ବଣୁଆ ମାଈ ଭାଲୁର ମୃତଦେହ ଉଦ୍ଧାର

କେନ୍ଦୁଝର, (ସ୍ବ.ପ୍ର.): କେନ୍ଦୁଝର ସଦର ରେଞ୍ଜ ଅନ୍ତର୍ଗତ ଜଡ଼ିଖୁଣ୍ଟା ଗ୍ରାମ ନିକଟରୁ ବନ ବିଭାଗ ଏକ ବଣୁଆ ମାଈ ଭାଲୁର ମୃତ ଦେହ ଉଦ୍ଧାର କରିଛି। ଭାଲୁର ବୟସ ୧୫ ବର୍ଷ ହେବ। ମୃତ୍ୟୁର କାରଣ ଜଣାପଡି ନ ଥିଲେ ହେଁ ଦେହରେ କ୍ଷତ ଚିହ୍ନ ରହିଛି। ମୃତ ଦେହ ବ୍ୟବଚ୍ଛେଦ ପରେ କାରଣ ଜଣାପଡିବ ବୋଲି ରେଞ୍ଜ ଅଧିକାରୀ ଅରବିନ୍ଦ ନାୟକ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କେନ୍ଦୁଝର ବହୁ ଚର୍ଚ୍ଚିତ ଷ୍ଟ୍ରିଟ ଲାଇଟ୍‌ ଦୁର୍ନୀତି ମାମଲା: ବିଦ୍ୟୁତ୍‌ ବିଭାଗର ୩ ଯନ୍ତ୍ରୀ କଲେ ଆତ୍ମସମର୍ପଣ

କେନ୍ଦୁଝର,୨୮।୯(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ବହୁ ଚର୍ଚ୍ଚିତ ଷ୍ଟ୍ରିଟ ଲାଇଟ୍‌ ଦୁର୍ନୀତି ମାମଲାରେ ୩ଜଣ ଯନ୍ତ୍ରୀ ଆତ୍ମସମର୍ପଣ କରିଛନ୍ତି। ସୋମବାର କେନ୍ଦୁଝର ସ୍ବତନ୍ତ୍ର ଭିଜିଲାନ୍ସ କୋର୍ଟରେ ବିଦ୍ୟୁତ୍‌…

ବନ୍ଧକ ସୁନା ମାଗିବାରୁ ମରଣାନ୍ତକ ଆକ୍ରମଣ, ୩ ମାସ ପରେ ତାମିଲନାଡୁରୁ ଅଭିଯୁକ୍ତ ଗିରଫ

କେନ୍ଦୁଝର/ହାଟଡିହୀ/ଛେନାପଦୀ,୨୭।୯(ନରେଶ ଚନ୍ଦ୍ର ପଟ୍ଟନାୟକ/ଶୁଭକାନ୍ତ ନାୟକ/ନିରାକାର ପରିଡା): କେନ୍ଦୁଝର ଜିଲା ନନ୍ଦିପଦା ଥାନା ନୂଆରମ୍ପାସ ଗ୍ରାମରେ ଗତ ଜୁନ ୨୩ ମଙ୍ଗଳବାର ବନ୍ଧକ ସୁନା ଫେରସ୍ତ ମାଗି ମରଣାନ୍ତକ…

ଭୀମକୁଣ୍ଡ ପର୍ଯ୍ୟଟନ କେନ୍ଦ୍ରରେ ଏକାଠି ହେଲେ ୧୩ ବ୍ଲକର ସରପଞ୍ଚ, ୪ ବର୍ଷର ବିକାଶ…

ପାଟଣା,୨୭।୯(ବୀର କିଶୋର ଦାଶ): କେନ୍ଦୁଝର ଜିଲା ସରପଞ୍ଚ ମହାସଂଘର ରବିବାର ପାଟଣା ବ୍ଲକ୍ ଡୁମୁରିଆ ପଂଚାୟତ ଘାଟ ବାଲି ଯୋଡ଼ି ସ୍ଥିତ ଭୀମ କୁଣ୍ଡ ପର୍ଯ୍ୟଟନ କେନ୍ଦ୍ରରେ…

