ସ୍ବ.ପ୍ର.): କେନ୍ଦୁଝର ସଦର ବ୍ଲକ ନେଳୁଙ୍ଗ ଗ୍ରାମ ଆମୁଆ ପଶି ସାହିରେ ଶୁକ୍ରବାର କୂଅରେ ପଡ଼ିଥିବା ଏକ ଭାଲୁକୁ ଉଦ୍ଧାର କରାଯାଇଛି। ଭାଲୁଟି କୂଅରେ ପଡ଼ିଥିବା ଖବରପାଇ ବନ ବିଭାଗ ଓ ଅଗ୍ନିଶମ ବାହିନୀ କର୍ମଚାରୀ ପହଞ୍ଚି ଥିଲେ। ପ୍ରଥମେ କୂଅରୁ ପାଣି ବାହାର କରି ଏକ ସିଡ଼ି ପକା ଯାଇଥିଲା। ଭାଲୁ ସିଡିରେ ଚଢ଼ି ବାହାରକୁ ଆସିବା ପରେ ପାଖ ସଂରକ୍ଷିତ ଜଙ୍ଗଲକୁ ପଳାଇଥିଲା। ଏ ନେଇ ପୂର୍ବରୁ ଆଖପାଖ ଅଞ୍ଚଳରେ ଡାକ ବାଜି ଯନ୍ତ୍ର ଦ୍ବାରା ଲୋକଙ୍କୁ ସଚେତନ କରାଯାଇ ଘରୁ ନ ବାହାରିବାକୁ କୁହାଯାଇଥିଲା। ଏସିଏଫ୍‌ ଅଶୋକ ଦାସ, ରେଞ୍ଜ ଅଧିକାରୀ ବିଜୟ କୁମାର ମହାନ୍ତ ପ୍ରମୁଖ ଉଦ୍ଧାର କାର୍ଯ୍ୟ ବେଳେ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

୨୨ ମଣ୍ଡପରେ ଦେବୀ ପଦ୍ମାଳୟା

ବଅଁରପାଳ, ୧୫ା୧୦ (ଡି.ଏନ.ଏ.): ବଅଁରପାଳ ବ୍ଲକରେ ମା’ ଲକ୍ଷ୍ମୀଙ୍କ ପୂଜା ଧୁମ୍‌ଧାମରେ ଚାଲିଛି। ବଅଁରପାଳରେ ୧୩ ମଣ୍ଡପ ହୋଇଥିବା ବେଳେ କୁଲାଡ଼ରେ ୯ ମଣ୍ଡପରେ ମା’...

ନାବାଳିକାଙ୍କୁ ଅପହରଣ କରି ବନ୍ଧା ହେଲେ

କୋକସରା,୨୧।୬(ଡି.ଏନ୍‌.ଏ.): ନାବାଳିକାକୁ ବିବାହର ପ୍ରଲୋଭନ ଦେଖାଇ ଅପହରଣ କରିଥିବା ଅଭିଯୋଗରେ କଳାହାଣ୍ଡି ଜିଲା କୋକସରା ଥାନା ପୋଲିସ ଜଣେ ଯୁବକଙ୍କୁ ଆନ୍ଧ୍ରପ୍ରଦେଶ ୱେଷ୍ଟ ଗୋଦାବରୀ ଏଲୁରରୁ...

କଣିହାଁ କୋଇଲା ଖଣିରେ ଫାଟ

କଣିହାଁ, ୧୮ା୮(ଡି.ଏନ.ଏ.)  ଅନୁଗୋଳ ଜିଲା ସ୍ଥିତ ଏମସିଏଲର କଣିହାଁ କୋଇଲା ଖଣିର ବିଭିନ୍ନ ସ୍ଥାନରେ ଫାଟ ସୃଷ୍ଟି ହୋଇଛି। ଫଳରେ ଯେ କୌଣସି ସମୟରେ ଦୁର୍ଘଟଣା...

