ପାଟଣା,୩୦।୩(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ରେଞ୍ଜ ପୋଇପାଣି ବିଟ୍ ଦାରିକାପଶି ଗାଁ ନିକଟ କେନାଲରୁ ସୋମବାର ସାରେ ଏକ ଗାଡ଼ଭାଲୁର ମୃତଦେହ ଉଦ୍ଧାର ହୋଇଛି। କେନାଲରେ ଗାଡଭାଲୁର ମୃତଦେହ ଭାସି ଭାସି ଆସୁଥିବା ଦେଖି ଗ୍ରାମବାସୀ ବନ ବିଭାଗକୁ ଖବର ଦେଇଥିଲେ। ଖବରପାଇ ଘଟଣାସ୍ଥଳରେ ଫରେଷ୍ଟ ଗାର୍ଡ ତପସ୍ବୀନୀ ନାୟକ ପହଞ୍ଚି ମୃତ ଭାଲୁକୁ ରେଞ୍ଜ କାର୍ଯ୍ୟାଳୟକୁ ନେଇଛନ୍ତିି। ଭାଲୁର ମୁହଁରେ କ୍ଷତ ଥିବା ବେଳେ କୁକୁର ଆକ୍ରମଣରେ ମୃତ୍ୟୁ ହୋଇଥିବା ଅନୁମାନ କରାଯାଉଛି।
Posted inHome Left, ଆମ ଜିଲା ଖବର, କେନ୍ଦୁଝର View All
ପ୍ରଥମ ଦିନିକିଆ ପାଇଁ ଟିମ ଇଣ୍ଡିଆର ମାଷ୍ଟରପ୍ଲାନ ହେଲା ଲିକ୍’! ବଡ଼ କଥା କହିଲେ ଭାରତୀୟ କୋଚ
ନୂଆଦିଲ୍ଲୀ,୨୬।୯: ୨୦୨୭ ଦିନିକିଆ ବିଶ୍ୱକପକୁ ନଜରରେ ରଖି ଭାରତୀୟ କ୍ରିକେଟ ଦଳ ପାଇଁ ଆଗାମୀ ପ୍ରତ୍ୟେକ ସିରିଜ ଗୁରୁତ୍ୱପୂର୍ଣ୍ଣ ହେବ। ଭାରତ ଓ ୱେଷ୍ଟଇଣ୍ଡିଜ ମଧ୍ୟରେ ୩…
୨୭ରେ ‘କଣ୍ଟା ଗାଦିଆ’ ବସା, ୧ରେ ନୂତନ କାଳିସୀଙ୍କ ଅଗ୍ନିପରୀକ୍ଷା: ବାଲିଯାତ୍ରା ଏବେ ଉତ୍ସବମୁଖର
ଥୁଆମୂଳ ରାମପୁର,୨୬।୯(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁରର ପ୍ରସିଦ୍ଧ ଆଧ୍ୟାତ୍ମିକ ପୀଠ ଶ୍ରୀ ଶ୍ରୀ ଇଷ୍ଟଦେବୀ ମା’ ମାଣିକେଶ୍ୱରୀ ଓ ବାବା ଭୈରବ ଦେବଙ୍କ ପବିତ୍ର…
ନିର୍ବାଚିତ ହେବାର କିଛି ଘଣ୍ଟା ପରେ ଓମ ବିର୍ଲଙ୍କ ବାସଭବନ ସାମ୍ନାରେ ନତମସ୍ତକ ହେଲେ ମେୟର, ରାଜନୀତିରେ ଚହଳ
ନୂଆଦିଲ୍ଲୀ,୨୬।୯: ରାଜସ୍ଥାନର କୋଟା ନଗର ନିଗମର ନୂଆ ମେୟର ଭାବେ ଭାଜପାର ଅନୁସୂୟା ଗୋସ୍ବାମୀ ନିର୍ବାଚିତ ହେବାର କିଛି ଘଣ୍ଟା ପରେ ଏକ ଭିଡିଓ ସୋସିଆଲ ମିଡିଆରେ…