ସୋସୋରେ ଫୁଟିଲା ଗୁଳି, ବ୍ୟବସାୟୀଙ୍କଠାରୁ ଲୁଟ୍‌

ହାଟଡିହୀ, ୨୭।୯ (ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ଅନ୍ତର୍ଗତ ସୋସୋ ଥାନା ଅଞ୍ଚଳରେ ଗୁଳି ଫୁଟାଇ ଜଣେ ଗହଣା ବ୍ୟବସାୟୀଙ୍କଠାରୁ ଦୁର୍ବୃତ୍ତମାନେ ଗତ ଶନିବାର…

କାଠ ଆଣିବାକୁ ଯାଇ ହାତୀ ହାବୁଡ଼ରେପଡ଼ିିଗଲେ ବୃଦ୍ଧ, ଆଉ ତା’ପରେ…

କେନ୍ଦୁଝର,୨୬ା୯(ନରେଶ ଚନ୍ଦ୍ର ପଟ୍ଟନାୟକ): ବାଂଶପାଳ ବ୍ଲକ ଶୁଆକାଟିସ୍ଥିତ ଗନ୍ଧମାର୍ଦ୍ଦନ ଲିଜ୍‌ ଏରିଆ ଅଞ୍ଚଳରେ ଏକ ହାତୀ ଆକ୍ରମଣରେ ଜଣେ ବୃଦ୍ଧଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ସୁବନ…

ମା’ ହେଲେ ଦଶମ ଶ୍ରେଣୀ ଛାତ୍ରୀ: ଜିଲା ମୁଖ୍ୟ ଚିକିତ୍ସାଳୟରେ କନ୍ୟା ସନ୍ତାନ ଜନ୍ମ, ଥାନାରେ ଏତଲା

ପାଟଣା,୨୬।୯(ବୀର କିଶୋର ଦାଶ): କେନ୍ଦୁଝର ଜିଲା ତୁରୁମୁଙ୍ଗା ଥାନା ଅଞ୍ଚଳରେ ଜଣେ ଦଶମ ଶ୍ରେଣୀର ନାବାଳିକା ଛାତ୍ରୀ ମାଆ ହୋଇଥିବା ଘଟଣା ସ୍ଥାନୀୟ ଅଞ୍ଚଳରେ ଚର୍ଚ୍ଚାର ବିଷୟ…

୪୯ ନଂ ଜାତୀୟ ରାଜପଥରେ ମର୍ମନ୍ତୁଦ ଦୁର୍ଘଟଣା: କାର୍ ଧକ୍କାରେ ବାଇକ୍ ଆରୋହୀ ଗୁରୁତର, ୨୦ ଫୁଟ ତଳକୁ ଖସିଲା କାର୍

ପାଟଣା,୨୬।୯(ବୀର କିଶୋର ଦାଶ): କେନ୍ଦୁଝର ଜିଲା ତୁରୁମୁଙ୍ଗା ଥାନା ଅନ୍ତର୍ଗତ ୪୯ ନମ୍ବର ଜାତୀୟ ରାଜପଥର ଖିରେଇଟାଙ୍ଗିରୀ ନିକଟରେ ଶନିବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଯାଇଛି।…

ଭୟଙ୍କର ଭୂସ୍ଖଳନ: ହଠାତ୍‌ ଧସିଲା ବଡ଼ବଡ଼ ପଥର ଖଣ୍ଡ, ମାଟି ଅତଡ଼ା

ବଞ୍ଚୋ,୨୬ା୯(ପ୍ରଦୋଷ ବିଶ୍ୱାଳ): ଆନନ୍ଦପୁର ଉପଖଣ୍ଡ ଅଧୀନ ତରତରା ପଂଚାୟତ ବାହିଆବାରଦଣ୍ଡା ଅଞ୍ଚଳର ବାରହାଗାଡ଼ିଆ ନିକଟରେ ଶନିବାର ଏକ ଭୟାନକ ଭୂସ୍କଳନ ଘଟିଥିବା ଜଣାପଡ଼ିଛି। ହଠାତ୍‌ ମାଟି ଓ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?