ଯୋଗଦେଲେ ନୂତନ ଜିଲାପାଳ

ଭଦ୍ରକ ଅଫିସ,୨୦।୬: ଭଦ୍ରକର ନୂତନ ଜିଲାପାଳ ଭାବେ ସିଦ୍ଧେଶ୍ୱର ବଳିରାମ ବୋନ୍ଦାର ସୋମବାର କାର୍ଯ୍ୟରେ ଯୋଗ ଦେଇଛନ୍ତି। ପ୍ରଥମ ଦିନରେ ଜିଲାପାଳ ଜିଲା ମୁଖ୍ୟ ଚିକିତ୍ସାଳୟକୁ...

ବେକାବୁ ହେଲାଣି କଟକ ସହର: ପୁଣି ୭୪ କରୋନା ପଜିଟିଭ୍‌ ଚିହ୍ନଟ

କଟକ ଅଫିସ,୫ା୭: କଟକ ସହରରେ କରୋନା ସ୍ଥିତି ଏବେ ବେକାବୁ ହେଲାଣି। ପ୍ରତିଦିନ ଏଠାରୁ କରୋନା ପଜିଟିଭ୍‌ ଚିହ୍ନଟ ହେଉଛନ୍ତି। ଯାହାକି ସହରବାସୀଙ୍କ ପାଇଁ ଚିନ୍ତାର...

ନୂଆ ଅତିରିକ୍ତ ଜିଲାପାଳଙ୍କ ଯୋଗଦାନ

ଅନୁଗୋଳ ଅଫିସ, ୨୭।୩ : ଅନୁଗୋଳ ଜିଲାର ନୂତନ ଅତିରିକ୍ତ ଜିଲାପାଳ (ରାଜସ୍ବ) ଭାବେ ସନ୍ତୋଷ କୁମାର ପ୍ରଧାନ କାର୍ଯ୍ୟରେ ଯୋଗ ଦେଇଛନ୍ତି। ଏହା ପୂର୍ବରୁ...

ସରକାରୀ ବାସଭବନରେ ସାଇଣ୍ଟିଫିକ ଟିମ୍‌ର ତଦନ୍ତ

ପାରଳାଖେମୁଣ୍ଡି,୧୭ା୭(ଡି.ଏନ.ଏ.): ଗଜପତି ଜିଲା ପାରଳାଖେମୁଣ୍ଡି ସହକାରୀ ବନ ସଂରକ୍ଷକ (ଏସିଏଫ୍‌) ସୋମ୍ୟରଞ୍ଜନ ମହାପାତ୍ରଙ୍କ ମୃତ୍ୟୁ ଘଟଣାର ରହସ୍ୟ ଉପରୁ ପରଦା ଉଠାଇବା ପାଇଁ ପ୍ରୟାସ ଆରମ୍ଭ...

ଦେଢ଼ମାସ ତଳେ ସ୍ତ୍ରୀଙ୍କୁ ହତ୍ୟା କରି ପୋତି ଦେଇଥିଲେ ସ୍ବାମୀ, ଅଭିଯୁକ୍ତଙ୍କୁ ବାନ୍ଧିଲା ପୋଲିସ

ଜମନକିରା,୨୦।୧୦(ଡି.ଏନ୍‌.ଏ.): ସମ୍ବଲପୁର ଜିଲା ଜମନକିରା ଥାନା ବଡ଼ମାଳ ପଞ୍ଚାୟତ ରାଉତପଡ଼ା କଲୋନୀରେ ଘଟିଥିବା ଜଘନ୍ୟ ହତ୍ୟାକାଣ୍ଡର ଗୁରୁବାର ପର୍ଦ୍ଦାଫାଶ ହୋଇଛି। ଅଭିଯୁକ୍ତ ସ୍ବାମୀ ରଞ୍ଜନ ବାଡ଼ି(୩୦)ଙ୍କୁ...

Advertisement
Archives

Model This Week