ରିପୋର୍ଟରେ ବଡ଼ ଖୁଲାସା: ଦଳ ବଦଳାଇଛନ୍ତି ୧୧୧ ଏମ୍ପି, ବିଧାୟକ
ନୂଆଦିଲ୍ଲୀ,୨୬ା୯: ୨୦୨୨ରୁ ୨୦୨୬ ମଧ୍ୟରେ ପାର୍ଲାମେଣ୍ଟ କିମ୍ବା ରାଜ୍ୟ ବିଧାନସଭା ନିର୍ବାଚନ ଜିତିବା ପରେ ୧୧୧ ଏମ୍ପି ଏବଂ ବିଧାୟକ ଦଳ ବଦାଇଛନ୍ତି। ସର୍ବାଧିକ ଦଳବଦଳ ନାଗାଲାଣ୍ଡ…
କାଜୁ ବୁଦାରେ ଝୁଲୁଛି ଦିବ୍ୟାଙ୍ଗ ବ୍ୟକ୍ତିଙ୍କ ମୃତଦେହ: ଖେଳିଗଲା ଚାଞ୍ଚଲ୍ୟ
ଧର୍ମଶାଳା,୨୬।୯(ଶିବ ପ୍ରସାଦ ମହାନ୍ତି): ଯାଜପୁର ଜିଲା ବ୍ରହ୍ମବରଦା ଥାନା ଅନ୍ତର୍ଗତ ରାଉତରାପୁର ପଞ୍ଚାୟତର ନୂଆସାହି ଗ୍ରାମରେ ଜଣେ ଦିବ୍ୟାଙ୍ଗ ବ୍ୟକ୍ତିଙ୍କ ଝୁଲନ୍ତା ମୃତଦେହ ମିଳିବା ଘଟଣାକୁ ନେଇ…
ରୁଷିକୁଲ୍ୟାରୁ କମୁଛି ଜଳସ୍ତର: ଟଳିଲା ବନ୍ୟା ଆଶଙ୍କା
ପୁରୁଷୋତ୍ତମପୁର, ୨୬।୯ (ସବିତା ମିଶ୍ର): ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଗଭୀର ଅବପାତର ପ୍ରଭାବରେ ଗଞ୍ଜାମ ଜିଲାର ପୁରୁଷୋତ୍ତମପୁର ଅଞ୍ଚଳରେ ଗତ ଚାରିଦିନ ଧରି ଲଗାଣ ବର୍ଷା ଜାରି…
ପ୍ରଶାନ୍ତ କିଶୋରଙ୍କୁ ଜୋରଦାର ଝଟ୍କା: ପ୍ରାର୍ଥୀ ଘୋଷଣାର ୨୪ ଘଣ୍ଟାରେ…
ପାଟନା,୨୬।୯: ବିହାର ବିଧାନ ପରିଷଦ ନିର୍ବାଚନ ପୂର୍ବରୁ ପ୍ରଶାନ୍ତ କିଶୋରଙ୍କ ଦଳ ଜନ ସୁରଜକୁ ଝଟକା ଲାଗିଛି। ତିରହୁତ ଶିକ୍ଷକ ନିର୍ବାଚନମଣ୍ଡଳୀ ପାଇଁ ଦଳର ପ୍ରାର୍ଥୀ ଘୋଷଣା…
ଭଜନ କ୍ଲବିଂରେ ସାମିଲ ପ୍ରଧାନମନ୍ତ୍ରୀ ମୋଦି: ରାମ ଭଜନରେ ବଜାଇଲେ ଡଫଲି
ନୂଆଦିଲ୍ଲୀ,୨୬।୯: ଦିଲ୍ଲୀର ଦୀନ ଦୟାଲ ଉପାଧ୍ୟାୟ ପାର୍କରେ ଆୟୋଜିତ ‘ଭଜନ କ୍ଲବିଂ’ କାର୍ଯ୍ୟକ୍ରମରେ ସାମିଲ ହୋଇଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ପଣ୍ଡିତ ଦୀନଦୟାଲ ଉପାଧ୍ୟାୟଙ୍କ ୧୧୦ତମ ଜୟନ୍ତୀ…

